ETV Bharat / bharat

Horoscope: ଜାନୁଆରୀ 11 ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

author img

By

Published : Jan 11, 2023, 12:01 AM IST

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

Horoscope
Horoscope

ମେଷ: ଧୈର୍ଯ୍ୟ ଧରନ୍ତୁ । ଆପଣଙ୍କ କଠିନ ପରିଶ୍ରମର ଫଳ ଆଶାତୀତ ଭାବେ ସ୍ୱାଦିଷ୍ଟ ହୋଇପାରେ । ମାତ୍ର ଆପଣ ନିଜ କାର୍ଯ୍ୟ୍ ବ୍ୟସ୍ତତା ଯୋଗୁଁ ଘର କଥାରେ ମନୋନିବେଶ କରିବାକୁ ସମୟ ପାଇବେ ନାହିଁ। ନିଜର ପାକସ୍ଥଳୀ ଜନିତ ଯନ୍ତ୍ରଣା ତଥା ସନ୍ତାନ ସନ୍ତତିଙ୍କ ଭବିଷ୍ୟତ ଚିନ୍ତା ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରିପାରେ । ସରକାରୀ କାର୍ଯ୍ୟଟିକୁ ଆପଣ ସୁଚାରୁ ରୁପେ ତୁଲାଇବାରେ ସକ୍ଷମ ହେବେ । ଆଜି ଦିନଟି ମିଶ୍ରିତଫଳ ପ୍ରଦାନକାରୀ ଅଟେ ।

ବୃଷ: ଆପଣଙ୍କ ଦୃଢ ବିଶ୍ୱାସ ଓ ସଂକଳ୍ପ ଆପଣଙ୍କୁ ସବୁ କାର୍ଯ୍ୟରେ ସାଫଲ୍ୟମଣ୍ଡିତ କରିପାରେ । ତେଣୁ ଆପଣଙ୍କ ହୃଦୟରେ ଖୁସିର ଲହରୀ ସୃଷ୍ଟି ହେବ । ପିତୃପକ୍ଷ ଲୋକମାନଙ୍କ ଦ୍ୱାରା ଆପଣ ଉପକୃତ ହେବାର ସମ୍ଭାବନା ଅଛି । ବିଦ୍ୟାର୍ଥୀମାନେ ନିଜ ପାଠପଢାରେ ମନୋନିବେଶ କରି ବେଶ ସଫଳତା ଅର୍ଜନ କରିପାରିବେ । ଆପଣ ନିଜର ସନ୍ତାନ ସନ୍ତତିଙ୍କ ସୁଖୀ ଭବିଷ୍ୟତ ପାଇଁ ଅର୍ଥ ସଞ୍ଚୟ କରିବେ । ନିଜର ଦାୟୀତ୍ୱକୁ ନିଜେ ବହନ କରି କୃତକାର୍ଯ୍ୟ ହେବାହିଁ ଆଜି ଦିନର ବିଶେଷତ୍ୱ ।

ମିଥୁନ: ଆପଣ ନିଜର ଉପରିସ୍ଥ କର୍ମଚାରୀଙ୍କ ସହାୟତାରେ ସରକାରୀ କାର୍ଯ୍ୟ୍ୟ ସୁଚାରୁ ରୁପେ ସମ୍ପାଦନ କରିପାରିବେ । ଆପଣଙ୍କର କାର୍ଯ୍ୟକଳାପ ସନ୍ତୋଷ ଜନକ ହୋଇଥିବାରୁ ସମସ୍ତଙ୍କର ପ୍ରଶଂସା ଭାଜନ ହୋଇପାରିବେ । ପଡୋଶୀ ଓ ବନ୍ଧୁ ମାନଙ୍କର ସହ ମତାନ୍ତର ଦୁର ହୋଇଯାଇପାରେ । ଆଜି ଆପଣଙ୍କ ଚିନ୍ତାଧାରା ଓ ବ୍ୟବହାରରେ ଏକ ବିଶେଷ ପରିବର୍ତ୍ତନ ଦେଖା ଦେଇପାରେ । ନିଜର ସ୍ୱାସ୍ଥ୍ୟ ତଥା ଆର୍ଥିକ ସ୍ଥିତି ପ୍ରତି ସଚେତନ ହୁଅନ୍ତୁ ।

