ETV Bharat / bharat

ଅଗଷ୍ଟ ୧୪ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ପ୍ରତିକାର ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ଅଗଷ୍ଟ ୧୪ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
ଅଗଷ୍ଟ ୧୪ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
author img

By

Published : Aug 14, 2022, 12:00 AM IST

ମେଷ: ଆଶା କରିନଥିବା କିଛି ଘଟଣା ଘଟିପାରେ ।ସତର୍କତା ସହ ରୁହନ୍ତୁ । କୌଣସି ଗଣ୍ଡଗୋଳ ସ୍ଥାନକୁ ଯାଆନ୍ତୁ ନାହିଁ । ଦୂର ସ୍ଥାନକୁ ଯାତ୍ରା ଯୋଗ ରହିଛି । ପରିବାର ସହ ଅଧିକ ସମୟ ବିତେଇବା ପାଇଁ ଚେଷ୍ଟା କରନ୍ତୁ ।

ବୃଷ: ଆଜି କୌଣସି ଭଲକାମ କରି ସମସ୍ତଙ୍କ ପ୍ରିୟ ଭାଜନ ହେବେ । ଭାବିଚିନ୍ତି କାମ କରନ୍ତୁ । ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ । ବରିଷ୍ଠ ଅଧିକାରୀମାନେ ଆପଣଙ୍କ କାର୍ଯ୍ୟ ଉପରେ ସନ୍ତୁଷ୍ଟ ହେବେ ।

ମିଥୁନ: ଆପଣଙ୍କ ନିତିଦିନିଆ କଠିନ ପରିଶ୍ରମରୁ ବାହାରିବା ପାଇଁ ଆପଣ ଛୋଟ ଯାତ୍ରାରେ ଯିବାକୁ ଇଚ୍ଛା କରିବେ । ସଂଧ୍ୟା ସମୟରେ ଆପଣ କିଛି ବାକିଆ ଥିବା କାର୍ଯ୍ୟପ୍ରକଳ୍ପ ହାତକୁ ନେବେ ।ଦିନଟି ହସଖୁସିରେ କଟିବ ।

କର୍କଟ: ଆପଣଙ୍କ କଥା ସମସ୍ତଙ୍କୁ ଆକୃଷ୍ଟ କରିପାରେ । ଏହା ଦ୍ଵାରା ଆପଣଙ୍କ କାମ ମଧ୍ୟ ଶୀଘ୍ର ହେବ । ଅପରାହ୍‍ଣରେ, ଆପଣ ଅଫିସରେ ଆର୍ଥିକ ଲାଭର ଖବର ପାଇବେ । ଦେହ ଜନିତ ସମସ୍ୟା ଦେଖାଦେଇପାରେ ।

ସିଂହ: ବ୍ୟବସାୟୀ ଓ ବେପାରୀମାନେ ସେମାନଙ୍କ ପ୍ରତିଯୋଗୀ ପାଇଁ ଚିନ୍ତିତ ରହିବେ । ଶତ୍ରୁ ବୃଦ୍ଧି ହୋଇପାରେ । ଜଗିରଖି କାମ କରନ୍ତୁ । ପ୍ରିୟଜନଙ୍କ ସହ ଏକାକୀ ସମୟ ବିତାଇବେ ।

କନ୍ୟା: ଆଜି ସମସ୍ତ ଜିନିଷ ଆପଣଙ୍କ ପାଇଁ ସୁନ୍ଦର ଏବଂ ଉଜ୍ଜଳ ମୟ ହେବ ।ଆଜି ଆପଣ ସୁସ୍ୱାଦୁ ଖାଦ୍ୟ ଖାଇବେ ।ସେହି ସମୟରେ କିଛି ଆବଶ୍ୟକୀୟ ଗହଣା ଏବଂ ସାଜସଜ୍ଜା ଉପକରଣ କିଣିବାରେ ଆନନ୍ଦ ଅନୁଭବ କରିବେ । ଆପଣଙ୍କ ବଜେଟ ଅନୁସାରେ ଖର୍ଚ୍ଚ କରନ୍ତୁ । ନିଜର ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ ।

