ETV Bharat / bharat

ଆଗକୁ ଆସୁଛି ବିଧାନସଭା ନିର୍ବାଚନ: ବିଜେପିର ନୂତନ ପ୍ରଭାରୀ ନିଯୁକ୍ତ

author img

By

Published : Aug 9, 2019, 1:33 PM IST

ବିଜେପି ପକ୍ଷରୁ ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ନିଯୁକ୍ତ କରାଯାଇଛି । ଏହି କ୍ରମରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକରଙ୍କୁ ଦିଲ୍ଲୀର ପ୍ରଭାରୀ ରୂପେ ନିଯୁକ୍ତି ମିଳିଛି। ବିଜେପି ସଭାପତି ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି ।

ଫାଇଲ ଫଟୋ

ନୂଆଦିଲ୍ଲୀ: ବିଜେପି ପକ୍ଷରୁ ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ନିଯୁକ୍ତ କରାଯାଇଛି । ବିଜେପି ସଭାପତି ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି ।

ଜାତୀୟ ସାଧାରଣ ସମ୍ପାଦକ ଓମ ପ୍ରକାଶ ମାଥୁରଙ୍କୁ ବିହାର ନିର୍ବାଚନ ପାଇଁ ପ୍ରଭାରୀ ନିଯୁକ୍ତ କରାଯାଇଥିବା ବେଳେ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଉତ୍ତରପ୍ରଦେଶ, କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର ଦିଲ୍ଲୀର ପ୍ରଭାରୀ, କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀ ଓ କେନ୍ଦ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କୁ ଦିଲ୍ଲୀର ସହ-ପ୍ରଭାରୀ ଭାବରେ ନିଯୁକ୍ତି ମିଳିଛି । ସେହିପରି ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଭୂପେନ୍ଦ୍ର ଯାଦବଙ୍କୁ ମହାରାଷ୍ଟ୍ର ପ୍ରଭାରୀ, ଉତ୍ତରପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଓ କର୍ଣ୍ଣାଟକର ପୂର୍ବତନ ବିଧାୟକ ଲକ୍ଷ୍ମଣ ସାଭାଦିଙ୍କୁ ମହାରାଷ୍ଟ୍ର ନିର୍ବାଚନ ପାଇଁ ସହ-ପ୍ରଭାରୀ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି । ବିଜେପି ପକ୍ଷରୁ ଆଗାମୀ ଦିନରେ ଦେବାକୁ ନିର୍ବାଚନରେ ଦୃଷ୍ଟିରେ ରଖି ସାଙ୍ଗଠନିକ ପରିବର୍ତ୍ତନ କରାଯାଇଛି।

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.