ETV Bharat / bharat

ଜାନୁଆରୀ 14 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

author img

By ETV Bharat Odisha Team

Published : Jan 14, 2024, 12:00 AM IST

14th January Horoscope: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

Horoscope
ରାଶିଫଳ

ମେଷ: ଆଜି ଏକ ବଢିଆ ଦିନ ରହିଛି । ଆଜି ଅନେକ ସାମଜିକ କାର୍ଯ୍ୟ ସାଙ୍ଗ ଓ ବନ୍ଧୁ ମାନଙ୍କ ସହ କରିବେ । ତେଣୁ ଏକ ସୁବର୍ଣ୍ଣ ସୁଯୋଗ ଅଟେ, ବଣଭୋଜି ଅଥବା ଦର୍ଶନୀୟସ୍ଥଳ ପରିଦର୍ଶନରେ ଯାଆନ୍ତୁ । ସାଙ୍ଗସାଥିଙ୍କ ସହିତ ତୁମର ସଂପର୍କ ଅତିବଢିଆ ରହିବ ଏବଂ ସେମାନଙ୍କ ଅନ୍ତରରେ ତୁମକୁ ସାହାଯ୍ୟ କରିବାପାଇଁ ଇଛା ସୃଷ୍ଟି କରିପାରିବ । ଯଗିରଖି ଖର୍ଚ୍ଚ କରନ୍ତୁ, ଅଧିକ ପ୍ରାଚୁର୍ଯ୍ୟରେ ଖର୍ଚ୍ଚ କରନ୍ତୁ ନାହିଁ । କୌଣସି ନମିଳିବା ସ୍ଥାନରୁ ଆର୍ଥିକ ଲାଭର ସମ୍ଭାବନା ଅଛି ।

ବୃଷ: ସମସ୍ତ କାର୍ଯ୍ୟ ସ୍ୱଳ୍ପ ଖର୍ଚ୍ଚରେ କରିବା ପାଇଁ ଚେଷ୍ଟା କରିବେ । ଚାକିରି କ୍ଷେତ୍ରରେ ଉନ୍ନତି, ପଦୋନ୍ନତି ତଥା ବାହାବାଃ ପାଇବାପାଇଁ ଆଗେଇବେ । ବିବାହିତମାନଙ୍କ ପାଇଁ ସମୟ ଠିକ ରହିବ । ଆଜି କୌଣସି ସୁ ସମ୍ବାଦ ମିଳିପାରେ। ସାଙ୍ଗ ସାଥିଙ୍କ ସହିତ ବାହାରକୁ ବୁଲିବାକୁ ଯାଇପାରନ୍ତି ।

ମିଥୁନ: ଆଜିର ଦିନଟି ଭଲରେ କଟିବ ନାହିଁ। ସମସ୍ତ କ୍ଷେତ୍ରରେ ବାଧା ପ୍ରତିବନ୍ଧକର ସାମନା କରିବେ। ସହକର୍ମୀମାନେ ମଧ୍ୟ କାର୍ଯ୍ୟରେ ସାହାଯ୍ୟ କରିବେ ନାହିଁ। ପଦାଧିକାରୀଙ୍କ ଠାରୁ କଥା ଶୁଣିବାକୁ ପଡିପାରେ। ତେଣୁ ସେମାନଙ୍କ ସହିତ କଥାବାର୍ତା ନକରିବା ହିଁ ଭଲ । ଆଜି କରିଥିବା କାର୍ଯ୍ୟରୁ ସୁଫଳ ପାଇବ ନହିଁ।

