ETV Bharat / bharat

Horoscope: ଜୁଲାଇ 24 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

author img

By

Published : Jul 24, 2023, 12:05 AM IST

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

Horoscope
Horoscope

ମେଷ: ମାଆ ମହାଲକ୍ଷ୍ମୀଙ୍କ କରୁଣାରୁ ଆର୍ଥିକ ଅବସ୍ଥା ଭଲ ରହିବ । ସୌଭାଗ୍ୟପୂର୍ଣ୍ଣ ହେବେ । କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇବ। ବ୍ୟବସାୟିକ ପ୍ରଚାର ଓ ପ୍ରସାର ବୃଦ୍ଧି ହେବ। ସମସ୍ତ କାର୍ଯ୍ୟରେ ସୁଫଳ ପ୍ରାପ୍ତି ହେବ । କମ୍ପ୍ୟୁଟର ତଥା ନେଟ ଦ୍ୱାରା ବାର୍ତ୍ତା ବିନିମୟ ମଜାଦାର ହେବ। ଛୋଟିଆ ଯାତ୍ରା କରିପାରନ୍ତି । ସାମାଜିକ କାର୍ଯ୍ୟରେ ମନୋନିବେଶ କରିବେ ।

ବୃଷ: ନିଜର ଚରିତ୍ର ଏବଂ ମିଠା କଥାରେ ସମସ୍ତଙ୍କ ମନ ମୋହି ନେବେ । ଏହି ଗୁଣ ଯୋଗୁଁ ପାଖ ପଡୋଶୀ ତଥା ନିଜର ଲୋକଙ୍କ ସଙ୍ଗେ ମଧୁର ସମ୍ପର୍କ ସ୍ଥାପିତ ହେବ । ସମୁହ ଆଲୋ଼ଚନା ତଥା ସଭା ସମିତିରେ ସମ୍ମାନ ମିଳିବ । ଆପଣ ନିଜ କର୍ମରେ ଆଶାତିତ ଭାବେ ସୁଫଳ ନ ପାଇଲେ ମଧ୍ୟ କାମ କିଛିବାଟ ଆଗେଇ ଯିବେ । ନିଜର ପେଟ ଯନ୍ତ୍ରଣା ଭୋଗ କରିବେ । ଆପଣ ବାହାର ଖାଦ୍ୟ ନ ଖାଇ ଘରେ ରନ୍ଧା ହୋଇଥିବା ଖାଦ୍ୟ ଖାଆନ୍ତୁ । ଏହାଦ୍ୱାରା ଆପଣଙ୍କର କାର୍ଯ୍ୟ କରିବାକୁ ସ୍ପୃହା ବଢିବ ଓ ଶରୀର ସୁସ୍ଥ ରହିବ।

ମିଥୁନ: ଦିନଟି ଅବ୍ୟବସ୍ଥା ଓ ଅନିଶ୍ଚିତତା ଭିତରେ କଟିବ । ଆପଣଙ୍କର ମାନଶିକ ଭାବପ୍ରବଣତାର ବେଗ ଏତେ ବୃଦ୍ଧି ପାଇବ ଯେ ଆପଣଙ୍କ ମାନସିକ ଉତ୍ତେଜନା ପ୍ରକାଶ ପାଇପାରେ । ଆପଣ ନିଜର ମାଆଙ୍କ ପାଇଁ ଅଧିକ ଭାବପ୍ରବଣ ହୋଇ ପଡିବେ । କିଛି ଆଲୋଚନାରେ ଅଂଶ ଗ୍ରହଣ କରିବେ । ମାତ୍ର ମାନସିକ ଶାନ୍ତି ପାଇବାକୁ ହେଲେ ଯୁକ୍ତିତର୍କରୁ ଦୂରେଇ ରୁହନ୍ତୁ । ନିଜ ଘର କିମ୍ୱା ସ୍ଥାବର ସମ୍ପତ୍ତି ବିଷୟରେ କୌଣସି ଆଲୋ଼ଚନା ଆଜି କରନ୍ତୁ ନାହିଁ। ପ୍ରିୟଜନଙ୍କ ସହ ସାଧାରଣ ତର୍କବିତର୍କ ଲାଗିପାରେ । ଯାତ୍ରା ପାଇଁ ଶୁଭଦିନ ନୁହେଁ ।

