ETV Bharat / bharat

ଡିସେମ୍ବର 16 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

author img

By ETV Bharat Odisha Team

Published : Dec 16, 2023, 12:00 AM IST

16th December Horoscope: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

Horoscope
Horoscope

ମେଷ: କାର୍ଯ୍ୟାଳୟରେ ଆପଣ ନିଜରଉପରିସ୍ଥ କର୍ମଚାରୀଙ୍କ ସହ ଗୁରୁତ୍ତ୍ୱପୂର୍ଣ୍ଣ ଆଲୋଚନାରେ ବ୍ୟସ୍ତ ରହିବେ । ଆପଣଙ୍କ ଯୋଜନା ପାଇଁ ସରକାରଙ୍କ ଠାରୁ କିଛି ଅର୍ଥ ମିଳିପାରେ। ନିଜ କାର୍ଯ୍ୟ ପାଇଁ ବିଭିନ୍ନ ସ୍ଥାନକୁ ଆପଣଙ୍କୁ ଯିବାକୁ ପଡିପାରେ। ନିଜ ଗୃହର ପରିବେଶ ଦୋଳାୟମାନ ଅବସ୍ଥାରେ ରହିବ। ନିଜ ଗୃହର ସାଜସଜ୍ଜା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ନିଜକୁ ବ୍ୟସ୍ତ ରଖିବେ।

ବୃଷ: ଆଜି ବିଦେଶରୁ ସୁଫଳ ଖବର ପାଇବେ । ଏଥିରେ ଖୁସୀ ହୋଇ ବିଦେଶ ଯିବାପାଇଁ ମନ ବଳିବ । ଛାତ୍ରମାନେ ବିଦେଶରେ ପାଠ ପଢିବା ପାଇଁ ସମୟ ଅନୁକୁଳ ଅଟେ । ଛୁଟିର ଆନନ୍ଦ ନେଇପାରନ୍ତି । ଏହିସବୁ କାରଣରୁ ଆନନ୍ଦିତ ହୋଇରହିବେ । କାମ ଅଧିକ ଥିବା ସତ୍ତ୍ୱେ ମନ ଭଲ ରହିବ । ଆୟ ବହୁଳ ଦିନ ଓ ଅର୍ଥଲଗାଣ ପାଇଁ ମଧ୍ୟ ଶୁଭ ଦିନ ଅଟେ ।

ମିଥୁନ: ଦିନଟି ଅତ୍ୟନ୍ତ ଅଶୁଭଜନକ ଅଟେ। ଆକ୍ରମଣାତ୍ମକ ମନୋଭାବ ଆପଣଙ୍କୁ ଆଘାତ ଦେଇପାରେ। ନିଜର ମାନସିକ ଶାନ୍ତିକୁ ରକ୍ଷା କରନ୍ତୁ। ଅସାବଧାନତା ନିଜର ମାନହାନି ଘଟାଇ ପାରେ। ସେଥିପାଇଁ କଥାବାର୍ତ୍ତାରେ ନମ୍ର ଭାବ ଆପଣଙ୍କୁ ଝଗଡାରୁ ବଞ୍ଚାଇପାରିବ। ଖର୍ଚ୍ଚର ପରିମାଣ ଅଧିକ ହୋଇଯିବା ଯାହା ପାଇଁ ଆପଣ ଆର୍ଥିକ ସଙ୍କଟର ସମ୍ମୁଖିନ ହୋଇପାରନ୍ତି। ମାନସିକ ଶାନ୍ତି ପାଇବାକୁ ହେଲେ ଠାକୁରପୂଜା ହିଁ ସର୍ବତ୍କୃଷ୍ଟ ଉପାୟ ଅଟେ।

କର୍କଟ: ଦିନଟିକୁ ବନ୍ଧୁ ଓ ପ୍ରିୟଜନଙ୍କ ଗହଣରେ ସୁଖରେ କଟାଇପାରିବେ। ମନୋରଞ୍ଜନ କାର୍ଯ୍ୟରେ ମନୋନିବେଶ କଲେ ଶାନ୍ତି ପାଇବେ। ବୃତ୍ତିଗତ ଜୀବନରେ ଅର୍ଥଲାଭ ହୋଇପାରେ। ଆପଣ ନିଜର ଅଂଶୀଦାରଙ୍କଠାରୁ ଉପକୃତ ହେବେ। ଅଳ୍ପଦିନ ପାଇଁ କୌଣସି ସ୍ଥାନକୁ ପରିଭ୍ରମଣରେ ଯାଇ ମନକୁ ଶାନ୍ତି ପ୍ରଦାନ କରିବେ। ସାମାଜିକ ଜୀବନରେ ପ୍ରତିଷ୍ଠିତ ହେବେ।

