ETV Bharat / bharat

ଅକ୍ଟୋବର ୨୩ ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ, ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ଅକ୍ଟୋବର ୨୩ ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
ଅକ୍ଟୋବର ୨୩ ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
author img

By

Published : Oct 23, 2022, 12:01 AM IST

ମେଷ: କୌଣସି କାରଣ ବିନା ଆପଣ ଆଜି ନିଜ ଭିତରେ ରହିବେ । ଆପଣ ଅନ୍ୟମାନଙ୍କୁ ସେମାନଙ୍କ ଯୋଗଦାନ ପାଇଁ ପ୍ରଶଂସା କରିବ । କିନ୍ତୁ ଆପଣଙ୍କୁ ଆପଣଙ୍କ ତଳେ ଥିବା କର୍ମଚାରୀମାନଙ୍କୁ ଜ୍ଞାନ ମଧ୍ୟ ଦେବା ଆବଶ୍ୟକ । ଜଗିରଖି ଖର୍ଚ୍ଚ କରନ୍ତୁ ।

ବୃଷ: ଆଜି ଆପଣ ଭାବନା ରାଇଜରେ ବୁଲୁ ଅଜବ ଅଜବ କଥା ଭାବିବେ । ଆପଣ କାର୍ଯ୍ୟସ୍ଥଳରେ ଆପଣଙ୍କ ଅଭିନବତା, କଠିନ ପରିଶ୍ରମରେ ପରିପୂର୍ଣ୍ଣ କରି ଦେବେ । ଏହା ସହ ଆପଣ ମିଷ୍ଟଭାଷୀ ହୁଅନ୍ତି ଓ ଆପଣ ବହୁତ ଲୋକଙ୍କୁ ଆପଣଙ୍କ ଯାଦୁରେ ମୁଗ୍‍ଧ କରିପାରିବେ ।

ମିଥୁନ: ଦିନଟି ଆପଣଙ୍କ ପିଲାମାନଙ୍କ ସହ ଭଲ ସମୟ କାଟିବାରେ ଯିବ । ଆପଣ ଘର କାମରେ ବ୍ୟସ୍ତ ରହିବେ ଓ ସେଗୁଡିକ କରିବାରେ କଷ୍ଟ ଅନୁଭବ କରିବେ । କିନ୍ତୁ ଆପଣ ଶେଷରେ ଭଲ କରିବେ ଓ ଫଳାଫଳରେ ସନ୍ତୁଷ୍ଟ ହେବେ । ପିଲାମାନଙ୍କ ଉପରେ ରାଗନ୍ତୁ ନାହିଁ ।

କର୍କଟ: ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ବନ୍ଧୁ ବାନ୍ଧବଙ୍କ ସହିତ ଆଲୋଚନା କରିବେ । ସୌନ୍ଦର୍ଯ୍ୟ ସ୍ଥଳକୁ ବୁଲି ଯିବେ । ଆର୍ଥିକ ଅବସ୍ଥା ସୁଧୁରିବ । ଶାରୀରିକ ସ୍ତରରେ ସୁସ୍ଥତା ରହିବେ ।

ସିଂହ: କାର୍ଯ୍ୟ ଅନୁପାତରେ ଫଳ ବିଳମ୍ୱରେ ପାଇବେ । ଭାଙ୍ଗି ନପଡି କାର୍ଯ୍ୟ କରିଚାଲନ୍ତୁ । କିଛି ସମୟ ନିଜ ପରିବାର ବର୍ଗଙ୍କୁ ଦିଅନ୍ତୁ ଏବଂ ଖୁସି ରୁହନ୍ତୁ । ଦୂର ବନ୍ଧୁ ନିଜର ହେବେ ଓ ଏହାର ଉପକାର ମିଳିବ । ଅର୍ଥ ସଞ୍ଚୟ କରନ୍ତୁ ।

