ETV Bharat / bharat

ଅକ୍ଟୋବର ୧୮ ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ପ୍ରତିକାର ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ଅକ୍ଟୋବର ୧୮ ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
ଅକ୍ଟୋବର ୧୮ ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
author img

By

Published : Oct 18, 2022, 12:01 AM IST

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଫଳ ଦାୟକ ନୁହେଁ । ତେଣୁ ନିଜକୁ ଶାନ୍ତ ରଖି ସମୟକୁ ଅପେକ୍ଷା କରନ୍ତୁ ସୁଫଳ ପାଇପାରନ୍ତି । ଆପଣଙ୍କ ମାନସିକ ଉତ୍ତେଜନା ବୃଦ୍ଧି ଯୋଗୁଁ ଆପଣ ଏହି ସମୟରେ ଆଘାତ ପାଇପାରନ୍ତି । ତେଣୁ ସତର୍କତା ଅବଲମ୍ୱନ କରନ୍ତୁ । ନିଜ ମାଆଙ୍କର ସ୍ୱାସ୍ଥ୍ୟ ତଥା ଅନ୍ୟାନ୍ୟ ନିର୍ଣ୍ଣାୟକ ସମାସ୍ୟା ଯୋଗୁଁ ବିଚଳିତ ହୋଇପାରନ୍ତି । ନିଜକୁ ଦଳର ଉତ୍ସଠାରୁ ଦୂରେଇ ରଖିବା ଉଚିତ ।

ବୃଷ: ପୁର୍ବର ଦୁଃଖ କଷ୍ଟକୁ ଚିନ୍ତା ନ କରି ଆଜି ନିଜକୁ କର୍ମ ଚଞ୍ଚଳ ରଖିଲେ ଦିନଟି ଖୁସିରେ କଟିପାରେ । ଆପଣଙ୍କର ସୃଜନଶୀଳ ପ୍ରତିଭା ଆପଣଙ୍କୁ ସାହିତ୍ୟ ଚର୍ଚ୍ଚା ପାଇଁ ଉତ୍ସୁକତା ପ୍ରଦାନ କରିପାରେ । ନିଜ ମାଆଙ୍କ ସଙ୍ଗେ ମଧୁର ଆଳାପ ଆଲୋଚନା ତାଙ୍କ ପ୍ରତି ସ୍ନେହାଶ୍ରଦ୍ଧା ବୃଦ୍ଧି କରିବାରେ ସାହାଯ୍ୟ କରିବ । ଭୋଜିରେ ସୁଖାଦ୍ୟ ଭୋଜନ ମନକୁ ତୃପ୍ତି ପ୍ରଦାନ କରିବ ।

ମିଥୁନ: ବିଭିନ୍ନ ଚିନ୍ତାଧାରା ଆପଣଙ୍କୁ ଭାରାକ୍ରାନ୍ତ କରିପାରେ । ଆପଣ ଯେତେ କ୍ଳାନ୍ତ ଓ ଅବସାଦ ଅନୁଭବ କରୁଥିଲେ ମଧ୍ୟ ଆପଣଙ୍କର ପ୍ରିୟଜନଙ୍କୁ ଦେଖି ହର୍ଷତୋଫୁଲ ହେବେ । ଆପଣଙ୍କର ଦୃଢ ମନୋବଳ ଏବଂ ଦକ୍ଷତା ଆପଣ କରୁଥିବା କାର୍ଯ୍ୟରେ ପରିଲକ୍ଷିତ ହେବ ଏବଂ ସହକର୍ମୀ ବନ୍ଧୁମାନେ ଆପଣଙ୍କୁ ସହଯୋଗ କରିବା ସଙ୍ଗେ ସଙ୍ଗେ ଉତ୍ସାହିତ କରିବେ । ଆପଣଙ୍କର ଆର୍ଥିକ ସ୍ଥିତି ଆସ୍ତେ ଆସ୍ତେ କମିଯାଇପାରେ । ତେଣୁ ଆପଣ ଖର୍ଚ୍ଚକୁ ନିୟନ୍ତ୍ରଣ କରନ୍ତୁ । ପାରିବାରିକ ଜୀବନ ଅତ୍ୟନ୍ତ ଶାନ୍ତିଦାୟକ ହୋଇପାରେ ।

