ETV Bharat / bharat

କୋରୋନାରେ ଆକ୍ରାନ୍ତ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଶୀ

କୋରୋନାରେ ଆକ୍ରାନ୍ତ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଶୀ । ଟ୍ବିଟ କରି ସୂଚନା ଦେଇଛନ୍ତି ପ୍ରହ୍ଲାଦ । ଅଧିକ ପଢନ୍ତୁ...

କୋରୋନାରେ ଆକ୍ରାନ୍ତ ହେଲେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଶୀ

author img

By

Published : Oct 7, 2020, 10:19 PM IST

ନୂଆଦିଲ୍ଲୀ: ମହାମାରୀ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଶୀ। ସେ କୋଭିଡ ପରୀକ୍ଷା କରାଇଥିବା ବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି ପ୍ରହ୍ଲାଦ ।

କୋରୋନାରେ ଆକ୍ରାନ୍ତ ହେଲେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଶୀ
କୋରୋନାରେ ଆକ୍ରାନ୍ତ ହେଲେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଶୀ

ମନ୍ତ୍ରୀ ପ୍ରହ୍ଲାଦ ଟ୍ବିଟ କରି ଲେଖିଛନ୍ତି ମୁଁ କୋରୋନା ପଜିଟିଭ ଚିହ୍ନଟ ହୋଇଛି । ତେବେ ତାଙ୍କଠାରେ କୌଣସି ଲକ୍ଷଣ ନଥିଲା । ଏବେ ସେ ହୋମ କ୍ବାରେଣ୍ଟାଇନରେ ରହିଛନ୍ତି ।

ଦେଶରେ କୋରୋନା ସଂକ୍ରମଣ ଧିରେ ଧିରେ ବଢିଚାଲିଥିବା ବେଳେ କେନ୍ଦ୍ର କ୍ୟାବିନେଟରେ ଅନେକ ମନ୍ତ୍ରୀ ଏଥିରେ ଆକ୍ରାନ୍ତ ହୋଇସାରିଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.