ETV Bharat / bharat

ଡିସେମ୍ବର 13 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

author img

By

Published : Dec 13, 2022, 12:01 AM IST

ଡିସେମ୍ବର 13 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
ଡିସେମ୍ବର 13 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ: ଆଜି ଆପଣ ଟିକିଏ କଥାରେ ଚିଡ ଚିଡ ହେବେ କିମ୍ୱା ଉତ୍ତେଜିତ ହୋଇପାରନ୍ତି । ତେଣୁ ନିଜକୁ ଜଗିରଖି ଚଳିବା ଉଚିତ । ଜଣେ ବନ୍ଧୁଙ୍କର ଅପ୍ରତ୍ୟାଶିତ ଖରାପ ବ୍ୟବହାର ଆପଣଙ୍କୁ ଆଘାତ ଦେଇପାରେ । ସେଇ ପରିସ୍ଥିତିରେ ଆପଣ ନିଜକୁ ସଞ୍ଜତ ରଖିବା ଉଚିତ । ସମ୍ପତ୍ତି ଓ ଜମିବାଡ଼ି ସଂକ୍ରାନ୍ତୀୟ କୌଣସି କାର୍ଯ୍ୟକଳାପରେ ନିଜକୁ ସଂପୃକ୍ତ କରନ୍ତୁ ନାହିଁ । ପିତାମାତାଙ୍କ ପାଇଁ ଯଦି ଆପଣ କିଛି ଭାବୁଛନ୍ତି, ତେବେ ଶୀଘ୍ର ସେମାନଙ୍କୁ ଏହି କଥା କହିପାରନ୍ତି । ମହିଳାଙ୍କ ନକାରାତ୍ମକ ପ୍ରଭାବରୁ ଦୂରେଇ ରୁହନ୍ତୁ । ମାନସିକ ଶାନ୍ତି ଲାଭ କରିବା ପାଇଁ ଯୋଗ ଏବଂ ଧ୍ୟାନରେ ସମୟ ବିନିଯୋଗ କରନ୍ତୁ । ବିଦ୍ୟାର୍ଥୀମାନେ ଏହି ସମୟରେ କ୍ଲାନ୍ତି ଅନୁଭବ କରିବେ ।

ବୃଷ: ଗ୍ରହମାନଙ୍କ ଶୁଭଦୃଷ୍ଟି ଯୋଗୁଁ ଗତକାଲି ପରି ଆଜି ଦିନଟି ଆମୋଦ ପ୍ରମୋଦରେ କାଟିପାରନ୍ତି । ଆପଣ ଏପରି ସ୍ୱପ୍ନିଳ ମଧୁର ସମୟର ସତ୍ ବ୍ୟବହାର କରି ନିଜକୁ କୃତ୍ୟ କୃତ୍ୟ ମନେ କରିବେ । ସତେ ଯେମିତି ଆପଣ ନିଜର ସମସ୍ତ ସୁଖକୁ ଏକତ୍ର କରି ଏକ ନୂଆ ଦୁନିଆଁ ସୃଷ୍ଟି କରିଛନ୍ତି । କୌଣସି ଚିନ୍ତା ଆପଣଙ୍କ ମନକୁ କେବେ ଛୁଇଁବାକୁ ଚେଷ୍ଟା ବି କରିନି । ଆପଣ ଖୁସି, କଳ୍ପନାପ୍ରିୟ, ସୃଜନଶୀଳ ଅନୁଭବ କରିବେ । ଆପଣଙ୍କ ସୃଜନଶୀଳତା କିଛି କରିବାକୁ ପ୍ରବର୍ତ୍ତାଇପାରେ । ନିଜ ପ୍ରିୟଜନମାନଙ୍କୁ ରାନ୍ଧି ଖୁଆନ୍ତୁ, ଯାହା ହେଲେ ରାନ୍ଧିବା ଏକ କଳା ଅଟେ। ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ କିମ୍ବା ଆର୍ଥିକ ସମସ୍ୟା ଦେଖା ଦେଇପାରେ ।

ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଙ୍କର ଅଟେ । ଆଜିର ଏ ମଧୁର ଦିନଟି ବନ୍ଧୁବାନ୍ଧବ ଓ ପ୍ରିୟଜନଙ୍କ ସହ ଖୁସିରେ ଖୁସିରେ କାଟିବେ । ବିବାହ କିମ୍ବା ନିର୍ବନ୍ଧ ପାଇଁ ଆମନ୍ତ୍ରିତ ହୋଇଥିଲେ, ସେହି ଉତ୍ସବରେ ଯୋଗ ଦିଅନ୍ତୁ । ଆର୍ଥିକ ସ୍ଥିତିରେ ଶୀଘ୍ର ଉନ୍ନତି ପରିଲକ୍ଷିତ ହେବ । ତେଣୁ ବ୍ୟସ୍ତ ବା ବିବ୍ରତ ହେବା ଉଚିତ ନୁହେଁ । ବୃତ୍ତିଜୀବିଙ୍କ ପାଇଁ ଶୁଭ ଦିନ ଅଟେ । ବ୍ୟକ୍ତିଗତ ଜୀବନରେ ଆର୍ଥିକ ସ୍ଥିତିରେ ଉନ୍ନତି ହେବ ।

କର୍କଟ: କର୍କଟ ରାଶିର ବ୍ୟକ୍ତିଙ୍କ ପାଇଁ ଆଜିଠାରୁ ଶୁଭ ଦିନ ଆଉ ନାହିଁ । ଆପଣଙ୍କ ନକ୍ଷତ୍ର ଆପଣଙ୍କ ନିଜ ସ୍ୱଭାବ ଭଳି ବ୍ୟବହାର କରୁଛନ୍ତି । ଆପଣ ଆଜି ଦିନଟି ନିଜ ଇଚ୍ଛା ଅନୁସାରେ କାଟିପାରିବେ । ବନ୍ଧୁଙ୍କ ସହ ଚାହା ପାନ ସମୟରେ ଖୁସିଗପରେ ମସଗୁଲ୍ ରହିବେ, ଉପହାର ଆଦାନପ୍ରଦାନ କରି ଅତ୍ୟଧିକ ଉଲ୍ଲସିତ ହେବେ । ନିଜ ମନ କଥା ଯଦି କାହା ଆଗରେ କହିବାକୁ ଇଚ୍ଛା କରନ୍ତି, ତା ହେଲେ ବର୍ତ୍ତମାନ କୁହନ୍ତୁ । ପରିଭ୍ରମଣ ଅତି ଆମୋଦଦାୟକ ହୋଇପାରେ । ସ୍ୱାଦିଷ୍ଟ ଭୋଜନରେ ଆତ୍ମ ସନ୍ତାଷ ବୃଦ୍ଧି ପାଇପାରେ । କୌତୁକପୂର୍ଣ୍ଣ ଖେଳରେ ନିଜକୁ ନିୟୋଜିତ କରିପାରନ୍ତି । ପ୍ରେମରେ ସାଥୀଙ୍କ ସହ ଚମତ୍କାର ସମ୍ପର୍କ ରହିବ ।

ସିଂହ: ଆଜି ଆପଣଙ୍କ ବୁଦ୍ଧିଭ୍ରଷ୍ଟ ହୋଇପାରେ । କୌଣସି ସିଦ୍ଧାନ୍ତରେ ନ ପହଞ୍ଚି ପାରିବା ଯୋଗୁଁ ଆପଣ ବ୍ୟଥିତ ହୋଇପାରନ୍ତି । ବିକ୍ଷିପ୍ତଭାବରେ ନିୟମିତ କାମ କରିବାକୁ ଥିବାରୁ ଏହା ଆପଣଙ୍କୁ ବିଚଳିତ କରିପାରେ । ନିଜର କ୍ରୋଧ ଏବଂ ବାର୍ତ୍ତାଳାପ ଶୈଳୀକୁ ନିୟନ୍ତ୍ରଣରେ ରଖନ୍ତୁ । ଆଇନଗତ କାର୍ଯ୍ୟକଳାପ ପ୍ରତି ସତର୍କ ରୁହନ୍ତୁ । ଆଇନଗତ ଏବଂ ଅମଲାତାନ୍ତ୍ରିକ ନିଷ୍ପତ୍ତି ସ୍ଥଗିତ କରନ୍ତୁ । ନିଜର ଚିନ୍ତାଧାରା ଉପରେ ନିୟନ୍ତ୍ରଣ ରଖନ୍ତୁ, ଯେହେତୁ ଆପଣ ଦୁର୍ବଳ ଅଛନ୍ତି ଏବଂ କେହି ଆପଣଙ୍କୁ କୌଣସି ନିଷ୍ପତ୍ତି ନେବା ପାଇଁ ପ୍ରରୋଚିତ କରିପାରେ, ଯେଉଁଥିପାଇଁ ଆପଣ ପରେ ଅନୁତାପ କରିବେ । ନୂଆ ମହିଳା ବନ୍ଧାବୀଙ୍କଠାରୁ ଦୂରେଇ ରୁହନ୍ତୁ । ବିଦେଶରୁ କିଛି ଖବର ମିଳିପାରେ ।

