ETV Bharat / bharat

ସେପ୍ଟେମ୍ବର ୨୨ ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ - ଆଜିର ରାଶିଫଳ

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ପ୍ରତିକାର ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ସେପ୍ଟେମ୍ବର ୨୨ ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

author img

By

Published : Sep 22, 2022, 12:01 AM IST

ମେଷ: ଆଜି ଆପଣ ଟିକିଏ କଥାରେ ଚିଡ ଚିଡ ହେବେ କିମ୍ୱା ଉତ୍ତେଜିତ ହୋଇପାରନ୍ତି । ତେଣୁ ନିଜକୁ ଜଗିରଖି ଚଳିବା ଉଚିତ । ଜଣେ ବନ୍ଧୁଙ୍କର ଅପ୍ରତ୍ୟାଶିତ ଖରାପ ବ୍ୟବହାର ଆପଣଙ୍କୁ ଆଘାତ ଦେଇପାରେ । ସେଇ ପରିସ୍ଥିତିରେ ଆପଣ ନିଜକୁ ସଞ୍ଜତ ରଖିବା ଉଚିତ । ସମ୍ପତ୍ତି ଓ ଜମିବାଡ଼ି ସଂକ୍ରାନ୍ତୀୟ କୌଣସି କାର୍ଯ୍ୟକଳାପରେ ନିଜକୁ ସଂପୃକ୍ତ କରନ୍ତୁ ନାହିଁ । ମହିଳାଙ୍କ ନକାରାତ୍ମକ ପ୍ରଭାବରୁ ଦୂରେଇ ରୁହନ୍ତୁ । ମାନସିକ ଶାନ୍ତି ଲାଭ କରିବା ପାଇଁ ଯୋଗ ଏବଂ ଧ୍ୟାନରେ ସମୟ ବିନିଯୋଗ କରନ୍ତୁ । ବିଦ୍ୟାର୍ଥୀମାନେ ଏହି ସମୟରେ କ୍ଲାନ୍ତି ଅନୁଭବ କରିବେ ।

ବୃଷ: ଗ୍ରହମାନଙ୍କ ଶୁଭଦୃଷ୍ଟି ଯୋଗୁଁ ଗତକାଲି ପରି ଆଜି ଦିନଟି ଆମୋଦ ପ୍ରମୋଦରେ କାଟିପାରନ୍ତି । ଆପଣ ଏପରି ସ୍ୱପ୍ନିଳ ମଧୁର ସମୟର ସତ୍ ବ୍ୟବହାର କରି ନିଜକୁ କୃତ୍ୟ କୃତ୍ୟ ମନେ କରିବେ । କୌଣସି ଚିନ୍ତା ଆପଣଙ୍କ ମନକୁ କେବେ ଛୁଇଁବାକୁ ଚେଷ୍ଟା ବି କରିନି । ଆପଣ ଖୁସି, କଳ୍ପନାପ୍ରିୟ, ସୃଜନଶୀଳ ଅନୁଭବ କରିବେ । ଆପଣଙ୍କ ସୃଜନଶୀଳତା କିଛି କରିବାକୁ ପ୍ରବର୍ତ୍ତାଇପାରେ । ନିଜ ପ୍ରିୟଜନମାନଙ୍କୁ ରାନ୍ଧି ଖୁଆନ୍ତୁ। ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ କିମ୍ବା ଆର୍ଥିକ ସମସ୍ୟା ଦେଖା ଦେଇପାରେ ।

ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଙ୍କର ଅଟେ । ଆଜିର ଏ ମଧୁର ଦିନଟି ବନ୍ଧୁବାନ୍ଧବ ଓ ପ୍ରିୟଜନଙ୍କ ସହ ଖୁସିରେ ଖୁସିରେ କାଟିବେ । ବିବାହ କିମ୍ବା ନିର୍ବନ୍ଧ ପାଇଁ ଆମନ୍ତ୍ରିତ ହୋଇଥିଲେ ସେହି ଉତ୍ସବରେ ଯୋଗ ଦିଅନ୍ତୁ । ଆର୍ଥିକ ସ୍ଥିତିରେ ଶୀଘ୍ର ଉନ୍ନତି ପରିଲକ୍ଷିତ ହେବ । ତେଣୁ ବ୍ୟସ୍ତ ବା ବିବ୍ରତ ହେବା ଉଚିତ ନୁହେଁ । ବୃତ୍ତିଜୀବିଙ୍କ ପାଇଁ ଶୁଭ ଦିନ ଅଟେ । ବ୍ୟକ୍ତିଗତ ଜୀବନରେ ଆର୍ଥିକ ସ୍ଥିତିରେ ଉନ୍ନତି ହେବ ।