କର୍କଟ: ବନ୍ଧୁମାନଙ୍କ ଗହଣରେ ଆଜିର ଦିନଟିକୁ ମୌଜ ମଜଲିସରେ କଟିବେ । ଆପଣ ଦିନ ତମାମ ଚଳଚଞ୍ଚଳ ରହି ଆମୋଦ ପ୍ରମୋଦରେ ସମୟ କଟାଇବେ । ନିଜ ପରିବାରର ସଦସ୍ୟ ଓ ବନ୍ଧୁମାନଙ୍କ ଗହଣରେ ବାହାରକୁ ଭ୍ରମଣରେ ଯାଇ ନିଜକୁ ପ୍ରମୋଦିତ କରିବା ଯୋଜନା କରିପାରନ୍ତି । ନିଜର ଧର୍ମପତ୍ନୀଙ୍କ ସହ ମୌଜ ମଜଲିସ କରିପାରନ୍ତି ଏବଂ ତାଙ୍କ ଠାରୁ ଶୁଭ ଖବର ପାଇପାରନ୍ତି ।

ସିଂହ: ଆଜି ଦିନଟି ସେତେ ଶୁଭଫଳ ପ୍ରଦାନ କରିବ ନହିଁ । ଦିନସାରା ଆପଣ ଚିନ୍ତାଗ୍ରସ୍ତ ରହିବେ । ଏହା ଆପଣଙ୍କ ଶାରୀରିକ ଓ ମାନସିକ ଅସ୍ଥିରତାର କାରଣ ହୋଇପାରେ । କାହା ସଙ୍ଗେ ଯୁକ୍ତିତର୍କ କରନ୍ତୁ ନାହିଁ କିମ୍ୱା ଅସତ ବ୍ୟବହାର କରନ୍ତୁ ନାହିଁ ।

କନ୍ୟା: ଆପଣ ନିଜର ବନ୍ଧୁ ଓ ପରିବାର ସଦସ୍ୟଙ୍କ ଗହଣରେ ମୌଜ ମଜଲିସ କରି ସମୟ କଟାଇବେ । ସାମାଜିକ ଜୀବନରେ ନିଜର ପ୍ରତିଷ୍ଠା ଓ ପ୍ରଗତିର ବୃଦ୍ଧି ଘଟିପାରେ, ତେଣୁ ଆପଣ ଉଲ୍ଳସିତ ହେବେ । ଅର୍ଥ ଲଗାଣ ଏବଂ ଅର୍ଥଲାଭ ଯୋଗ ଅଛି । ବ୍ୟବସାୟୀମାନେ ନିଜର ବ୍ୟବସାୟରେ ଉନ୍ନତି କରିବେ ଏବଂ ଅର୍ଥଲାଭ କରିବେ । ଗୋଟିଏ ରମଣୀୟ ଦର୍ଶନୀୟ ସ୍ଥାନକୁ ପରିଭ୍ରମଣରେ ଯାଇପାରନ୍ତି ।

ତୁଳା: ଆଜି ଦିନଟି ସୌଭାଗ୍ୟବାନ ଦିନ ଅଟେ । ଗୃହର ପରିବେଶ ସୁଖପ୍ରଦ ହୋଇପାରେ । କାର୍ଯ୍ୟରେ ଆପଣଙ୍କ ଉତ୍ସାହ ବଢିପାରେ । ଆପଣଙ୍କର ବରିଷ୍ଠ କର୍ମଚାରୀମାନେ ଆପଣଙ୍କର କର୍ମରେ ସନ୍ତୋଷ ପ୍ରକାଶ କରିପାରନ୍ତି । ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ଅଛି । ସରକାରୀ ଏବଂ ବୈଧାନିକ କାମ କରିବା ପାଇଁ ଆଜି ଶୁଭଦିନ ଅଟେ ।

ବିଛା: ଆଜି ଆପଣ ଶାରୀରିକ ଓ ମାନସିକ ସ୍ତରରେ ନିଜକୁ ଦୁର୍ବଳ ଓ ଅଳସୁଆ ବୋଲି ଅନୁଭବ କରିବେ । ବ୍ୟବହାରରେ ଆପଣ ସ୍ୱଳ୍ପସମୟ ପାଇଁ କିଛି ତୃଟି ଲକ୍ଷ୍ୟ କରିପାରନ୍ତି , ଏହା ଆପଣଙ୍କୁ ଉତ୍ତେଜିତ କରିପାରେ । ତେଣୁ ଆପଣଙ୍କ ସହକର୍ମୀ କିମ୍ୱା ବରିଷ୍ଠ ଅଧିକାରୀଙ୍କ ସହ ଯୁକ୍ତିତର୍କ କରନ୍ତୁ ନାହିଁ । ନିଜର ସନ୍ତାନମାନଙ୍କ ସ୍ୱାସ୍ଥ୍ୟ ପ୍ରତି ନଜର ଦିଅନ୍ତୁ ଏବଂ ସେମାନଙ୍କର ଅସୁବିଧା କଥା ବୁଝନ୍ତୁ । ନିଜର ଆର୍ଥିକ ସମାସ୍ୟାକୁ ଆଖି ଆଗରେ ରଖି ଖର୍ଚ୍ଚକୁ ସୀମିତ କରନ୍ତୁ ।