କନ୍ୟା: ଆଜି ଦିନଟି ଶୁଭ ରହିବ କହି ପୂର୍ବାନୁମାନ କରାଯାଉଛି । ପୁରସ୍କାର, ଲାଭ, ଫାଇଦା, ଯାହା ଇଚ୍ଛା କରିବେ ତାହା ପାଇବେ । ଏବଂ ଘର, ପରିବାର କିମ୍ବା ବ୍ୟବସାୟ ଯେକୌଣସି କ୍ଷେତ୍ରରେ ଏସବୁ ଆପଣଙ୍କୁ ମିଳିପାରେ । ଏହି ସମୟରେ ଯାତ୍ରା ଶୁଭଙ୍କର ହେବ, ଆପଣଙ୍କ ଜୀବନସାଥୀଙ୍କ ସହ ଘନିଷ୍ଠତା ବଢ଼ିବ । ଗ୍ରହଙ୍କର ମଙ୍ଗଳକର ସ୍ଥିତି ଯୋଗୁଁ ପ୍ରେମ ଏବଂ ଲାଭ ଆଶା କରୁଥିବା ବ୍ୟକ୍ତିମାନେ ଲାଭାନ୍ୱିତ ହେବେ । ମହିଳା ବାନ୍ଧବୀଙ୍କଠାରୁ ଅନୁଗ୍ରହ ଲାଭ କରିବେ । ଉପଭୋଗ କରନ୍ତୁ ! ଅର୍ଥ ସଂକ୍ରାନ୍ତରେ ନକ୍ଷତ୍ରମାନେ ବଦାନ୍ୟ ହେବେ, ପରିଣାମସ୍ୱରୂପ ପାଣ୍ଠି ବଢ଼ିବ । ଆପଣ ବ୍ୟବସାୟ ସମ୍ପର୍କିତ ଅର୍ଥ ସଂଗ୍ରହ ପାଇଁ ଯାତ୍ରା କରିପାରନ୍ତି ଏବଂ ଏହା ଫଳପ୍ରଦ ରହିବ ।

ତୁଳା: ଆଜି ଆପଣଙ୍କୁ ପ୍ରତିଟି କାମରେ ଆତ୍ମସନ୍ତୋଷ ଏବଂ ତୃପ୍ତି ମିଳିବ । ଆପଣ ନିଜ ପ୍ରିୟତମାଙ୍କୁ ଯେକୌଣସି ସ୍ଥିତିରେ ଦେଖା କରିବେ, ଦୂରତା ବାଧକ ସାଜିବ ନାହିଁ । ଯଦି ସୌଭାଗ୍ୟବଶତଃ ଆପଣ ଆଜି ତାଙ୍କ ସହ ଏକାଠି ଥାନ୍ତି, ଘନିଷ୍ଠତା ଆହୁରି ବଢ଼ିବ । ଆପଣ ଭାବପ୍ରବଣ ଅଛନ୍ତି, ଏବଂ ନିଜ ପ୍ରେମ ପ୍ରତି ଉତ୍ସର୍ଗ କରିବା ପାଇଁ କବିତାର କିଛି ପଂକ୍ତି ଲେଖିପାରନ୍ତି । ବୃତ୍ତିଗତ ଏବଂ ଆର୍ଥିକ ବିଷୟଗୁଡ଼ିକ ପାଇଁ ମଧ୍ୟ ଭଲ ସମୟ ଅଟେ । ମାଆଙ୍କଠାରୁ ସ୍ନେହଶ୍ରଦ୍ଧା ମିଳିବ । ନିଜ ସ୍ୱପ୍ନର କାମ ପାଇପାରନ୍ତି, କିମ୍ବା କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି । ସମ୍ପତ୍ତି ସଂକ୍ରାନ୍ତୀୟ ଆଇନଗତ କାର୍ଯ୍ୟାନୁଷ୍ଠାନ ଫଳପ୍ରଦ ହେବ ଏବଂ ବ୍ୟବସାୟରେ ଉନ୍ନତି ହେବ ।