କନ୍ୟା: ଆପଣ ଅନ୍ୟମାନଙ୍କୁ ନିଜର ନମ୍ର-ବ୍ୟବହାର ଏବଂ ମିଠା କଥାରେ ପ୍ରଭାବିତ କରିପାରିବେ । ଏହା ଆପଣଙ୍କୁ ଅନେକ ପ୍ରକାରରେ ସାହାଯ୍ୟ କରିବ । ବୌଦ୍ଧିକ ଦୃଷ୍ଟିକୋଣରୁ ଆପଣଙ୍କର ବିକାଶ ହେବ । ଆପଣଙ୍କ ଦୃଷ୍ଟିକୋଣରେ ମଧ୍ୟ ହଠାତ୍‌ ପରିବର୍ତ୍ତନ ହୋଇପାରେ । ଆପଣଙ୍କ ସ୍ୱାସ୍ଥ୍ୟ, ଉଭୟ ଶାରିରୀକ ଏବଂ ମାନସିକ ଭଲ ରହିବ ।

ତୁଳା: କଚେରୀ କାମରେ ସାବଧାନତା ଅବଲମ୍ବନ କରନ୍ତୁ । ଅନ୍ୟକୁ ଆହତ କରି ଦୁଃଖ ପାଇବେ । ଗଣ୍ଡଗୋଳ ଉପୁଜି ପାରେ ଅଥବା ଏଥି ପାଇଁ ଧନ ମଧ୍ୟ ଦେବାକୁ ପଡିପାରେ । ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । କାହାରିକୁ ମର୍ମାହତ କରନ୍ତୁ ନାହିଁ । ଆଖିରେ ପୀଡା ଅନୁଭବ କରିବେ । ଭଲ ସମୟ ପାଇଁ ପ୍ରାର୍ଥନା କରନ୍ତୁ ।

ବିଛା: ଏହି ଦିନ ଆପଣଙ୍କ ପାଇଁ ଶୁଭ ଅଟେ । ଆପଣ ବନ୍ଧୁମାନଙ୍କ ସହିତ ମିଶିବେ ଏବଂ ତାଙ୍କ ଉପରେ ବହୁତ ଖର୍ଚ୍ଚ କରିବେ । ଅବଶ୍ୟ, ବର୍ତ୍ତମାନଠାରୁ ଯେ କୌଣସି ସମୟରେ ଆପଣଙ୍କ ଦରମା କିମ୍ବା ଆୟରେ ବୃଦ୍ଧି ଆଶା କରିପାରନ୍ତି । ପ୍ରକୃତରେ, ଆଜି ଭଲ ଦିନ ଭଳି ଜଣା ପଡୁଛି । ଆପଣଙ୍କ ବରିଷ୍ଠମାନେ ଏବଂ ଆପଣଙ୍କ ଜୀବନସାଥୀ ଆପଣଙ୍କ କାର୍ଯ୍ୟରେ ଖୁସୀ ରହିବେ ।

ଧନୁ: ଆଜି ଦିନଟି ମଉଜ ମଜଲିସରେ କାଟିପାରନ୍ତି । ପିତାଙ୍କ ପକ୍ଷରୁ ସହଯୋଗର ସୁଅ ଛୁଟିପାରେ । ନିଜ କାର୍ଯ୍ୟରେ ଉପରିସ୍ଥ ହାକିମ ଆପଣଙ୍କୁ ଭଲ ପାଇବେ । ବ୍ୟବସାୟ ସଂକ୍ରାନ୍ତୀୟ ସାକ୍ଷାତକାର ଜଣେ ସଫଳ ପ୍ରତିପତ୍ତିଶାଳୀ ଧନାଧ୍ୟ ବ୍ୟବସାୟୀଙ୍କ ସଙ୍ଗେ ହୋଇପାରେ ଏବଂ ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରିବାର ଯୋଜନା କରି ଅର୍ଥ ବିନିଯୋଗ କରିପାରନ୍ତି । ଅନ୍ୟମାନଙ୍କୁ ସାହାଯ୍ୟ କରି ଆପଣ ଅନ୍ୟମାନଙ୍କ ଦ୍ୱାରା ଆଦୃତ ହେବେ ।

