ETV Bharat / bharat

ଡିସେମ୍ବର 12 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ - ଡିସେମ୍ବର 12 ରାଶିଫଳ

12th December Horoscope: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

12th December Horoscope
12th December Horoscope
author img

By ETV Bharat Odisha Team

Published : Dec 12, 2023, 12:01 AM IST

ମେଷ: ଆଜି ଦିନଟି ଆପଣଙ୍କର ଆଧ୍ୟାତ୍ମିକ ଭାବ ଯୋଗୁଁ ସର୍ବୋତ୍କୃଷ୍ଟ ଅଟେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍‍ବୁଦ୍ଧ ହୋଇ ଆପଣ ଉଚ୍ଚ ସ୍ତରକୁ ଯିବେ। ମାତ୍ର ଆପଣ ନିଜର ବାର୍ତ୍ତାଳାପରେ ସଂଯମତା ରକ୍ଷା ନକଲେ ଲୋକଙ୍କ ମନରେ ଆଘାତ ଦେଇପାରନ୍ତି କିମ୍ଵା ସେମାନଙ୍କ ଚିନ୍ତାଧାରାକୁ ଅବମାନନା କରିପାରନ୍ତି। ଆପଣ ଯଦି ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ମନରେ ସ୍ଥିର କରିଛନ୍ତି, ତାହେଲେ ତାକୁ ସ୍ଥଗିତ ରଖନ୍ତୁ । ଆଜି ଦିନଟି ଆପଣଙ୍କ ପାଇଁ ଆଦୌ ଶୁଭଙ୍କର ନୁହେଁ । ଆଜି ଯାତ୍ରା ବର୍ଜନ କରନ୍ତୁ ।

ବୃଷ: ଆଜି ଦିନଟିରେ ଆପଣଙ୍କର ପାରିବାରିକ ଜୀବନ ଅତ୍ୟନ୍ତ ସୁଖକର ହେବ । କିଛି ବନ୍ଧୁବାନ୍ଧବ ଆପଣଙ୍କ ଘରକୁ ମଧ୍ୟାହ୍ନ ଭୋଜନ କିମ୍ଵା ରାତ୍ର ଭୋଜନ ପାଇଁ ଆସିପାରନ୍ତି । ଏହା ଫଳରେ ଆପଣଙ୍କ ଘରେ ଏକ ଖୁସିବାସିର ଆସର ଜମିପାରେ। ବାହାରକୁ ପରିଭ୍ରମଣରେ ଯିବାପାଇଁ ଆଜି ଦିନଟି ସର୍ବୋତ୍କୃଷ୍ଟ ଅଟେ। ବିଦେଶରେ ରହୁଥିବା ଆପଣଙ୍କର ସମ୍ପର୍କୀୟଙ୍କ ଠାରୁ ଶୁଭ ଖବର ପାଇପାରନ୍ତି । ଆଜି ଦିନଟି ଆମୋଦପ୍ରମୋଦରେ କଟିପାରେ। ଦିନର ଶେଷାର୍ଦ୍ଧରେ ଅର୍ଥାଗମର ଶୁଭ ସୂଚନା ମିଳିପାରେ।

ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଫଳ ଦାୟକ ଅଟେ । ଆପଣଙ୍କ ପାରିବାରିକ ଜୀବନ ଅତ୍ୟନ୍ତ ସୁଖପ୍ରଦ ମନେହେବ । ବୃତ୍ତିଗତ ଜୀବନରେ ଆପଣ ଅସମ୍ପୁର୍ଣ୍ଣ ଥିବା କାର୍ଯ୍ୟକୁ ସୁଚାରୁରୂପେ ତୁଲାଇ ପାରିବେ ଏବଂ ଏଥିପାଇଁ ପ୍ରଶଂସିତ ହେବେ । ଆଜି ଅର୍ଥଲାଭ ହେବ ମାତ୍ର ଏହା ସଙ୍ଗେସଙ୍ଗେ ଖର୍ଚ୍ଚର ମାତ୍ରା ଆଶାତୀତ ଭାବେ ବୃଦ୍ଧି ପାଇପାରେ। ମାତ୍ର ଆପଣ କିଛି ଅଯଥାରେ ଖର୍ଚ୍ଚ ନକରୁଥିବାରୁ ବ୍ୟସ୍ତ ହେବା ଉଚିତ ନୁହେଁ। ଆଜି ଆପଣ କୌ଼ଣସି କାରଣରୁ ଉତ୍ତେଜିତ କିମ୍ଵା କ୍ରୋଧାନ୍ୱିତ ହେବେନାହିଁ ।