କର୍କଟ: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜିଠାରୁ ଶୁଭ ଦିନ ଆଉ ନାହିଁ । ଆପଣଙ୍କ ନକ୍ଷତ୍ର ଆପଣଙ୍କ ନିଜ ସ୍ୱଭାବ ଭଳି ବ୍ୟବହାର କରୁଛନ୍ତି । ଆପଣ ଆଜି ଦିନଟି ନିଜ ଇଚ୍ଛା ଅନୁସାରେ କାଟିପାରିବେ । ବନ୍ଧୁଙ୍କ ସହ ଚାହା ପାନ ସମୟରେ ଖୁସି ଗପରେ ମସଗୁଲ୍ ରହିବେ । ଉପହାର ଆଦାନପ୍ରଦାନ କରି ଅତ୍ୟଧିକ ଉଲ୍ଲସିତ ହେବେ । ପରିଭ୍ରମଣ ଅତି ଆମୋଦଦାୟକ ହୋଇପାରେ । ସ୍ୱାଦିଷ୍ଟ ଭୋଜନରେ ଆତ୍ମ ସନ୍ତାଷ ବୃଦ୍ଧି ପାଇପାରେ ।

ସିଂହ: ଆଜି ଆପଣଙ୍କ ବୁଦ୍ଧିଭ୍ରଷ୍ଟ ହୋଇପାରେ । କୌଣସି ସିଦ୍ଧାନ୍ତରେ ନ ପହଞ୍ଚି ପାରିବା ଯୋଗୁଁ ଆପଣ ବ୍ୟଥିତ ହୋଇପାରନ୍ତି । ବିକ୍ଷିପ୍ତଭାବରେ ନିୟମିତ କାମ କରିବାକୁ ଥିବାରୁ ଏହା ଆପଣଙ୍କୁ ବିଚଳିତ କରିପାରେ । ନିଜର କ୍ରୋଧ ଏବଂ ବାର୍ତ୍ତାଳାପ ଶୈଳୀକୁ ନିୟନ୍ତ୍ରଣରେ ରଖନ୍ତୁ । ଆଇନଗତ କାର୍ଯ୍ୟକଳାପ ପ୍ରତି ସତର୍କ ରୁହନ୍ତୁ । ବିଦେଶରୁ କିଛି ଖବର ମିଳିପାରେ ।

କନ୍ୟା: ଆଜି ଦିନଟି ଶୁଭ ରହିବ କହି ପୂର୍ବାନୁମାନ କରାଯାଉଛି । ପୁରସ୍କାର, ଲାଭ, ଫାଇଦା ଯାହା ଇଚ୍ଛା କରିବେ ତାହା ପାଇବେ । ଘର, ପରିବାର କିମ୍ବା ବ୍ୟବସାୟ ଯେକୌଣସି କ୍ଷେତ୍ରରେ ଏସବୁ ଆପଣଙ୍କୁ ମିଳିପାରେ । ଏହି ସମୟରେ ଯାତ୍ରା ଶୁଭଙ୍କର ହେବ, ଆପଣଙ୍କ ଜୀବନସାଥୀଙ୍କ ସହ ଘନିଷ୍ଠତା ବଢ଼ିବ । ଗ୍ରହଙ୍କର ମଙ୍ଗଳକର ସ୍ଥିତି ଯୋଗୁଁ ପ୍ରେମ ଏବଂ ଲାଭ ଆଶା କରୁଥିବା ବ୍ୟକ୍ତିମାନେ ଲାଭାନ୍ୱିତ ହେବେ । ମହିଳା ବାନ୍ଧବୀଙ୍କଠାରୁ ଅନୁଗ୍ରହ ଲାଭ କରିବେ । ଆପଣ ବ୍ୟବସାୟ ସମ୍ପର୍କିତ ଅର୍ଥ ସଂଗ୍ରହ ପାଇଁ ଯାତ୍ରା କରିପାରନ୍ତି ଏବଂ ଏହା ଫଳପ୍ରଦ ରହିବ ।

