ETV Bharat / bharat

Horoscope: ମେ’ 16 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ - ମେ 16 ରାଶିଫଳ

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢ଼ନ୍ତୁ, ଆଜିର ରାଶିଫଳ

Horoscope
Horoscope
author img

By

Published : May 16, 2023, 12:06 AM IST

ମେଷ: ଥଣ୍ଡା, କାଶ ଏବଂ ସାମାନ୍ୟ ଅସୁସ୍ଥତା ଆପଣଙ୍କୁ ବ୍ୟସ୍ତ କରିପାରେ । ଏହା ଆପଣଙ୍କର ଚିନ୍ତାଧାରା ଏବଂ ପଦକ୍ଷେପକୁ ପ୍ରଭାବିତ କରିପାରିବ ନାହିଁ । କିଛି ସମୟ ବିଶ୍ରାମ ନିଅନ୍ତୁ। ଯାହାଦ୍ୱାରା ମୂଳରୁ ହିଁ ସ୍ୱାସ୍ଥ୍ୟ ସମସ୍ୟା ଏଡାଇ ଦିଆଯାଇପାରିବ । ଆପଣ ସାମାନ୍ୟ ବିଚଳିତ ହୋଇପାରନ୍ତି ତେଣୁ ଧ୍ୟାନ କରନ୍ତୁ । ଗୀତ ଶୁଣି ନିଜକୁ ନିୟନ୍ତ୍ରଣ କରନ୍ତୁ ।

ବୃଷ: ଏକ ଭାଗ୍ୟଶାଳୀ ଦିନ ଆପଣଙ୍କ ଅପେକ୍ଷାରେ ଅଛି । କ୍ଷମତା, ଆତ୍ମ ସମ୍ମାନ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ହେବାର ଅଛି । ଆପଣ କାର୍ଯ୍ୟରେ ପଦୋନ୍ନତି ହୋଇପାରେ କିମ୍ୱା ବ୍ୟବସାୟରେ ବଡ଼ ପ୍ରକଳ୍ପ ପାଇପାରନ୍ତି । ବାଣିଜ୍ୟରେ କରିଥିବା କୌଣସି କାରବାର ଆପଣଙ୍କ ପାଇଁ ଲାଭଦାୟକ ହେବ ।

ମିଥୁନ: ସମସ୍ତ ବାଦବିବାଦ ଏବଂ ସଂଘର୍ଷ ପରେ, ନକ୍ଷତ୍ରଗଣ ଅନ୍ତିମରେ ଆପଣଙ୍କ ସପକ୍ଷରେ ଅଛନ୍ତି । ଆଜି ଦିନ ସମସ୍ତ ପ୍ରକାର ଆଶୀର୍ବାଦ ଦେବାକୁ ପ୍ରତିଶୃତିବଦ୍ଧ । ଅତି କମ୍‌ରେ ଆପଣ ସନ୍ତୁଷ୍ଟି ଅନୁଭବ କରିବେ । ଦିନ ଶେଷରେ ଶାନ୍ତିରେ ଶୋଇ ପାରିବେ । ବନ୍ଧୁମାନଙ୍କଠାରୁ ଉପହାର ଏବଂ ସହକର୍ମୀମାନଙ୍କଠାରୁ ସହଯୋଗ ଆଶା କରିପାରିବେ ।

କର୍କଟ: ଆଜି ସଫଳତାର ସହ ସମସ୍ତ କାର୍ଯ୍ୟ ସମାପନ ହେବ । ଆପଣ ଆପଣଙ୍କ ସହକର୍ମୀଙ୍କ ସହ କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଭାଗ ନେଇପାରନ୍ତି । ଆପଣଙ୍କର ପଦୋନ୍ନତି ହୋଇପାରେ । ଆପଣ ଆପଣଙ୍କ ପରିବାର ବର୍ଗଙ୍କ ସହ ଯୋଗାଯୋଗ କରି ଖୁସି ହେବେ । ନୂଆ ଜିନିଷ କରିବେ ଯାହାଦ୍ବାରା ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରିବ ।

ସିଂହ: ଆଜି ନିଜର ଶରୀର ପ୍ରତି ଯତ୍ନବାନ ହୁଅନ୍ତୁ । ଚିକିତ୍ସା ପାଇଁ କିଛି ଅର୍ଥ ଖର୍ଚ୍ଚ କରିପାରନ୍ତି । ଆଜି ବାହାରକୁ ଯାଇ ରାତ୍ରିଭୋଜନ କରନ୍ତୁ ନାହିଁ । ଅର୍ଥହାନି ଚିନ୍ତା ଆଜି ଦିନସାରା ଆପଣଙ୍କୁ ବିବ୍ରତ କରିବ । ସେପରି ଚିନ୍ତା ପରିହାର କରନ୍ତୁ । ଧ୍ୟାନ ଓ ଠାକୁରଙ୍କର ପ୍ରାର୍ଥନାରେ ନିଜକୁ ନିୟୋଜିତ କଲେ ମାନସିକ ଶାନ୍ତି ପାଇବେ ।

