ETV Bharat / bharat

ନଭେମ୍ବର 20 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ। ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ନଭେମ୍ବର 20 ରାଶିଫଳ
ନଭେମ୍ବର 20 ରାଶିଫଳ
author img

By

Published : Nov 20, 2022, 6:34 AM IST

ମେଷ: ମାଆ ମହାଲକ୍ଷ୍ମୀଙ୍କ କରୁଣାରୁ ଆର୍ଥିକ ଅବସ୍ଥା ଏବଂ ସୌଭାଗ୍ୟପୂର୍ଣ୍ଣ ହେବେ। କାର୍ଯ୍ୟ୍ୟ ଦକ୍ଷତା ବୃଦ୍ଧି ପାଇବ। ବ୍ୟବସାୟିକ ପ୍ରଚାର ଓ ପ୍ରସାର ବୃଦ୍ଧି ହେବ। ସମସ୍ତ କାର୍ଯ୍ୟରେ ସୁଫଳ ପ୍ରାପ୍ତି ହେବ । କମ୍ପ୍ୟୁଟର ତଥା ନେଟ ଦ୍ୱାରା ବାର୍ତ୍ତା ବିନିମୟ ମଜାଦାର ହେବ। ଛୋଟିଆ ଯାତ୍ରା କରିପାରନ୍ତି । ସାମାଜିକ କାର୍ଯ୍ୟରେ ମନୋନିବେଶ କରିବେ ।

ବୃଷ: ଆଜି ନକ୍ଷତ୍ର ଆପଣଙ୍କ ପାଇଁ ବହୁତ ଶୁଭ ଅଛି। ଆପଣଙ୍କ ଏକ ଅତି ଉଜ୍ଜ୍ଵଳ ଓ ମଜାଦାର ଦିନ ଆଜି ଆସିବ । ସମସ୍ତ ଘଟଣା ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ଯଦି ଆପଣ ଉଚ୍ଚ ଅଧ୍ୟୟନ କରୁଛନ୍ତି, ଆପଣଙ୍କ ପ୍ରଦର୍ଶନ ବହୁତ ଭଲ ରହିବ।

ମିଥୁନ: ଆପଣଙ୍କ ଘରେ ଆଜି ଖୁସି ଓ ଉଲ୍ଲାସରେ ପରିପୂର୍ଣ୍ଣ ହେବ। ଆପଣ ପିଲାମାନଙ୍କ ସହିତ ବହୁତ ସମୟ କଟାଇବେ। ଆପଣ ବହୁତ ଦିନ ଧରି ବାକିଆ ଥିବା ଘରକାମ ଗୁଡିକ ଶେଷ କରିବେ ଓ ପରିବାର ସଦସ୍ୟମାନଙ୍କ ମଧ୍ୟରେ ଥିବା ଆନମନାକୁ ଠିକ କରିବେ।

କର୍କଟ: ଆଜି ଆପଣ ମହିଳାଙ୍କ ଠାରୁ ଲାଭ ପାଇବାର ସମ୍ଭାବନା ଅଛି। ଯଦିଓ ଆପଣ କାର୍ଯ୍ୟରେ ବ୍ୟବସ୍ଥିତ ଓ ଅନୁଶାସିତ ଥାଆନ୍ତି, ତଥାପି ଆପଣ ନିୟନ୍ତ୍ରଣହୀନ ଅନୁଭବ କରିବେ। ତଥାପି ଆପଣ ଏହି ନିରସତାରୁ ବାହାରକୁ ଆସି ଉଲ୍ଲାସପୂର୍ଣ୍ଣ ହେବେ।

ସିଂହ: ସମସ୍ତ ଦୃଷ୍ଟିକୋଣରୁ ଆଜିଦିନ ଆପଣଙ୍କ ପାଇଁ ମଧ୍ୟମ ଧରଣର ରହିବ। ପରିବାର ସହିତ ହସଖୁସୀରେ କଟିବ। ଜଗିରଖି କାର୍ଯ୍ୟ କରନ୍ତୁ। ଆଗକୁ ପରିସ୍ଥିତି ଯେପରି ଜଟିଳ ନହୁଏ ସେଥିପ୍ରତି ଧ୍ୟାନ ଦିଅନ୍ତୁ।

କନ୍ୟା: ଆଜି ଏକ ଭଲ ଦିନ ଅଟେ । ପରିବାର ସହ ସମୟ ଅତିବାହିତ କରନ୍ତୁ । ଶାରୀରିକ ଓ ମାନସିକ ସ୍ଥିତି ଭଲ ରହିବ। ମାଆ ଲକ୍ଷ୍ମୀଙ୍କ କରୁଣାରୁ ଧନ ରତ୍ନ ଐଶ୍ଚର୍ଯ୍ୟ ପୂର୍ଣ୍ଣ ହେବ। ଦୂର ଯାତ୍ରା ମଙ୍ଗଳ ଦାୟକ ହେବ। ଦିନଟିକୁ ଉପଭୋଗ କରନ୍ତୁ ତଥା ଅନ୍ୟ ମାନଙ୍କ ସହ ମଧ୍ୟ ବାଣ୍ଟନ୍ତୁ।

