ETV Bharat / bharat

Horoscope News: ଡିସେମ୍ବର 20 ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

author img

By

Published : Dec 20, 2022, 12:31 AM IST

horoscope 2022
horoscope 2022

ମେଷ: ଆଜି ଦିନଟି ପରିବାର ପାଇଁ ଅଟେ । ସ୍ତ୍ରୀଙ୍କ ସହ ସମୟ ଅତିବାହିତ କରନ୍ତୁ । ନିଜର ଭାବପ୍ରବଣତା ଓ ଶାରୀରିକ ପରିସ୍ଥିତି ଆପଣଙ୍କୁ ସନ୍ତୁଷ୍ଟ କରିବ। ଆର୍ଥିକ କ୍ଷେତ୍ରରେ ଦିନଟି ଅନୂକୁଳ ଅଟେ । ଆପଣଙ୍କ କାର୍ଯ୍ୟକୁ ଲୋକ ପ୍ରଶଂସା କରିବେ। ଭଲ ଦିନଟିକୁ ନଷ୍ଟ କରିବାକୁ ଦିଅନ୍ତୁ ନାହିଁ ।

ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ଭଲ ଦିନ ଅଟେ। ଶାରୀରିକ ଓ ମାନସିକ ସୁସ୍ଥତା ଅନୁଭବ କରିବେ। କୌଣସି ଭଲ କାରଣ ପାଇଁ ଦିନ ସାରା ସୌଖିନ ବସ୍ତ୍ର ପିନ୍ଧିବ । ଅର୍ଥ ବିନିଯୋଗରୁ ଭଲ ଅର୍ଥ ଫେରିପାଇବେ। ପିତୃ ସ୍ଥାନୀୟଙ୍କ ଦ୍ୱାରା ଅର୍ଥ ଆଗମନ ହେବ । ଖରାପ ସମୟର ଅନ୍ତ ଘଟିବ ଏବଂ ଭଲ ହେବ ।

ମିଥୁନ: ସପ୍ତାହ ସାରା ସ୍ତ୍ରୀ ଓ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ବ୍ୟସ୍ତ ରହିବ । ବାଦ ବିବାଦ ଏବଂ ଯୁକ୍ତିତର୍କରୁ ଦୂରେଇ ରହନ୍ତୁ । ସମୟ ନଷ୍ଟ କରିବା ପାଇଁ କାହାରିକୁ ସୁବିଧା ଦିଅନ୍ତୁ ନାହିଁ । ସାଙ୍ଗଙ୍କ ପାଇଁ ଅର୍ଥ ଖର୍ଚ୍ଚ କରିବେ । ପେଟଜନିତ ଯନ୍ତ୍ରଣା ଭୋଗିବେ । ଯାତ୍ରା ବର୍ଜନୀୟ ଅଟେ ।

କର୍କଟ: ଆଜି ଦିନଟି ମହିଳାଙ୍କ ପାଇଁ ଭାଗ୍ୟଶାଳୀ ରହିବ । ଆପଣ ଏବଂ ଛୋଟ ତୀର୍ଥ ଯାତ୍ରାରେ ଯାଇପାରନ୍ତି; ଏହା ଆପଣଙ୍କୁ ଅଧିକ ଆନନ୍ଦ ଦେବ । ଆଉ ମଧ୍ୟ ଆପଣ ମାନସିକ ଭାବରେ ଶାନ୍ତି ଏବଂ ଶାରୀରିକ ଭାବରେ ସୁସ୍ଥ ରହିବେ । ଆପଣ ଆଜି ଦିନଟି ମଧ୍ୟ ଆପଣଙ୍କ ବନ୍ଧୁ ଏବଂ ପ୍ରିୟଜନମାନଙ୍କ ସହ ଖୁସିରେ ବିତାଇବେ ।

ସିଂହ: ଦିନସାରା ଆନନ୍ଦମୟ ଓ ଶାନ୍ତିପୂର୍ଣ ରହିବ । ପ୍ରେମିକା ସହିତ ସମ୍ପର୍କ ଅଧିକ ଦୃଢୀଭୂତ ହେବ । ପ୍ରତିଟି ସମ୍ପର୍କର ମହତ୍ୱ ବୁଝି ପାରିବେ । ପାଖରେ ଥିବା ପରିଦର୍ଶନ ସ୍ଥଳ ବୁଲି ଯାଇପାରନ୍ତି । ଚିନ୍ତା ଦୂର ହେବ ଓ କାର୍ଯ୍ୟରେ ସଫଳ ହେବେ ।

କନ୍ୟା: ପରିବାରରେ ଶାନ୍ତ ବାତାବରଣ ରହିବ। ମଧୁର କଥା କହି ସବୁ କାମ ସଫଳତାର ସହିତ ଶେଷ କରିବେ । କୌଣସି ସୂକ୍ଷ୍ମ ବିଚାର ନକରିବା ପାଇଁ ଚେଷ୍ଟା କରିବେ । ମିଷ୍ଟାର୍ଣ୍ଣ ଭୋଜନରେ ଆପ୍ୟାୟିତ ହେବେ । ଭ୍ରମଣରେ ଯାଇପାରନ୍ତି । ଜଗିରଖି ଖର୍ଚ୍ଚ କରନ୍ତୁ । ଛାତ୍ର ପାଠପଢାରେ ଦୁର୍ବଳ ହେବେ ।

