ETV Bharat / bharat

୨୧ ଜାନୁଆରୀ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ - ଜାଣନ୍ତୁ ରାଶିଫଳ

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ପ୍ରତିକାର ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
author img

By

Published : Jan 21, 2022, 12:15 AM IST

ମେଷ: ଧୈର୍ଯ୍ୟ ଧରନ୍ତୁ । ଆପଣଙ୍କ କଠିନ ପରିଶ୍ରମର ଫଳ ଆଶାତୀତ ଭାବେ ଭଲ ରହିବ । ମାତ୍ର ଆପଣ ନିଜ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ଘର କଥାରେ ମନୋନିବେଶ କରିବାକୁ ସମୟ ପାଇବେ ନାହିଁ । ପେଟଜନିତ ଯନ୍ତ୍ରଣା ତଥା ସନ୍ତାନ ସନ୍ତତିଙ୍କ ଭବିଷ୍ୟତ ଚିନ୍ତା ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରିପାରେ । ସରକାରୀ କାର୍ଯ୍ୟଟିକୁ ଆପଣ ସୁଚାରୁ ରୁପେ ତୁଲାଇବାରେ ସକ୍ଷମ ହେବେ । ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନକାରୀ ଅଟେ ।

ବୃଷ: ଆପଣଙ୍କ ଦୃଢ ବିଶ୍ୱାସ ଓ ସଂକଳ୍ପ ଆପଣଙ୍କୁ ସବୁ କାର୍ଯ୍ୟରେ ସାଫଲ୍ୟମଣ୍ଡିତ କରିପାରେ । ତେଣୁ ଆପଣଙ୍କ ହୃଦୟରେ ଖୁସିର ଲହରୀ ସୃଷ୍ଟି ହେବ । ପିତୃପକ୍ଷ ଲୋକମାନଙ୍କ ଦ୍ୱାରା ଆପଣ ଉପକୃତ ହେବାର ସମ୍ଭାବନା ଅଛି । ବିଦ୍ୟାର୍ଥୀମାନେ ନିଜ ପାଠପଢାରେ ମନୋନିବେଶ କରି ବେଶ ସଫଳତା ଅର୍ଜନ କରିବେ । ଭବିଷ୍ୟତ ପାଇଁ ଅର୍ଥ ସଞ୍ଚୟ କରିବାରେ ଦିନଟି ଅନୁକୂଳ । ନିଜର ଦାୟୀତ୍ୱକୁ ନିଜେ ବହନ କରି କୃତକାର୍ଯ୍ୟ ହେବା ହିଁ ଆଜି ଦିନର ବିଶେଷତ୍ୱ ।

ମିଥୁନ: ଆପଣ ନିଜର ଉପରିସ୍ଥ କର୍ମଚାରୀଙ୍କ ସହାୟତାରେ ସରକାରୀ କାର୍ଯ୍ୟ ସୁଚାରୁ ରୁପେ ସମ୍ପାଦନ କରିବେ । ଆପଣଙ୍କର କାର୍ଯ୍ୟକଳାପ ସନ୍ତୋଷ ଜନକ ହୋଇଥିବାରୁ ସମସ୍ତଙ୍କର ପ୍ରଶଂସା ଭାଜନ ହେବେ । ପଡୋଶୀ ଓ ବନ୍ଧୁମାନଙ୍କର ସହ ମତାନ୍ତର ଦୂର ହୋଇଯାଇପାରେ । ଆଜି ଆପଣଙ୍କ ଚିନ୍ତାଧାରା ଓ ବ୍ୟବହାରରେ ଏକ ବିଶେଷ ପରିବର୍ତ୍ତନ ଦେଖା ଦେଇପାରେ । ନିଜର ସ୍ୱାସ୍ଥ୍ୟ ତଥା ଆର୍ଥିକ ସ୍ଥିତି ପ୍ରତି ସଚେତନ ହୁଅନ୍ତୁ ।

