ନୂଆଦିଲ୍ଲୀ: ଦିଲ୍ଲୀରେ ପହଞ୍ଚିଲେ ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି । ସେ ଆସନ୍ତାକାଲି NSA ଅଜିତ ଡୋଭାଲ ଏବଂ ବୈଦେଶିକ ମନ୍ତ୍ରୀ ଡ.ଏସ ଜୟଶଙ୍କରଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି । ଦୁଇ ଦେଶର ଦ୍ବିପାକ୍ଷିକ ସମ୍ପର୍କ ପ୍ରସଙ୍ଗ ସ୍ଥାନ ପାଇବା ନେଇ ସୂଚନା ରହିଛି । ୱାଙ୍ଗ ୟି ଦିଲ୍ଲୀରେ ପହଞ୍ଚିବା ନେଇ ଏନଆଇଏ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
-
Delhi | Chinese Foreign Minister Wang Yi arrives in India. He is likely to meet NSA Ajit Doval and EAM Dr S Jaishankar tomorrow. pic.twitter.com/hEEjyBBuq3
— ANI (@ANI) March 24, 2022 " class="align-text-top noRightClick twitterSection" data="
">Delhi | Chinese Foreign Minister Wang Yi arrives in India. He is likely to meet NSA Ajit Doval and EAM Dr S Jaishankar tomorrow. pic.twitter.com/hEEjyBBuq3
— ANI (@ANI) March 24, 2022Delhi | Chinese Foreign Minister Wang Yi arrives in India. He is likely to meet NSA Ajit Doval and EAM Dr S Jaishankar tomorrow. pic.twitter.com/hEEjyBBuq3
— ANI (@ANI) March 24, 2022
ତେବେ ଦୁଇ ଦେଶ ମଧ୍ୟରେ ଲାଗି ରହିଥିବା ସୀମା ବିବାଦ ଓ ଏହାର ସମାଧାନ ପ୍ରସଙ୍ଗ ମଧ୍ୟ ଆଲୋଚନାରେ ସ୍ଥାନ ପାଇବା ନେଇ ଅନୁମାନ କରାଯାଉଛି । ବର୍ତ୍ତମାନ ୟୁକ୍ରେନ ସଙ୍କଟ ମଧ୍ୟରେ ୟୁରୋପୀୟ ରାଷ୍ଟ୍ରମାନଙ୍କ ସହ ଭାରତର ଦ୍ବିପାକ୍ଷିକ ସମ୍ପର୍କରେ ପୂର୍ବାପେକ୍ଷା ସମାନ୍ୟ ପରିବର୍ତ୍ତନ ଆସିଥିବାବେଳେ ଚୀନ ବିଦେଶ ମନ୍ତ୍ରୀଙ୍କ ଏହି ଗସ୍ତ ବିଭିନ୍ନ ଦୃଷ୍ଟିକୋଣରୁ ଗୁରୁତ୍ବପୂର୍ଣ୍ଣ ବୋଲି ବିଚାର କରାଯାଉଛି ।
-
#WATCH | Delhi: Chinese Foreign Minister Wang Yi arrives in India. He is likely to meet NSA Ajit Doval and EAM Dr S Jaishankar tomorrow pic.twitter.com/hU2G52CCa5
— ANI (@ANI) March 24, 2022 " class="align-text-top noRightClick twitterSection" data="
">#WATCH | Delhi: Chinese Foreign Minister Wang Yi arrives in India. He is likely to meet NSA Ajit Doval and EAM Dr S Jaishankar tomorrow pic.twitter.com/hU2G52CCa5
— ANI (@ANI) March 24, 2022#WATCH | Delhi: Chinese Foreign Minister Wang Yi arrives in India. He is likely to meet NSA Ajit Doval and EAM Dr S Jaishankar tomorrow pic.twitter.com/hU2G52CCa5
— ANI (@ANI) March 24, 2022
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