ETV Bharat / bharat

ନଭେମ୍ବର 12 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ, ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ନଭେମ୍ବର 12 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
ନଭେମ୍ବର 12 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
author img

By

Published : Nov 12, 2022, 12:01 AM IST

ମେଷ: ଆଜି ଦିନଟି ଆପଣଙ୍କ ଉପରେ ମଧ୍ୟମ ପ୍ରଭାବ ପକାଇପାରେ । ଆଜି ଆପଣ ଯୋଜନା କରିଥିବା କାର୍ଯ୍ୟରୁ ଶୁଭାରମ୍ଭ କରିବାର ଏକ ଶୁଭ ଦିବସ ଅଟେ। ନୂଆ କାର୍ଯ୍ୟ ମଧ୍ୟ ହାତକୁ ନେଇପାରନ୍ତି । ମାତ୍ର ତରବରିଆ ଭାବେ ଏପରି କୌଣସି ସିଦ୍ଧାନ୍ତ ନେବା ପାଇଁ ତରବର ହୁଅନ୍ତୁ ନାହିଁ। ଅଫିସରେ ଆପଣ ଅତ୍ୟନ୍ତ କଷ୍ଟକର ପ୍ରତିଯୋଗିତାର ସମ୍ମୁଖୀନ ହୋଇପାରନ୍ତି । ତଥାପି ଆପଣ ବ୍ୟସ୍ତ ନ ହୋଇ ନିଜର କାର୍ଯ୍ୟଦକ୍ଷତା ପ୍ରତିପାଦନ କରିବେ। ମହିଳାମାନେ ନିଜର ଆକ୍ରମଣଶୀଳ ମନୋଭାବ ଓ ଜିହ୍ଵାକୁ ନିଜ ଆୟତରେ ରଖନ୍ତୁ । ଅତିଶୀଘ୍ର ପର୍ଯ୍ୟଟନ ବା ଲଘୁଯାତ୍ରା କରିପାରନ୍ତି ।

ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ଆଦୌ ଶୁଭ ନୁହେଁ । ଆପଣ ନିଜର ସିଦ୍ଧାନ୍ତ ନେବାରେ ଏପଟ ସେପଟ ହେଲେ ଆପଣ ବହୁ ସୁଯୋଗକୁ ହାତଛଡା କରିପାରନ୍ତି । ମାତ୍ର ହତାଶ ନ ହୋଇ ଅତିଶୃଙ୍ଖଳିତ ଉପାୟରେ ପ୍ରବେଶ କରିବାର ବାଟ ଖୋଜନ୍ତୁ । ଆଜି କୌଣସି ନୂଆ ଯୋଜନା ବା ଚୁକ୍ତିପତ୍ର କରିବା ଉଚିତ ନୁହେଁ । ସହକର୍ମୀ, ବନ୍ଧୁ ଓ ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବାକୁ ଚେଷ୍ଟା କରନ୍ତୁ । ନିଜର କ୍ରୋଧଶୀଳ ପ୍ରକୃତିକୁ ବଦଳାନ୍ତୁ । ଭାଇ ଭଉଣୀଙ୍କ ସମ୍ପର୍କ ଭଲ ରହିବ ।