କର୍କଟ: ସତର୍କ ରହିବା ପାଇଁ ପ୍ରୟାସ କରନ୍ତୁ । ଆପଣଙ୍କର ଶାରୀରିକ ତଥା ମାନସିକ ସ୍ଥିତି ଭଲ ନଥିବାରୁ ବିଶ୍ରାମ ନେବା ଆପଣଙ୍କ ପାଇଁ ଜରୁରୀ ଅଟେ । ଅସନ୍ତୋଷ ଓ ଉଦାସ ମନୋଭାବ ଯୋଗୁଁ ମନ ବିଚଳିତ ହେବ ଏବଂ ଆପଣ ପ୍ରତିକଥାରେ ବିରକ୍ତି ଭାବ ପ୍ରକାଶ କରିପାରନ୍ତି । ତେଣୁ ପରିବାରର ସଦସ୍ୟମାନଙ୍କ ନିମିତ୍ତ ନିଜର ଆଚରଣ ଓ ବ୍ୟବହାରକୁ ମାର୍ଜିତ କରନ୍ତୁ । ସର୍ବୋତ୍ତମ ଫଳ ହାସଲ କରିବାକୁ ବିଦ୍ୟାର୍ଥୀମାନେ କଠିନ ପରିଶ୍ରମ କରିବାକୁ ପଡିବ ।

ସିଂହ: ଆତ୍ମବିଶ୍ୱାସ ଏବଂ ସ୍ବଚ୍ଛମନ ନେଇ ଆପଣ ଯେ କୌଣସି ଯୋଜନାର ସଫଳ ରୂପାୟନ କରିପାରିବେ । ଏହାଦ୍ୱାରା ସାମାଜିକ ଜୀବନରେ ଆପଣଙ୍କର ମର୍ଯ୍ୟାଦା ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ଆପଣଙ୍କୁ ଆତ୍ମସନ୍ତୋଷ ମିଳିବ । ଆପଣଙ୍କର ପିତା ଆପଣଙ୍କୁ ପ୍ରତି ପଦକ୍ଷେପରେ ସାହାଯ୍ୟ କରିବେ । ନିଜର କ୍ରୋଧ ମନୋବୃତ୍ତି ପରିହାର କରିପାରିଲେ ପରିସ୍ଥିତି ଅନ୍ୟରୁପ ନେଇପାରେ । ଶାରିରୀକ ଅସୁସ୍ଥତା ଭୋଗ କରିପାରନ୍ତି । ତେଣୁ ଶରୀରର ଯତ୍ନ ନିଅନ୍ତୁ ।

କନ୍ୟା: ଚାପଗ୍ରସ୍ତ ହୋଇପାରନ୍ତି । ଏତେ ଚାପ ରହିବ ଯେ ଆପଣ ଅଶାନ୍ତି ଅନୁଭବ କରିବେ । ବନ୍ଧୁ ଓ ପ୍ରିୟଜନଙ୍କ ସଙ୍ଗେ ଯୁକ୍ତିତର୍କ କିମ୍ୱା ପାଟିତୁଣ୍ଡ କରନ୍ତୁ ନାହିଁ। ଏପରି ଅପ୍ରୀତିକର ପରିସ୍ଥିତିଠାରୁ ଦୂରେଇ ନରହିଲେ ଏହା ଆପଣଙ୍କର ଶରୀର ଉପରେକୁ ପ୍ରଭାବ ପକାଇପାରେ । ଧର୍ମ କାର୍ଯ୍ୟରେ ଯୋଗଦାନ କରି ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଧ୍ୟାନକଲେ ମାନସିକ ଶାନ୍ତି ଫେରିପାଇ ପାରନ୍ତି । ନିଜ ଶରୀରର ଯତ୍ନ ନିଅନ୍ତୁ ।

ତୁଳା: ସମସ୍ତ ଦିଗରୁ ଆମଦାନୀ ତୁମ ସୁଖକୁ ଆହୁରି ବୃଦ୍ଧି କରିବ । ଦରମା ବୃଦ୍ଧି ହେବ । ଦୂରଯାତ୍ରା ପାଇଁ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଜୀବନ ସାଥି ସନ୍ଧାନରେ ଥିବା ବ୍ୟକ୍ତିଙ୍କ ମନ ବାଞ୍ଛା ପୂର୍ଣ୍ଣ ହେବ । ସ୍ବାଦିଷ୍ଟ ଖାଦ୍ୟ ପ୍ରାପ୍ତି ହୋଇପାରେ ।

ବିଛା: ତୁମ କାର୍ଯ୍ୟାଳୟର ପରିବେଶ ତୁମକୁ ସହଜ ଓ ଲାଭଦାୟକ ହେବ । ସହକର୍ମୀ ମାନେ ଖୁସି ହେବେ ସହଜରେ କାର୍ଯ୍ୟ ସାଧନ ହେବ । ସାମାଜିକ ପ୍ରତିଷ୍ଠା ମିଳିବ ସହ ପଦୋନ୍ନତି ହେବ । ପାରିବାରିକ ଅବସ୍ଥା ଶାନ୍ତ ରହିବ । ଅଫିସ କାମରେ ଦୂରକୁ ଯାତ୍ରା କରିବାର ସମ୍ଭାବନା ରହିଛି ।

