ETV Bharat / bharat

Horoscope: ଫେବୃଆରୀ ୧୭ ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ - ଫେବୃଆରୀ ୧୭ ରାଶିଫଳ

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

Horoscope
Horoscope
author img

By

Published : Feb 17, 2023, 12:00 AM IST

ମେଷ: ଦିନଟି ମିଶ୍ରିତ ଫଳଯୁକ୍ତ ଅଟେ । ଶରୀର ଓ ମନ କାର୍ଯ୍ୟ କରିବାକୁ ସମର୍ଥ ହେବ ନାହିଁ । ଦିନଟି ବ୍ୟସ୍ତ ବହୁଳ ଏବଂ ଆଳସ୍ୟ ଭରି ରହିବ । ଦିନଟିରେ ଚିନ୍ତା ବଢିପାରେ ଯାହା କର୍ମକ୍ଷେତ୍ରରେ କୁପ୍ରଭାବ ପକାଇବ । ସୁନ୍ଦର ଭାବରେ ଓ ଢଙ୍ଗରେ ସାହାଯ୍ୟ ମାଗିଲେ ସୁଫଳ ପ୍ରାପ୍ତି ହେବ । ଭାବିଥିବା କାର୍ଯ୍ୟ ହାସଲ ହେବ । ଦେବ ଦର୍ଶନ ଯୋଗ ଅଛି । ମନ ଯୋଗ ସହ କାର୍ଯ୍ୟ କରନ୍ତୁ ସୁଫଳ ମିଳିବ ।

ବୃଷ: ସାବଧାନତା ଅବଲମ୍ବନ କରନ୍ତୁ । ନୂତନ କାର୍ଯ୍ୟାରମ୍ଭ କରନ୍ତୁ ନାହିଁ । ଦେହ ଭଲ ରହିବ ନାହିଁ ତେଣୁ ଖାଦ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ବ୍ୟସ୍ତତା ଓ ଦେହ ପୀଡାରେ କଷ୍ଟ ପାଇବେ । କାର୍ଯ୍ୟ ସ୍ଥଳରେ ଅଳସୁଆ ହେବେ । ଯାତ୍ରା ଶୁଭ ଅଟେ । ଅଧିକ ସମୟ ଦେବ ଦର୍ଶନରେ ଅତିବାହିତ କରନ୍ତୁ ।

ମିଥୁନ: ଗୁପ୍ତ କାର୍ଯ୍ୟ ସିଦ୍ଧି ହେବ ଓ ମନ ଭଲ ରହିବ । ଭିନ୍ନ ଭିନ୍ନ ଲୋକଙ୍କ ସହ ମିତ୍ରତା ବଢିବ । ସ୍ତ୍ରୀ ପିଲାଙ୍କ ସହ ସୁନ୍ଦର ଯାତ୍ରା କରିବେ । ନୂତନ ବସ୍ତ୍ର ପରିଧାନ କରିବେ । ପ୍ରେମ ବାଣରେ ଆଜି କାହାକୁ ବସିଭୁତ କରିପାରନ୍ତି । ଶାରୀରିକ ସୁସ୍ଥତା , ସାମାଜିକ ପ୍ରତିଷ୍ଠା ଓ କ୍ଷାତି ବଢିବ ।

କର୍କଟ: ଦିନଟି ଶୁଭ ଫଳ ଦାୟକ ଅଟେ । ପାରିବାରିକ ସମ୍ପର୍କ ଭଲ ରହିବ । କିଛି ଶୁଭ ଫଳ ପାଇବେ । ଶରୀର ସୁସ୍ଥ ରହିବ । ସ୍ତ୍ରୀ ପିଲାଙ୍କ ସହ ସୁନ୍ଦର ସମୟ ଅଟେ । ଚାକିରି କ୍ଷେତ୍ରରେ ଉନ୍ନତି କରିବେ । ଅଧିନସ୍ଥ କର୍ମଚାରୀଙ୍କ ଦ୍ୱାରା ଉପକୃତ ହେବେ । ସ୍ତ୍ରୀ ସାଙ୍ଗମାନଙ୍କ ସହ ମଧୁର ସମ୍ପର୍କ ହେବ । ଶତୃ ପରାଜୟ ହେବେ ।

