ETV Bharat / bharat

TOP NEWS@3PM: ଦେଖନ୍ତୁ ବର୍ତ୍ତମାନର ବଡ ଖବର - ଇଟିଭି ଭାରତ ଟପ ଖବର

ନଜର ପକାନ୍ତୁ @3PM ସୁଦ୍ଧା କିଛି ଗୁରୁତ୍ବପୂର୍ଣ୍ଣ ଖବର ଉପରେ

TOP NEWS@3PM: ଦେଖନ୍ତୁ ବର୍ତ୍ତମାନର ବଡ ଖବର
TOP NEWS@3PM: ଦେଖନ୍ତୁ ବର୍ତ୍ତମାନର ବଡ ଖବର
author img

By

Published : Nov 4, 2022, 3:08 PM IST

୧.Special Development Council: ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ଭାବେ ଦାୟିତ୍ୱ ନେଲେ ପ୍ରଦୀପ ମାଝୀ

ଶୁକ୍ରବାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (Special Development Council)ର ଉପଦେଷ୍ଟା ଭାବେ ଦାୟିତ୍ବ ନେଲେ ପ୍ରଦୀପ ମାଝୀ (Pradeep Majhi) ।

୨.Gujarat Assembly Election: ଇସୁଦାନ ଗାଧ୍ୱୀ ଆପ୍‌ର ମୁଖ୍ୟମନ୍ତ୍ରୀ ଚେହେରା

ଇସୁଦାନ ଗାଧ୍ୱୀ ଆପ୍‌ର ମୁଖ୍ୟମନ୍ତ୍ରୀ ଚେହେରା ହୋଇଛନ୍ତି । ଆପ୍‌ ପକ୍ଷରୁ ବିଦ୍ଧିବଧ ଭାବରେ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି ।

୩.ଜେଲ୍‌ରେ ସତ୍ୟେନ୍ଦ୍ର ଜୈନଙ୍କୁ ମିଳୁଛି ମସାଜ ସେବା, ରିପୋର୍ଟ ମାଗିଲା କେନ୍ଦ୍ର

ଜେଲରେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ସୁବିଧା ଦିଆଯାଉଥିବା ଘଟଣାରେ ଦିଲ୍ଲୀ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି କେନ୍ଦ୍ରଗୃହ ମନ୍ତ୍ରାଳୟ।

୪.ଇମ୍ରାନ ଖାନ୍‌ଙ୍କୁ ଗୁଳିମାଡ: ଇସଲାମବାଦରେ ଲାଗୁ ହେଲା ଲକଡାଉନ

ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗୁଳିମାଡ ପରେ ଇସଲାମବାଦରେ ପ୍ରବଳ ଉତ୍ତେଜନା । ପରିସ୍ଥିତି ନିୟନ୍ତ୍ରଣ ପାଇଁ ଇସଲାମବାଦରେ ଲକଡାଉନ ଲାଗୁ କଲେ ସରକାର ।

୫.ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଦିଲ୍ଲୀର ଶାହଦରା ଜିଲ୍ଲାର ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ମାମଲା ସାମ୍ନାକୁ ଆସିଛି । ତାଙ୍କ ବିରୋଧରେ ମାମଲା ରୁଜୁ କରି ପୋଲିସ ଅଭିଯୁକ୍ତକୁ ଗିରଫ କରିଛି ।

୬.ସୀମା ବିବାଦ ପ୍ରସଙ୍ଗରେ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ଆନ୍ଧ୍ରପ୍ରଦେଶ ସୀମାବର୍ତ୍ତୀ କୋରାପୁଟ ଏବଂ ଗଜପତି ଜିଲ୍ଲାରେ ଉଭା ହୋଇଥିବା ସୀମା ବିବାଦର ଶାନ୍ତିପୂର୍ଣ୍ଣ ଭାବରେ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି କେନ୍ଦ୍ରମନ୍ତ୍ରୀ ।

୭.ବିଶ୍ୱ ଟ୍ରାଭେଲ ବଜାରରେ ସାମିଲ ହେବ ଓଡିଶା, ପର୍ଯ୍ୟଟନ ମନ୍ତ୍ରୀଙ୍କ ସହ ପ୍ରତିନିଧି ଦଳର ଲଣ୍ଡନ ଗସ୍ତ

ଚଳିତ ବର୍ଷ ଲଣ୍ଡନରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ଟ୍ରାଭେଲ ବଜାରରେ ସାମିଲ ହେବ ଓଡ଼ିଶା । ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ରଙ୍କ ନେତୃତ୍ୱରେ ଲଣ୍ଡନ ଗସ୍ତ କରିଛି ଏକ ।

୮.ସୁପ୍ରିମକୋର୍ଟରେ ବମ୍ବେ ହାଇକୋର୍ଟ ନାମ ପରିବର୍ତ୍ତନ ଆବେଦନ ଖାରଜ

ବମ୍ବେ ହାଇକୋର୍ଟର ନାମ ପରିବର୍ତ୍ତନ ପାଇଁ ଦାଖଲ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ ।

୯.ମୁଦ୍ରାସ୍ଫୀତି ମୁକାବିଲାରେ ଫେଲ୍: କେନ୍ଦ୍ରକୁ ରିପୋର୍ଟ ଦେବ ରିଜର୍ଭ ବ୍ୟାଙ୍କ

ଭାରତୀୟ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି ବୈଠକ ଅନୁଷ୍ଠିତ । ଦେଶରେ ମୁଦ୍ରାସ୍ଫୀତି ନିୟନ୍ତ୍ରଣରେ ବିଫଳତା ନେଇ କେନ୍ଦ୍ରକୁ ରିପୋର୍ଟ ଦେବ ଆରବିଆଇ ।

୧୦.T20 world Cup: ପ୍ରଥମ ଟିମ ଭାବେ ସେମିଫାଇନାଲରେ ନ୍ୟୁଜିଲାଣ୍ଡ

ନ୍ୟୁଜିଲାଣ୍ଡ ଓ ଆୟର୍ଲାଣ୍ଡ ମଧ୍ୟରେ ଖେଳାଯାଇଥିଲା ମୁକାବିଲାରେ ବାଜି ମାରି ନେଇଛି ନ୍ୟୁଜିଲାଣ୍ଡ । 35 ରନରେ ଆୟର୍ଲାଣ୍ଡକୁ ପରାସ୍ତ କରି ସେମି ଫାଇନାଲରେ ପ୍ରବେଶ କରିଛି ନ୍ୟୁଜିଲାଣ୍ଡ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.