ସିଂହ: ଉତ୍କଣ୍ଠାରେ ଜଡିତ ହୋଇ ଦିନଟି ଅଶାନ୍ତିରେ କଟିବ। ଦୁଃଖଦୁର୍ଦ୍ଦଶା ଭୋଗିବାଯୋଗୁଁ ମନ ଭାରାକ୍ରାନ୍ତ ହେବ। କୌଣସି କାରଣରୁ କାର୍ଯ୍ୟ କରିବାବେଳେ ଅସୁବିଧାରେ ପଡିପାରନ୍ତି। କାର୍ଯ୍ୟାଳୟରେ ନିଜର ସହକର୍ମୀଙ୍କ ଠାରୁ ସହଯୋଗ ମିଳିବ ନାହିଁ । ନିଜର ବରିଷ୍ଠ ଅଧିକାରୀଙ୍କ ସହ କଥାବାର୍ତ୍ତା ହେଲାବେଳେ ସଞ୍ଜମତା ରଖନ୍ତୁ । କଠିନ ପରିଶ୍ରମ କରିଥିବା କାର୍ଯ୍ୟରେ ସାମାନ୍ୟ ସଫଳତା ମିଳିପାରେ ।

କନ୍ୟା: ଆଜି ଦିନଟି ଛାତ୍ରଙ୍କ ପାଇଁ ସଂଘର୍ଷପୂର୍ଣ୍ଣ ଅଟେ । ନିଜର ସନ୍ତାନମାନଙ୍କ ଚିନ୍ତାରେ ବୁଡି ରହିବେ । ଅର୍ଥ ଲଗାଣକାରୀ ସଂସ୍ଥା କିମ୍ବା ବାଜି ଲଗେଇଥିବା ସଂସ୍ଥାରୁ କିଛି ନ ମିଳିବା ପାଇଁ ହତୋତ୍ସାହିତ ହେବେ। ମାନସିକ ଅଶାନ୍ତିରେ ଦିନଟିକୁ ଅତିବାହିତ କରିବେ । କୌଣସି ମେଧା ଆଲୋଚନାରେ ଅଂଶଗ୍ରହଣ କରନ୍ତୁ ନାହିଁ।

ତୁଳା: ଆଜି ଦିନଟିରେ ଶିଥିଳ ଅନୁଭବ କରିବେ। ଆପଣ ନିଜର ମାତାଙ୍କ ନିମନ୍ତେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ପର୍କିୟ କାଗଜପତ୍ର ପାଇଁ ସତର୍କତା ଅବଲମ୍ୱନ କରନ୍ତୁ। ଯଦି ସମ୍ଭବ ହୁଏ ଆଜି ଯାତ୍ରା ବର୍ଜନ କରନ୍ତୁ। ଆପଣଙ୍କର ଗୃହ ପରିବେଶ ଦୋଳାୟମାନ ସ୍ଥିତିରେ ରହିବ। ନିଜର ସମ୍ମାନହାନି ଘଟିବା ସ୍ଥାନରୁ ନିଜକୁ ଦୂରେଇ ରୁହନ୍ତୁ।

ବିଛା: ଆଜି ଆନନ୍ଦ ଏବଂ ମଜ୍ଜା ପ୍ରତି ସେକେଣ୍ଡରେ ଭରିରହିଛି । ଆଜିର ଦିନ ଏକ ଭାଗ୍ୟଶାଳୀ ଦିନ ଅଟେ । ଆପଣଙ୍କ ଆନନ୍ଦର ସୀମା ରହିବ ନାହିଁ ଏବଂ ଏଥିରେ ନିଜକୁ ହଜେଇଦେବେ । ନିଜର ଚେଷ୍ଟା ବଳରେ ନିଜର ହଜିଯାଇଥିବା ବନ୍ଧୁଙ୍କ ସହ ପୁଣି ମିଶିପାରିବେ । ଏହାଦ୍ୱାରା ଆପଣଙ୍କର ଲାଭ ହେବ । ଆପଣଙ୍କ ନୂତନ କାମରେ ସେମାନଙ୍କ ସହଯୋଗ ମିଳିବ । ଭବିଷ୍ୟତରେ ଲାଭବାନ ହେବେ ।

