ETV Bharat / bharat

୨୨ ଜୁଲାଇ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ - know horoscope

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ପ୍ରତିକାର ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ...

୨୨ ଜୁଲାଇ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

author img

By

Published : Jul 22, 2021, 6:08 AM IST

ମେଷ: ବନ୍ଧୁଙ୍କ ଘରକୁ କୌଣସି ଏକ ଉତ୍ସବକୁ ନିମନ୍ତ୍ରିତ ହୋଇ ଗଲେ ମଧ୍ୟ ଆପଣ ଉତ୍ସବର ମଜା ନେଇପାରିବେ ନାହିଁ । ଶରୀରର ଅସୁସ୍ଥତା ଲାଗି ରହୁଥିବାରୁ ମନ ଉତେଜିତ ଥିବାରୁ ଖୁସି ମିଳିବ ନାହିଁ । କାରଣ ଆପଣଙ୍କ ବୃତ୍ତିରେ ଉଚ୍ଚପଦସ୍ଥ ଅଫିସରଙ୍କ ସହ ଭୁଲ ବୁଝାମଣା ଓ ଘରର ସଦସ୍ୟଙ୍କ ସହ ମନୋମାଳିନ୍ୟ ଏହାର ମୂଳ କାରଣ ହୋଇପାରେ। ନିଜର ମନକୁ ଟିକେ ଆଘାତ ପାଇଲେ ଉତ୍ତେଜିତ ହେବା ଆଦୌ ଶୋଭନୀୟ ନୁହେଁ । ଏପରିକି ଏହି ପ୍ରକୃତି ଯୋଗୁଁ ଆପଣଙ୍କ କୌଣସି ନୂଆ ଆବଶ୍ୟକୀୟ ଜିନିଷ ହରାଇ ପାରନ୍ତି ।

ବୃଷ: ଆଜି ଦିନଟିରେ ଆପଣ ଯୋଗ ଓ ଧ୍ୟାନ କଲେ ମାନସିକ ଶାନ୍ତି ପାଇପାରିବେ । ଉପରିସ୍ଥ ହାକିମ ତଥା ସହକର୍ମୀମାନେ ଆପଣଙ୍କୁ ଦେଇଥିବା କାର୍ଯ୍ୟର ଚାପରୁ ମୁକ୍ତିମିଳିବ ନାହିଁ । ବହୁ ପ୍ରତିକ୍ଷିତ କାର୍ଯ୍ୟର ସଫଳତା ଖବର ପାଇବା ବିଳମ୍ବ ହୋଇପାରେ । କୌଣସି ସ୍ଥାନକୁ ବୁଲିବାକୁ ଇଚ୍ଛା ଥିଲେ ବି ଯାଇପାରିବେ ନାହିଁ । ନିଜକୁ ଆଳସ୍ୟ ଘେରରେ ରଖି ମାନସିକ ଶାନ୍ତି ପାଇବେ ନାହିଁ । ତେଣୁ ଧୈର୍ଯ୍ୟହୀନ ନହୋଇ ଭଲ ଦିନକୁ ଅପେକ୍ଷା କରନ୍ତୁ । ଖାଇବା ପିଇବାରେ ସତର୍କତା ଅବଲମ୍ବନ କରନ୍ତୁ । କୌଣସି ନୂତନ କାର୍ଯ୍ୟ ହାତକୁ ନିଅନ୍ତୁ ନାହିଁ ।

ମିଥୁନ: ଅତ୍ୟନ୍ତ ଫଳପ୍ରଦ ଦିନ ଆପଣଙ୍କ ଅପେକ୍ଷାରେ ରହିଛି । ଦୈନିକ ଜୀବନଚର୍ଯ୍ୟା ବ୍ୟତୀତ ଘର କାମରେ ଧ୍ୟାନ ଦେବେ। ଆପଣଙ୍କୁ କେହି ନିମନ୍ତ୍ରଣ କରିପାରନ୍ତି । କୌଣସି ବସ୍ତୁକୁ ବିକ୍ରି କରିଵା ପାଇଁ ଆଜି ଉତ୍ତମ ଦିନ ଅଟେ ।

କର୍କଟ: ଯେଉଁମାନେ ସରକାରୀ, ସମାଜସେବା ଅଥବା ନୂଆକାମ କରିବାକୁ ଯାଉଛନ୍ତି ସେମାନେ ନିଜର ମନମୁତାବକ କାର୍ଯ୍ୟ୍ୟସ୍ଥଳରେ ଅତ୍ୟଧିକ ଉପକୃତ ହେବେ। ପ୍ରିୟଜନଙ୍କ ସହ ଆନନ୍ଦ ଉଲ୍ଲାସରେ ଦିନ କଟିବ। ଯଦିଓ ସବୁଦିନ ପରି ଖର୍ଚ୍ଚ ବଢିପାରେ ତଥାପି ଯେହେତୁ ଅର୍ଥ ବିନିଯୋଗ ଠିକ ଜାଗାରେ ହେଉଛି, ଆପଣ ସନ୍ତୋଷ ରହିବେ।

