ETV Bharat / bharat

Horoscope News: ଡିସେମ୍ବର 17 ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

author img

By

Published : Dec 17, 2022, 12:00 AM IST

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

Horoscope News: ଡିସେମ୍ବର 17 ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
Horoscope News: ଡିସେମ୍ବର 17 ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ: ବ୍ୟକ୍ତିଗତ ତଥା ବୃତ୍ତିଗତ ଜୀବନ ପାଇଁ ଆଜି ଦିନଟି ଶୁଭଦାୟକ । ବ୍ୟବସାୟରେ ଉନ୍ନତି ଘଟିବ । ନିଜ ରୋଜଗାରକୁ ଚାହିଁ ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ମନ ପ୍ରଫୁଲ୍ଲ ରହିବ । ପରିବାରର ସଦସ୍ୟ ଓ ବନ୍ଧୁମାନଙ୍କ ଗହଣରେ ଆଜି ସନ୍ଧ୍ୟାଟି ଆମୋଦ ପ୍ରମୋଦରେ କାଟିପାରନ୍ତି । ବଣଭୋଜି ପାଇଁ ଯୋଜନା କରିବା ମନ୍ଦ ନୁହେଁ । କିଛି ସମୟ ପାଇଁ ଧାର୍ମିକ କାର୍ଯ୍ୟ୍ୟରେ ନିଜକୁ ବ୍ୟସ୍ତ ରଖିବେ । ଦିନଟି ଖୁସିରେ କଟିବ ।

ବୃଷ: ଆପଣଙ୍କର ଦକ୍ଷ ଚିନ୍ତାଧାରା ଓ କରୁଣ ବାକ୍ୟ ଦ୍ୱାରା ଅନ୍ୟଙ୍କୁ ବାନ୍ଧି ରଖିବେ । ନିଜର ଦକ୍ଷତା ବଳରେ ଭଲ କାମ କରିବେ ଏବଂ ନିଜ କଥା ଦ୍ୱାରା ଅନେକଙ୍କୁ ଆପାୟିତ କରିବେ । ପ୍ରତିଯୋଗିତାରେ ସଫଳ ହେବେ । ସାହିତ୍ୟ ପ୍ରତି ମନ ବଳିବ । ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ ।

ମିଥୁନ: ମାଆଙ୍କର ସାନିଧ୍ୟ ଶାନ୍ତି ଦେବ । ଯଦି କିଛି ଧାର୍ମିକ କାର୍ଯ୍ୟ୍ୟରେ ଭାଗ ନିଅନ୍ତି ତେବେ ଯୁକ୍ତିତର୍କରୁ ଦୂରେଇ ରହନ୍ତୁ । ପୈତୃକ ସଂପତ୍ତିକୁ ନେଇ ବଡଙ୍କ ସହ ଆଲୋଚନା କରନ୍ତୁ ନାହିଁ। ଅଯଥା ଦୁଃଖିତ ହେବେ ।

କର୍କଟ: ଆଜି ପାଇଁ ଆପଣଙ୍କ ଦିନ ଆନନ୍ଦ ଏବଂ ଖୁସୀଭରା ରହିବ । ଏକ ନୂଆ ପ୍ରକଳ୍ପର ଶୁଭାରମ୍ଭ, ବନ୍ଧୁ ଏବଂ ପ୍ରିୟଜନଙ୍କ ସହିତ ମିଳନ ଆପଣଙ୍କୁ ଅଧିକ ଆନନ୍ଦ ଦେବ । ଆପଣଙ୍କ ପାଖରେ ଯାହା ଅଛି, ତାହା ଆପଣଙ୍କୁ ଭଲ ଭାଗ୍ୟ ଆଡକୁ ଟାଣିନେବ । ଆପଣ ଅଧିକ ଉତ୍ସାହିତ ରହିବେ।

ସିଂହ: ଆଜି ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ଦିନଟିକୁ କିପରି କାଟିବେ ତାହା ଆପଣଙ୍କ ବିହ୍ୱଳିତ ମନ ଠିକ୍ କରିପାରିବ ନାହିଁ । ସେ ଯାହାହେଉ ପରିବାର ସଦସ୍ୟଙ୍କ ସହଯୋଗ ଯୋଗୁଁ ଆପଣ ଖୁସିରେ ଦିନଟିକୁ କାଟିପାରିବେ । ବହୁ ଦୂରତ୍ୱରେ ରହୁଥିବା ବନ୍ଧୁଙ୍କ ସହ ନିଗୁ଼ଢ ବନ୍ଧନରେ ବାନ୍ଧିହୋଇ ପଡିବେ । ଏହି ସମ୍ପର୍କ ଆପଣଙ୍କୁ ଭବିଷ୍ୟତରେ ସାହାଯ୍ୟ ପ୍ରଦାନ କରିପାରେ । ଅଯଥା ଖର୍ଚ୍ଚରୁ ନିବୃତ୍ତ ରୁହନ୍ତୁ । ନିଜର କଠିନ ପରିଶ୍ରମର ଫଳ ଆଜି ମିଳିବ ନାହିଁ ।

