ETV Bharat / bharat

ଆଜିର ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ...

author img

By

Published : Jun 12, 2021, 12:05 AM IST

ତୁମର ଆଜି ଦିନଟି କେମିତି ରହିବ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ଉପାୟ କରିବେ ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ସମୟ କିପରି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ...

ଆଜିର ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ମେଷ : ଆଜି ଆପଣ ସୁନ୍ଦର ଜିନିଷ ଓ ବିଦେଶୀ କଳାକୃତିକୁ ପସନ୍ଦ କରିବେ । ଆପଣ ଏପରି ଜିନିଷ ସମ୍ପର୍କିତ ବ୍ୟବସାୟ କରିବା ପାଇଁ ମଧ୍ୟ ଗମ୍ଭୀରତାର ସହ ଭାବିପାରନ୍ତି । ଅବଶ୍ୟ ସେ ସମ୍ପର୍କରେ ଆପଣ କୌଣସି ଉପଯୁକ୍ତ ନିଷ୍ପତ୍ତିରେ ପହଞ୍ଚି ନ ପାରନ୍ତି । କିନ୍ତୁ, ଆଗକୁ ସେ ବିଷୟରେ ଭାବିପାରନ୍ତି।

ବୃଷ : ଆଜି ଆପଣ କିଣା କିଣି କରିବା ସମୟରେ ଖର୍ଚ୍ଚ ଉପରେ ନିୟନ୍ତ୍ରଣ କରି ନ ପାରନ୍ତି । ଆପଣଙ୍କ ଉପରେ କେହି ପ୍ରଭୁତ୍ଵ ଦେଖାଇ ପାରିବେ ନାହିଁ । ଆଜି ଆପଣ ବିପରୀତ ଲିଙ୍ଗର ବ୍ୟକ୍ତିଙ୍କ ପାଇଁ ଅଧିକ ଖର୍ଚ୍ଚାନ୍ତରେ ପଡିପାରନ୍ତି ।

ମିଥୁନ : ଆଜି, ସବୁ ସମୟରେ ଆପଣଙ୍କ ସମସ୍ୟାଗୁଡିକ ପାଇଁ ପ୍ରୋତ୍ସାହନ ଓ ସମର୍ଥନ ପାଇବାକୁ ଆଶା କରିପାରନ୍ତି । ଆପଣଙ୍କ ଅଧିକ ଗପିବାର ଅଭ୍ୟାସ ଅଛି ।

କର୍କଟ : ନକ୍ଷତ୍ର ପ୍ରଭାବରୁ ଆପଣଙ୍କ ମନ ବ୍ୟାକୁଳ ଏବଂ ଅସ୍ଥୀର ହୋଇପାରେ । ଆପଣ ଶାନ୍ତ ରହିବା ଆବଶ୍ୟକ, ନ ହେଲେ, ଆପଣଙ୍କ ମାନସିକ ଅସ୍ଥିରତା ଯୋଗୁଁ ନିଷ୍ପତ୍ତି ନେବା କଷ୍ଟକର ହୋଇପଡିବ । ଅବଶ୍ୟ, ଆପଣ ଏଥିପାଇଁ ନିରାଶ ଅନୁଭବ କରିପାରନ୍ତି । ଛୋଟ କଥାକୁ ବଡ କଲେ କୌଣସି ଲାଭ ହେବ ନାହିଁ ।

ସିଂହ : ଲୋକମାନଙ୍କୁ ପ୍ରୋତ୍ସାହିତ କରିବାର ଗୋଟିଏ ଉପାୟ ହେଉଛି ନିଜେ କାମ କରି ଦେଖାଇବା; ଅନ୍ୟଟି ହେଉଛି କଥା ମାଧ୍ୟମରେ ତାହା କରିବା । ଉଭୟ ସମାନ ଭାବେ ପ୍ରଭାବଶାଳୀ ଅଟେ । ଭାଗ୍ୟର କିଛି ସାହାଯ୍ୟ ଦ୍ଵାରା ଆଜି ଆପଣଙ୍କ କାମ ଠାରୁ କହିବା କଥାର ଓଜନ ଅଧିକ ରହିବ ଯାହା ଦ୍ଵାରା ଆପଣ ନିଜ ଉପସ୍ଥାପନା, ଦକ୍ଷତାର ଉଚିତ ବ୍ୟବହାର କରିବେ ।