ଧନୁ: ଆଜି ବହୁ ସତର୍କତା ଅବଲମ୍ୱନ କରିବାକୁ ପଡିପାରେ । ଆପଣଙ୍କ ମାନସିକ ଉତ୍ତେଜନା କୌଣସି ସିଦ୍ଧାନ୍ତରେ ପହଞ୍ଚିବାରେ ବାଧା ସୃଷ୍ଟି କରିବ । ତେଣୁ କୌଣସି ନୂତନ ଯୋଜନା ହାତକୁ ନିଅନ୍ତୁ ନାହିଁ । ଆପଣଙ୍କର ତିକ୍ତ ଭାବ ପ୍ରଦର୍ଶନ ଏବଂ ବାକ୍ୟାଳାପରେ ଅସଞ୍ଜମତା ଆପଣଙ୍କୁ ଅସୁବିଧାରେ ପକାଇବ । ମୂଲ୍ୟହୀନ ଚିନ୍ତାକୁ ମନରୁ ଦୂର କରିଦିଅନ୍ତୁ । ଅନୈତିକ ଓ ଅବୈଧାନିକ କାର୍ଯ୍ୟକଳାପରୁ ନିଜକୁ ଦୂରେଇ ରଖନ୍ତୁ । ନଚେତ୍‍ ସମାଜରେ ଆପଣଙ୍କର ସମ୍ମାନହାନି ଘଟିବ ।

ମକର: ଆପଣଙ୍କ ପାଇଁ ଏହି ଦିନଟି ଭାଗ୍ୟଶାଳୀ । ସମସ୍ତ ଜିନିଷ ଟଙ୍କା, ପାଣ୍ଠି ଏବଂ ଅର୍ଥ ପାଇଁ ଏହା ହେଉଛି ଉତ୍ତମ ସମୟ । ଆପଣଙ୍କର ଆୟ ବୃଦ୍ଧି ହେବାର ସମ୍ଭାବନା ରହିଛି । ନୂଆ ଜିନିଷ କିଛି କିଣିପାରନ୍ତି ।

କୁମ୍ଭ: ଆପଣ ଆଜି ନିଜ କାର୍ଯ୍ୟରେ ସଫଳତା ପାଇବା ସଙ୍ଗେ ସଙ୍ଗେ ନିଜର ପ୍ରତିଷ୍ଠା ଲାଭ କରିବେ । ଆପଣ ଅତ୍ୟନ୍ତ ଅଭିମାନୀ ହେଲେ ମଧ୍ୟ ଆପଣଙ୍କ ମାନସିକ ସ୍ଥିତି ସ୍ଥିର ରହିବ । ଆପଣ ନିଜର କାର୍ଯ୍ୟର ଚରମ ସଫଳତା ଲାଭ କରିବା ପାଇଁ ସହକର୍ମୀ ବନ୍ଧୁଙ୍କ ସହାଚର୍ଯ୍ୟ ଲୋଡିପାରନ୍ତି । ଏଥି ପାଇଁ ଆପଣଙ୍କ ମନ ଉତଫୁଲିତ ହୋଇପାରେ । ଆପଣଙ୍କ ସମ୍ମାନ ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ପ୍ରଶଂସିତ ହେବେ ।

ମୀନ: ଆପଣଙ୍କର ସୃଜନଶୀଳ ପ୍ରତିଭା ଯୋଗୁଁ ଆପଣ ଆଜି ସାହିତ୍ୟ ସମ୍ୱନ୍ଧୀୟ କୌଣସି ନୂତନ ତଥ୍ୟ ଲୋକାଲୋଚନାକୁ ଆଣିପାରନ୍ତି । ଏହା ଆପଣଙ୍କ ଦକ୍ଷତାର ପ୍ରମାଣ ଦେଇପାରେ । ଲେଖା ଲେଖିରେ ମଧ୍ୟ ଆପଣ ସମୟ ବିନିଯୋଗ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ପ୍ରେମାଳାପ ତଥା ମୌଜ ମଜଲିସରେ ସମୟ ଅତିବାହିତ ହେବ । ଆଜିର ପ୍ରେମଗାଥା ଜୀବନରେ ଅଲିଭା ସ୍ମୃତି ହୋଇ ରହିପାରେ । ବିଦ୍ୟାର୍ଥିମାନେ ସଫଳତା ଅର୍ଜନ କରିବା ପାଇଁ ଆଜି ଏକ ଶୁଭ ଦିବସ ଅଟେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.