କନ୍ୟା: ଶରୀର ସୁସ୍ଥ ରହିବ । ଆର୍ଥିକ ସ୍ଥିତି ସ୍ୱଛଳ ରହିପାରେ । ମନ ହରଷ ରହିବ । ଉଚ୍ଚ ବିଚାର ଧାରା ଯୋଗୁଁ ସାମାଜିକ ସମ୍ପର୍କରେ ମଧୁରତା ବୃଦ୍ଧି ପାଇବ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ଯାହା ଦ୍ୱାରା ଆର୍ଥିକ ସ୍ଥିତି ବୃଦ୍ଧି ପାଇପାରେ । ମାନସିକ ଶାନ୍ତି ମଧ୍ୟ ବୃଦ୍ଧି ହେବାର ସମ୍ଭାବନା ଅଛି । ଅପେକ୍ଷା କରିଥିବା ସୁଖବର ପାଇ ଆନନ୍ଦିତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ଉପଭୋଗ୍ୟ ହେବ ।

ତୁଳା: ନିଜର କ୍ରୋଧ ସମ୍ୱରଣ କରନ୍ତୁ । ଯଦି ପାରନ୍ତି ତାହେଲେ କୌଣସି ପ୍ରକାର ଯୁକ୍ତିତର୍କ କିମ୍ୱା ଅଦରକାରି ଆଲୋ଼ଚନା କରନ୍ତୁ ନାହିଁ । ପରିବାରର ଜଣେ ସଦସ୍ୟଙ୍କ ସଙ୍ଗେ ପାଟିତୁଣ୍ଡ ହୋଇପାରେ । ଆଜି କିଛି ଶାରିରୀକ ଅସୁସ୍ଥତା ଭୋଗିପାରନ୍ତି ଏବଂ ଏହା ଜୀବନପ୍ରତି ବିପଦ ଆଣିପାରେ । ଆଜି ଆପଣ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି । ଆଜି ଆପଣ ନିଜକୁ କୋର୍ଟ କଚେରୀ ମାମଲାରୁ ଦୁରେଇ ରୁହନ୍ତୁ । ନଚେତ୍ ନିଜର ସମ୍ମାନର ଅଧୋଗତି ଘଟିବ । ଏପରି ଘଡିସନ୍ଧି ମୁହୁର୍ତ୍ତରେ ଠାକୁର ପୂଜା ଆପଣଙ୍କ ମନକୁ ଶାନ୍ତି ପ୍ରଦାନ କରିବ ।

ବିଛା: ସବୁ କାମରେ ଆପଣ ସଫଳତା ଲାଭ କରିବେ। ଆପଣଙ୍କ କାର୍ଯ୍ୟରେ ଉପରିସ୍ଥ କର୍ମଚାରୀ ପ୍ରଭାବିତ ହୋଇପାରନ୍ତି । ଯୁବକ ଯୁବତୀଙ୍କ ପାଇଁ ବିବାହ ସୂତ୍ରରେ ବାନ୍ଧି ହେବାର ପ୍ରକୃଷ୍ଟ ଦିନ । ନିଜ ପସନ୍ଦ ମୁତାବକ ଜୀବନ ସାଥୀ ପାଇପାରିବେ | ବିବାହିତ ଦମ୍ପତ୍ତି ପୁତ୍ର ସୁଖ ଲାଭ କରିପାରନ୍ତି | ସାମାଜିକ ଜୀବନ ଅତ୍ୟନ୍ତ ସୁଖପ୍ରଦ ହେବ | ସନ୍ଧ୍ୟାରେ ବନ୍ଧୁଙ୍କ ଗହଣରେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।