ସିଂହ: ଆପଣଙ୍କ ପାଇଁ ଆଜିର ଦିନ ଏକ ଭଲ ନୁହେଁ । ଶାରୀରିକ ଓ ମାନସିକ ସ୍ଥିତି ଭଲ ରହିବ ନାହିଁ । ବିନା କାର୍ଯ୍ୟଦକ୍ଷତାରେ ପରିପୂର୍ଣ୍ଣ ହୋଇ ନୂତନ ସଫଳତା ସହିତ ସନ୍ତୋଷ ହେବେ । କିଛି ସୁସମ୍ବାଦ ମିଳିପାରେ । ଦିନଟିକୁ ଅନ୍ୟମାନଙ୍କ ସହିତ ବାଣ୍ଟିବାକୁ ବା ସମାଜ କଲ୍ୟାଣରେ ଲଗାଇବାକୁ ଚେଷ୍ଟା କରନ୍ତୁ।

କନ୍ୟା: ଆପଣଙ୍କ ପାଇଁ ଦିନଟି ଭଲ ନୁହେଁ । ଶରୀର ଓ ମନ ଭଲ ରହିବ ନାହିଁ | ପ୍ରେମିକାଙ୍କ ସହ ମତ ଭେଦ ହୋଇପାରେ । ମାଙ୍କ ଦେହ ଭଲ ରହିବ ନାହିଁ । ଧନ ସମ୍ପତି ତଥା ଜରୁରୀ କାଗଜ ପତ୍ରର ଯତ୍ନ ନିଅନ୍ତୁ । ପାଣିକୁ ଡରିବେ । ପତ୍ନୀଙ୍କ ସହ ବାର୍ତ୍ତାଳାପ ନ କରିବା ଭଲ । ଅଯଥା ଗଣ୍ଡଗୋଳରେକୁ ଡାକନ୍ତୁ ନାହିଁ । ଖର୍ଚ୍ଚ ବଢିବ ।

ତୁଳା: ନୂତନ କାମ ପାଇଁ ଦିନଟି ସୁନ୍ଦର ଅଟେ । ନୂଆ ଚୁକ୍ତି, ଫଳପ୍ରଦ ଭ୍ରମଣ କିମ୍ବା ପୁରୁଣା ବନ୍ଧୁଙ୍କ ସହ ଅନ୍ତରଙ୍ଗରେ ଖୁସି ରହିବେ । ନୂତନ କାର୍ଯ୍ୟାରମ୍ଭ ପାଇଁ ଦିନଟି ଭଲ ଅଟେ ଏବଂ ଆପଣ ଉତ୍ସାହଜନକ ଖବର ପାଇପାରନ୍ତି । ଆପଣଙ୍କ ସମ୍ମାନ ଓ ଯଶ ବଢିପାରେ । ଲାଗିଥିବା ଅର୍ଥରୁ ଭଲ ଲାଭ ପାଇବେ । ଶତ୍ରୁ ପରାଜୟ କରିବେ। ତେଣୁ ଦିନଟି ଉପଭୋଗ କରି ଆନନ୍ଦିତ ହୋଇ ରୁହନ୍ତୁ ।

ବିଛା: ଧନ ପ୍ରାପ୍ତିର ସୁବର୍ଣ୍ଣ ସୁଯୋଗ ରହିଛି । ଅଯଥା ଖର୍ଚ୍ଚକୁ ଟାଳନ୍ତୁ । ପରିବାରରେ ଅନ୍ୟ ବ୍ୟକ୍ତିଙ୍କ ଦଖଲକୁ ନଜର ଅନ୍ଦାଜ କରନ୍ତୁ ନାହିଁ । ପରିବାରରେ ସୁସମ୍ପର୍କ ସ୍ଥାପନ କରନ୍ତୁ। ଶାରୀରିକ ପରିସ୍ଥିତି ଜଟିଳ ହେବ । ଅଧିକ ଚିନ୍ତା କରନ୍ତୁ ନାହିଁ । ପିଲାମାନେ ପାଠ ପଢାରେ ମନ ଦେବେ ନାହିଁ ।