ମକର: ଗ୍ରହଙ୍କ ପ୍ରଭାବରୁ ଲେଖିକା, ସୃଜନକ୍ଷମ ଏବଂ ସାହିତ୍ୟ ଅନ୍ୱେଷଣ କରିବେ । ଆପଣ ଏପରି କାର୍ଯ୍ୟ୍ୟର ଆୟୋଜନ ଯଦି କରୁଥାନ୍ତି ତେବେ ଗୋଟିଏ ସୃଜନକ୍ଷମ ଲେଖିକା କର୍ମଶାଳା କିମ୍ୱା ଗୋଷ୍ଠୀ ଉତ୍ସବର ଆୟୋଜନ କଲେ ବହୁ ସଫଳତା ମିଳିପାରେ । ମାନସିକ ଅଶାନ୍ତି ଭୋଗୁଥିଲେ ଆପଣ ନିଜେ କ୍ଳାନ୍ତ ଓ ଦୁର୍ବଳ ହୋଇପଡିବେ । ତେଣୁ ସଂପୂର୍ଣ୍ଣ ଭାବରେ କିଛି ସମୟ ପାଇଁ ବିଶ୍ରାମ ନିଅନ୍ତୁ ।

କୁମ୍ଭ: ଆଜି ଆପଣ ଅତ୍ୟଧିକ ଚିନ୍ତା ମୁଣ୍ଡରେ ଭର୍ତ୍ତି କରିବାରୁ ନିଜକୁ ଦୁର୍ବଳ ଓ ଅସହାୟ ମନେକରିବେ । ତେଣୁ ମନକୁ ଶାନ୍ତ ରଖନ୍ତୁ । ଚିନ୍ତା ମୁକ୍ତ ରୁହନ୍ତୁ ନଚେତ୍‍ ଏହା ଆପଣଙ୍କୁ ଉତ୍ତେଜିତ କରିବ ଏବଂ ମନରେ ହତାଶ ଭାବ ସୃଷ୍ଟି କରିବ । ଏପରି ହେବ ଯେ ଆପଣ ଟିକିଏ ଟିକିଏ କଥାରେ ବା ତୃଟିରେ ରାଗିପାଚି ଲାଲ ହୋଇଯିବେ କିମ୍ୱା ଏପରି କିଛି କାର୍ଯ୍ୟ୍ କରିବେ ଯାହା ପାଇଁ ଆପଣ ଅନୁସୋଚନା କରିବେ । ଧ୍ୟାନ ଓ ପ୍ରାର୍ଥନା ଆପଣଙ୍କୁ ଶାନ୍ତି ପ୍ରଦାନ କରିପାରେ ।

ମୀନ: ଆଜି ସୃଜନକ୍ଷମ ପ୍ରତିଭାବାନ ବ୍ୟକ୍ତି ସ୍ୱପ୍ନ ରାଇଜରେ ବିଚରଣ କରିବେ । ଯଦି ଆପଣ ଲେଖକ, କବି, ଚିତ୍ରକାର କିମ୍ୱା ମୂର୍ତ୍ତିକର ହୋଇଥାନ୍ତି ତାହା ହେଲେ ଅସୀମ ଲାଭବାନ ହେବେ । ମିଳିମିଶି ବ୍ୟବସାୟ କରିବା ପାଇଁ ଆଜି ଏକ ଶୁଭ ଦିବସ ଅଟେ । ଭଲ କାମ ପାଇଁ ପୁରସ୍କୃତ ହୋଇପାରନ୍ତି । ଆପଣଙ୍କ ଉପରେ ନ୍ୟସ୍ତ କାର୍ଯ୍ୟ୍ୟକୁ ସୁରୁଖୁରୁରେ ସମ୍ପନ୍ନ କରିପାରିବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.