ଧନୁ: ଆଜି ଦିନରେ ଅନ୍ୟମାନଙ୍କୁ ସାହାଯ୍ୟ ପ୍ରଦାନ କରି ପାଖ ପଡୋଶୀଙ୍କ ପ୍ରଶଂସା ଭାଜନ ହେବେ । ଉପରିସ୍ଥ ହାକିମଙ୍କୁ ପ୍ରଭାବି କରି ଆପଣଙ୍କର ପଦୋନ୍ନତି ହେବାର ସମ୍ଭାବନା ଅଛି । ବ୍ୟବସାୟ ସଂକ୍ରାନ୍ତରେ ଦୁର ସ୍ଥାନକୁ ଯାତ୍ରା କରିପାରନ୍ତି। ନିଜର ପିତାଙ୍କ ଠାରୁ କିଛି ସୁଖବର ପାଇପାରନ୍ତି ଯାହା ଭବିଷ୍ୟତରେ ଆପଣଙ୍କ ପାଇଁ ଶୁଭଙ୍କର ମନେ ହେବ ।

ମକର: ଆଜି ଆପଣଙ୍କ ପାଇଁ ଏକ ମିଶ୍ରିତଫଳ ପ୍ରଦାନକାରୀ ଦିବସ ଅଟେ । କଳା ଓ ସାହିତ୍ୟ ସମ୍ପର୍କିତ ଗୋଟିଏ ନୁତନ ଯୋଜନା ଆପଣ ହାତକୁ ନେଇ ସଫଳତା ଲାଭ କରିପାରନ୍ତି।ନିଜର ଚିନ୍ତନଶୀଳ ମନୋବୃତ୍ତିର ସଫଳ ରୁପାୟନ ନିମନ୍ତେ ଏକ ପୁସ୍ତକ ପଠନ ମେଳାର ଆୟୋଜନ କରିପାରନ୍ତି । ସରକାରୀ କାର୍ଯ୍ୟରେ ଆପଣ କିଛି ଦୁର୍ଦଶାର ସମ୍ମୁଖିନ ହୋଇପାରନ୍ତି । ଆଳସ୍ୟ ଓ କ୍ରୋଧ ଆପଣଙ୍କ ଶାରୀରିକ ଅସୁସ୍ଥତାର କାରଣ ହୋଇପାରେ ।

କୁମ୍ଭ: ବହୁ ଅସନ୍ତୋଷ ଯୋଗୁଁ ମନ ଭାରାକ୍ରାନ୍ତ ରହିବା ସହିତ ଉତ୍ତେଜନା ଓ କ୍ରୋଧ ପ୍ରକାଶ ପାଇବ । ଭଗବାନଙ୍କୁ ପ୍ରାର୍ଥନା ଓ ଧ୍ୟାନରତ ହେଲେ ମାନସିକ ଶାନ୍ତି ଫେରି ଆସିପାରେ । ଚୋରି ପରି ଅନୈତିକ କାର୍ଯ୍ୟରୁ ଦୁରେଇ ରୁହନ୍ତୁ । ଆପଣଙ୍କ ନୈରାଶବାଦୀ ଭାବ ଅନ୍ୟ କାହା ମନରେ ଆଘାତ ନ ଦେବାକୁ ଆପଣ ଆଦୌ ଖରାପ ଭାଷା ବ୍ୟବହାର କରନ୍ତୁ ନାହିଁ । ପରିବାରର କୌଣସି ଏକ ଶୁଭକର୍ମ ପାଇଁ ଖର୍ଚ୍ଚର ପରିମାଣ ବଢିଯାଇପାରେ ।

ମୀନ: ଲେଖକ ହୁଅନ୍ତୁ ,ମଞ୍ଚ କଳାକାର କିମ୍ୱା ନୃତ୍ୟଶିଳ୍ପୀ ହୁଅନ୍ତୁ | ଆପଣ ନିଜର ସୃଜନଶୀଳ ପ୍ରତିଭା ଯୋଗୁଁ ପ୍ରିୟଜନଙ୍କର ଶ୍ରଦ୍ଧାଭାଜନ ହୋଇପାରିବେ । ବ୍ୟବସାୟୀ ମାନେ ଯଦି ନିଜ ବ୍ୟବସାୟରେ ଭାଗୀଦାର ହେବାକୁ ଜଣେ କର୍ମଠ ବ୍ୟକ୍ତି ଖୋଜୁଥାନ୍ତି । ତାହେଲେ କାର୍ଯ୍ୟଟି ଶୀଘ୍ର କରନ୍ତୁ । ଚଳଚିତ୍ର ଦେଖି ମଧ୍ୟ ସମୟ କାଟିପାରନ୍ତି କିମ୍ୱା କୌଣସି ରାତ୍ରଭୋଜି ସ୍ଥାନରେ ସମୟ ବିତାଇ ପାରନ୍ତି |

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.