କର୍କଟ: ନିଜକୁ ସତର୍କ ରହିବା ପାଇଁ ପ୍ରୟାସ କରନ୍ତୁ । ଆପଣଙ୍କର ଶାରୀରିକ ତଥା ମାନସିକ ସ୍ଥିତି ଭଲ ନ ଥିବାରୁ ବିଶ୍ରାମ ନେବା ଆପଣଙ୍କ ପାଇଁ ଜରୁରୀ ଅଟେ। ଅସନ୍ତୋଷ ଓ ଉଦାସ ମନୋଭାବ ଯୋଗୁଁ ମନ ବିଚଳିତ ହେବ ଏବଂ ଆପଣ ପ୍ରତିକଥାରେ ବିରକ୍ତିଭାବ ପ୍ରକାଶ କରିପାରନ୍ତି । ତେଣୁ ପରିବାରର ସଦସ୍ୟମାନଙ୍କ ନିମିତ୍ତ ନିଜର ଆଚରଣ ଓ ବ୍ୟବହାରକୁ ମାର୍ଜିତ କରନ୍ତୁ । ସର୍ବୋତ୍ତମ ଫଳ ହାସଲ କରିବାକୁ ବିଦ୍ୟାର୍ଥୀମାନେ କଠିନ ପରିଶ୍ରମ କରିବା ବାଞ୍ଛନୀୟ ।

ସିଂହ: ଆତ୍ମବିଶ୍ୱାସ ଏବଂ ସ୍ୱଚ୍ଛମନ ନେଇ ଆପଣ ଯେ କୌଣସି ଯୋଜନାର ସଫଳ ରୁପାୟନ କରିପାରିବେ । ଏହାଦ୍ୱାରା ସାମାଜିକ ଜୀବନରେ ଆପଣଙ୍କର ମର୍ଯ୍ୟାଦା ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ଆପଣଙ୍କୁ ଆତ୍ମସନ୍ତୋଷ ମିଳିବ । ଆପଣଙ୍କର ପିତା ଆପଣଙ୍କୁ ପ୍ରତି ପଦକ୍ଷପରେ ସାହାଯ୍ୟ କରିବେ । ନିଜର ହିଂସ୍ରୁକ ମନୋବୃତ୍ତି ପରିହାର କରିପାରିଲେ ପରିସ୍ଥିତି ଅନ୍ୟରୁପ ନେଇପାରେ । ଆପଣ ନିଜେ ଶାରିରୀକ ଅସୁସ୍ଥତା ଭୋଗ କରିପାରନ୍ତି । ତେଣୁ ଶରୀରର ଯତ୍ନ ନେବା ବିଧେୟ ଅଟେ।

କନ୍ୟା: ନିଜ ଉପରେ ଏତେ ଚାପ ପଡିବ ଯେ ଆପଣ ଶାନ୍ତି ପାଇବେ ନାହିଁ । ବନ୍ଧୁ ଓ ପ୍ରିୟଜନଙ୍କ ସଙ୍ଗେ ଯୁକ୍ତିତର୍କ କିମ୍ୱା ପାଟିତୁଣ୍ଡ କରନ୍ତୁ ନାହିଁ । ଏପରି ଅପ୍ରୀତିକର ପରିସ୍ଥିତିଠାରୁ ଦୁରେଇ ନ ରହିଲେ ଏହା ଆପଣଙ୍କର ଶରୀର ଉପରକୁ ପ୍ରଭାବ ପକାଇପାରେ । ଧର୍ମକାର୍ଯ୍ୟରେ ଯୋଗଦାନ କରି ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଧ୍ୟାନକଲେ ଆପଣ ଆପଣଙ୍କର ମାନସିକ ଶାନ୍ତି ଫେରିପାଇ ପାରନ୍ତି । ନିଜ ଶରୀରର ଯତ୍ନ ନିଅନ୍ତୁ ।

ତୁଳା: ସମସ୍ତ ଦିଗରୁ ଆମଦାନୀ ତୁମ ସୁଖକୁ ଆହୁରି ବୃଦ୍ଧି କରିବ । ଦରମା ବୃଦ୍ଧି ହେବ । ଦୂର ଜନିତ ଦୂରଯାତ୍ରା ପାଇଁ ଯନ୍ତ୍ରଣା ହୋଇପାରେ । ଜୀବନ ସାଥି ସନ୍ଧାନରେ ଥିବା ବ୍ୟକ୍ତିଙ୍କ ମନ ବାଞ୍ଛା ପୂର୍ଣ୍ଣ ହେବ । ସୁଖାଦ୍ୟ ପ୍ରାପ୍ତି ହୋଇପାରେ।

