ETV Bharat / bharat

ଜୁଲାଇ ୧୪ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ପ୍ରତିକାର ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

author img

By

Published : Jul 14, 2022, 12:00 AM IST

ଜୁଲାଇ ୧୪ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
ଜୁଲାଇ ୧୪ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ମେଷ: ଚିନ୍ତା ଯୋଗୁଁ ମହତ୍ବପୂର୍ଣ୍ଣ ଅବସର ହରାଇ ବସିବେ । ନୂଆ କାମ ଆରମ୍ଭ କରିବାକୁ ଅନୁକୂଳ ସମୟ ନୁହେଁ । କାହା ସହିତ ମତଭେଦ ହୋଇପାରେ । ନିଜ ମିଷ୍ଟ ବାଣୀ ଯୋଗୁଁ କାହାକୁ ବି ଆକର୍ଷିତ କରିପାରିବେ । ଆପଣଙ୍କ ପରିବାରରେ ଶାନ୍ତି ବଜାୟ ରହିବ । ବିତ୍ତୀୟ ଲାଭ ପ୍ରାପ୍ତ କରିବେ। ବିଦ୍ୟାର୍ଥୀ ସଫଳତା ପ୍ରାପ୍ତ କରିପାରିବେ ।

ବୃଷ: ଏହା ଏକ ମଧ୍ୟମ ଧରଣର ଦିନ ଅଟେ। ବିଦେଶୀବନ୍ଧୁ ମାନଙ୍କ ଠାରୁ କିଛି ସମ୍ବାଦ ପାଇବେ । ଚକିରିଆ ମାନେ ସମସ୍ତ ଦିଗରୁ ମାନସିକ ଚାପ ଏବଂ ବ୍ୟସ୍ତତା ଭିତରେ ରହିବେ। ଦୂର ସ୍ଥାନକୁ ଯାତ୍ରା ଯୋଗ ରହିଛି ।

ମିଥୁନ: ଆଜି ସେମିତି କିଛି ଅଦ୍ଭୁତ ଓ ଅପ୍ରୀତିକର ଘଟଣା ଘଟିପାରେ । ସତର୍କତା ଅବଲମ୍ୱନ କରିବାକୁ ଉପଦେଶ ଦିଆଯାଉଛି ।ଶାରୀରିକ ଓ ମାନସିକ ଦୁଶ୍ଚିନ୍ତା ଲଗିରହିବ । ହତୋତ୍ସାହିତ ହୁଅନ୍ତୁ ନାହିଁ । ଖର୍ଚ୍ଚର ପରିମାଣ ବୃଦ୍ଧି ପାଇପାରେ । ନିଜ ମନର ଶାନ୍ତିକୁ ବ୍ୟାହତ ରଖିବାକୁ ହେଲେ ଧ୍ୟାନ ଓ ଯୋଗ କରିବା ପ୍ରୟୋଜନ ଅଟେ ।

କର୍କଟ: ଆଜି ଆପଣ ନିଜର ପରିବାରର ସଦସ୍ୟ ଓ ବନ୍ଧୁମାନଙ୍କ ଗହଣରେ ଆମୋଦ ପ୍ରମୋଦରେ ସମୟ କାଟିବେ । ଅର୍ଥ ପ୍ରାପ୍ତି ଯୋଗ ଅଛି । ବ୍ୟବସାୟୀମାନେ ବ୍ୟବସାୟରେ ଲାଭବାନ ହେବେ ଏବଂ ସହକର୍ମୀଙ୍କ ଦ୍ୱାରା ଉପକୃତ ହେବେ । ପ୍ରିୟଜନଙ୍କ ସହ ଦୂରସ୍ଥାନ ଭ୍ରମଣରେ ଯାଇ ମୌଜ ମଜଲିସ କରିବେ ଏବଂ ଏହି ସ୍ମୃତି ବହୁଦିନ ପାଇଁ ମନେ ରହିବ । ସମାଜରେ ଆପଣଙ୍କର ପ୍ରତିଷ୍ଠା ବୃଦ୍ଧି ପାଇବ ।

