ETV Bharat / bharat

ଅଗଷ୍ଟ ୧୮ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ପ୍ରତିକାର ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ଅଗଷ୍ଟ ୧୮ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
ଅଗଷ୍ଟ ୧୮ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
author img

By

Published : Aug 18, 2022, 12:01 AM IST

ମେଷ: ଆଜି କିଛି ନିଷ୍ପତ୍ତି ନେଵା କଠିନ ହୋଇପଡ଼ିଵ । କିନ୍ତୁ ଦୃଢ଼ ସଂକଳ୍ପ ନେଇ କାର୍ଯ୍ୟ କରିବା ପାଇଁ ଆଗଭର ହେବେ । ଭାଵପ୍ରଵଣତା କାର୍ଯ୍ୟକୁ ପ୍ରଭାଵିତ କରିପାରେ । କଠିନ ପରିସ୍ଥିତିକୁ ସାମ୍ନା କରିବାକୁ ପଡିବ । ଜଗିରଖି କାମ କରନ୍ତୁ ।

ବୃଷ: ଆପଣଙ୍କୁ ସତର୍କତା ଏବଂ ସଞ୍ଜମ ରକ୍ଷା କରିବାକୁ ପରାମର୍ଶ ଦିଆହେଉଛି । ଦିନସାରା ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କୌଣସି କାର୍ଯ୍ୟ କରିବା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ ।ସତର୍କର ସହ କାର୍ଯ୍ୟ କରନ୍ତୁ ।

ମିଥୁନ: ଆଜି ବିଭିନ୍ନ କାର୍ଯ୍ୟରେ ଆପଣଙ୍କୁ ସଫଳତା ମିଳିବ । ଯାହାକି ଆପଣଙ୍କ ଖୁସିକୁ ଦ୍ୱିଗୁଣା କରିବ । ଆପଣ ଆପଣଙ୍କର ସ୍ତ୍ରୀ ଏବଂ ପିଲାମାନଙ୍କଠାରୁ ଭଲ ଖବର ଗ୍ରହଣ କରିପାରନ୍ତି । ଆପଣ ବନ୍ଧୁମାନଙ୍କ ସହ ଦେଖାକରି ଖୁସି ହେବେ । ବିବାହ ହେବାକୁ ଥିବା ବ୍ୟକ୍ତିମାନେ ସେମାନେ ସେମାନଙ୍କର ଭଲ ଜୀବନସାଥୀ ପାଇପାରିବେ । ସବୁ ଦୃଷ୍ଟି କୋଣରୁ ଦିନଟି ଭଳରେ କଟିବ ।

କର୍କଟ: ଆଜି ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ । ଆଖିରେ ସମସ୍ୟା ଦେଖାଦେବ ଏବଂ ମାନସିକ ଚିନ୍ତା ବଢ଼ିବ । ଲୋକଙ୍କ ସହ ମିତ୍ର ବ୍ୟବହାର କରନ୍ତୁ । କୌଣସି ପ୍ରକାର ଦ୍ବନ୍ଦ ନ ଉପୁଜେ ସେଥିପ୍ରତି ଧ୍ୟାନ ରଖିବେ । ଦ୍ବିପ୍ରହର ପରେ ସମସ୍ୟାରେ ପରିବର୍ତନ ଆସିବ । ଆର୍ଥିକ ଦୃଷ୍ଟିକୋଣରୁ ଦିନ ଲାଭାଦାୟୀ ରହିବ । ପାରିବାରିକ ପରିବେଶ ଭଲ ରହିବ ମନରୁ ନକରାତ୍ମକ ଭାବନା ଦୁରେଇ ରଖନ୍ତୁ ।

ସିଂହ: ସକାଳ ଭଲରେ ବିତିବ । ସାମାଜିକ ଓ ବ୍ୟବସାୟିକ କ୍ଷେତ୍ରରେ ଆନନ୍ଦପ୍ରଦ ଓ ଲାଭପ୍ରଦ ସମାଚାର ମିଳିବ । ବନ୍ଧୁଙ୍କ ସହ ଦିନ ଭଲରେ ବିତିବ ।ଆୟରେ ବୃଦ୍ଧି ଓ ଧନ ଲାଭ ହେବ । ଦ୍ବିପ୍ରହର ପରେ ଆପଣଙ୍କ କଥା କିମ୍ବା ବ୍ୟବହାର କାହାକୁ ଖରାପ ଲାଗିପାରେ । ଗାଡି ଚଳେଇବା ବେଳେ ସାବଧାନ ରକ୍ଷାକରନ୍ତୁ । ମାନସିକ ଚିନ୍ତା ବଢିପାରେ ସନ୍ତାନ ଓ ପରିଜନଙ୍କ ସହ ମନୋମାଳିନ୍ୟ ରହିପାରେ ।