ମିଥୁନ: ବନ୍ଧୁ ଓ ପ୍ରିୟଜନଙ୍କ ସହ ସାମାଜିକ ଜୀବନରେ ମୌଜ ମଜଲିସରେ ସମୟ ବିତାଇବା ପାଇଁ ଆଜି ଦିନଟି ସର୍ବୋକୃଷ୍ଟ ଅଟେ । ଆପଣ ବନ୍ଧୁ ମାନଙ୍କୁ ରାତ୍ରି ଭୋଜନ ପାଇଁ ଆମନ୍ତ୍ରଣ କରିପାରନ୍ତି କିମ୍ୱା ବାହାରକୁ ଭ୍ରମଣରେ ଯାଇପାରନ୍ତି। ଅର୍ଥ ଲାଭ ହୋଇପାରେ । ମାତ୍ର ଖର୍ଚ୍ଚର ମାତ୍ରାକୁ ସୀମା ଭିତରେ ରଖି ଅଯଥା ଖର୍ଚ୍ଚରୁ ନିବୃତ ହୁଅନ୍ତୁ । ମୂଲ୍ୟହୀନ ଚିନ୍ତାଧାରାକୁ ମୁଣ୍ଡରେ ପୁରାଇ ଦିନଟିକୁ ନଷ୍ଟ କରିବାକୁ ଦିଅନ୍ତୁ ନାହିଁ । ବନ୍ଧୁ ଓ ପ୍ରିୟଜନଙ୍କ ଠାରୁ ଉପହାରର ସୁଅ ଛୁଟିପାରେ ।

କର୍କଟ: ଗ୍ରହ ମାନଙ୍କ ପ୍ରଭାବରୁ ଆପଣ ସବୁବେଳେ ଚିନ୍ତାଗ୍ରସ୍ତ ରହିବେ । ବିଶ୍ରାମହୀନ ଉତ୍କଣ୍ଠିତ ଚିତ୍ତରେ ଶାନ୍ତି ପାଇବେ ନାହିଁ । ତେଣୁ ନିଜକୁ ଶାନ୍ତ ରଖିବାକୁ ଚେଷ୍ଟା କରନ୍ତୁ , ନଚେତ ମାନସିକ ଅଶାନ୍ତି ଆପଣଙ୍କୁ କୌଣସି ସିଦ୍ଧାନ୍ତରେ ପହଞ୍ଚିବାକୁ ପ୍ରତିବନ୍ଧକ ସୃଷ୍ଟି କରିପାରେ । ଏହା ଦ୍ୱାରା ଆପଣ ହତୋତ୍ସାହିତ ହୋଇପାରନ୍ତି । ଆପଣ କୌଣସି କାରଣରୁ କାହା ସଙ୍ଗରେ ଯୁକ୍ତିତର୍କ କରି କଳହ କରନ୍ତୁ ନାହିଁ । କାରଣ ଏହା ଆପଣଙ୍କୁ ଉତ୍ତେଜିତ କରି ପରିସ୍ଥିତିକୁ ବିଷାକ୍ତ କରିଦେଇପାରେ । ସତର୍କ ରୁହନ୍ତୁ । ଆଜି ଆପଣଙ୍କର ଅର୍ଥ ହାନି ମଧ୍ୟ ଘଟିପାରେ। ଶରୀରିକ ଅସୁସ୍ଥତା ଲାଗି ରହିପାରେ । ତେଣୁ ନିଜର ଆହାର ପ୍ରତି ଯତ୍ନବାନ ହୁଅନ୍ତୁ ।

ସିଂହ: ଆଜି ଦିନଟି ଆପଣଙ୍କୁ ସାଧାରଣ ଭାବେ ଫଳ ପ୍ରଦାନ କରିପାରେ । ଆଜିର ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ମାତ୍ର ଆପଣ ଯଦି ଅନ୍ୟମନସ୍କ ରହିବେ କିମ୍ୱା ଭୁଲ ସିଦ୍ଧାନ୍ତ ନେବେ, ତେବେ ଆପଣ ଏହାର ଲାଭ ଉଠାଇବାକୁ ଅସମର୍ଥ ହେବେ । ଆଜି ଦିନଟି ଶୁଭଙ୍କର ନ ଥିବାରୁ କୌଣସି କାର୍ଯ୍ୟ ନିଜ ହାତକୁ ନିଅନ୍ତୁ ନାହିଁ। ବନ୍ଧୁ ମାନଙ୍କ ଠାରୁ ସାହାଯ୍ୟ ପାଇପାରନ୍ତି ଏବଂ ସେମାନଙ୍କ ଗହଣରେ ଖୁସିରେ ସମୟ କାଟିପାରନ୍ତି । ସୁଖ ପର୍ଯ୍ୟଟନ ପାଇଁ ଯୋଜନା କରିପାରନ୍ତି । ବ୍ୟବସାୟ ଭଲ ଚାଲିବ । ଅର୍ଥ ଲାଭର ସମ୍ଭାବନା ମଧ୍ୟ ଅଛି ।