ସିଂହ: ଆଜି ଦିନଟି ଆଦୌ ଶୁଭଙ୍କର ନୁହେଁ । ବହୁ ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରିବ । ନିଜକୁ ଦୃଢ ଓ ସ୍ଥିର ରଖନ୍ତୁ । ଦୁଃଖ ଦୁର୍ଦ୍ଦଶାର ସମ୍ମୁଖୀନ ହେଲେ ମଧ୍ୟ ଭାଙ୍ଗି ପଡନ୍ତୁନି । ଅଫିସରେ ମଧ୍ୟ ଆପଣ ନିଜ କାର୍ଯ୍ୟକୁ ମନଯୋଗ ସହକାରେ ସମ୍ପୁର୍ଣ୍ଣ କରିପାରିବେନି । ସହକର୍ମୀଙ୍କ ସହଯୋଗ ମିଳିବନି ।

କନ୍ୟା: ଆଜିର ଦିନଟି ବିଦ୍ୟାର୍ଥୀଙ୍କ ପାଇଁ ଏକ କଷ୍ଟପ୍ରଦ ଦିବସ ଅଟେ । ନିଜ ସନ୍ତାନଙ୍କର ଅଳି ଅର୍ଦ୍ଦଳି ଯୋଗୁଁ ଆପଣ ନିଜର କାର୍ଯ୍ୟରେ ମନୋନିବେଶ କରିପାରିବେନି । ଅର୍ଥ ବିନିଯୋଗ କରିବା ପାଇଁ ଦିନଟି ଶୁଭ ନୁହେଁ । ଆଜି କୌଣସି ସଭା ସମିତିରେ ବା କୌଣସି ଆଲୋଚନାରେ ଭାଗ ନେବାକୁ ବାରଣ କରାଯାଇଛି ।

ତୁଳା: ଆଜି ଆପଣ ନିଜକୁ ଶାନ୍ତ ଓ ସ୍ଥିର ରଖିବାକୁ ଚେଷ୍ଟାକରି ମଧ୍ୟ ଅସଫଳ ହେବେ । ଅସୁସ୍ଥ ମସ୍ତିଷ୍କରେ ଯେଉଁ କାର୍ଯ୍ୟ କରିବାକୁ ପଡିଥାଏ ତାହା ଆଜି କରନ୍ତୁ ନାହିଁ । ଯାତ୍ରା ନିଷେଧ ।ପାରିବାରିକ ଜୀବନ ଅଶାନ୍ତ ହୋଇପାରେ ।ତେଣୁ କୌଣସି ଆଲୋଚନା ବା ଯୁକ୍ତିତର୍କରୁ ଦୁରେଇ ରୁହନ୍ତୁ । ନଚେତ ଆପଣଙ୍କ ମାନ ସମ୍ମାନ ହାନି ଘଟିପାରେ ।

ବିଛା: ଆଜି ଆପଣଙ୍କ ପାଇଁ ଗୋଟିଏ ଶୁଭଦିନ ଅଟେ । ଅର୍ଥାଗମ ହୋଇପାରେ । ଭାଗ୍ୟ ଅନୁକୂଳ ଯୋଗୁଁ ପ୍ରିୟଜନଙ୍କଠାରୁ ସ୍ନେହ ସୌହାର୍ଦ୍ଦ୍ୟ ମିଳିପାରେ । ନୂତନ କାର୍ଯ୍ୟରେ ଶୁଭାରମ୍ଭ କରିବାର ସର୍ବୋକୃଷ୍ଟ ସମୟ ଅଟେ । ଅଳ୍ପଦିନ ପାଇଁ ପରିଭ୍ରମଣରେ ଯାଇପାରନ୍ତି । ମାନସିକ ଶାନ୍ତି ଅବ୍ୟାହତ ରହିବ । ଶତ୍ରୁମାନେ ପରାଜୟ ବରଣ କରିପାରନ୍ତି ।