କନ୍ୟା: ଆଜି ଆପଣ ନିଜେ କୌଣସି ନୂଆ ଦୁଃସାହାସିକ କାର୍ଯ୍ୟର ଶୁଭାରମ୍ଭ କରନ୍ତୁ ନାହିଁ । ରାସ୍ତା କଡରେ ବିକ୍ରି ହେଉଥିବା ପାଟି ସୁଆଦିଆ ଚାଟ୍‌ ଖାଇବା ବନ୍ଦ କରନ୍ତୁ ନଚେତ୍‍ ନିଜର ସ୍ୱାସ୍ଥ୍ୟର ଅବନତି ଘଟିପାରେ । ଆପଣ ନିଜର କ୍ରୋଧକୁ ବାରଣ କରିବା ସଙ୍ଗେସଙ୍ଗେ ତିକ୍ତ ବାର୍ତ୍ତାଳାପକୁ ମଧ୍ୟ ସଞ୍ଜତ କରନ୍ତୁ । ନଚେତ୍‍ ଆପଣ କିଛି ଅପ୍ରୀତିକର ଘଟଣାର ସମ୍ମୁଖୀନ ହୋଇପାରନ୍ତି । ପରିବାରର ସଦସ୍ୟଙ୍କ ସହ ତର୍କ ବିତର୍କ ଯୋଗୁଁ ଆପଣଙ୍କ ମନ ଅଶାନ୍ତ ରହିବ । ଜଳାଶୟ ବା ଜଳଠାରୁ ଦୂରତା ରକ୍ଷା କରନ୍ତୁ । ଖର୍ଚ୍ଚାନ୍ତ ହୋଇପାରନ୍ତି । ଆପଣ ବେଆଇନ ବା ଅନୈତିକ କାର୍ଯ୍ୟକଳାପରୁ ଦୂରେଇ ରୁହନ୍ତୁ ନଚେତ୍‍ ଭୁଲବୁଝାମଣା ବା ଝଗଡା ହୋଇପାରେ ।

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଙ୍କର ଅଟେ । ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗନେଇ ଆତ୍ମସନ୍ତୋଷ ଲାଭକରିବେ । ଆଜି ଆପଣ ନିଜର ପସନ୍ଦ ମୁତାବକ ସୌଖିନ ପଦାର୍ଥ, ନୂଆ ଲୁଗାପଟା ଓ ଗହଣା ଗାଣ୍ଠି କିଣି ଘର ଆଲମିରାରେ ଭର୍ତ୍ତି କରିପାରନ୍ତି । ଆପଣଙ୍କ ଶରୀର ସୁସ୍ଥ ରହିବ । ମାନସିକ ଶାନ୍ତି ମଧ୍ୟ ଅତୁଟ ରହିବ । ସାମାଜିକ ଜୀବନରେ ନିଜର ସମ୍ମାନ ଓ ପ୍ରତିଷ୍ଠା ବୃଦ୍ଧି ପାଇବ । ଏହି ଖୁସିରେ ଆପଣ ନିଜର ଜିହ୍ୱା ଲାଳସାକୁ ସନ୍ତୁଷ୍ଟ କରିବା ପାଇଁ ସୁସ୍ୱାଦୁ ଭୋଜନ କରି ଆତ୍ମତୃପ୍ତି ଲାଭ କରିବେ ।

ବିଛା: ଆଜି ଆପଣଙ୍କ ଉପରେ ମିଶ୍ର ପ୍ରଭାବ ରହିବ । ନିଶ୍ଚିତ ଭାବରେ, ଆପଣ ବ୍ୟବସାୟ-ସମ୍ପର୍କିତ ଭ୍ରମଣ ଏଡାନ୍ତୁ କିମ୍ୱା ଅତିକମ୍‌ରେ ରାତ୍ରି ପର୍ଯ୍ୟନ୍ତ ଘୁଞ୍ଚାଇ ଦିଅନ୍ତୁ । ଛାତ୍ରମାନଙ୍କ ପାଇଁ ଏବଂ ଶିକ୍ଷା କ୍ଷେତ୍ରରେ ଆଜି ଦିନଟି ଶୁଭ ରହିବ । ତେଣୁ, ଶିକ୍ଷକ, ଲେଖକ ଏବଂ ପ୍ରଶିକ୍ଷିଣକାରୀ ସମସ୍ତେ ଲାଭବାନ ହେବେ ।