ତୁଳା: ଆପଣ ଅତ୍ୟନ୍ତ ଯତ୍ନଶୀଳ ରୁହନ୍ତୁ। ଯଦି ବ୍ୟବସାୟ ପାଇଁ ପାଣ୍ଠି ବନ୍ଦୋବସ୍ତ କରିବା ପାଇଁ ଚାହୁଁଛନ୍ତି, ତେବେ ଏହା ହିଁ ଉତ୍କୃଷ୍ଟ ସମୟ । ଭଲ ପ୍ରଭାବରୁ ଆପଣ, ଆଜି, ସୃଜନଶୀଳ ହେବେ ଏବଂ ଏହି ଗୁଣ ଦ୍ୱାରା ଅନ୍ୟମାନଙ୍କୁ ସହଜରେ ପ୍ରଭାବିତ କରିପାରିବେ ।

ବିଛା: ଆପଣଙ୍କ ଭଷା ଏବଂ କଥାବାର୍ତ୍ତାରେ ଆପଣ ସତର୍କ ଏବଂ ନିୟନ୍ତ୍ରିତ ହେବା ପାଇଁ ପରାମର୍ଶ ଦିଆହେଉଛି । ସାଧାରଣ ଅସୁସ୍ଥତା, ମାନ୍ଦାପଣ ଏବଂ ଷ୍ଟ୍ରେସ୍‌ ଆଜି ଆପଣଙ୍କୁ ଶାନ୍ତ ରହିବା ପାଇଁ ଦେବ ନାହିଁ । ଡ୍ରାଇଭିଙ୍ଗ୍‌ କଲାବେଳେ ଅତ୍ୟନ୍ତ ଯତ୍ନଶୀଳ ହୁଅନ୍ତୁ ଏବଂ ଯଦି କୌଣସି ଡାକ୍ତରୀ ଚିକିତ୍ସା ପାଇଁ ଯିବାର ଯୋଜନା କରିଛନ୍ତି, ତେବେ ଆଜି ନ କରି ଆଗକୁ ଘୃୁଞ୍ଚାନ୍ତୁ ।

ଧନୁ: ଆଜି ଆପଣଙ୍କ ଭାଗ୍ୟରେ ସୁଖ ସମୃଦ୍ଧିର ଯୋଗ ଅଛି । କାମରେ ଆସୁଥିବା ଅସୁବିଧାକୁ ଦୂର କରିବା ପାଇଁ ଆପଣଙ୍କ ନିକଟରେ ବିଶେଷ ଅଭିଜ୍ଞତା ଅଛି । ଆପଣଙ୍କର ଏହି ଦୃଷ୍ଟିଭଙ୍ଗୀ ଆପଣଙ୍କ ବନ୍ଧୁମାନଙ୍କର ମନ କିଣି ନିଏ ।

ମକର: କର୍ମକ୍ଷେତ୍ରରେ ପୁରସ୍କାର ଓ ମାନ୍ୟତା ଉଭୟ ଆପଣଙ୍କୁ ଅପେକ୍ଷା କରିଛି। ତେବେ ବଡ କଥା ହେଉଛି ସହକର୍ମୀମାନେ ଆପଣଙ୍କ ସଫଳତାରେ ଈର୍ଷାନ୍ୱିତ ହେବେ ନାହିଁ । ସେମାନେ ନୂଆ ପ୍ରକଳ୍ପ ପାଇଁ ଆପଣଙ୍କୁ ଉତ୍ସାହ ଓ ପ୍ରେରଣା ଯୋଗାଇବେ । ଯେଉଁମାନେ ଚାକିରୀ ପରିବର୍ତ୍ତନ କରିବା ପାଇଁ ଚାହୁଁଛନ୍ତି, ସେମାନେ କିଛି ସମୟ ଅପେକ୍ଷା କରନ୍ତୁ; ଏହା ଉତ୍ତମ ସମୟ ନୁହେଁ ।

କୁମ୍ଭ: ଆପଣଙ୍କୁ ପରାମର୍ଶ ଦିଆହେଉଛି ଯେ ଆପଣ ପ୍ରତିଯୋଗୀଙ୍କୁ ନେଇ ଅନାବଶ୍ୟକ ତର୍କ ପ୍ରତିଯୋଗିତା ଏବଂ ଯୁକ୍ତିତର୍କରେ ନିଜକୁ ସାମିଲ କରନ୍ତୁ ନାହିଁ । ସାମାନ୍ୟ କିନ୍ତୁ ଲଗାତାର ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଆପଣ ମାନ୍ଦା ଏବଂ ହତାସ ଅନୁଭବ କରିପାରନ୍ତି । ଭାଗ୍ୟବସତଃ, ଆପଣ ମାନସିକ ଭାବରେ ଶାନ୍ତ ଓ କୌତୁହଳ ଅନୁଭବ କରିବେ ।

ମୀନ: ଆଜି, ଆପଣଙ୍କର ସମସ୍ତ କାର୍ଯ୍ୟ ଏବଂ କାରବାର ପାଇଁ ସଜାଗ ରହିବାକୁ ସତର୍କ କରି ଦିଆହେଉଛି । ଗୋପନୀୟ ବିଷୟ ଗୁଡିକରେ କିମ୍ବା ସରକାରୀ ବିଷୟରେ ସଂଯତ ରକ୍ଷା କରନ୍ତୁ, ଧାର୍ଯ୍ୟ କରାଯାଇଥିବା କାର୍ଯ୍ୟ କରିବା ନୈତିକତା ଦୃଷ୍ଟିକୋଣରୁ ମଧ୍ୟ ଭୂଲ ଅଟେ । ନିଜେ ଶାନ୍ତ ରହନ୍ତୁ ଏବଂ ପରିସ୍ଥିତି କିମ୍ବା ବ୍ୟକ୍ତିବିଶେଷଙ୍କୁ ପରୀକ୍ଷା କଲାବେଳେ ଆତ୍ମବିଶ୍ୱାସୀ ରୁହନ୍ତୁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.