ETV Bharat / bharat

ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କୁ କୋରୋନା - Venkaiah Naidu COVID positive

ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...

ଦେଶର ଉପରାଷ୍ଟ୍ରପତିଙ୍କୁ କୋରୋନା
ଦେଶର ଉପରାଷ୍ଟ୍ରପତିଙ୍କୁ କୋରୋନା
author img

By

Published : Sep 29, 2020, 9:42 PM IST

ନୂଆଦିଲ୍ଲୀ: ଦେଶରେ ବଢିଚାଲିଛି ମହାମାରୀ କୋରୋନା ସଂକ୍ରମଣ । ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ଜନପ୍ରତିନିଧି ପର୍ଯ୍ୟନ୍ତ ସମସ୍ତେ କୋରୋନା କବଳରେ କବଳିତ । ଅନେକ ହେଭିୱେଟ ନେତା ମନ୍ତ୍ରୀ କୋରୋନାରେ ସଂକ୍ରମିତ ହୋଇସାରିଲେଣି । ଏପରିସ୍ଥିତିରେ ଦେଶର ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

ଦେଶର ଉପରାଷ୍ଟ୍ରପତିଙ୍କୁ କୋରୋନା
ଦେଶର ଉପରାଷ୍ଟ୍ରପତିଙ୍କୁ କୋରୋନା

ସୂଚନା ଅନୁଯାୟୀ ମଙ୍ଗଳବାର ସକାଳେ ଉପରାଷ୍ଟ୍ରପତି କୋଭିଡ ପରୀକ୍ଷା କରିଥିଲେ । ସେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଉପରାଷ୍ଟ୍ରପତିଙ୍କୁ ହୋମ କ୍ବାରେଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇଛି । ଅନ୍ୟପକ୍ଷେ ଉପରାଷ୍ଟ୍ରପତିଙ୍କ ପତ୍ନୀ କୋଭିଡ ନେଗେଟିଭ ଅଛନ୍ତି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.