କର୍କଟ: ଆପଣ ସତର୍କତାର ସହ ଆଜି କାର୍ଯ୍ୟ କରନ୍ତୁ । ପରିବାରର ସଦସ୍ୟଙ୍କ ସଙ୍ଗେ ଯୁକ୍ତିତର୍କ କରନ୍ତୁ ନାହିଁ । ଅପ୍ରୀତିକର ଘଟଣା ଘଟିବା ପୂର୍ବରୁ ଆପଣ ନିଜର କ୍ରୋଧ ଓ ବାକ୍ୟାଳାପରେ ସଞ୍ଜମତା ରକ୍ଷା କରନ୍ତୁ । ଆପଣ ନିଜକୁ କୌଣସି ବେଆଇନ ଏବଂ ନୀତି ବିରୁଦ୍ଧ କାର୍ଯ୍ୟ କଳାପରୁ ଦୂରେଇ ରଖନ୍ତୁ । ପ୍ରାର୍ଥନା କରିବା , ଧର୍ମ ଗ୍ରନ୍ଥ ପଡିବା , ମନ୍ତ୍ର ଉଚ୍ଚାରଣ କରିବା କିମ୍ୱା ଅନ୍ୟ କୌଣସି ଆଧ୍ୟାତ୍ମିକ କାର୍ଯ୍ୟକଳାପରେ ନିଜକୁ ନିୟୋଜିତ କରିପାରିଲେ ଆପଣ ମାନସିକ ଶାନ୍ତି ପାଇପାରନ୍ତି ।

ସିଂହ: ବିବାହିତ ବ୍ୟକ୍ତିମାନେ ନିଜ ସ୍ତ୍ରୀଙ୍କ ସହ ଝଗଡା କରି ଅଶାନ୍ତି ଭୋଗିପାରନ୍ତି । ଆପଣଙ୍କର ଧର୍ମପତ୍ନୀ ଆଜି ଶାରୀରିକ ଅସୁସ୍ଥତାର ସମ୍ମୁଖୀନ ହୋଇପାରନ୍ତି । ଧୈର୍ଯ୍ୟ ଓ ପ୍ରଶାନ୍ତି ଦୁଇଟି ଯାକ ଶବ୍ଦ ଆଜି ଆପଣଙ୍କ ପାଇଁ ଚାବିକାଠି ପରି କାମ ଦେଇପାରେ । ମୂଲ୍ୟହୀନ ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ଏହା ବ୍ୟବସାୟୀ ଅଂଶୀଦାର କିମ୍ୱା ବ୍ୟବସାୟରେ ଲିପ୍ତ ଥିବା ଅନ୍ୟ କେହି ବ୍ୟକ୍ତିଙ୍କ ସହ ଅପ୍ରୀତିକର ପରିସ୍ଥିତିରୁ ରକ୍ଷା କରିବା ପାଇଁ ଆପଣଙ୍କୁ ସାହାଯ୍ୟ କରିବ । ବିଚାରାଳାୟ ସମ୍ପର୍କିତ କୌଣସି କାର୍ଯ୍ୟ ଆପଣଙ୍କୁ ସୁଫଳ ପ୍ରଦାନ କରିବ ନାହିଁ । ସାମାଜିକ ଜୀବନରେ ପ୍ରତିଷ୍ଠା ମିଳି ନ ପାରେ ।

କନ୍ୟା: ଆଜି ଆପଣ ଉତ୍ତେଜନା ଓ ଉତ୍ସାହରେ ଦିନଟିକୁ କାଟିପାରନ୍ତି । ପାରିବାରିକ ପରିବେଶ ଶାନ୍ତ ରହିବ । କାର୍ଯ୍ୟକ୍ଷେତ୍ରରେ ମଧ୍ୟ ସୁସ୍ଥ ବାତାବରଣ ରହିପାରେ । ଆପଣ ନିଜ ସହକର୍ମୀ ଓ ସମକକ୍ଷ ବ୍ୟକ୍ତିଙ୍କଠାରୁ ସହଯୋଗ ପାଇବେ ଏବଂ ଅଂଶୀଦାର ମାନଙ୍କର ଶୁଭେଚ୍ଛା ରହିବ । ଆପଣ ନିଜର ଶ୍ରେଷ୍ଠ କାର୍ଯ୍ୟଦକ୍ଷତା ପାଇଁ ଉପକୃତ ହେବେ । ଅସୁସ୍ଥ ଥିବା ବ୍ୟକ୍ତି ମାନଙ୍କର ସ୍ୱାସ୍ଥ୍ୟ ଅବସ୍ଥା କ୍ରମଶ ଆରୋଗ୍ୟ ଆଡ଼କୁ ଗତିକରିବ । ବିବାହିତ ମହିଳାମାନେ ସେମାନଙ୍କ ନିଜ ଜନ୍ମିତ ସ୍ଥାନରୁ ଶୁଭଖବର ପାଇବେ ।