କନ୍ୟା: ଆପଣଙ୍କ ପାଇଁ ଆଜି ଦିନଟି ଶୁଭ ଅଟେ। ଏହା ବ୍ୟବସାୟ ଏବଂ ଚାକିରି କ୍ଷେତ୍ରରେ ହୋଇପାରେ । ଭାଗ୍ୟବାନ କନ୍ୟା ରାଶିମାନେ ,ଆପଣମାନଙ୍କ ପାଇଁ ଚର୍ତୁଦିଗରୁ ସଫଳତାର ବର୍ଷା ହେବ । ଯାହା ଆପଣ ଚାହୁଁଛନ୍ତି ତାହା ପାଇପାରିବେ। ନୁତନ ବ୍ୟବସାୟ ପାଇଁ ଏହା ହେଉଛି ଉପଯୁକ୍ତ ସମୟ । ବୃତ୍ତିଗତ ସଫଳତା, ଆୟ ବୃଦ୍ଧିଏବଂ ପଦନ୍ନୋତି ଭାବେ ଆପଣଙ୍କ ପାଖକୁ ଆସିପାରେ । ସମସ୍ତ ଜିନିଷ ପାଇଁ ଉତ୍କୃଷ୍ଟ ହେଉଛି ସର୍ବେସର୍ବା । ବ୍ୟକ୍ତିଗତ ଭାବେ ଆପଣ ନିଜ ବାପାଙ୍କଠାରୁ ଲାଭବାନ ହେବେ। ଘରେ ଖୁସୀ ଏବଂ ଶାନ୍ତି ପୁର୍ବକ ଆପଣଙ୍କ ଦିନ ସମାପ୍ତ ହେବ ।

ତୁଳା: ଆଜି ଆପଣ ନିଜକୁ ଲଳିତ କଳା ପ୍ରତି ଆକର୍ଷିତ ହୋଇପାରନ୍ତି । ଚିତ୍ର କରିବା ଓ ଲେଖାଲେଖିରେ ସମୟ କାଟିବାକୁ ଭଲ ପାଇବେ । ଆଜି ଆପଣ ସମସ୍ତ ଯୋଜନାକୁ ଏକତ୍ରିତ କରି କାର୍ଯ୍ୟର ଶୁଭାରମ୍ଭ କରିବା ଆପଣଙ୍କ ପାଇଁ ଦିନଟି ଶୁଭଙ୍କର ଅଟେ । ନିଜର ବୃତିଗତ ଜୀବନରେ ଆପଣ ନିଜର ସହକର୍ମୀ ତଥା ବରିଷ୍ଠ ସଦସ୍ୟଙ୍କ ଠାରୁ ସହଯୋଗ ଓ ପ୍ରେରଣା ପାଇ ନିଜ କାର୍ଯ୍ୟଟିକୁ ସୂଚାରୁ ରୁପେ ସମ୍ପନ୍ନ କରିବାରେ ସକ୍ଷମ ହେବେ । ବ୍ୟବସାୟୀଙ୍କ ନିମନ୍ତେ ଲାଭର ପରିମାଣ ବୃଦ୍ଧି ପାଇପାରେ । ସୁଷମ ଖାଦ୍ୟ ଖାଆନ୍ତୁ , ନଚେତ ଶାରୀରିକ ଅସୁସ୍ଥତା ଭୋଗିପାରନ୍ତି । ଆପଣ କାହା ସଙ୍ଗରେ ଅଯଥା ଯୁକ୍ତିତର୍କ କରି ଉତ୍ତେଜିତ ହୁଅନ୍ତୁ ନାହିଁ । ତୀର୍ଥଯାତ୍ରା କରିବାର ସମ୍ଭାବନା ରହିଛି।

