ETV Bharat / bharat

ଦିଲ୍ଲୀ AIIMSରେ ଅଗ୍ନିକାଣ୍ଡ - ଦିଲ୍ଲୀ AIIMS

ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (AIIMS)ର ଏକ ଷ୍ଟୋର ରୁମରେ ଅଗ୍ନିକାଣ୍ଡ । ଅଧିକ ପଢନ୍ତୁ...

ଦିଲ୍ଲୀ AIIMSରେ ଅଗ୍ନିକାଣ୍ଡ
ଦିଲ୍ଲୀ AIIMSରେ ଅଗ୍ନିକାଣ୍ଡ
author img

By

Published : Jun 28, 2021, 9:05 AM IST

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (AIIMS)ର ଏକ ଷ୍ଟୋର ରୁମରେ ଅଗ୍ନିକାଣ୍ଡ ଘଟିଛି । ସକାଳ 5ଟା ସମୟରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ଏନେଇ ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହୀନି ପହଞ୍ଚି ନିଆଁକୁ ଆୟତକୁ ଆଣିଥିଲା ।

ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡିନଥିବା ବେଳେ କ୍ଷୟକ୍ଷତିର ପରିମାଣ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିପାରିନାହିଁ ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.