ETV Bharat / bharat

ଆଜିର ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ...

author img

By

Published : Jun 13, 2021, 5:57 AM IST

ତୁମର ଆଜି ଦିନଟି କେମିତି ରହିବ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ଉପାୟ କରିବେ ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ସମୟ କିପରି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ...

ଆଜିର ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ମେଷ : କର୍ମକ୍ଷେତ୍ରରେ ଉତ୍ଥାନ ପତ୍ତନ ଲାଗିରହିବ । ସଂଧ୍ୟାରେ ନିଜକୁ ନିଜେ ଚକିତ କରିବେ ।

ବୃଷ : ଆଜି ଦିନରେ ସମସ୍ତ ଆଶା ପୂର୍ଣ୍ଣ ହେବାପରି ଲାଗିବ। ସହଜ କିନ୍ତୁ ଅଧିକ କାମ ମିଳିବ। ସନ୍ଧ୍ୟା ସମୟରେ ଖୁସି ଖବର ପାଇ ଆପଣ ଆଶ୍ଚର୍ଯ୍ୟଚକିତ ହୋଇଯିବେ। ସନ୍ଧ୍ୟା ଭ୍ରମଣ କିମ୍ବା ସଙ୍ଗୀତ ପ୍ରତି ରୁଚି ବଢିବ।

ମିଥୁନ : ସକାରାତ୍ମକ ଏବଂ ବୁଦ୍ଧିମତା ଆପଣଙ୍କ ପାଇଁ କାର୍ଯ୍ୟକ୍ଷେତ୍ରରେ ସଫଳତା ଆଣିଦେବ। ନିଜ ସହ ସମୟ ବିତାଇବେ ଏବଂ ବ୍ୟକ୍ତିତ୍ଵ ବିକାଶ ପାଇଁ ଗୁରୁତ୍ୱ ଦେବେ। ବାସଗୃହର ସାଜସଜ୍ଜା ପ୍ରତି ରୁଚି ବଢିବ।

କର୍କଟ : ଆପଣଙ୍କ ଖର୍ଚ୍ଚ ଆୟ ଅପେକ୍ଷା ଅଧିକ ହେବ; ତେଣୁ ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ଆଖି ସମସ୍ୟା ଦେଖାଦେଲେ, ଜଣେ ଚକ୍ଷୁ ବିଶେଷଜ୍ଞଙ୍କୁ ଦେଖାନ୍ତୁ ଯେପରିକି ଅଧିକ କ୍ଷତି ନହେବ । ଆପଣଙ୍କ ରାଗ ଏବଂ ଜିଭ ନିୟନ୍ତ୍ରଣରେ ରଖନ୍ତୁ ।

ସିଂହ : ଆଜି ଆପଣଙ୍କ ଦିନର ପ୍ରଥମ ଭାଗ ଭଲ ଖବରରେ ଭରା ରହିବ । ଯେହେତୁ ଖବର ଲାଭଦାୟକ ହେବ, ଆପଣ ଅତ୍ୟନ୍ତ ଖୁସୀ ଅନୁଭବ କରିବେ । ଶାନ୍ତ ରହନ୍ତୁ; ଆୟରେ ବୃଦ୍ଧି ହୋଇପାରେ ଏବଂ ଅନ୍ୟ ଆର୍ଥିକ ସୁତ୍ର ମଧ୍ୟ ପାଇପାରନ୍ତି ।

କନ୍ୟା : ଆଜି ପରିବାର ସହିତ ସଂପର୍କ ମଜଭୁତ ହେବ; ବନ୍ଧୁ ଏବଂ ସଂପର୍କୀୟ ମାନଙ୍କ ସହିତ ମିଶିବେ ଏବଂ ତାଙ୍କ ସହିତ ହସଖୁସୀରେ ଦିନ ଅତିବାହିତ ହେବ । ଯଦି ସମ୍ଭବ, ତାଙ୍କ ସହିତ ବାହାରକୁ ଯାଆନ୍ତୁ । ପ୍ରକଳ୍ପ ସଫଳ ହେବ ଏବଂ ବରିଷ୍ଠମାନେ ଆପଣଙ୍କ ଦ୍ୱାରା ପ୍ରଭାବିତ ହେବେ ।

ତୁଳା : ଆଜି ଦିନ ବ୍ୟସ୍ତତାରେ ଭରା ରହିବ, ଆପଣ ସବୁଠାରୁ ହତାଶ ଅନୁଭବ କରିବେ । ପିଲାମାନଙ୍କ ସହିତ ଭିନ୍ନ ମତ ହୋଇପାରେ, ଯେଉଁଥିପାଇଁ ଆପଣ ଅଶାନ୍ତି ହୋଇ ପାରନ୍ତି । ବରିଷ୍ଠମାନେ ମଧ୍ୟ ଆପଣଙ୍କ କାମରେ ଶନ୍ତୁଷ୍ଟ ହେବେ ନାହିଁ ।