ବିଛା: ଆଜି ଦିନର ପ୍ରତ୍ୟେକ ମୂହୁର୍ତ୍ତରେ ଆପଣଙ୍କୁ ସତର୍କତା ଅବଲମ୍ୱନ କରିବାକୁ ପଡିବ। କୌଣସି ନୂତନ କାର୍ଯ୍ୟର ଶୁଭାରମ୍ଭ କରନ୍ତୁ ନାହିଁ । ଖର୍ଚ୍ଚର ପରିମାଣକୁ କମାଇବାକୁ ଚେଷ୍ଟା କରନ୍ତୁ। ବିଳାସପୂର୍ଣ୍ଣ ଖାଦ୍ୟ ଖାଇ ବିଳାସରେ ଅତ୍ୟାଧିକ ଖର୍ଚ୍ଚ କଲେ ଅତିଶୀଘ୍ର ଆପଣଙ୍କ ଅର୍ଥର ଭଣ୍ଡାର ଶୂନ୍ୟ ହୋଇଯିବ । ବେଆଇନ ଓ ଅନୈତିକ କାର୍ଯ୍ୟକଳାପରୁ ନିଜକୁ ଦୂରେଇ ରଖନ୍ତୁ , ନଚେତ୍‍ କୋଟକୁ ଯାଇପାରନ୍ତି । ଅଜଣା ବ୍ୟକ୍ତିଙ୍କ ସହ ବନ୍ଧୁତା ସ୍ଥାପନ କରନ୍ତୁ ନାହିଁ କିମ୍ୱା ନିଜେ ଧୀର ସ୍ଥିର ଚିତ୍ତରେ ଭାବିଚିନ୍ତି ଲୋକଙ୍କ ସହ ବନ୍ଧୁତ୍ୱ କରିପାରନ୍ତି । ଯୋଗ ଓ ଧ୍ୟାନ କରିବା ଦ୍ୱାରା ଆପଣଙ୍କର ମାନସିକ ଶାନ୍ତି ଅବ୍ୟାହତ ରହିପାରେ ।

ଧନୁ: ଆଜି ଦିନଟି ଶୁଭଫଳ ପ୍ରଦାୟକ ଅଟେ। ଦିନଟିକୁ ଆମୋଦ ପ୍ରମୋଦରେ କଟାଇବେ । ସାମାଜିକ ଉତ୍ସବରେ ବିଭିନ୍ନ ପ୍ରାନ୍ତରୁ ଆସିଥିବା ସଂସ୍କୃତି ସମ୍ପନ୍ନ ଲୋକଙ୍କ ସାଙ୍ଗରେ ସାକ୍ଷାତ ହୋଇପାରେ । ବନ୍ଧୁବାନ୍ଧବ ଓ ପ୍ରିୟଜନଙ୍କ ସହ ସୁଖ ପର୍ଯ୍ୟଟନରେ ଯିବାର ଯୋଜନା କରିପାରନ୍ତି ଏବଂ ଏହା ଏକ ଶୁଭଚିନ୍ତା ଅଟେ । ଆପଣଙ୍କର ଭାଗ୍ୟ ଆଜି ଆପଣଙ୍କ ସୃଜନଶୀଳତାକୁ ଶୀର୍ଷ ସ୍ଥାନରେ ପହଞ୍ଚାଇ ପାରେ । ଏହି ପ୍ରେରଣା ଯୋଗୁଁ ଆପଣ ନିଜର ପରିକଳ୍ପନା କରି କିଛି ସାହାଯ୍ୟ କରିପାରନ୍ତି । ଆଜି ଆପଣ ସମ୍ମାନିତ ହେବେ ।

