ETV Bharat / bharat

ଡିସେମ୍ବର 24 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

author img

By ETV Bharat Odisha Team

Published : Dec 24, 2023, 12:01 AM IST

24th December Horoscope: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ।

horoscope
horoscope

ମେଷ: ଆପଣ ଆଜି ନିଜକୁ ଏକ ଅନିଶ୍ଚିତ ଅବସ୍ଥାରେ ପାଇପାରନ୍ତି । ଆପଣ ଆହ୍ଵାନପୂର୍ଣ୍ଣ ଅନୁଭବ କରିବେ । ସ୍ରୋତର ବିପରୀତ ଦିଗରେ ଯିବେ । ଯାହାଦ୍ଵାରା ଓଲଟା ପ୍ରଭାବ ହୋଇପାରେ । କିଛି କାମ ଠିକ ନ ହେବା ଭଳି ଲାଗିପାରେ । ଏପରି ସମୟରେ କାମରୁ କିଛି ସମୟ ବିରତି ନେବା ଚାପ କମାଇବ ।

ବୃଷ: ଆପଣ ଆଜି ମାନସିକ ଭାବେ ସଚେତନ ଓ ଜାଗ୍ରତ ରହିପାରନ୍ତି । ଆପଣ ଯାହା କଲେ ବି ରଚନାତ୍ମକତା ଆପଣଙ୍କ ଉଚ୍ଚରେ ରହିବ । ଆପଣ କଳା, ଡିଜାଇନ, ଗ୍ରାଫିକ୍‍ସ ଓ ସ୍ପେସିଆଲ ଇଫେକ୍ଟରୁ କିଛି କିଛି କରିପାରନ୍ତି । ଆପଣଙ୍କ ମୋହକତା ବିପରୀତ ଲିଙ୍ଗକୁ ଆକର୍ଷିତ କରିବ ।

ମିଥୁନ: ଆପଣ ଆଜି ଅନ୍ୟମାନଙ୍କ ଭାବନାକୁ ସୁରକ୍ଷା କରିବାରେ ଅତିବାହିତ କରିବେ । ଏହା ଆପଣଙ୍କ ନିଜ ହିତ ପାଇଁ ହିଁ ହେବ । ଦିନର ଅଧିକାଂଶ ସମୟରେ, ଆପଣ ପରିବାର ଠାରୁ ଦୂରରେ ରହିବେ । ଯାହାକି ବ୍ୟବସାୟ ସମ୍ପର୍କିତ କିମ୍ଵା ଆମୋଦପ୍ରମୋଦ ଉଦ୍ଦେଶ୍ୟରେ ଥିବା ଏକ ଯାତ୍ରା ପାଇଁ ହୋଇପାରେ । ଆଜି ଆପଣଙ୍କ ମନରେ କେବଳ ଏକ ସଫଳ କ୍ୟାରିଅର ବିଷୟରେ ହିଁ ଭାବନା ରହିବ ।

କର୍କଟ: ଆପଣ ଠକାମୀରେ ପ୍ରଖର । ଆପଣଙ୍କ ତେଲ ମରା କଥା ଆପଣଙ୍କ ପଦ୍ଧତିରେ ଏକ ପ୍ରଧାନ ଭୂମିକା ଗ୍ରହଣ କରେ । ଆଜି ଆପଣ ଦୂରରୁ ଅସୁବିଧା ଜାଣିପାରିବେ । ଆପଣଙ୍କ ସହ କାମ କରୁଥିବା ଉଚିତ ଲୋକମା୍ନେ ଆପଣଙ୍କୁ ପସନ୍ଦ କରିନପାରନ୍ତି । କିନ୍ତୁ ଆପଣ ଭାବିପାରନ୍ତି ଯେ ଉପରକୁ ଯିବା ପାଇଁ ଏହା ସବୁଠାରୁ ସହଜ ବାଟ ।

ସିଂହ: ଆଜି ଆପଣଙ୍କର ଦୃଢ ବିଚାର ଓ ବିଶ୍ୱାସ କିଛି ଚମତ୍କାର ଦେଖାଇପାରେ । ଏହା ଫଳରେ ଆପଣ ନିଜର କାର୍ଯ୍ୟକୁ ଠିକ୍‍ ସମୟରେ ସଫଳତାର ସହ ସମ୍ପୁର୍ଣ୍ଣ କରିପାରିବେ । ଗ୍ରହମାନଙ୍କ ଶୁଭ ଦୃଷ୍ଟିରୁ ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ଅଛି । ଏହାଛଡା ନିଜର ପୈତୃକ ସମ୍ପତ୍ତି ପାଇଁ ଆପଣଙ୍କ ଖୁସିର ପରିମାଣ ବୃଦ୍ଧି ପାଇପାରେ । କ୍ରିଡାବିତ ଓ ସୃଜନ ସୃଷ୍ଟି କରିବାର ବ୍ୟକ୍ତିମାନଙ୍କ ପାଇଁ ନିଜର ପ୍ରତିଭା ପ୍ରଦର୍ଶନ କରିବା ଉଚିତ୍‍ । ଏହା ଦ୍ୱାରା ସେମାନେ ନିଜର କଳାରେ ପ୍ରତିଷ୍ଠା ଅର୍ଜନ କରିପାରିବେ । ଆର୍ଥିକ ସମ୍ବଳତା ବୃଦ୍ଧି ପାଇବ । ସରକାରୀ କାର୍ଯ୍ୟରେ ଦରକାରୀ କାଗଜପତ୍ର ପ୍ରସ୍ତୁତ କରିବା ପାଇଁ ଦିନଟି ଶୁଭଙ୍କର ଅଟେ ।