ତୁଳା: ଆଜି ଆପଣଙ୍କୁ ପ୍ରତିଟି କାମରେ ଆତ୍ମସନ୍ତୋଷ ଏବଂ ତୃପ୍ତି ମିଳିବ । ଆପଣ ନିଜ ପ୍ରିୟତମାଙ୍କୁ ଯେକୌଣସି ସ୍ଥିତିରେ ଦେଖା କରିବେ, ଦୂରତା ବାଧକ ସାଜିବ ନାହିଁ । ଯଦି ସୌଭାଗ୍ୟବଶତଃ ଆପଣ ଆଜି ତାଙ୍କ ସହ ଏକାଠି ଥାନ୍ତି, ଘନିଷ୍ଠତା ଆହୁରି ବଢ଼ିବ । ଆପଣ ଭାବପ୍ରବଣ ଅଛନ୍ତି, ଏବଂ ନିଜ ପ୍ରେମ ପ୍ରତି ଉତ୍ସର୍ଗ କରିବା ପାଇଁ କବିତାର କିଛି ପଂକ୍ତି ଲେଖିପାରନ୍ତି । ବୃତ୍ତିଗତ ଏବଂ ଆର୍ଥିକ ବିଷୟଗୁଡ଼ିକ ପାଇଁ ମଧ୍ୟ ଭଲ ସମୟ ଅଟେ । ମାଆଙ୍କଠାରୁ ସ୍ନେହଶ୍ରଦ୍ଧା ମିଳିବ । ନିଜ ସ୍ୱପ୍ନର କାମ ପାଇପାରନ୍ତି, କିମ୍ବା କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି ।

ବିଛା: ଆଜି ଦିନଟି ଆପଣ ବିଭିନ୍ନ ଚିନ୍ତାରେ ମଗ୍ନ ରହିବେ । ତେବେ, ନିଜକୁ ନିୟନ୍ତ୍ରଣରେ ରଖନ୍ତୁ । କଷ୍ଟ ହୋଇପାରେ! ତେବେ ଏହା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ। ଏଥିରେ ଆପଣଙ୍କର ମଙ୍ଗଳ ନିହିତ ରହିଛି । ଦିନଟି ଉତଥାନ ପତନର ଦିନ, ଏବଂ ଆପଣ ଏଥିାପଇଁ ହଡବଡେଇ ପାରନ୍ତି । ଯଦି ଆପଣ ଜଣେ ଲେଖକ କିମ୍ବା ଜୀବନଜୀବିକା ପାଇଁ ସୃଜନଶୀଳ କାମ କରୁଛନ୍ତି, ଏହି ସମୟ ଆପଣଙ୍କ ପାଇଁ ମଙ୍ଗଳମୟ ଅଟେ । ତେବେ, ବ୍ୟବସାୟୀମାନେ ଅପ୍ରତ୍ୟାଶିତ ବାଧାର ସମ୍ମୁଖୀନ ହୋଇ ପାରନ୍ତି, କିମ୍ବା ପେଶା ମାନ୍ଦା ହୋଇପାରେ । କର୍ତ୍ତୃପକ୍ଷ ଗୋଟିଏ ମୁହୂର୍ତ୍ତରେ ଖୁସି ଏବଂ ଅନ୍ୟ ମୂହୁର୍ତ୍ତରେ ଅସନ୍ତୁଷ୍ଟ ହୋଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ ଈର୍ଷ୍ୟାନ୍ୱିତ ପ୍ରତିଦ୍ୱନ୍ଦୀଙ୍କଠାରୁ ଦୂରେଇ ରୁହନ୍ତୁ ।