ମକର: ଏକ ଛବି ହେଉଛି ହଜାରେ ଶବ୍ଦ ସହିତ ସମାନ ତେବେ ଆପଣଙ୍କ ଦିନ ଆଜିପାଇଁ ସୁନ୍ଦର ଛବି ସଦୃଶ ହେବ । ବ୍ୟବସାୟୀ, ପେଶାଦାର, ଗୃହିଣୀ ଏବଂ ଛାତ୍ରମାନେ ଆରାମଦାୟକ ଏବଂ ସହଜ ଜୀବନ ବିତାଇବେ । ଆପଣଙ୍କ ବିରୋଧୀ ପରାସ୍ତ ସ୍ୱୀକାର କରିବେ । ସ୍ୱାସ୍ଥ୍ୟ ଆପଣଙ୍କ ପାଇଁ ଅସୁବିଧା ସୃଷ୍ଟି କରିବ ନାହିଁ ।

କୁମ୍ଭ: ନୂଆ ପ୍ରକଳ୍ପରେ କାମ କରିବା ଏବଂ ଭ୍ରମଣ କରିବା ଏଡାନ୍ତୁ। ଯେହେତୁ ଆପଣ ଦିନସାରା ହତାସ ଏବଂ ବ୍ୟାକୁଳ ରହିପାରନ୍ତି । ସବୁଠାରୁ ଉତ୍ତମ ହେଉଛି ଆପଣଙ୍କୁ ଉଷୁକାଉଥିବା ବ୍ୟକ୍ତିଙ୍କ ପ୍ରକୃତ ଉଦ୍ଦେଶ୍ୟ ଜାଣିବା ପାଇଁ ଚେଷ୍ଟା କରନ୍ତୁ । ଆଜି, ଆପଣଙ୍କ ପାଇଁ ସବୁଠାରୁ ଭଲ ଜିନିଷ ହେଉଛି ଆପଣ ନିଜର ସୃଜନଶୀଳ ଗୁଣ ବ୍ୟବହାର କରି ଏକ ସୁନ୍ଦର କଳା ପ୍ରସ୍ତୁତ କରିବେ ।

ମୀନ: ପ୍ରକୃତରେ ପ୍ରତ୍ୟେକ କ୍ଷେତ୍ରରେ ଆପଣ ସମ୍ମୁଖୀନ ହେଉଥିବା ଅସୁବିଧା କମ୍‌ ହେବାର ଦେଖାଯାଉନାହିଁ । ଫଳରେ ଆପଣଙ୍କ ମନୋବଳ ଦିନସାରା କମ୍‌ ରହିବ । ଆପଣଙ୍କ ସ୍ୱାସ୍ଥ୍ୟ ଏବଂ ସମ୍ପତ୍ତି ଉନ୍ମୟ କ୍ଷତି ଗ୍ରସ୍ତ ହୋଇପାରେ । ତେଣୁ ଅନ୍ୟନ୍ତ ଶାନ୍ତ ଏବଂ ନିରବରେ ଏହି ଦିନ କାଟିବା ପାଇଁ ଚେଷ୍ଟା କରନ୍ତୁ । ଆପଣ ନିଜ କଥାବାର୍ତ୍ତାରେ ନିତନ୍ତ୍ରଣ ରଖିବା ଉଚିତ, ବିଶେଷ ଭାବରେ ଯେତେବେଳେ ମହିଳା ମାନଙ୍କ ସହିତ ମିଳାମିଶା କରୁଛନ୍ତି ସେମାନଙ୍କ ପ୍ରତି ବିରକ୍ତିଭାବ କିମ୍ବା ପ୍ରତିଶୋଧ ପରାୟଣ ହେଲେ ଆପଣ ଅସୁବିଧାରେ ପଡିପାରନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.