ବିଛା: ତୁମ କାର୍ଯ୍ୟାଳୟର ପରିବେଶ ତୁମକୁ ସହଜ ଓ ଲାଭଦାୟକ ହେବ । ସହକର୍ମୀ ମାନେ ଖୁସି ହେବେ , ସହଜରେ କାର୍ଯ୍ୟ ସାଧନ କରିବେ , ସାମାଜିକ ପ୍ରତିଷ୍ଠା ମିଳିବ , ପଦୋନ୍ନତି ହେବ , ପାରିବାରିକ ଅବସ୍ଥା ଶାନ୍ତ ହେବ । ଅଫିସ କାମରେ ଦୂରକୁ ଯିବେ ।

ଧନୁ: ଆପଣଙ୍କ ଶାରୀରିକ ଅସୁସ୍ଥତା ଆଜି ଚିନ୍ତାର କାରଣ ହୋଇପାରେ । ଆପଣଙ୍କ ଶାରୀରିକ ମାନ୍ଦାପଣ ଏବଂ ଅକ୍ଷମତା ମାନସିକ ଅଶାନ୍ତିର କାରଣ ହୋଇପାରେ । ବ୍ୟବସାୟରେ ବାଧାବିଘ୍ନ ଉପୁଜିପାରେ । କାର୍ଯ୍ୟକ୍ଷେତ୍ରରେ ମଧ୍ୟ ଅନୁରୂପ ବିଘ୍ନ ଦେଖା ଦେଇପାରେ । ବିପଦ ସଂକୁଳ ଚିନ୍ତା ତ୍ୟାଗ କରନ୍ତୁ । ବ୍ୟହାରରେ ସଂଯମତା ରକ୍ଷା କରନ୍ତୁ । ଯତ୍ନ ସହକାରେ ଯୋଜନାକୁ ପରିଚାଳିତ କରନ୍ତୁ । ପ୍ରତିଯୋଗୀଙ୍କ ସହ ଝଗଡା କରନ୍ତୁ ନାହିଁ ।

ମକର: ଅଚାନକ ଦେହ ଖରାପ କାରଣରୁ ଖର୍ଚ୍ଚ ବଢିବ । ସାମାଜିକ ଓ ନିତ୍ୟଦିନ କାର୍ଯ୍ୟ କରିବେ । ଖାଦ୍ୟ ପ୍ରତି ସତର୍କ ରୁହନ୍ତୁ । ଅସ୍ଥିର ହୁଅନ୍ତୁ ନାହିଁ । ସୁନ୍ଦର କଥା ମନକୁ ଆଣି ଦୁଃ ଚିନ୍ତାକୁ ଦୂର କରନ୍ତୁ । କାର୍ଯ୍ୟଳୟର ବାତାବରଣ ତୁମର ସହାୟ ହେବ । ତୁମ ବ୍ୟବସାୟୀ ସାଙ୍ଗ ମାନଙ୍କ ସହ ମତ ପାର୍ଥକ୍ୟ ହେବ । ସରକାରୀ କାମ ନିଜର ସୁଦକ୍ଷତା ଓ କୁସଳତା ଶୈଳିରେ ସମାପନ କରିବେ ।

କୁମ୍ଭ: ସମସ୍ତ କାର୍ଯ୍ୟ ସାହାସ ତଥା ସୁଚିନ୍ତା ମୂଳକ ଭାବରେ ସମାପନ ହେବ । ବୁଲି ଯିବାର ଆଶା ଅଛି । କୌଣସି କାରଣରୁ ତୁମର ଅନ୍ତରର ଇଚ୍ଛା ବଢିବ ଏବଂ ତୁମେ ନିଜକୁ ନୂତନ ବସ୍ତ୍ର ଦ୍ୱାରା ସୁ ସଜ୍ଜିତ କରିବେ । ତୁମ ଜୀବନସାଥି ତୁମକୁ ଉନ୍ନତି ଆଣିବାରେ ସହାୟ ହେବେ ।

ମୀନ: ଆଜି ଦିନଟି ଫଳ ପ୍ରଦ ଅଟେ । ଶାରୀରିକ ଅବସ୍ଥା ଭଲ ରହିବ । ପରିବାରରେ ସୁଖ ଶାନ୍ତି ମିଳିବ । ଶତୃ ଠାରୁ ଜୟ ହେବ । ଦୁଃ ଚିନ୍ତାରୁ ନିବୃତ ରୁହନ୍ତୁ । ସାଙ୍ଗ ସାଥି ମାନେ ସହାୟ ହେବେ । ପିତା ମାତାଙ୍କ ଠାରୁ ଖବର ପାଇବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.