ETV Bharat / bharat

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦୁୟୁରପ୍ପାଙ୍କ ନାତୁଣୀଙ୍କ ଆତ୍ମହତ୍ୟା - ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାତୁଣୀଙ୍କ ଆତ୍ମହତ୍ୟା

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦୁୟୁରପ୍ପାଙ୍କ ନାତୁଣୀଙ୍କ ଆତ୍ମହତ୍ୟା । ଅଧିକ ପଢନ୍ତୁ

Former CM BS Yediyurappas granddaughter suicide
କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦୁୟୁରପ୍ପାଙ୍କ ନାତୁଣୀଙ୍କ ଆତ୍ମହତ୍ୟା
author img

By

Published : Jan 28, 2022, 3:20 PM IST

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦୁୟୁରପ୍ପାଙ୍କ ନାତୁଣୀଙ୍କ ଆତ୍ମହତ୍ୟା (Former CM BS Yediyurappas granddaughter suicide) । ଶୁକ୍ରବାର ୟେଦୁୟୁରପ୍ପାଙ୍କ ନାତୁଣୀ ସୌନ୍ଦର୍ଯ୍ୟା ଆତ୍ମହତ୍ୟା କରିଛନ୍ତି। ଏନେଇ ବେଙ୍ଗାଲୁରୁ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦୁୟୁରପ୍ପାଙ୍କ ନାତୁଣୀ ଆତ୍ମହତ୍ୟା କରିଛନ୍ତି । ଶୁକ୍ରବାର ବେଙ୍ଗାଲୁରୁ ବସନ୍ତ ନଗର ସ୍ଥିତ ବାସଭବନରେ ୟେଦୁୟୁରପ୍ପାଙ୍କ ୩୦ ବର୍ଷୀୟ ନାତୁଣୀ ସୌନ୍ଦର୍ଯ୍ୟାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି । ସୌନ୍ଦର୍ଯ୍ୟା ଜଣେ ଡାକ୍ତର ଥିଲେ । ଗତ କିଛି ଦିନ ମଧ୍ୟରେ ସେ ମାନସିକ ବିଶାଦରେ ରହୁଥିବା ନେଇ ସୂଚନା ରହିଛି। ନିଜ ପଛରେ ସେ ସ୍ବାମୀ ଓ ୪ ମାସର ଶିଶୁକୁ ଛାଡିଯାଇଥିବା ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି।

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.