କର୍କଟ: ଆଜି ଆପଣ ଜଣେ ଶାଶ୍ୱତ ଓ ଆଶାଵାଦୀ ହେବେ । ଆପଣଙ୍କର ଉପଲବ୍ଧି ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ । ସନ୍ଧ୍ୟାରେ ପରିଵାର ସଦସ୍ୟଙ୍କ ସହିତ ସମୟ ବିତାଇ ଆନନ୍ଦଲାଭ କରିବେ । ନିଜ ପରିଵାରରତ ମୂଲ୍ୟବୋଧ ଓ ପରିକଳ୍ପନା ପାଇଁ ଆପଣଙ୍କର ସମ୍ମାନ ବଢ଼ିବ ଓ ଆପଣ ସେଥିପାଇଁ ଏକ ନିର୍ଦ୍ଦିଷ୍ଟ ପ୍ରଚେଷ୍ଟା କରିବେ ।

ସିଂହ: ଆଜି ଦିନଟି ସେତେଟା ଶୁଭଫଳ ପ୍ରଦାନ କରିବ ନାହିଁ। ଆପଣ ଏକକାଳୀନ ବିଷର୍ଣ୍ଣତା, ଶିଥିଳତା ଏବଂ ବିଶ୍ରାମ ହୀନତାର ଶିକାର ହୋଇପାରନ୍ତି, ମାତ୍ର ଧର୍ଯ୍ୟ ଧରି ଆପଣ ସମୟକୁ ଅପେକ୍ଷା କରିବାକୁ ପଡିବ। ଆପଣ ନିଜ ପାରିବାରିକ ଜୀବନରେ ନିଜ ମାଆ ଓ ପ୍ରିୟଜନଙ୍କ ସହ ଭୁଲ ବୁଝାମଣାର ଶିକାର ହୋଇପାରନ୍ତି। ଝଗଡା ମଧ୍ୟ ହୋଇପାରେ। ଏଥିପାଇଁ ଆପଣ ଚିନ୍ତାଗ୍ରସ୍ତ ହୋଇପାରନ୍ତି। ସମ୍ପତ୍ତି ସମ୍ପର୍କିତ ଘଟଣାରେ ଏବଂ ସରକାରୀ କାର୍ଯ୍ୟ କଲାବେଳେ ଅତ୍ୟଧିକ ସତର୍କତା ଅବଲମ୍ଵନ କରନ୍ତୁ।

କନ୍ୟା: ଆଜିର ଦିନଟି ଆପଣଙ୍କ ପାଇଁ ସର୍ବୋତ୍ତମ ଅଟେ। ଆପଣଙ୍କ ଭାଇଭଉଣୀ ଆପଣଙ୍କ ବ୍ୟକ୍ତିତ୍ୱର ଭଲପାଇବା ଦିଗରୁ ଆପଣଙ୍କୁ ଦେଖିପାରନ୍ତି। ତେଣୁ ସେମାନଙ୍କ ସହ ମଧୁର ସମ୍ପର୍କ ଆହୁରି ବୃଦ୍ଧି ପାଇବ। ଆଜି ବନ୍ଧୁମିଳନ ଘଟିପାରେ। ଅଫିସରେ ନିଜ ଉପରେ ବ୍ୟସ୍ତ ଥିବା କାର୍ଯ୍ୟକୁ ସଫଳତାର ସହ ସାରିବେ। ଅର୍ଥଲାଭ ହେବାର ସୁବର୍ଣ୍ଣ ସୁଯୋଗ ମିଳିପାରେ। ସାମାଜିକ ଜୀବନରେ ଆପଣଙ୍କ ସମ୍ମାନ ବୃଦ୍ଧି ଘଟିପାରେ।