ତୁଳା: ଆଜି ଦିନଟି ଆପଣଙ୍କୁ ମିଶ୍ରଫଳ ଦେଇପାରେ । ଆପଣଙ୍କର ନିଜର ସନ୍ତାନମାନଙ୍କ କାର୍ଯ୍ୟକଳାପ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରିପାରେ । ବିଦ୍ୟାର୍ଥିମାନେ ସେମାନଙ୍କର ପଢାପଢିରେ କିଛି ଅସୁବିଧାରେ ସମ୍ମୁଖୀନ ହୋଇପାରନ୍ତି । ଶିକ୍ଷା ବୃତ୍ତିଧାରୀଙ୍କ ପାଇଁ ଶୁଭଦିନ ନୁହେଁ । ଆପଣ ଯୁକ୍ତିତର୍କରୁ ନିବୃତ ରୁହନ୍ତୁ । ଦୂରସ୍ଥାନକୁ ଯାତ୍ରା ଶୁଭଦାୟକ ନୁହେଁ । ସାମାଜିକ ଜୀବନ ଏବଂ ମେଧା ଧର୍ମୋପଦେଶ ଦେବା ଆପଣଙ୍କ ବିପକ୍ଷରେ ଯାଇପାରେ । ନୂତନ ଦୁଃସାହାସିକ କାର୍ଯ୍ୟରେ ସଫଳତା ପାଇବେ ନାହିଁ ।

ବିଛା: ଆପଣଙ୍କ ଉପରେ ବାହ୍ୟଚାପର ପ୍ରଭାବ ପଡିବାରୁ ଆପଣ ଉତ୍ତେଜିତ ହୋଇପାରନ୍ତି । ତେଣୁ ଆପଣ ଶାନ୍ତ ଓ ଧିର ହେବାକୁ ଚେଷ୍ଟା କରିବାର ମନ୍ତ୍ର ଜପିପାରନ୍ତି । ଚିନ୍ତା ଏବଂ ଅସୁସ୍ଥ ଶରୀର ଯୋଗୁଁ ହଡବଡେଇ ଯାଇପାରନ୍ତି । ଏହି ସମୟରେ ଆପଣଙ୍କର ବନ୍ଧୁ ବାନ୍ଧବ ଆପଣଙ୍କୁ ହତୋତ୍ସାହିତ କରିପାରନ୍ତି । ଆର୍ଥିକ ଉନ୍ନତି ପାଇଁ ଦିନଟି ଆଦୌ ଶୁଭ ନୁହେଁ । ଆର୍ଥିକ କ୍ଷତି ସହ୍ୟ କରିବାକୁ ପଡିପାରେ । ନିଜକୁ ଜଗନ୍ତୁ ମିତବ୍ୟୟୀ ହୁଅନ୍ତୁ । ଆଇନ ସମ୍ପର୍କିତ କୌଣସି କାଗଜପତ୍ର ଠାରୁ ଦୂରେଇ ରୁହନ୍ତୁ ଏବଂ କୌଣସି କାଗଜରେ ଦସ୍ତଖତ କରିବା ପୂର୍ବରୁ ବାରମ୍ୱାର ଯାଞ୍ଚ କରନ୍ତୁ ।

ଧନୁ: ଆଜି ଦିନଟି ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି କିମ୍ୱା ବନ୍ଧୁ ଓ ପରିବାର ସହ ବାହାରକୁ ବୁଲି ଯାଇପାରନ୍ତି । ଗ୍ରହ ମାନଙ୍କର ଶୁଭ ଦୃଷ୍ଟିରୁ ଆପଣଙ୍କର ସବୁ କାର୍ଯ୍ୟରେ ସଫଳତା ମିଳିପାରେ । ଦିନଟିର ପ୍ରାରମ୍ଭରୁ ଭାଗ୍ୟ ଆପଣଙ୍କ ପାଖେ ପାଖେ ରହିବ । ଶାରୀରିକ ସୁସ୍ଥତା ବଜାୟୀ ରହିବ । ନିଜର ପରିବାର ଓ ଭାଇ ଭଉଣୀଙ୍କ ସହ ପରିଭ୍ରମଣରେ ଯାଇ ମୌଜ ମଜଲିସରେ ସମୟ କାଟିପାରନ୍ତି ।

