ହାଇଦ୍ରାବାଦ: କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟ ସରକାର ପାରିତ କରିଥିବା ବିଶ୍ବବିଦ୍ୟାଳୟ ବିଲରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ହସ୍ତକ୍ଷେପ କରିବାକୁ ଚିଠିଲେ ଉଲ୍ଲେଖ କରିଛନ୍ତି ଧର୍ମେନ୍ଦ୍ର ।
ବିଲ ଉଚ୍ଛେଦ ଦାବିରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟର ଶିକ୍ଷକ, ଛାତ୍ରଛାତ୍ରୀ ଗବେଷକଙ୍କ ସ୍ବାର୍ଥ ପାଇଁ ବିଲ ଉଚ୍ଛେଦ ଜରୁରୀ । ତେଣୁ କେନ୍ଦ୍ରମନ୍ତ୍ରୀ ରାଜ୍ୟ ସରକାରଙ୍କ ବିଶ୍ବ ବିଦ୍ୟାଳୟ ସଂଶୋଧନ ବିଲରେ ହସ୍ତକ୍ଷେପ କରିବାକୁ କହିଛନ୍ତି କେନ୍ଦ୍ରମନ୍ତ୍ରୀ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