ଧନୁ: ଆପଣଙ୍କ ଶାରୀରିକ ଅସୁସ୍ଥତା ଆଜି ଚିନ୍ତାର କାରଣ ହୋଇପାରେ । ଆପଣଙ୍କ ଶାରୀରିକ ମାନ୍ଦାପଣ ଏବଂ ଅକ୍ଷମତା ମାନସିକ ଅଶାନ୍ତିର କାରଣ ହୋଇପାରେ । ବ୍ୟବସାୟରେ ବାଧାବିଘ୍ନ ଉପୁଜିପାରେ । କାର୍ମକ୍ଷେତ୍ରରେ ମଧ୍ୟ ଅନୁରୂପ ବିଘ୍ନ ଦେଖାଦେଇପାରେ । ବିପଦ ସଂକୁଳ ଚିନ୍ତା କରନ୍ତୁନାହିଁ । ବ୍ୟହାରରେ ସଂଯମତା ରକ୍ଷା କରନ୍ତୁ । ଯତ୍ନ ସହକାରେ ଯୋଜନାକୁ ପରିଚାଳିତ କରନ୍ତୁ । ପ୍ରତିଯୋଗୀଙ୍କ ସହ ଝଗଡା ସ୍ଥିତିକୁ ଏଡାଇବାରୁ ଚେଷ୍ଟା କରନ୍ତୁ ।

ମକର: ଅଚାନକ ଦେହ ଖରାପ କାରଣରୁ ଖର୍ଚ୍ଚ ବଢିବ । ସାମାଜିକ ଓ ନିତ୍ୟଦିନ କାର୍ଯ୍ୟ କରିବେ । ଖାଦ୍ୟ ପ୍ରତି ସତର୍କ ରୁହନ୍ତୁ । ଅସ୍ଥିର ହୁଅନ୍ତୁ ନାହିଁ । ସୁନ୍ଦର କଥା ମନକୁ ଆଣି ଦୁଃଚିନ୍ତାକୁ ଦୂର କରନ୍ତୁ । କାର୍ଯ୍ୟାଳୟର ବାତାବରଣ ତୁମକୁ ସହାୟ ହେବ । ତୁମ ବ୍ୟବସାୟୀ ସାଙ୍ଗମାନଙ୍କ ସହ ମତ ପାର୍ଥକ୍ୟ ହୋଇପାରେ। ସରକାରୀ କାମ ନିଜର ସୁଦକ୍ଷତା ଓ କୁସଳତା ଶୈଳୀରେ ସମାପନ କରିବେ ।

କୁମ୍ଭ: ଆଜି ଆପଣ କିଛି ସମ୍ପର୍କୀୟଙ୍କ ସହାୟତା ଲୋଡିବେ । ଆପଣଙ୍କ ଉପରେ ବାକି ଥିବା କାମର ଏତେ ଚାପ ରହିବ ଯେ ଆପଣ ଚେଷ୍ଟା ଦୁଇ ଗୁଣ କରିଲେ ମଧ୍ୟ କାମ ଶେଷ ହେବାନାହିଁ । କୌଣସି ସ୍ଥାନକୁ ଯିବା ଯୋଜନା । ଯାହା ଦ୍ଵାରା ପରେ କ୍ରୋଧର ଶିକାର ହେବେ । ଆପଣଙ୍କ ବସ୍‍ଙ୍କ କଥା ଭାବି ଚିନ୍ତିତ ହୋଇପାରନ୍ତି ।

ମୀନ: ଆପଣ ବହୁତ ଦିନ ଧରି ଆପଣଙ୍କ ସ୍ଵାସ୍ଥ୍ୟକୁ ଅଣଦେଖା କରି ଚାଲିଛନ୍ତି ଯାହା ଏବେ ଆପଣଙ୍କ ଘରଲୋକଙ୍କ ଚିନ୍ତାର ବିଷୟ ହୋଇଛି । ସେଥିପାଇଁ ନିବାରଣ ଚିକିତ୍ସାରୁ ଭଲ ଉକ୍ତିକୁ ଆପଣ ଉପେକ୍ଷା କରୁଛନ୍ତି । କିନ୍ତୁ ସଚେତନ ହେବା ପାଇଁ ଆପଣଙ୍କ ପାଖରେ ଶେଷ ସୁଯୋଗ ରହିଛି । ଜିମ୍‍ ଯାଆନ୍ତୁ ଓ ପତଳା ହେବା ପାଇଁ ଚେଷ୍ଟା କରନ୍ତୁ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.