ଧନୁ: ମନରେ ଦ୍ୱିଧା ରଖି କୌଣସି କାମକୁ ଅସମ୍ପୁର୍ଣ୍ଣ ରଖନ୍ତୁ ନାହିଁ। ଯେ କୌଣସି ସମସ୍ୟାର ସମାଧାନ ଶୀଘ୍ର କରନ୍ତୁ। ପାରିବାରିକ ଅଶାନ୍ତି ଲାଗି ରହିବ, ତେଣୁ ନୀରବ ରୁହନ୍ତୁ। ଆଜି ଆପଣ ଉତ୍ତେଜିତ ହେଲେ ଅଶାନ୍ତି ବଢିପାରେ। ନିଜର ଅସମ୍ପୁର୍ଣ୍ଣ କାର୍ଯ୍ୟକୁ ସାରିବା ପାଇଁ ଆପଣ କଷ୍ଟ ସ୍ୱୀକାର କରିପାରନ୍ତି। କୌଣସି ଜରୁରୀ ସିଦ୍ଧାନ୍ତ ତରବରିଆ ଭାବେ ନିଅନ୍ତୁ ନାହିଁ। କାର୍ଯ୍ୟର ଭାର ବଢିଯାଇପାରେ।

ମକର: ଦିନଟିର ଶୁଭାରମ୍ଭ ପୁର୍ବରୁ ଭଗବାନଙ୍କର ପାଦପଦ୍ମରେ ପ୍ରାର୍ଥନା କରି ଆଶୀର୍ବାଦ ଭିକ୍ଷା କରନ୍ତୁ। ନିଜର ବୃତ୍ତିରେ ସହକର୍ମୀଙ୍କ ସଙ୍ଗରେ ଓ ପ୍ରିୟଜନଙ୍କ ସଙ୍ଗରେ ବନ୍ଧୁତ୍ୱ ଅତୁଟ ରହିବ। ବୃତ୍ତିରେ ନିଜର କର୍ମଦକ୍ଷତା ଯୋଗୁଁ ପ୍ରିୟଭାଜନ ହେବେ ଏବଂ ଉପରିସ୍ଥ କର୍ମଚାରୀଙ୍କ ଶୁଭଦୃଷ୍ଟି ପଡିବ। ଅତ୍ୟଧିକ ପରିଶ୍ରମ କରନ୍ତୁ ନାହିଁ

କୁମ୍ଭ: ଆଜି ଆପଣ ଶାରୀରିକ ଓ ମାନସିକ କ୍ଲାନ୍ତି ଅନୁଭବ କରିବେ। ପରିବାରର ସଦସ୍ୟଙ୍କ ସହ ମନୋମାଳିନ୍ୟ ଘଟିପାରେ। ଅର୍ଥଲଗାଣ କ୍ଷେତ୍ରରେ ସର୍ତକତା ଅବଲମ୍ୱନ କରନ୍ତୁ। ଖର୍ଚ୍ଚ ବୃଦ୍ଧି ଘଟିପାରେ। ବ୍ୟକ୍ତିଗତ କ୍ଷତିକୁ ଭରଣ କରିବାକୁ ଚେଷ୍ଟା କରିପାରନ୍ତି। ନିଜର ଉତ୍ତେଜିତ ମନକୁ ଆୟତ୍ତରେ ରଖନ୍ତୁ। ଆଜି ଆପଣ ଦୁର୍ଘଟଣାର ସମ୍ମୁଖିନ ହୋଇପାରନ୍ତି।

ମୀନ: ଅପ୍ରତ୍ୟାଶିତ ଭାବେ ଆର୍ଥିକ ଲାଭ ହେବାର ସୂଚନା ମିଳୁଛି। ଆପଣଙ୍କ ସନ୍ତାନଙ୍କ ସମ୍ପର୍କିତ ଖୁସି ଖବର ପାଇବେ। ପିଲାଦିନର ଜଣେ ବନ୍ଧୁଙ୍କ ସହିତ ସାକ୍ଷାତ କରି ଆପଣ ଆନନ୍ଦିତ ହେବେ। ଆଜି ଆପଣ ନୂତନ ବନ୍ଧୁ ସୃଷ୍ଟି କରିପାରନ୍ତି ଯାହାକି ଭବିଷ୍ୟତରେ ଆପଣଙ୍କୁ ଉପକୃତ କରାଇବ। ବୃତ୍ତିଗତ ଜୀବନରେ ଅର୍ଥଲାଭର ଶୁଭ ସୂଚନା ଅଛି। ଆପଣ ପରିଭ୍ରମଣରେ ଯାଇ ଆନନ୍ଦ ଲାଭ କରିପାରନ୍ତି।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.