କନ୍ୟା : ଆପଣଙ୍କର ଆଜି ହେଉଛି ଏକ ବଢିଆ ଦିନ ।ଏହା ବ୍ୟବସାୟ ଏବଂ ଚାକିରି କ୍ଷେତ୍ରରେ ହୋଇପାରେ । ଭାଗ୍ୟବାନ କନ୍ୟା ରାଶିମାନେ ,ଆପଣମାନଙ୍କ ପାଇଁ ଚର୍ତୁଦିଗରୁ ସଫଳତାର ବର୍ଷା ହେବ । ଯାହା ଆପଣ ଚାହୁଁଛନ୍ତି ତାହା ପାଇପାରିବେ । ନୂତନ ବ୍ୟବସାୟ ପାଇଁ ଏହା ହେଉଛି ଉପଯୁକ୍ତ ସମୟ ।ବୃତ୍ତିଗତ ସଫଳତା, ଆୟ ବୃଦ୍ଧି ଏବଂ ପଦନ୍ନୋତି ଭାବେ ଆପଣଙ୍କ ପାଖକୁ ଆସିପାରେ । ବ୍ୟକ୍ତିଗତ ଭାବେ ଆପଣ ନିଜ ବାପାଙ୍କଠାରୁ ଲାଭବାନ ହେବେ । ଘରେ ଖୁସୀ ଏବଂ ଶାନ୍ତି ପୁର୍ବକ ଭାବେ ଆପଣଙ୍କ ଦିନ ସମାପ୍ତ ହେବ ।

ତୁଳା : ତୁଚ୍ଛତା ବିଷୟରେ ଆପଣ କୌଣସି ଚିନ୍ତିତ ହେବା ଉଚିତ ନୁହେଁ । ଛୋଟ ଛୋଟ ବିଷୟକୁ ନିଜ ଉପରେ ପ୍ରଭାବୀ ହେବାକୁ ଦିଅନ୍ତୁ ନାହିଁ । ମନେ ରଖନ୍ତୁ ଯେ ମୋଟ ଉପରେ କଣ ହେଉଛି ତାହା ହି ମୁଖ୍ୟ କଥା ଓ କେବଳ ଗୋଟିଏ ଜିନିଷ ଭୁଲ ହେଲେ ସବୁକିଛି ଭୁଲ ହେବ ନାହିଁ । ଏହା ଧ୍ୟାନରେ ରଖନ୍ତୁ କାରଣ କାର୍ଯ୍ୟସ୍ଥଳରେ ଆପଣ ଆପଣଙ୍କ ତଳେ ଥିବା କର୍ମଚାରୀମାନଙ୍କ ଠାରୁ ଚାପରେ ରହିପାରନ୍ତି ।

ବିଛା : ଆପଣ ଦିନ ଦୁଇଟି ପ୍ରମୁଖ ଛାପରେ ଯିବ । ଦିନର ଗୋଟିଏ ଅଂଶରେ ଆପଣ ବିଷାଦଗ୍ରସ୍ତ ଓ ଭାବନାତ୍ମକ ହେବେ, ଅନ୍ୟ ସମୟଟି ଆପଣ ଭାବନାରେ ବହି ଯାଇ ନିଜ କାମକୁ ଉପେକ୍ଷା କରିବାରେ ନଷ୍ଟ କରିଥିବା ସମୟ ଠିକ କରିବାରେ ଯିବ ।

ଧନୁ : ଆଜିର ଦିନ ଆପଣଙ୍କ ପାଇଁ ଖୁସିରେ କଟିବ । ଅନେକ ଆମୋଦ ପ୍ରମୋଦ ଏବଂ ହସମଜା ହେବାର ଅଛି । ସାମାଜିକ ଏକତ୍ରିକରଣ ଏବଂ ଘଟଣାରେ ଆପଣ ବିଭିନ୍ନ ସାଂସ୍କୃତିତ ଲୋକଙ୍କ ସହିତ ମିଶିବା ସୁଯୋଗ ପାଇବେ । ବନ୍ଧୁ ଏବଂ ପ୍ରୀୟଜନଙ୍କ ସହିତ ଆମୋଦ ଭ୍ରମଣରେ ଯିବା ପାଇଁ ଯୋଜନା କରିବା ଏକ ଭଲ ଚିନ୍ତାଧାରା ହେବ ।