ବିଛା: ଆଜି ଦିନଟି ଆପଣ ବିଭିନ୍ନ ଚିନ୍ତାରେ ମଗ୍ନ ରହିବେ । ତେବେ, ନିଜକୁ ନିୟନ୍ତ୍ରଣରେ ରଖନ୍ତୁ । କଷ୍ଟ ହୋଇପାରେ! ତେବେ ଏହା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ। ଏଥିରେ ଆପଣଙ୍କର ମଙ୍ଗଳ ନିହିତ ରହିଛି । ଦିନଟି ଉତଥାନ ପତନର ଦିନ, ଏବଂ ଆପଣ ଏଥିାପଇଁ ହଡବଡେଇ ପାରନ୍ତି । ଯଦି ଆପଣ ଜଣେ ଲେଖକ କିମ୍ବା ଜୀବନଜୀବିକା ପାଇଁ ସୃଜନଶୀଳ କାମ କରୁଛନ୍ତି, ଏହି ସମୟ ଆପଣଙ୍କ ପାଇଁ ମଙ୍ଗଳମୟ ଅଟେ । ତେବେ, ବ୍ୟବସାୟୀମାନେ ଅପ୍ରତ୍ୟାଶିତ ବାଧାର ସମ୍ମୁଖୀନ ହୋଇ ପାରନ୍ତି, କିମ୍ବା ପେଶା ମାନ୍ଦା ହୋଇପାରେ । କର୍ତ୍ତୃପକ୍ଷ ଗୋଟିଏ ମୁହୂର୍ତ୍ତରେ ଖୁସି ଏବଂ ଅନ୍ୟ ମୂହୁର୍ତ୍ତରେ ଅସନ୍ତୁଷ୍ଟ ହୋଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ ଈର୍ଷ୍ୟାନ୍ୱିତ ପ୍ରତିଦ୍ୱନ୍ଦୀଙ୍କଠାରୁ ଦୂରେଇ ରୁହନ୍ତୁ । ଏପରିକି ହଇରାଣ କରୁଥିବା ଛୋଟ ପିଲାଙ୍କଠାରୁ ମଧ୍ୟ ଦୂରରେ ରୁହନ୍ତୁ । ଯାତ୍ରା ଯୋଗ ରହିଛି । ଖର୍ଚ୍ଚ ବଢ଼ିପାରେ ।

ଧନୁ: ବହୁଦିନ ଧରି ଆପଣ ଯନ୍ତ୍ରଣାରେ ପେଷି ହେଉଛନ୍ତି । ବର୍ତ୍ତମାନ ଆପଣଙ୍କ ପାଇଁ କୋଳାହଳ ହେବାର ସମୟ ବୋଲି ଅନୁମାନ କରାଯାଉଛି । ଏଥିରେ ସହମତ ଯେ ଆପଣଙ୍କ ମନ ତଥାପି ବେଳେବେଳେ ଭାବପ୍ରବଣତାରେ ପୂର୍ଣ୍ଣ ନକ୍ଷତ୍ରମାନଙ୍କ ଯୋଗୁଁ ବିଚଳିତ ହେଉଛି, ତେବେ ଆପଣଙ୍କର ବାସ୍ତବରେ ଏକ ବିରତି ଦରକାର । ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ଏବଂ ଶୁଭ ଚିନ୍ତା କରନ୍ତୁ । ଖର୍ଚ୍ଚ ବଢ଼ିଲେ, କାମ ଅଟକିଗଲେ ଏବଂ ମନ ଭାରି ହେଲେ ବିଚଳିତ ହୁଅନ୍ତୁ ନାହିଁ । ଯାହା ହେଉଛି ହେବାକୁ ଦିଅନ୍ତୁ! ପୂର୍ବରୁ କ୍ଲାନ୍ତ ଶରୀର ଏବଂ ମନ ଉପରେ ଅଧିକ ଚାପ ପକାନ୍ତୁ ନାହିଁ; ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ବରଂ ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ଖାଆନ୍ତୁ, ଭୋଜନର ସୁଗନ୍ଧ ଉପଭୋଗ କରନ୍ତୁ ଏବଂ ଆରାମରେ ଶୁଅନ୍ତୁ ।