ଧନୁ: ଆଜି କ୍ରୋଧ ଏବଂ କଥାବାର୍ତ୍ତା ଉପରେ ସଂଯମତା ରଖ । ନକାରାତ୍ମକ ଚିନ୍ତାଧାରା ମନକୁ ଦୁଃଖ ଦେଇପାରେ । ତୁମର ଖାଦ୍ୟ ପେୟ ପ୍ରତି ଧ୍ୟାନ ଦିଅ । ତୁମର ସୃଜନଶୀଳତା ସହିତ, ଏକ ନୂତନ ଉପାୟରେ କାର୍ଯ୍ୟ କରିବାକୁ ସମର୍ଥ ହେବ । ଭାଇଭଉଣୀଙ୍କ ସହ ସମ୍ପର୍କ ଭଲ ରହିବ ।

ମକର: ଆଜି ଆପଣଙ୍କ ଅନ୍ତର୍ଜ୍ଞାନ ବହୁତ ଭଲ ରହିବ । ଯାହା ଦ୍ଵାରା ଆପଣ ସମ୍ମାନ ଓ ମାନ୍ୟତା ପାଇବେ । ବ୍ୟବସାୟରେ ଆପଣ ବିଭିନ୍ନ ସଂସ୍ଥାମାନଙ୍କର ବିଶ୍ୱାସଭାଜନ ହେବେ । ଏହା ଦ୍ୱାରା ବହୁ ସଫଳତା ଲାଭ କରି ସମାଗରେ ପ୍ରତିଷ୍ଠିତ ହେବେ । ଆପଣଙ୍କର ସୃଜନଶୀଳ ପ୍ରତିଭା ବଳରେ ଆପଣ ନିଜର ଦକ୍ଷତାକୁ ଆପଣଙ୍କ ପସନ୍ଦଯୋଗ୍ୟ କାର୍ଯ୍ୟରେ ବିନିଯୋଗ କରିପାରିବେ ।

କୁମ୍ଭ: ଗ୍ରହମାନଙ୍କର ସୁପ୍ରଭାବ ଫଳରେ ଆପଣଙ୍କର ସାମାଜିକ ମାନ ସମ୍ମାନ ଓ ପ୍ରତିଷ୍ଠା ପାଇଁ ଗର୍ବିତ ହେବେ । ଯେଉଁ କାର୍ଯ୍ୟର ଦାୟିତ୍ୱ ବହନ କରିବେ, ସେଥିରେ ଆପଣଙ୍କ ସହକର୍ମୀମାନେ ଆଶା ଥିବା ଭାବରେ ସାହାଯ୍ୟ କରିବେ । ଅନ୍ୟମାନଙ୍କ ପ୍ରତି ଆପଣଙ୍କର ସ୍ନେହ ସୌହାର୍ଦ୍ଦପୂର୍ଣ୍ଣ ବ୍ୟବହାର ଯୋଗୁଁ ଆପଣ ପ୍ରିୟଭାଜନ ହେବେ । ମାତୃପକ୍ଷ ସଦସ୍ୟଙ୍କଠାରୁ ସୁଖବର ପାଇବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଶରୀର ସୁସ୍ଥ ରହିବ ।

ମୀନ: ଆଜି ଆପଣଙ୍କର ମନ ଅଶାନ୍ତ ରହିବ । ଶାରୀରିକ ଦୁର୍ବଳତା ଲାଗିରହିବ । କୌଣସି କାରଣରୁ ପାରିବାରିକ ଅଶାନ୍ତି ବଢିପାରେ । ପାଟିତୁଣ୍ଡ ଯୋଗୁଁ ଆପଣଙ୍କର ମନ ଭାରାକ୍ରାନ୍ତ ରହିବ । ଆପଣ ନିଜକୁ ସଞ୍ଜତ କରି ରଖନ୍ତୁ ଖର୍ଚ୍ଚ କମାନ୍ତୁ । ସରକାରୀ କାଗଜ ପ୍ରତି ଯତ୍ନବାନ ହୁଅନ୍ତୁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.