ବିଛା : ଦୁର୍ଭାଗ୍ୟ ଜନକ ପରିସ୍ଥିତିରୁ ଧାର୍ମିକ କାର୍ଯ୍ୟ ଏବଂ ଭଗବାନଙ୍କ ପ୍ରତି ବିଶ୍ୱାସ ଆପଣଙ୍କୁ ରକ୍ଷା କରିବ । ଆଜି ମନ ଅସ୍ଥିର ରହିବ ଏବଂ ବିରକ୍ତିଭାବ ଆସିବ; କିଛି କହିବା ପୁର୍ବରୁ ଦୁଇଥର ଭାବନ୍ତୁ । ନଚେତ୍ ଏହା ନିଆଁରେ ଘିଅ ଢାଳିବା ଭଳି ହେବ ।

ଧନୁ : ଆଜି ଆପଣଙ୍କ ଦିନ ଖୁସୀରେ କଟିବ । ଅନୁକୂଳ ଶକ୍ତି ଆପଣଙ୍କୁ ପ୍ରଭାବିତ କରିବ, ଫଳରେ ଘର ପରିବେଶ ଶାନ୍ତ ରହିବ । ଅବଶ୍ୟ ସନ୍ଧ୍ୟା ବେଳକୁ ପରିସ୍ଥିତି ସଂପୁର୍ଣ୍ଣ ଓଲଟା ହେବାର ସମ୍ଭାବନା ରହିଛି ।

ମକର : ଆଜି ଆପଣଙ୍କର ମିଷ୍ଟ ଭାଷା ଅନେକ ଅସୁବିଧା ଦୂର କରିବ । ଘରର ପରିସ୍ଥିତି ଶାନ୍ତ ଏବଂ ଆଶାବାଦୀ ରହିବ । ଆପଣଙ୍କ ସମ୍ମାନ ଏବଂ ଆତ୍ମ ସମ୍ମାନ ବୃଦ୍ଧି ହେବାର ସମ୍ଭାବନା ରହିଛି । ଆର୍ଥିକ ଲାଭ ହେବ । ଆପଣଙ୍କ ନୂଆ କାର୍‌ରେ ସାଙ୍ଗମାନଙ୍କ ସହିତ ଯାଆନ୍ତୁ ଏବଂ ମଜା କରନ୍ତୁ । ଲଙ୍ଗ୍ ଡ୍ରାଇଭ୍‌ରେ ଯିବା ଏକ ଭଲ ଚିନ୍ତାଧାରା ହେବ । ସନ୍ଧ୍ୟାରେ ଆନନ୍ଦ ଉପଭୋଗ କରନ୍ତୁ ।

କୁମ୍ଭ : ଯେହେତୁ ଆପଣ ଆଜି ସୃଜନଶୀଳ ମନୋବୃତ୍ତିରେ ଅଛନ୍ତି, ଅଫିସିଆଲ କାମରେ କମ୍‌ ଧ୍ୟାନ ରହିବ । ପିଲାଙ୍କ ଭବିଷ୍ୟତକୁ ନେଇ ଅନେକ ପ୍ରଶ୍ନ ଆପଣଙ୍କୁ ବ୍ୟସ୍ତ କରିଦେବ। କାର୍ଯ୍ୟରେ ପରିସ୍ଥିତି ଉନ୍ନତି କରିବ ।

ମୀନ : ବ୍ୟସ୍ତତା ଆପଣଙ୍କ କାର୍ଯ୍ୟର ଗତି ଧୀର କରିଦେଇପାରେ ଏବଂ ନିଷ୍ପତ୍ତି ନେବାର ଦକ୍ଷତା ମଧ୍ୟ କମ୍‌ କରିଦେଇପାରେ । ଜମି କିମ୍ୱା ସମ୍ପତ୍ତି ବିଷୟରେ କୌଣସି ଆଲୋଚନା କରନ୍ତୁ ନାହିଁ, ଏଭଳି ପରିସ୍ଥିତିକୁ ଏଡାନ୍ତୁ ଯାହାକି ଆପଣଙ୍କ ଗୁଣର ପ୍ରତିକୂଳ ଲକ୍ଷଣ ବୃଦ୍ଧି କରିପାରେ । ଏସିଡିଟି ଭଳି ସମସ୍ୟା ଦେଖା ଦେଇପାରେ, ଯାହାକି ଆପଣଙ୍କୁ କଷ୍ଟ ଦେବ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.