କନ୍ୟା: ଆପଣ ଆଜି ଦିନର ପ୍ରାରମ୍ଭରୁ ପ୍ରାର୍ଥନା ଓ ଠାକୁର ମନ୍ଦିରକୁ ଯାଇ ଆରାଧନା କରନ୍ତୁ । ତାହାହେଲେ ଦିନର ବାକି ସମୟ ଭଲରେ କଟିପାରେ । ବାନ୍ଧବୀଙ୍କ ଦର୍ଶନ ତଥା ଭାଇ ଭଉଣୀଙ୍କ ସାଙ୍ଗ ଲାଭ ଆପଣଙ୍କ ହୃଦୟରେ ଶାନ୍ତି ଓ ସୁଖରେ ତୃପ୍ତିର ହସ ଫୁଟାଇବାରେ ସାହାଯ୍ୟ କରିବ । ଦେଶ ବାହାରକୁ ଯିବା ପାଇଁ ଲାଳାୟିତ ବ୍ୟକ୍ତିଙ୍କ ନିମିତ୍ତ ଆଜି ଦିନଟି ସର୍ବୋତ୍ତମ ଅଟେ । ଦୂର ବିଦେଶରୁ ଶୁଭ ଖବର ପାଇ ଆନନ୍ଦିତ ହେବେ । ଦିନଟି ଆମୋଦ ପ୍ରମୋଦରେ କାଟନ୍ତୁ ।

ତୁଳା: ଆଜି ଆପଣ ନିଜକୁ ସଞ୍ଜତ ରଖନ୍ତୁ । ନିଜ ତୁଣ୍ଡରୁ ବାହାରିଥିବା ତିକ୍ତ ବାକ୍ୟ ଅନ୍ୟ ମନରେ ଆଘାତ ଦେଇପାରେ । ଆପଣଙ୍କର କ୍ଷଣିକ ଉତ୍ତେଜନା ଓ କ୍ରୋଧ ଆପଣଙ୍କ ସମସ୍ୟାକୁ କେବେ ହେଲେ ସମାଧାନ କରିପାରିବ ନାହିଁ । ଧ୍ୟାନ ଓ ପ୍ରାର୍ଥନା ବଳରେ ଆପଣଙ୍କୁ ମାନସିକ ଶାନ୍ତି ମିଳିପାରେ । ଅନୈତିକ କାର୍ଯ୍ୟରୁ ନିଜକୁ ଦୂରେଇ ରଖନ୍ତୁ । ନଚେତ ଆପଣଙ୍କର ମାନସିକ ବ୍ୟସ୍ତତା ବୃଦ୍ଧି ପାଇପାରେ । ଆଜି କୌଣସି ବ୍ୟକ୍ତିଙ୍କ ସହ ନୂତନ ଭାବେ ବନ୍ଧୁତା ସ୍ଥାପନ କରନ୍ତୁ ନାହିଁ । ନିଜର ଖର୍ଚ୍ଚ ପ୍ରତି ଧ୍ୟାନ ଦିଅନ୍ତୁ । ନ ହେଲେ ଆର୍ଥିକ ଅଘଟଣ ଘଟିପାରେ ।

ବିଛା: ଆପଣ ଗୃହ ଜଞ୍ଜାଳରୁ ମୁକ୍ତ ହୋଇ ବାହାରକୁ ଯାଆନ୍ତୁ । ବନ୍ଧୁଙ୍କ ଗହଣରେ ମୌଜ ମଜଲିସ କରନ୍ତୁ। ସେମାନଙ୍କ ସହ ସିନେମା ଦେଖିପାରନ୍ତି କିମ୍ୱା ଏକ ଦୁଃସାହାସିକ ଭ୍ରମଣ ପାଇଁ ଯୋଜନା କରିପାରନ୍ତି । ଆଜି ଆପଣ ସାମାଜିକ ଜୀବନରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଭାବେ ପ୍ରଶଂସିତ ହୋଇପାରନ୍ତି । ସମୟକୁ ମୌଜ ମଜଲିସରେ କାଟନ୍ତୁ ।

