ETV Bharat / bharat

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ସୋନିଆ ଗାନ୍ଧୀ

author img

By

Published : Aug 23, 2022, 2:10 PM IST

ରାଷ୍ଟ୍ରପତି ଭବନରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ଅଧିକ ପଢନ୍ତୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ସୋନିଆ ଗାନ୍ଧୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ( Sonia Gandhi Meets President Droupadi Murmu) । କଂଗ୍ରେସ ନେତ୍ରୀ ଆଜି ନୂଆଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି । ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ସୋନିଆ ତାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତକାର କରିଛନ୍ତି । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

  • President, Indian National Congress Sonia Gandhi called on President Droupadi Murmu at Rashtrapati Bhavan pic.twitter.com/zzU9XTUUq2

    — President of India (@rashtrapatibhvn) August 23, 2022 " class="align-text-top noRightClick twitterSection" data=" ">

ଉଲ୍ଲେଖଯୋଗ୍ୟ, ଦ୍ରୌପଦୀ ମୁର୍ମୁ ଭାରତର ପ୍ରଥମ ଆଦିବାସୀ ଓ ଦ୍ବିତୀୟ ମହିଳା ରାଷ୍ଟ୍ରପତି ଅଟନ୍ତି । ରାଷ୍ଟ୍ରପତି ନିର୍ବାଚନ ସମୟରେ କଂଗ୍ରେସ ମୁର୍ମୁଙ୍କୁ ସମର୍ଥନ କରିନଥିଲା । ଦଳ ମିଳିତ ବିରୋଧି ପ୍ରାର୍ଥୀ ଯଶବନ୍ତ ସିହ୍ନାକୁ ସମର୍ଥନ ଜଣାଇଥିଲା । ବର୍ତ୍ତମାନ କଂଗ୍ରେସରେ ଚାଲିଥିବା ଆଭ୍ୟନ୍ତରୀଣ ମତଭେଦ ମଧ୍ୟରେ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନବନିର୍ବାଚିତ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି । ନିକଟରେ କଂଗ୍ରେସ ନେତା ଆନନ୍ଦ ଶର୍ମା କଂଗ୍ରେସର ସଞ୍ଚାଳନ ସମିତି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ।

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.