ସିଂହ: ଦିନଟି ଖୁସିରେ କଟିବ । ଉଚ୍ଚ ଚିନ୍ତା ଶକ୍ତି ହେବ । ନୂତନ କବିତା ଲେଖିବା ପାଇଁ ପ୍ରେରଣା ପାଇବେ । ପ୍ରେମାଳାପ ମଧୁର ଫଳ ଯୁକ୍ତ ହେବ । ପିଲାଙ୍କ ପ୍ରଗତିରେ ସୁଫଳ ପ୍ରାପ୍ତି ହେବ । ପିଲାମାନେ ପାଠପଢାରେ ଉଚ୍ଚ ଫଳ ଯୁକ୍ତ ହେବେ । ସାଙ୍ଗ ତଥା ସ୍ତ୍ରୀ ମାନଙ୍କ ଠାରୁ ଲାଭ ହେବ । କିଛି ଆୟୋଯକ ଭାବରେ କାମ କରିପାରନ୍ତି ।

କନ୍ୟା: ଆଜି ଦିନ ଆପଣଙ୍କ ସପକ୍ଷରେ ନାହିଁ । ଶାରିରୀକ ଭାବରେ ଆପଣ ଆଶାବାଦୀ ଅନୁଭବ କରି ନପାରନ୍ତି । ବ୍ୟସ୍ତତା ଆପଣଙ୍କ ମନକୁ ଗ୍ରାସ କରିବ । ଆପଣଙ୍କ ଜୀବନସାଥୀଙ୍କ ସହିତ ଯୁକ୍ତିତର୍କ ଏବଂ କଳହ ସୃଷ୍ଟି ହୋଇପାରେ । ମାଆଙ୍କର ସ୍ୱାସ୍ଥ୍ୟ ଆପଣଙ୍କୁ ବ୍ୟସ୍ତ କରିପାରେ । ଜମି ଏବଂ ସମ୍ପତ୍ତି ବିଷୟରେ ଅତ୍ୟନ୍ତ ଯତ୍ନଶୀଳ ହୁଅନ୍ତୁ ।

ତୁଳା: ସାରା ଦିନ ଖୁସୀର ଦିନ ରହିବ । ପ୍ରତିଯୋଗୀଙ୍କ ପାଖରୁ ହିଁ ଆପଣ ସୁଯୋଗ ଛଡାଇ ନେଇପାରିବେ । ଆପଣ ଆଜି ଯାହା କରିବେ ସଫଳତା ସୁନିଶ୍ଚିତ ହେବ । ପ୍ରୀୟଜନଙ୍କ ସହିତ ମିଳନ ହେବ । ଆପଣଙ୍କ ମନ ବ୍ୟସ୍ତ ଏବଂ ବ୍ୟାକୁଲତା ମୁକ୍ତ ରହିବ । ତୀର୍ଥଯାତ୍ରାରେ ଯାଇ ଆପଣ ଅନ୍ତିମ ଖୁସୀ ଅନୁଭବ କରିବେ । ସମ୍ପର୍କରେ ଭାବ ପ୍ରବଣତା ଆପଣଙ୍କୁ ଦ୍ୱନ୍ଦରେ ପକାଇବ ।

ବିଛା: ଯଦି ଆପଣ ଘରେ ସ୍ୱହାର୍ଦପୁର୍ଣ୍ଣ ପରିବେଶ ବଜାୟ ରଖିବାକୁ ଚାହୁଁଛନ୍ତି, ଆଜି ଆପଣ ନିଜର ଭାଷା ଉପରେ ନିୟନ୍ତ୍ରଣ ରଖନ୍ତୁ । ଆପଣଙ୍କର ଅସାଧାରଣ ବ୍ୟବହାର ପାଇଁ କୌଣସି ବ୍ୟକ୍ତିଙ୍କୁ ମାନସିକ ଭାବରେ ଆଘାତ କରିପାରନ୍ତି । ଆପଣଙ୍କ ମନରେ ପ୍ରତିକୂଳ ଭାବନା ରଖନ୍ତୁ ନାହିଁ । ସ୍ୱାସ୍ଥ୍ୟ ସମସ୍ୟା ରହିପାରେ ।