ମକର : ଏକ ଛବି ହେଉଛି ହଜାରେ ଶବ୍ଦ ସହିତ ସମାନ ଏବଂ ଆପଣଙ୍କ ଦିନ ଆଜିପାଇଁ ସୁନ୍ଦର ଛବି ସଦୃଶ ହେବ । ବ୍ୟବସାୟୀ, ପେଶାଦାର, ଗୃହିଣୀ ଏବଂ ଛାତ୍ରମାନେ ଆରାମଦାୟକ ଏବଂ ସହଜ ଜୀବନ ବିତାଇବେ । ଆପଣଙ୍କ ବିରୋଧୀ ପରାସ୍ତ ସ୍ୱୀକାର କରିବେ । ସ୍ୱାସ୍ଥ୍ୟ ଆପଣଙ୍କ ପାଇଁ ଅସୁବିଧା ସୃଷ୍ଟି କରିବ ନାହିଁ ।

କୁମ୍ଭ : ନୂଆ ପ୍ରକଳ୍ପରେ କାମ କରିବା ଏବଂ ଭ୍ରମଣ କରିବା ଏଡାନ୍ତୁ ଯେହେତୁ ଆପଣ ଦିନସାରା ହତାସ ଏବଂ ବ୍ୟାକୁଳ ରହିପାରନ୍ତି । ସବୁଠାରୁ ଉତ୍ତମ ହେଉଛି ଆପଣଙ୍କୁ ଉଷୁକାଉଥିବା ବ୍ୟକ୍ତିଙ୍କ ପ୍ରକୃତ ଉଦ୍ଦେଶ୍ୟ ଜାଣିବା ପାଇଁ ଚେଷ୍ଟା କରନ୍ତୁ । ଆଜି, ଆପଣଙ୍କ ପାଇଁ ସବୁଠାରୁ ଭଲ ଜିନିଷ ହେଉଛି ଆପଣ ନିଜର ସୃଜନଶୀଳ ଗୁଣ ବ୍ୟବହାର କରି ଏକ ସୁନ୍ଦର କଳା ପ୍ରସ୍ତୁତ କରିବେ ।

ମୀନ : ପ୍ରକୃତରେ, ପ୍ରତ୍ୟେକ କ୍ଷେତ୍ରରେ ଆପଣ ସମ୍ମୁଖୀନ ହେଉଥିବା ଅସୁବିଧା କମ୍‌ ହେବାର ଦେଖାଯାଉନାହିଁ । ଫଳରେ ଆପଣଙ୍କ ମନୋବଳ ଦିନସାରା କମ୍‌ ରହିବ । ଆପଣଙ୍କ ସ୍ୱାସ୍ଥ୍ୟ ଏବଂ ସମ୍ପତ୍ତି କ୍ଷତିଗ୍ରସ୍ତ ହୋଇପାରେ । ତେଣୁ ଅତ୍ୟନ୍ତ ଶାନ୍ତ ଏବଂ ନିରବରେ ଏହି ଦିନ କାଟିବା ପାଇଁ ଚେଷ୍ଟା କରନ୍ତୁ । ଆପଣ ନିଜ କଥାବାର୍ତ୍ତାରେ ନିତନ୍ତ୍ରଣ ରଖିବା ଉଚିତ, ବିଶେଷ ଭାବରେ ଯେତେବେଳେ ମହିଳା ମାନଙ୍କ ସହିତ ମିଳାମିଶା କରୁଛନ୍ତି; ସେମାନଙ୍କ ପ୍ରତି ବିରକ୍ତିଭାବ କିମ୍ବା ପ୍ରତିଶୋଧ ପରାୟଣ ହେଲେ ଆପଣ ଅସୁବିଧାରେ ପଡିପାରନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.