ETV Bharat / bharat

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ କୋରୋନା - ବିହାର କୋରୋନା ଅପଡେଟ

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର କୋରୋନା ସଂକ୍ରମିତ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା । ଅଧିକ ପଢନ୍ତୁ

ନିତିଶ କୁମାରଙ୍କୁ କୋରୋନା
ନିତିଶ କୁମାରଙ୍କୁ କୋରୋନା
author img

By

Published : Jan 10, 2022, 7:37 PM IST

ପାଟନା: ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର କୋଭିଡ ସଂକ୍ରମିତ । ସେ କୋଭିଡରେ ସଂକ୍ରମିତ ହୋଇଥିବା ଟେଷ୍ଟିଂରୁ ଜଣାପଡିବା ପରେ ସଙ୍ଗରୋଧରେ ରହିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ବିବୃତ୍ତିରେ କୁହଯାଇଛି, ସେ ନିତିଶ ବର୍ତ୍ତମାନ ଗୃହ ସଙ୍ଗରୋଧରେ ରହିଛନ୍ତି ।

  • माननीय मुख्यमंत्री श्री नीतीश कुमार कोरोना जाँच में पॉज़िटिव पाये गए हैं। चिकित्सकों की सलाह पर वह होम आइसोलेशन में हैं। उन्होंने सभी से कोविड अनुकूल सावधानियां बरतने की अपील की है।

    — CMO Bihar (@officecmbihar) January 10, 2022 " class="align-text-top noRightClick twitterSection" data=" ">

ଏହା ମଧ୍ୟ ପଢନ୍ତୁ:-ପ୍ରତିରକ୍ଷା ମନ୍ତ୍ରୀ Rajnath Singh କୋରୋନା ସଂକ୍ରମିତ

ସେହିପରି ରାଜ୍ୟରେ କୋଭିଡ ସଂକ୍ରମଣ ବଢୁଥିବା ବେଳେ ସମସ୍ତେ କୋଭିଡ ପ୍ରୋଟୋକଲ ସଠିକ ଅନୁପାଳନ କରିବା ପାଇଁ ରାଜ୍ୟବାସୀଙ୍କୁ ନିତିଶ ନିବେଦନ ମଧ୍ୟ କରିଥିବା କାର୍ଯ୍ୟାଳୟ କହିଛି । ଆଜି ଅପରାହ୍ନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ କୋଭିଡରେ ସଂକ୍ରମିତ ହୋଇଥିବା ଜଣାପଡିଥିଲା । ରାଜନାଥ ମଧ୍ୟ ଗୃହ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.