ତୁଳା: ଆପଣଙ୍କ ପାଇଁ ଭଲ ଦିନ ନୁହେଁ, ଅଧିକ ସତର୍କ ରହିବା ପାଇଁ ପରାମର୍ଶ ଦିଆହେଉଛି । ଆପଣଙ୍କ ସ୍ୱାସ୍ଥ୍ୟ ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ। ଆପଣଙ୍କ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ । ଆଜିର ଦିନ ସମସ୍ୟା ବହୁଳ ରହିବ ଯାହାକି ଶୀଘ୍ର ପଦକ୍ଷେପ ଆବଶ୍ୟକ କରିପାରେ ।

ବିଛା: ନୂତନ କାର୍ଯ୍ୟ୍ୟରେ ଲିପ୍ତ ରହିବେ। ଭଲ ସମୟ ଏବଂ ଭାଗ୍ୟକୁ ଉପଭୋଗ କରନ୍ତୁ। ମଧୁର କାମକୁ ଉପଭୋଗ କରନ୍ତୁ। ଅବିବାହିତମାନେ ବିବାହ ବନ୍ଧନରେ ବାନ୍ଧି ହୋଇଯିବେ। ତାରକା ବ୍ୟକ୍ତିତ୍ୱଙ୍କୁ ସାକ୍ଷାତ କରିବେ। କାର୍ଯ୍ୟ ଓ ବ୍ୟବସାୟ ପାଇଁ ସମୟ ବହୁତ ଭଲ ରହିବ। ମାଲିକମାନେ ସହାୟ ହେବେ। ସାଙ୍ଗଙ୍କ ସହ ପରିଦର୍ଶନ ସ୍ଥାଳକୁ ଯାତ୍ରା କରିବେ।

ଧନୁ: ଆପଣ ଆପଣଙ୍କର ‍ଅର୍ଥ ଭଲ ଭାବରେ ପରିଚାଳନା କରିବେ । ଆପଣଙ୍କ କାର୍ଯ୍ୟ ସଫଳତାର ସହିତ ସମାପ୍ତ କରିବେ ଏବଂ ଅନ୍ୟମାନଙ୍କୁ ମଧ୍ୟ ତାଙ୍କ କାମରେ ସାହାଯ୍ୟ କରିବେ । ଆଜି, ଆପଣ ବ୍ୟବସାୟ ସମ୍ପର୍କିତ କେତେକ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ବ୍ୟବସାୟ କାମରେ ଭ୍ରମଣ କରିପାରନ୍ତି । ଆପଣଙ୍କ ବୁଦ୍ଧି ଏବଂ ନିପୁଣତା ଦେଖି ଆପଣଙ୍କ ବରିଷ୍ଠ ଅଧିକାରୀ ପ୍ରଭାବିତ ହେବେ ଏବଂ ପଦୋନ୍ନତିର ସମ୍ଭାବନା ମଧ୍ୟ ରହିଛି ।

ମକର: ଅନ୍ୟ ଦିନ ଭଳି ଏହା ମଧ୍ୟ ଏକ ସାଧାରଣ ଦିନ । ବୁଦ୍ଧି ଏବଂ କୌଶଳ ଆବଶ୍ୟକ କରୁଥିବା କାର୍ଯ୍ୟ କରିବା ପାଇଁ ଏହା ହେଉଛି ଉପଯୁକ୍ତ ସମୟ । ଲିଖନ ଏବଂ ସାହିତ୍ୟରେ ସଂପୃକ୍ତ ଥିବା ବ୍ୟକ୍ତି ମାନଙ୍କ ପାଇଁ ଆଜି ହେଉଛି ଭଲ ଦିନ । ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ଆପଣଙ୍କୁ ହେବାକୁ ପଡିପାରେ ଯାହାକି ସରକାର ସମ୍ପର୍କିତ ବିଷୟରୁ ସୃଷ୍ଟି ହେବ ।

କୁମ୍ଭ: ଆଜି ଆପଣ ନିଜ ସହ ସମୟ ଅତିବାହିତ କରିବାକୁ ଚାହୁଁଛନ୍ତି । ଅବଶ୍ୟ ଏହା ଆପଣ ଆଶା କରୁଥିବା ଶାନ୍ତି ଦେଇନପାରେ। ଏକ ଅପ୍ରିୟ ପରିସ୍ଥିତି ଆପଣଙ୍କ ସମ୍ମୁଖକୁ ବାସ୍ତବିକତାକୁ ଆଣିବ। ଭାଗ୍ୟ ଆପଣଙ୍କ ସାଥ ଦେଇନପାରେ।

ମୀନ: ଦରମା ପାଉଥିବା ଲୋକମାନଙ୍କ ପାଇଁ ଆଜିର ଦିନ ପ୍ରଗତିଶୀଳ ଦିନ ରହିବ। ଆପଣଙ୍କ ଉପସ୍ଥିତି ଓ ଆପଣ ଦେଉଥିବା ମତାମତ ଯୋଗୁଁ କାର୍ଯ୍ୟସ୍ଥଳରେ ଗୁରୁତ୍ଵପୂର୍ଣ୍ଣ ମିଟିଙ୍ଗରେ ଲାଭ ମିଳିବ। ଏହା ଆପଣଙ୍କ ଉପରିସ୍ଥ ଅଧିକାରୀମାନଙ୍କ ସହ ଆପଣଙ୍କ ସମ୍ପର୍କ ଅଧିକ ଭଲ କରିବ। ଆଜି ଦିନ ସାରା ଆପଣ ପ୍ରଶଂସା ଶୁଣିବେ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.