ETV Bharat / bharat

Governor meets to president: ରାଷ୍ଟ୍ରପତିଙ୍କୁ ଭେଟିଲେ ରାଜ୍ୟପାଳ

author img

By

Published : Oct 20, 2022, 10:59 PM IST

Updated : Oct 20, 2022, 11:05 PM IST

ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ (Governor paid a courtesy call to President Droupadi Murmu) । ରାଷ୍ଟ୍ରପତି ଭବନରେ ଉଭୟଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ହୋଇଥିବା ସୂଚନା । ଅଧିକ ପଢନ୍ତୁ

Governor meets to president: ରାଷ୍ଟ୍ରପତିଙ୍କୁ ଭେଟିଲେ ରାଜ୍ୟପାଳ
Governor meets to president: ରାଷ୍ଟ୍ରପତିଙ୍କୁ ଭେଟିଲେ ରାଜ୍ୟପାଳ

ନୂଆଦିଲ୍ଲୀ: ଦିଲ୍ଲୀ ଗସ୍ତରେ ଥିବା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କୁ ସାକ୍ଷାତ କିରଛନ୍ତି । ଆଜି ସଂଧ୍ୟାରେ ରାଷ୍ଟ୍ରପତି ଭବନରେ ଏହି ସୌଜନ୍ୟମୂଳକ ସାକ୍ଷାତକାର ହୋଇଛି Governor paid a courtesy call to President Droupadi Murmu । ସାକ୍ଷାତକାର ନେଇ ଉଭୟ ରାଷ୍ଟ୍ରପତି ଭବନ ଓ ରାଜ୍ୟଭବନ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Oct 20, 2022, 11:05 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.