ଧନୁ: ଆପଣଙ୍କର ସ୍ୱାସ୍ଥ୍ୟ , ଅର୍ଥ ଏବଂ ମାନସିକ ସୁସ୍ଥତା ଦିନଟିକୁ ସୁଖରେ କାଟିବା ପାଇଁ ପ୍ରେରଣା ଯୋଗାଇବ । ଗୃହର ଐକ୍ୟ ଓ ଶାନ୍ତି ପରିବେଶ ଆପଣଙ୍କୁ ନିଜ କାର୍ଯ୍ୟ କରିବାକୁ ଶକ୍ତି ଓ ପ୍ରେରଣା ଯୋଗାଇବ । ସହକର୍ମୀମାନଙ୍କର ସହଯୋଗ ଏବଂ ସଫଳତା ସହ କାର୍ଯ୍ୟ ସମ୍ପନ୍ନ ଆପଣଙ୍କୁ ଆତ୍ମସନ୍ତୋଷ ପ୍ରଦାନ କରିବ । ଅର୍ଥଲାଭ ଯୋଗୁଁ ଖୁସିରେ ଫୁଲିଉଠିବେ । ନିଜ ମୁହଁରେ ସ୍ମିତ ହାସ ଫୁଟାଇ ଦିନଟି ଖୁସିବାସରେ କାଟିବେ ।

ମକର: ଆପଣ ବ୍ୟସ୍ତତା ଏବଂ କ୍ଲାନ୍ତକୁ ଅତିକ୍ରମ କରିପାରନ୍ତି । ଆପଣ ଦିନସାରା ହଇରାଣ ଏବଂ ଦୟନୀୟ ଅବସ୍ଥା ଅନୁଭବ କରିପାରନ୍ତି । ପେଶା କ୍ଷେତ୍ରରେ କିମ୍ବା ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଆପଣଙ୍କର ସାଥି ଦେବନାହିଁ । ବଡମାନେ ଆପଣଙ୍କ ପ୍ରତି ଅସନ୍ତୁଷ୍ଟ ଦେଖାଇବେ । ଦ୍ୱନ୍ଦ ଏବଂ ସିଦ୍ଧାନ୍ତ ବିହୀନତା ବିଷୟକୁ ଖରାପ କରିପାରେ । ଆପଣଙ୍କର ପିଲାମାନଙ୍କର ସ୍ୱାସ୍ଥ୍ୟ ଆପଣଙ୍କୁ ଯନ୍ତ୍ରଣା ଦେଇପାରେ ।

କୁମ୍ଭ: ଆପଣ ଆପଣଙ୍କର ଯିଦିପଣତାକୁ ନିୟନ୍ତ୍ରଣରେ ରଖିବାକୁ ପରାମର୍ଶ ଦିଆଯାଇଛି। ଅଦରକାରୀ ଆଶଙ୍କା ଭିତରକୁ ଆପଣଙ୍କ ନାମ ଆଣନ୍ତୁ ନାହିଁ । ବାସସ୍ଥାନ ଏବଂ ସମ୍ପତ୍ତି ସମ୍ପର୍କିତ ବିଷୟ ଉପରେ କଥାବାର୍ତ୍ତା କଲାବେଳେ ବିଶେଷ ଭାବରେ ଯତ୍ନଶୀଳ ହୁଅନ୍ତୁ । ଆପଣଙ୍କ ମାଆଙ୍କ ଠାରୁ ଆଜି ଲାଭ ପାଇପାରନ୍ତି ।

ମୀନ: ଗଭୀର ଭାବରେ ସିଦ୍ଧାନ୍ତ ନେବା ପାଇଁ ଆଜି ଦିନଟିକୁ ବ୍ୟବହାର କରନ୍ତୁ । ଆପଣ ଦିନସାରା ସୃଜନଶୀଳ ଏବଂ କଳ୍ପନାତ୍ମକ ଭାବରେ ରହି ପାରନ୍ତି । ଆପଣଙ୍କ ଭାବନାର ପରିସର ପୁରାପୁରି ସଫା ଏବଂ ଲକ୍ଷ୍ୟ ଯୁକ୍ତ । ଆପଣଙ୍କୁ ଆପଣଙ୍କର ଦାୟିତ୍ୱ ଆରାମ ଭାବରେ ପରିଚାଳନା କରିବାରେ ସାହାଯ୍ୟ କରିବ। ବନ୍ଧୁମାନଙ୍କ ସହ ଏକ ଆନନ୍ଦମୟ ଯାତ୍ରାର ଆୟୋଜନ ହୋଇପାରିବ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.