ମକର: ଆଜି ଆପଣଙ୍କ ଅନ୍ତର୍ଜ୍ଞାନ ବହୁତ ଭଲ ରହିବ, ଯାହା ଦ୍ଵାରା ଆପଣ ସମ୍ମାନ ଓ ମାନ୍ୟତା ପାଇବେ | ଅବଶ୍ୟ, ଆପଣ ସବୁ ଦିନ ଏପରି ଭାଗ୍ୟବାନ ହେବେ ନାହିଁ, ସେଥିପାଇଁ ଯେତେ ସମ୍ଭବ ଆପଣଙ୍କ ଅନ୍ତର୍ଜ୍ଞାନକୁ ବ୍ୟବହାର କରନ୍ତୁ, କାରଣ ଆପଣ ଜାଣିଛନ୍ତି ଅନ୍ତର୍ଜ୍ଞାନ ସବୁବେଳେ ଠିକ ନ ହୋଇପାରେ |

କୁମ୍ଭ: ଗ୍ରହମାନଙ୍କର ସୁପ୍ରଭାବ ଫଳରେ ଆପଣଙ୍କର ସାମାଜିକ ମାନ ସମ୍ମାନ ଓ ପ୍ରତିଷ୍ଠା ପାଇଁ ଗର୍ବିତ ହେବେ । ଯେଉଁ କାର୍ଯ୍ୟର ଦାୟିତ୍ୱ ବହନ କରିବେ, ସେଥିରେ ଆପଣଙ୍କ ସହକର୍ମୀମାନେ ଆଶା ଥିବା ଭାବରେ ସାହାଯ୍ୟ କରିବେ । ଅନ୍ୟମାନଙ୍କ ପ୍ରତି ଆପଣଙ୍କର ସ୍ନେହ ସୌହାର୍ଦ୍ଦପୂର୍ଣ୍ଣ ବ୍ୟବହାର ଯୋଗୁଁ ଆପଣ ପ୍ରିୟଭାଜନ ହେବେ । ମାତୃପକ୍ଷ ସଦସ୍ୟଙ୍କଠାରୁ ସୁଖବର ପାଇବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଶରୀର ସୁସ୍ଥ ରହିବ । ସବୁ ଖୁସିକୁ ଏକାଠି କରି ଆପଣ ପ୍ରକୃତିକୁ ଉପଭୋଗ କରିବା ପାଇଁ ଲାଳାୟିତ ହେବେ ।

ମୀନ: ଆପଣ ସେମାନଙ୍କ ସହ ମିଶିବା ପାଇଁ ଆଦୌ ଅପେକ୍ଷା କରିପାରିବେ ନାହିଁ କିମ୍ବା ଅଫିସରୁ ଘରକୁ ଯାଇ ପାରିବେନି କିମ୍ବା ଫୋନ୍ ରେ ପ୍ରେମାଳାପ କରିବାରୁ ନିବୃତ୍ତ ରହିପାରିବେନି, ତେଣୁ ଆଜି ଦିନଟି ଶୁଭଙ୍କର ଅଟେ। ନୂଆ କାମ ଆରମ୍ଭ ପାଇଁ ସୁଯୋଗ ପାଇବେ । ଆପଣଙ୍କ ବୃତ୍ତିଗତ କାର୍ଯ୍ୟ ପାଇଁ ଏହା ଭଲ ଦିନ ଏବଂ ଆପଣଙ୍କୁ ନୂଆ କ୍ୟାରିଅର୍ ଆରମ୍ଭ କରିବାର ସୁଯୋଗ ମିଳିପାରେ । ଆପଣଙ୍କର ସମ୍ବେଦନଶୀଳ ଏବଂ ଉତ୍ସର୍ଗୀକୃତ ସ୍ୱଭାବ ଯୋଗୁଁ ଆଜି ସନ୍ଧ୍ୟାରେ ପ୍ରିୟଜନଙ୍କ ସହ ବିତାଇଥିବା ମୁହୂର୍ତ୍ତଗୁଡ଼ିକ ସ୍ମରଣୀୟ ହେବ । ଯଦି ଆପଣ ଏକ ସ୍ଥିର ସମ୍ପର୍କରେ ନାହାଁନ୍ତି, ଆପଣଙ୍କୁ ଅନେକ ସୁଯୋଗ ମିଳିବ । ଦେଖିଚାହିଁ ଖର୍ଚ୍ଚ କରିବା ପାଇଁ ପରାମର୍ଶ ଦିଆଯାଉଛି । ଏହା ସୃଜନଶୀଳ କାର୍ଯ୍ୟ କରିବାର ଉପଯୁକ୍ତ ସମୟ ଅଟେ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.