ଧନୁ: ମନରେ ଦ୍ୱିଧା ରଖି କୌଣସି କାମକୁ ଅସମ୍ପୁର୍ଣ୍ଣ ରଖନ୍ତୁ ନାହିଁ । ଯେ କୌଣସି ସମସ୍ୟାର ସମାଧାନ ଶୀଘ୍ର କରନ୍ତୁ । ପାରିବାରିକ ଅଶାନ୍ତି ଲାଗି ରହିବ । ତେଣୁ ନୀରବ ରୁହନ୍ତୁ । ଆଜି ଆପଣ ଉତ୍ତେଜିତ ହେଲେ ଅଶାନ୍ତି ବଢିପାରେ । ନିଜର ଅସମ୍ପୁର୍ଣ୍ଣ କାର୍ଯ୍ୟକୁ ସାରିବା ପାଇଁ ଆପଣ କଷ୍ଟ ସ୍ୱୀକାର କରିପାରନ୍ତି ।

ମକର: ଦିନଟିର ଶୁଭାରମ୍ଭ ପୁର୍ବରୁ ଭଗବାନଙ୍କର ପାଦପଦ୍ମରେ ପ୍ରାର୍ଥନା କରି ଆଶୀର୍ବାଦ ଭିକ୍ଷା କରନ୍ତୁ । ନିଜର ବୃତ୍ତିରେ ସହକର୍ମୀଙ୍କ ସଙ୍ଗରେ ଓ ପ୍ରିୟଜନଙ୍କ ସଙ୍ଗରେ ବନ୍ଧୁତ୍ୱ ଅତୁଟ ରହିବ । ବୃତ୍ତିରେ ନିଜର କର୍ମଦକ୍ଷତା ଯୋଗୁଁ ପ୍ରିୟଭାଜନ ହେବେ ଏବଂ ଉପରିସ୍ଥ କର୍ମଚାରୀଙ୍କ ଶୁଭଦୃଷ୍ଟି ପଡିବ । ଅତ୍ୟଧିକ ପରିଶ୍ରମ କରନ୍ତୁ ନାହିଁ ।

କୁମ୍ଭ: ଆପଣ ଶାରୀରିକ ଏବଂ ମାନସିକ ଭାବରେ ଆଜି କ୍ଲାନ୍ତ ଜଣା ପଡିବ । ଆପଣଙ୍କ ପରିବାର ସଦସ୍ୟଙ୍କ ସାମନାରେ ମଧ୍ୟ ଆପଣ ଝୁକି ପାରନ୍ତି । ଟଙ୍କା ପଇସା ନିବେଶ କରିବା ଏବଂ ଆଇନ୍‌କାନୁନ୍‌ ବିଷୟ ଉପରେ କଥାବାର୍ତ୍ତା କଲାବେଳେ ସାବଧାନତା ଅବଲମ୍ବନ କରିବେ । ଅଧିକା ଖର୍ଚ୍ଚ ହୋଇପାରେ । ବ୍ୟକ୍ତିଗତ କ୍ଷତି ପରେ ମଧ୍ୟ ଆପଣ ହିଁ ଲାଭବାନ ହେବେ । ଆପଣଙ୍କ କଥା ଏବଂ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ ।

ମୀନ: ଅପ୍ରତ୍ୟାଶିତ ଭାବେ ଆର୍ଥିକ ଲାଭ ହେବାର ସୂଚନା ମିଳୁଛି । ଆପଣଙ୍କ ସନ୍ତାନଙ୍କ ସମ୍ପର୍କିତ ଖୁସି ଖବର ପାଇବେ । ପିଲାଦିନର ଜଣେ ବନ୍ଧୁଙ୍କ ସହିତ ସାକ୍ଷାତ କରି ଆପଣ ଆନନ୍ଦିତ ହେବେ । ଆଜି ଆପଣ ନୂତନ ବନ୍ଧୁ ସୃଷ୍ଟି କରିପାରନ୍ତି ଯାହାକି ଭବିଷ୍ୟତରେ ଆପଣଙ୍କୁ ଉପକୃତ କରାଇବ । ବୃତ୍ତିଗତ ଜୀବନରେ ଅର୍ଥଲାଭର ଶୁଭ ସୂଚନା ଅଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.