ତୁଳା: ଆପଣ ଆଜି କୌଣସି ସିଦ୍ଧାନ୍ତରେ ଉପନିତ ହେବା ଅତ୍ୟନ୍ତ କଷ୍ଟକର ହେବ। ତେଣୁ ଆପଣଙ୍କୁ ଧୀରସ୍ଥିତ ଚିତ୍ତର ଅପେକ୍ଷା କରିବାକୁ ପଡିବ। ଆଜି କୌଣସି ସିଦ୍ଧାନ୍ତ ନିଅନ୍ତୁ ନାହିଁ। ପାରିବାରିକ ଜୀବନରେ ଆପଣ ଜିଦ୍‍ଖୋର ଏବଂ କଠୋର ସ୍ୱଭାବକୁ ପରିତ୍ୟାଗ କରି ଶାନ୍ତ ଓ ନମ୍ର ହୁଅନ୍ତୁ। ଆପଣ ନିଜର ଚଳଣିକୁ ପରିବର୍ତ୍ତନ କରିପାରିଲେ ପରିବାରରେ କୌଣସି ସମସ୍ୟା ରହିବ ନାହିଁ।

ବିଛା: ଆଜି ଦିନଟି ଆପଣଙ୍କ ନିମନ୍ତେ ଅତ୍ୟନ୍ତ ଶୁଭଙ୍କର ଅଟେ। ଆପଣ ନିଜର ମେଳାପୀ ଓ ସ୍ନେହୀ ପ୍ରକୃତି ଯୋଗୁଁ ପ୍ରିୟଜନ ଓ ପରିବାରର ସଦସ୍ୟଙ୍କ ସହ ଆମୋଦ ପ୍ରମୋଦରେ ସମୟ କାଟିବେ। ନିଜର ପ୍ରିୟଜନଙ୍କ ଠାରୁ ଉପହାର ମିଳିପାରେ। ହସଖୁସିରେ ସମୟ ବିତାଇବା ପାଇଁ ଏକ ପରିଭ୍ରମଣର ଯୋଜନା କରନ୍ତୁ। ଦିବସର ଶେଷାର୍ଦ୍ଧରେ ଏକ ଖୁସି ଖବର ପାଇ ହର୍ଷୋଫୁଲିତ ହୋଇପାରନ୍ତି।

ଧନୁ: ଆଜି ଦିନଟି ଆପଣଙ୍କ ପାଇଁ ସେତଟା ଶୁଭଦାୟକ ନୁହେଁ। ଆଜି ଆପଣ ନିଜର ପରିବାର ସଦସ୍ୟଙ୍କ ସହ ଯୁକ୍ତିତର୍କ କରିପାରନ୍ତି। ତେଣୁ ଆପଣ ନିଜର ଉତ୍ତେଜନା ଓ ବାର୍ତ୍ତାଳପରେ ସଂଯମତା ରକ୍ଷା କରନ୍ତୁ। ଧୀରେ ସୁସ୍ଥେ ଗାଡି ଚଳାନ୍ତୁ ନଚେତ୍‍ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ଆପଣଙ୍କ ସ୍ୱାସ୍ଥ୍ୟରେ ଅବନତି ପରିଲକ୍ଷିତ ହୋଇପାରେ। ପ୍ରଥମରୁ ଦିନଟି ଭଲରେ କଟିଲେ ଶେଷାର୍ଦ୍ଧରେ ମଧ୍ୟ ଭଲରେ କଟିବ। ମାତ୍ର ଦୁର୍ଭାଗ୍ୟ ବଶତଃ ଆପଣଙ୍କ କ୍ଷେତ୍ରରେ ତାହା ଘଟିବ ନାହିଁ। ତେଣୁ ସତର୍କତା ଅବଲମ୍ଵନ କରନ୍ତୁ।