ଧନୁ: ନିଜ ଦେହର ଜତ୍ନ ନିଅନ୍ତୁ । କରୁଥିବା କାର୍ଯ୍ୟରେ ସଫଳତା ଏବଂ ଧନ ପ୍ରାପ୍ତି ହେବ । ଦେବ ଦର୍ଶନ କରିବେ । ବନ୍ଧୁ ବାନ୍ଧବଙ୍କ କାମରେ ସହଯୋଗ କରିବେ । ବିବାହିତ ଜୀବନ ସୁଖମୟ ହେବ । ଭଲ ବ୍ୟବହାର ଦେଖାଇବେ । ନାମ ଓ ଖ୍ୟାତି ଅର୍ଜନ କରିବେ ।

ମକର: ପାଦେ ପାଦେ ସାବଧାନତା ଅବଲମ୍ୱନ କରନ୍ତୁ । କାର୍ଯ୍ୟ ସ୍ଥଳରେ ସାହାଯ୍ୟ ପାଇବେ । ଆୟ ଠାରୁ ବ୍ୟୟ ବଢିବ । ସାମାଜିକ ତଥା ଧାର୍ମିକ ଅନୁଷ୍ଠାନ ପାଇଁ କାର୍ଯ୍ୟ କରିବେ ଏବଂ ବ୍ୟୟ ବହୁଳ ହେବେ । ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । କଠିନ ପରିଶ୍ରମ କରି ସୁଫଳ ପାଇବାର ଆଶା ଅଛି । ଚିନ୍ତା ବଢିବ ।

କୁମ୍ଭ: ଆଜି ଆପଣଙ୍କ ଦିନଟି ଅତି ଶୁଭଙ୍କର ଅଟେ । ବ୍ୟବସାୟ ପାଇଁ ଆଜିହିଁ ସର୍ବୋତ୍କୃଷ୍ଟ ଦିବସ ଅଟେ । ପୁରୁଣା ବନ୍ଧୁଙ୍କ ସହ ଆପଣଙ୍କର ସାକ୍ଷାତ ହୋଇପାରେ । ଆପଣ କିଛି ନୁଆ ବନ୍ଧୁମଧ୍ୟ କରିବେ । ସେମାନଙ୍କ ସହ ଏକ ସଂକ୍ଷିପ୍ତ ପରିଭ୍ରମଣରେ ଯିବାର ସମ୍ଭାବନା ଅଛି । ନୂତନ କାର୍ଯ୍ୟର ଶୁଭାରମ୍ଭ ପାଇଁ ପ୍ରକୃଷ୍ଟ ଦିନ ଅଟେ । ଆପଣ ଯଦି ବିବାହ କରିବାକୁ ଆଗ୍ରହ ପ୍ରକାଶ କରୁଥାଆନ୍ତି ତାହାହେଲେ ସଫଳ ହେବେ ।

ମୀନ: ବ୍ୟବସାୟ ପାଇଁ ଆଜି ସର୍ବୋତ୍କୃଷ୍ଟ ସମୟ । ଆପଣଙ୍କ ବୃତ୍ତିରେ ଆପଣଙ୍କର କଠିନ ପରିଶ୍ରମ ଓ ଦକ୍ଷତା ପାଇଁ ଉପରିସ୍ଥ ହାକିମଙ୍କୁ ସନ୍ତୁଷ୍ଟ କରିବ । ପଦୋନ୍ନତିର ଉଜ୍ୱଳ ସମ୍ଭାବନା ଅଛି । ପିତାଙ୍କଠାରୁ ଉପକୃତ ହେବେ । ପାରିବାରିକ ଜୀବନ ଅତ୍ୟନ୍ତ ସୁଖପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିପତ୍ତି ଓ ସମ୍ମାନ ମିଳିପାରେ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.