ମକର: ଆଜି ନିଜକୁ ସତର୍କତା ଅବଲମ୍ୱନ କରିବାକୁ ପଡିବ । ଆପଣଙ୍କର ଦାୟିତ୍ୱହିନ ବ୍ୟବହାର ପ୍ରତି ସତର୍କ ନ ରହିଲେ ନିଜର ପରିବାରର ସଦସ୍ୟ ଓ ପ୍ରିୟଜନଙ୍କ ସହ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇ ସେମାନଙ୍କୁ ଦୁଃଖିତ କରିବ । ମଧୁର କୋମଳ ବଚନ ସବୁ କିଛି ସମସ୍ୟାର ସମାଧାନ ସହଜରେ କୁଶଳତା ସହ ହୋଇପାରେ । ପୁଞ୍ଜି ଲଗାଣର ଆଜି ସଫଳତା ହାସଲ କରିବେ । ଆପଣଙ୍କର ତୀକ୍ଷ୍ମ ବୁଦ୍ଧି ଓ ବିକାଶ ପ୍ରଦର୍ଶନ କରି ଅର୍ଥ ଲାଭ କରନ୍ତୁ । କୌଣସି ଲୋକର କୁଦୃଷ୍ଟି ଯୋଗୁଁ ଆପଣଙ୍କ ସ୍ୱାସ୍ଥ୍ୟ ଠିକ୍‍ ରହିନପାରେ ।

କୁମ୍ଭ: ଆଜି ଦିନଟି ସଫଳତାର ଦିନ ଅଟେ । ଆଜି ଆପଣଙ୍କ ମାନସିକ, ଶାରୀରିକ ଆଧ୍ୟାତ୍ମିକ ସୁସ୍ଥତା ବଜାୟ ରହିବ । ପରିବାରର ସଦସ୍ୟ ଓ ବନ୍ଧୁ ଙ୍କ ଅଧିନରେ ବାହାରକୁ ବୁଲିବାକୁ ଯାଇପାରନ୍ତି । ଉପହାର ଦିଆ ନିଆ ଆପଣଙ୍କୁ ଆମୋଦିତ କରିପାରେ । ସୁଖାଦ୍ୟ ଭୋଜନ ଓ ପାନୀୟ ଗ୍ରହଣ କରି ନିଜକୁ ତୃପ୍ତ କରିପାରନ୍ତି ଏବଂ ବନ୍ଧୁଗହଣରେ ଭାବ ବିନିମୟରେ ଆନନ୍ଦ ଉପଭୋଗ କରିପାରନ୍ତି । ଆଜିର ଏହି ଅତୁଳନୀୟ ଦିନଟିକୁ ଯେତେ ସମ୍ଭବ ଉପଭୋଗ କରାଯାଇପାରେ ।

ମୀନ: ଅତି ଲୋଭ ଶରୀରର କ୍ଷତି ସାଧନ କରିଥାଏ । ଅପ୍ରୀତିକର ପରିସ୍ଥିତି ଠାରୁ ଦୂରେଇ ରୁହନ୍ତୁ । ନୂଆକରି ପୁଞ୍ଜି ଲଗାଣ କରନ୍ତୁ ନାହିଁ। ଆପଣଙ୍କ ହାତରୁ ଟଙ୍କା ଖସିଯାଇପାରେ , ତେଣୁ ଆର୍ଥିକ ସ୍ଥିତିକୁ ଆଖି ଆଗରେ ରଖନ୍ତୁ ଏବଂ ଉନ୍ମାଦ ଲିପସାକୁ ପରିତ୍ୟାଗ କରନ୍ତୁ । ଆପଣଙ୍କର ସ୍ୱାସ୍ଥ୍ୟ ଭଲ ନ ଥିବାରୁ କୌଣସି କାର୍ଯ୍ୟରେ ମନ ଧ୍ୟାନ ଦେଇପାରିବେ ନାହିଁ । ନିଜ ପ୍ରିୟଜନଙ୍କ ସହିତ ମତଭେଦ ହେବାର ସମ୍ଭାବନା ଅଛି । କୌଣସି ଧାର୍ମିକ କାର୍ଯ୍ୟ ପାଇଁ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଏହାଦ୍ୱାରା ଆପଣଙ୍କ ମନକୁ ପ୍ରଶମିତ କରିବ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.