ETV Bharat / bharat

ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଜଣେ ମୃତ - Fire departnment

ବେଗୁରସ୍ଥିତ ଦେବରାଚିକାନା ହାଲି ଆପାର୍ଟମେଣ୍ଟରେ ଗ୍ୟାସ ଲିକ୍ ହୋଇ ଘଟିଛି ଅଗ୍ନିକାଣ୍ଡ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଅଧିକ ପଢନ୍ତୁ...

ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଜଣେ ମୃତ
ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଜଣେ ମୃତ
author img

By

Published : Sep 21, 2021, 7:20 PM IST

ବେଙ୍ଗାଲୁରୁ: ପାଇପଲାଇନରୁ ଗ୍ୟାସ ଲିକ୍ ଯୋଗୁଁ ଘଟିଛି ଏକ ବଡ ଧରଣର ଦୁର୍ଘଟଣା । ଏଭଳି ଘଟଣା ଦେଖିବାକୁ ମିଳିଛି ବେଙ୍ଗାଲୁରୁ ସହରରେ । ଆଜି (ମଙ୍ଗଳବାର) ବେଗୁରସ୍ଥିତ ଦେବରାଚିକାନା ହାଲି ଆପାର୍ଟମେଣ୍ଟରେ ଗ୍ୟାସ ଲିକ୍ ହୋଇ ନିଆଁ ଲାଗିବା ଯୋଗୁଁ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଜଣେ ମୃତ

ଗ୍ୟାସ ଲିକ୍ ହୋଇ ନିଆଁ ଲାଗିବା ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବା ସହ ଆପାର୍ଟମେଣ୍ଟରୁ ଲୋକମାନଙ୍କୁ ଉଦ୍ଧାର କରିଥିବା ନେଇ ସୂଚନା ମିଳିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.