ମକର: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭ ଫଳଦାୟକ ଅଟେ। ଆଜି ଦିନରେ ଆପଣ ନିଜ ବନ୍ଧୁ ଓ ସମ୍ପର୍କୀୟଙ୍କ ସଙ୍ଗେ ମୌଜ ମଜଲିସରେ ସମୟ କାଟିବେ। ପ୍ରତ୍ୟେକ କ୍ଷେତ୍ରରେ ଆପଣ ସଫଳତା ହାସଲ କରିବେ। ବିବାହ ପାଇଁ ଉତ୍କଣ୍ଠିତ ଥିବା ୟୁବକ ଯୁବତୀମାନେ ବିବାହ ବନ୍ଧନରେ ବାନ୍ଧିହେବା ପାଇଁ ଆଜି ଦିନଟି ସର୍ବୋତ୍କୃଷ୍ଟ ଅଟେ। ଦିନଟିକୁ ମଧୁରମୟ କରିବାକୁ ଆପଣ ଚାହୁଁଥିଲେ ଏକ ବିଳାସପୂର୍ଣ୍ଣ ପରିଭ୍ରମଣର ଯୋଜନା କରନ୍ତୁ। ଅପ୍ରତ୍ୟାଶିତ ଭାବେ ଏକ ଶୁଭ କର୍ମକୁ ଧୂମଧାମରେ ପାଳନ କରିବାପାଇଁ ନିଜେ ଆଗରୁ ପ୍ରସ୍ତୁତ ରୁହନ୍ତୁ।

କୁମ୍ଭ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ଫଳ ପ୍ରଦାୟକ ଅଟେ। ଆଜି ଆପଣ ଅତି ସହଜରେ ଲକ୍ଷ ସ୍ଥଳରେ ପହଞ୍ଚିବାରେ ସକ୍ଷମ ହେବେ। ଅଫିସରେ ଆପଣଙ୍କ ଉପରିସ୍ଥ କର୍ମଚାରୀମାନେ ଆପଣଙ୍କ କାର୍ଯ୍ୟରେ ଅତ୍ୟନ୍ତ ପ୍ରସନ୍ନ ହେବେ। ପଦୋନ୍ନତି ହେବାର ୟଥେଷ୍ଟ ସମ୍ଭାବନା ଅଛି। ବ୍ୟକ୍ତିଗତ ଜୀବନରେ ଆପଣ ଦିନତମାମ ପ୍ରଫୁଲ୍ଳ ରହିବେ। ଅର୍ଥ ଲାଭର ସମ୍ଭାବନା ଅଛି।

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ସେତେଟା ଶୁଭଦାୟକ ନୁହେଁ। ମାତ୍ର ଆଜି ସନ୍ଧ୍ୟାଟି ମଧୁମୟ ହେବ। ବିଶ୍ରାମହୀନ, ଶିଥିଳତା ଏବଂ ଉତ୍କଣ୍ଠିତ ହୋଇ ଦିନଟିକୁ ଅଶାନ୍ତ କରନ୍ତୁ ନାହିଁ। ଯଥା ସମ୍ଭବ ନିଜେ ଶାନ୍ତ ରହିବାକୁ ଚେଷ୍ଟା କରନ୍ତୁ। ଏହାଦ୍ୱାର ଆପଣଙ୍କ ମାନସିକ ଶାନ୍ତି ଫେରିଆସିବା ସହିତ ବ୍ୟକ୍ତିଗତ ଓ ବୃତ୍ତିଗତ ଜୀବନରେ ଆପଣ ଉପକୃତ ହେବେ। ବୃତ୍ତିଗତ ଜୀବନରେ ନିଜର ଉପରିସ୍ଥ କର୍ମଚାରୀଙ୍କ ସହ କାମ କଲାବେଳେ ସତର୍କତା ଅବଲମ୍ଵନ କରନ୍ତୁ। ଏପରିକି ଆପଣଙ୍କ ଗୋଟିଏ ସାମାନ୍ଯ ତ୍ରୁଟି ପାଇଁ ଗାଳି ଶୁଣିବାକୁ ପଡିପାରେ। ସିଦ୍ଧାନ୍ତ ନେବା ପୂର୍ବରୁ ସତର୍କତା ଅବଲମ୍ଵନ କରନ୍ତୁ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.