ତୁଳା: ଆପଣ ନିଜ ଜ୍ଞାନ ଓ ଦକ୍ଷତାକୁ ବଢାଇବା ପାଇଁ ଚେଷ୍ଟା କରନ୍ତୁ । ଆପଣଙ୍କ ଶେଷ ଲକ୍ଷ୍ୟ ପାଇବା ପାଇଁ ଆପଣ ନିଜ ବ୍ୟକ୍ତିତ୍ଵ ବଢାଇବା ପାଇଁ ଚେଷ୍ଟା କରିବେ । ସନ୍ଧ୍ୟା ସମୟରେ ଛୋଟମୋଟ ସମସ୍ୟା ଦେଖାଦେଇପାରେ । କିନ୍ତୁ ସେଗୁଡିକୁ ନଦେଖି କାର୍ଯ୍ୟ କରିଚାଲନ୍ତୁ ।

ବିଛା: ଆପଣଙ୍କ ଦିନ ଶକ୍ତିସମ୍ପନ୍ନ ଭାବେ ଯିବ । କାର୍ଯ୍ୟସ୍ଥଳରେ ଆପଣଙ୍କ ଉଜ୍ଜ୍ଵଳ ମନୋଭାବ ଆପଣଙ୍କ ଦଳର ଅନ୍ୟ ସଦସ୍ୟମାନଙ୍କୁ ଆଶ୍ଚାର୍ଯ୍ୟନ୍ଵିତ କରିଦେବ । ଆପଣଙ୍କ ଶକ୍ତି ସ୍ତର ସବୁବେଳେ ଉଚ୍ଚ ରହିବ ଯାହା ଦ୍ଵାରା ଆପଣ ସଂଧ୍ୟାରେ ନଚାନଚି କରିପାରନ୍ତି ।

ଧନୁ: ଆପଣଙ୍କ ଜୀବନସାଥୀଙ୍କ ଦାଦାଗିରି ସ୍ଵଭାବ ଯୋଗୁଁ ଆପଣଙ୍କ ମନ ଖରାପ ରହିପାରେ । କାର୍ଯ୍ୟସ୍ଥଳରେ ଆପଣ ବେସହାୟ ଅନୁଭବ କରିପାରନ୍ତି ଓ ଚିନ୍ତାରେ ରହିପାରନ୍ତି । ଆପଣ ନିଜ ଜୀବନସାଥୀଙ୍କ ସହ ବସି ମିଳିମିଶି ଉଭୟଙ୍କ ମଧ୍ୟରେ ଥିବା ମନମାଳିନ୍ୟର ସମାଧାନ କରିପାରିବେ ।

ମକର: ସାଧାରଣତଃ ଆପଣ ଜଣେ ଶାନ୍ତ ଓ ପ୍ରକୃତିସ୍ଥ ବ୍ୟକ୍ତି । କିନ୍ତୁ ଆଜି ଆପଣଙ୍କ ରାଗ ଦେଖି ଆପଣଙ୍କ ଚାରିପାଖରେ ଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇଯିବେ । କିଛି କହିବା ପୂର୍ବରୁ ଭାବନ୍ତୁ ଓ କୌଣସି ଗୁରୁତର ଭୁଲ କରିବା ପୂର୍ବରୁ ସବୁ କଥା ଭାବି କାମ କରନ୍ତୁ ।

କୁମ୍ଭ: ଆପଣଙ୍କ ଜୀବନର ଆଧାର ଆପଣଙ୍କ ବନ୍ଧୁ ଆଜି ଦିନ ସାରା ଆପଣଙ୍କ ସହ ରହିବେ । ଆଜି ଆପଣ ନିଜ ସୀମିତ କ୍ଷେତ୍ରରୁ ବାହାରି ନୂଆ ପଥ ଗ୍ରହଣ କରିବେ । ଦୂର ଯାତ୍ରା ଯୋଗ ରହିଛି ।

ମୀନ: ଆଜିର ଯଥା ସମ୍ଭବ ଲାଭ ନେବା ପାଇଁ ଆପଣଙ୍କ ସମସ୍ତ ଶକ୍ତି ଏକାଠି କରନ୍ତୁ ଏବଂ ଅନୁକୂଳ ଦିଗରେ ପ୍ରୟୋଗ କରନ୍ତୁ । ଧ୍ୟାନ କିମ୍ୱା ଯୋଗ କରିବା ଦ୍ୱାରା ଆପଣ ଏହା ସମ୍ଭବ କରିପାରିବେ । ପରିବାର ସଦସ୍ୟ ଏବଂ ପ୍ରୀୟଜନଙ୍କ ମଧ୍ୟରେ କଳହ ଏବଂ ଯୁକ୍ତିତର୍କ ହେବାର ସମ୍ଭାବନା ରହିଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.