କନ୍ୟା: ଅର୍ଥନୈତିକ କାର୍ଯ୍ୟ ବାଧାପ୍ରାପ୍ତ ହେଵ । ଆପଣଙ୍କୁ ଅନୁରୋଧ କରାଯାଉଛି କି ମନ ଓ ହୃଦୟ ଉପରେ ନିୟନ୍ତ୍ରଣ ରଖନ୍ତୁ। ନିଜସ୍ଵ ସମ୍ପତ୍ତିର ଯତ୍ନ ନିଅନ୍ତୁ । ନୈତିକ ଦାୟିତ୍ବ ଵ୍ୟତିତ ନୂଆ ଯୋଜନା ଗୁଡ଼ିକର ଦୀର୍ଘ ଵର୍ଷର ସ୍ଥାୟୀତ୍ବ ପ୍ରତି ଧ୍ୟାନ ଦିଅନ୍ତୁ।

ତୁଳା: ଆଜି ନୂଆ ଵସ୍ତ୍ର କିଣି ପାରନ୍ତି । ନିଜ ପାଖରେ ଥିବା ବନ୍ଧୁ ଓ ବାନ୍ଧବୀଙ୍କୁ ଅଧିକ ସମୟ ଓ ଧ୍ୟାନ ଦେଵେ । ନୂତନ କାର୍ଯ୍ୟ କରିବା ପାଇଁ ଆଗଭର ହେବେ । କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସା ସାଉଁଟିବେ । ନୂଆ ପଦବୀ ମିଳିପାରେ ।

ବିଛା: ଆପଣଙ୍କ ପରିବାରର ପରିବେଶ ସାରାଦିନ ଅନୁକୂଳମୟ ରହିବ । ଆପଣ ଶାରୀରିକ ଏବଂ ମାନସିକ ଭାବରେ ଶକ୍ତି ସମ୍ପନ୍ନ ଅନୁଭବ କରିବେ । ଆପଣଙ୍କ ଶତୃମାନେ ଆପଣଙ୍କଠାରୁ ପରାସ୍ତ ହେବେ । ଆପଣ ସହକର୍ମୀମାନଙ୍କଠାରୁ ସାହାଯ୍ୟ ପାଇବାରେ ସକ୍ଷମ ହେବେ । ଲାଗି ରହିଥିବା ବିବାଦର ସାମାଧାନ ହେବେ ।

ଧନୁ: ଵିଦେଶ ସମ୍ପର୍କୀୟଙ୍କ ସହ ବ୍ୟବସାୟ ଵୃଦ୍ଧି ହେଵାର ଅଛି । ଠିକ ଢଙ୍ଗରେ କହିଵା ଦକ୍ଷତା ନିଜ କାର୍ଯ୍ୟ ହାସଲ ପାଇଁ ସାହାଯ୍ୟ କରିଵ । ନିଜ ପଥରେ ନାୟକ ହେଵାପାଇଁ ଆପଣ ଭଲ ନିଷ୍ପତ୍ତି ନେଉଛନ୍ତି ।

ମକର: କାର୍ଯ୍ୟରେ ସଫଳତା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ ।ଧୈର୍ଯ୍ୟର ସହ କାର୍ଯ୍ୟ କରନ୍ତୁ । କୌଣସି କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଭାବିଚିନ୍ତି କାର୍ଯ୍ୟ କରନ୍ତୁ । ଦୁଋଖ ପାଇବାର ସମ୍ଭାବନା ରହିଛି ।

କୁମ୍ଭ: ନିଜକୁ ସତର୍କ ରଖନ୍ତୁ । ଆପଣଙ୍କର ଶାରୀରିକ ତଥା ମାନସିକ ସ୍ଥିତି ଭଲନଥିବାରୁ ବିଶ୍ରାମ ନେବା ଆପଣଙ୍କ ପାଇଁ ଜରୁରୀ ଅଟେ । ଅସନ୍ତୋଷ ଓ ଉଦାସ ମନୋଭାବ ଯୋଗୁଁ ମନ ବିଚଳିତ ହେବ ଏବଂ ଆପଣ ପ୍ରତିକଥାରେ ବିରକ୍ତିଭାବ ପ୍ରକାଶ କରିପାରନ୍ତି । ତେଣୁ ପରିବାରର ସଦସ୍ୟମାନଙ୍କ ନିମିତ୍ତ ନିଜର ଆଚରଣ ଓ ବ୍ୟବହାରକୁ ମାର୍ଜିତ କରନ୍ତୁ ।

ମୀନ: ଅନିଶ୍ଚିତତା ଏବଂ ଦ୍ଵନ୍ଦ ଭିତରେ ସାରାଦିନ ବୁଡ଼ି ରହିଵେ । ସମସ୍ୟାପାଇଁ ସ୍ଥାୟୀ ପ୍ରତିକାର ପାଇଵେନାହିଁ । କଳହଠାରୁ ଦୁରେଇଵାକୁ ଚେଷ୍ଟା କରନ୍ତୁ ଏବଂ ନିଜ କାର୍ଯ୍ୟକୁ ସୁଚାରୁରୂପେ କରନ୍ତୁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.