ଧନୁ: ଅର୍ଥ ଉପାର୍ଜନର ପଥ ସୁଗମ ହେବ । ଆପଣଙ୍କ ଉପରେ ନ୍ୟସ୍ତ କାର୍ଯ୍ୟକୁ ଠିକ୍‍ ସମୟରେ ସମ୍ପୂର୍ଣ୍ଣ କରିବାରେ ସଫଳତା ଲାଭ କରିବେ । ଧାର୍ମିକ ସ୍ଥାନକୁ ପରିଭ୍ରମଣରେ ଯିବା ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭଙ୍କର ଅଟେ । ଆପଣ ଏକ ମାଙ୍ଗଳିକ ଉତ୍ସବରେ ଯୋଗଦେବା ପାଇଁ ପ୍ରିୟଜନ କିମ୍ବା ଭାଇ ଭଉଣୀଙ୍କ ଘରକୁ ଯିବାକୁ ପଡିପାରେ । ସେମାନଙ୍କ ସାନିଧ୍ୟ ଆପଣଙ୍କୁ ପ୍ରଫୁଲ୍ଳିତ କରିପାରେ । ଆପଣଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ହୋଇପାରେ । ସ୍ବାଦିଷ୍ଟ ଭୋଜନ, ଶାନ୍ତ ମନ ଏବଂ ସାମାଜିକ ପ୍ରତିଷ୍ଠା ଆପଣଙ୍କ ମୁଖରେ ହସ ଫୁଟାଇବ । ନିଜର ମଙ୍ଗଳ ଦାୟକ କାର୍ଯ୍ୟ୍ୟରେ ନିଜକୁ ବ୍ୟସ୍ତ ରଖନ୍ତୁ ।

ମକର: ଆପଣ ଆଜି ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ଦିନଯାକ ମାନସିକ ସ୍ତରରେ ଉତ୍କଣ୍ଠିତ ରହିପାରନ୍ତି । ତେଣୁ ନିଜ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ । ଆପଣଙ୍କ ଉତ୍କଣ୍ଠିତ ଚିତ୍ତ ପାଇଁ କେତେକ ଘଟଣା ଦାୟୀ ଅଟେ । ନିଜ କାର୍ଯ୍ୟରେ ସହକର୍ମୀଙ୍କ ହସ୍ତକ୍ଷେପ ,ବନ୍ଧୁ ବାନ୍ଧବ ବା ସନ୍ତାନଙ୍କ ସହ ମନାନ୍ତର ହୋଇପାରେ । ଖର୍ଚ୍ଚର ପରିମାଣ ବୃଦ୍ଧି ପାଇପାରେ | ଆପଣ ନିଜକୁ ଧାର୍ମିକ, ସାମାଜିକ କିମ୍ବା ଆଧ୍ୟାତ୍ମିକ କାର୍ଯ୍ୟ୍ୟକ୍ରମରେ ଲିପ୍ତ ରଖିପାରନ୍ତି । ସତର୍କତା ସହ ଯାତ୍ରା କରନ୍ତୁ। କଠିନ କାର୍ଯ୍ୟକରି ଆପଣ ଆତ୍ମସନ୍ତୋଷ ଲାଭ କରିପାରନ୍ତି ।

କୁମ୍ଭ: ଆଜି ନୂତନ କାର୍ଯ୍ୟାରମ୍ଭ ପାଇଁ ପ୍ରକୃଷ୍ଟ ସମୟ ଅଟେ। ସରକାରୀ ତଥା ବ୍ୟବସାୟୀ ଦୃଷ୍ଟିରୁ ସୁଫଳ ମିଳିବ । ସାମାଜିକ ପ୍ରତିଷ୍ଠା ବଢିବ । ବିବାହ ଆଦି କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ସୁନ୍ଦର ଯାତ୍ରାର ସୁଯୋଗ ଅଛି ।

ମୀନ: ଆଜି ଦିନ ଆପଣଙ୍କ ପାଇଁ ଏକ ପ୍ରୀତିକର ଏବଂ ଉତ୍ସାହିତ ଦିନ ରହିବ । ଆପଣଙ୍କଠାରୁ ବଡ ଲୋକମାନେ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟ ହେଉ କିମ୍ବା ସର୍ଭିସ୍‌ ଆପଣ ଅନୁକୂଳ ଫଳାଫଳ ଆଶା କରିବେ। ପ୍ରତ୍ୟେକ ଜିନିଷ ଯେଉଁ ଭାବରେ ଆଗେଇବ, ଆପଣ ଦେଖି ଖୁସୀ ହେବେ। ବାପା ଏବଂ ବଡମାନଙ୍କଠାରୁ ଆପଣ ଲାଭ ଏବଂ ସପକ୍ଷ ଆଶା କରିପାରନ୍ତି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.