ଧନୁ: ଆଜି ଦିନ ଆପଣଙ୍କ ପାଇଁ ମଧ୍ୟମ ଧରଣର ରହିବ । ଆପଣ ଯେତେବି କଠିନ ପରିଶ୍ରମ କରନ୍ତୁ, ଆପଣଙ୍କ କୌଣସି ଥିରେ ଆଗ୍ରହ ରହିବ ନାହିଁ । ଆପଣଙ୍କ ଆଖି ଏବଂ କାନ ଖୋଲା ରଖିବା ପାଇଁ ଯେତେ ସମ୍ଭବ ଚେଷ୍ଟା କରନ୍ତୁ। ଯେହେତୁ ଆଗକୁ ରାସ୍ତା ସହଜ ଅନୁଭବ ହେଉନାହିଁ । ସମ୍ଭାବନା ଅଛି ଯେ ସର୍ବ ସାଧାରଣରେ ଆପଣଙ୍କ ଯୁକ୍ତିତର୍କ ହେବ ଏବଂ ଆପଣ ନିଜର ମାନସିକ ଶାନ୍ତି ହରାଇ ପାରନ୍ତି । ତା ସହିତ ସାମାଜିକ ଆତ୍ମସମ୍ମାନ ପ୍ରତି ମଧ୍ୟ ଆଘାତ ହୋଇପାରେ ।

ମକର: ଆପଣଙ୍କ ଆଖିରେ ବିଳମ୍ବରେ ନଜର ଆସିଥିବା କୌଣସି ଜିନିଷ ଆରମ୍ଭ କରିବା ପାଇଁ ଆଜି ହେଉଛି ଏକ ମହତ୍ୱପୁର୍ଣ୍ଣ ଦିନ । ଆପଣଙ୍କ ଚିନ୍ତାଧାରାକୁ ଗ୍ରାସ କରିଥିବା ଜିନିଷ ହେଉଛି ଆପଣଙ୍କ ଜୀବନ, ପେଶା କିମ୍ୱା ବ୍ୟବସାୟ ସହିତ ଜଡିତ । ତାହା କାର୍ଯ୍ୟକାରୀ କରିବା ପାଇଁ ଏହା ହିଁ ଉତ୍କୃଷ୍ଟ ସମୟ । ଆଜି ଆପଣଙ୍କ ଯାହା ଚିନ୍ତାଧାରା ଅଛି କିମ୍ୱା ଆଗରୁ ଯାହା ଭାବିଛନ୍ତି, ତାକୁ କାର୍ଯ୍ୟକାରୀ କରନ୍ତୁ ।

କୁମ୍ଭ: ଯାହା ପ୍ରଥମରୁ ଏକ କ୍ଷତିହୀନ ଆଲୋଚନା ଭଳି ଜଣା ପଡୁଛି, ସେଭଳି ଯୁକ୍ତିତର୍କରୁ ମଧ୍ୟ ନିଜକୁ ଦୁରେଇ ରଖନ୍ତୁ । ତାହା ପରେ ବିପଦସଙ୍କୁଳ ହୋଇପାରେ, ପରେ ଏକ ବଡ ଧରଣର କଳହରେ ପରିଣତ ହୋଇପାରେ । ପରିବାର ଭିତରେ ଏକ ବାକ୍‌ଯୁଦ୍ଧ ଆପଣଙ୍କ ମନର ଶାନ୍ତି ଏବଂ ନିରବତାକୁ ନଷ୍ଟ କରି ଦେଇପାରେ ।

ମୀନ: ସ୍ୱାସ୍ଥ୍ୟ, ମାନସିକ ଶାନ୍ତି ଏବଂ ସ୍ପଷ୍ଟତା ଦୃଷ୍ଟିକୋଣରୁ ଆଜି ଆପଣଙ୍କ ପାଇଁ ଏକ ଅନ୍ତ୍ୟନ୍ତ ଶୁଭ ଦିନ । ଆପଣଙ୍କ ଉପରେ ସ୍ୱାସ୍ଥ୍ୟକର ପ୍ରଭାବ ରହିବ ଏବଂ ଏହା ଯୋଗୁଁ ଏକ ନୂଆ ପ୍ରକାରର ଶାରିରୀକ ଫିଟ୍‌ନେସ୍‌ ଆପଣ ବଜାୟ ରଖିପାରିବେ । କାର୍ଯ୍ୟ, ଘର ଏବଂ ଅବକାଶ କ୍ଷେତ୍ରରେ ଆପଣ କରିଥିବା ସମସ୍ତ ପ୍ରଚେଷ୍ଟା ସଫଳ ହେବେ ଏବଂ ଆପଣ ସବୁଠାରୁ ଉତ୍ତମ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିପାରିବେ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.