ନୂଆଦିଲ୍ଲୀ: ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସ ଅନ୍ତରୀଣା ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ସୋନିଆ ଏବେ କୋଭିଡରେ ଆକ୍ରାନ୍ତ ଥିବା ବେଳେ ଆଜି ତାଙ୍କ ଠାରେ କିଛି ସ୍ବାସ୍ଥ୍ୟଗତ ଜଟିଳତା ପ୍ରକାଶ ପାଇଛି । ତାଙ୍କୁ ଦିଲ୍ଲୀର ଗଙ୍ଗାରାମ ହସ୍ପଟାଲରେ ଭର୍ତ୍ତି କରାଯାଇଛି । ଏନେଇ କଂଗ୍ରେସ ଜାତୀୟ ମୁଖପାତ୍ର ରଣଦୀପ ସୂର୍ଯ୍ୟେଓ୍ବାଲା ସୂଚନା ଦେଇଛନ୍ତି । ସୋନିଆଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ସେ ଏବେ ହସ୍ପିଟାଲରେ ଡାକ୍ତରୀ ଟିମର ନିରୀକ୍ଷଣରେ ରହିବା ନେଇ ସୂର୍ଯ୍ୟେଓ୍ବାଲା ସୂଚନା ଦେଇଛନ୍ତି । ଗତ 10 ଦିନପୂର୍ବରୁ ସୋନିଆ କୋଭିଡରେ ଆକ୍ରାନ୍ତ ହୋଇଥିବା ଟେଷ୍ଟରୁ ଜଣାପଡିଥିଲା । ସେ ଗୃହ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିଲେ । ଆଜି ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
-
Congress interim president Sonia Gandhi admitted to Ganga Ram Hospital today owing to Covid-related issues. She is stable and will be kept at the hospital for observation, says Congress leader Randeep Singh Surjewala pic.twitter.com/AkDP5ncMg8
— ANI (@ANI) June 12, 2022 " class="align-text-top noRightClick twitterSection" data="
">Congress interim president Sonia Gandhi admitted to Ganga Ram Hospital today owing to Covid-related issues. She is stable and will be kept at the hospital for observation, says Congress leader Randeep Singh Surjewala pic.twitter.com/AkDP5ncMg8
— ANI (@ANI) June 12, 2022Congress interim president Sonia Gandhi admitted to Ganga Ram Hospital today owing to Covid-related issues. She is stable and will be kept at the hospital for observation, says Congress leader Randeep Singh Surjewala pic.twitter.com/AkDP5ncMg8
— ANI (@ANI) June 12, 2022
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