କର୍କଟ: ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ବନ୍ଧୁ ବାନ୍ଧବଙ୍କ ସହିତ ଆଲୋଚନା କରିବେ। ସୌନ୍ଦର୍ଯ୍ୟ ସ୍ଥଳକୁ ବୁଲି ଯିବେ। ଆର୍ଥିକ ଅବସ୍ଥା ସୁଧୁରିବ। ଶାରୀରିକ ସ୍ତରରେ ସୁସ୍ଥତା ରହିବେ ।

ସିଂହ: କାର୍ଯ୍ୟ ଅନୁପାତରେ ଫଳ ବିଳମ୍ୱରେ ପାଇବେ । ଭାଙ୍ଗି ପଡନ୍ତୁନି, କାର୍ଯ୍ୟ କରିଚାଲ । କିଛି ସମୟ ନିଜ ପରିବାର ବର୍ଗଙ୍କୁ ଦିଅନ୍ତୁ ଏବଂ ଖୁସି ରୁହନ୍ତୁ । ଦୂର ବନ୍ଧୁ ନିଜର ହେବେ ଓ ଏହାର ଉପକାର ମିଳିବ । ଅର୍ଥ ସଞ୍ଚୟ କରନ୍ତୁ ।

କନ୍ୟା: ଆଜି ଏକ ଭଲ ଦିନ ଅଟେ। ପରିବାର ସହ ସମୟ ଅତିବାହିତ କରନ୍ତୁ । ଶାରୀରିକ ଓ ମାନସିକ ସ୍ଥିତି ଭଲ ରହିବ । ମାଆ ଲକ୍ଷ୍ମୀଙ୍କ କରୁଣାରୁ ଧନ ରତ୍ନ ଐଶ୍ଚର୍ଯ୍ୟ ପୂର୍ଣ୍ଣ ହେବ । ଦୂର ଯାତ୍ରା ମଙ୍ଗଳ ଦାୟକ ହେବ । ଦିନଟିକୁ ଉପଭୋଗ କରନ୍ତୁ ତଥା ଅନ୍ୟମାନଙ୍କ ସହ ମଧ୍ୟ ବାଣ୍ଟନ୍ତୁ ।

ତୁଳା: କଚେରୀ କାମରେ ସାବଧାନତା ଅବଲମ୍ବନ କରନ୍ତୁ । ଅନ୍ୟକୁ ଆହତ କରି ଦୁଃଖ ପାଇବେ। ଗଣ୍ଡଗୋଳ ଉପୁଜି ପାରେ ଅଥବା ଏଥି ପାଇଁ ଧନ ମଧ୍ୟ ଦେବାକୁ ପଡିପାରେ। ସ୍ୱାସ୍ଥ୍ୟ ଭଲ ରହିବ ନାହିଁ। କାହାରିକୁ ମର୍ମାହତ କରନ୍ତୁ ନାହିଁ । ଆଖିରେ ପୀଡା ଅନୁଭବ କରିବେ । ଭଲ ସମୟ ପାଇଁ ପ୍ରାର୍ଥନା କରନ୍ତୁ ।

ବିଛା: ନୂତନ କାର୍ଯ୍ୟ୍ୟରେ ଲିପ୍ତ ରହିବେ । ଭଲ ସମୟ ଏବଂ ଭାଗ୍ୟକୁ ଉପଭୋଗ କରନ୍ତୁ । ମଧୁର କାମକୁ ଉପଭୋଗ କରନ୍ତୁ । ଅବିବାହିତ ମାନେ ବିବାହ ବନ୍ଧନରେ ବାନ୍ଧି ହୋଇଯିବେ । ତାରକା ବ୍ୟକ୍ତିତ୍ୱଙ୍କୁ ସାକ୍ଷାତ କରିବେ । କାର୍ଯ୍ୟ ଓ ବ୍ୟବସାୟ ପାଇଁ ସମୟ ବହୁତ ଭଲ ରହିବ । ମାଲିକମାନେ ସହାୟ ହେବେ । ସାଙ୍ଗଙ୍କ ସହ ପରିଦର୍ଶନ ସ୍ଥାଳକୁ ଯାତ୍ରା କରିବେ ।

ଧନୁ: ଆଜି ଦିନଟି ମଉଜ ମଜଲିସରେ କାଟିପାରନ୍ତି । ପିତାଙ୍କ ପକ୍ଷରୁ ସହଯୋଗର ସୁଅ ଛୁଟିପାରେ । ନିଜ କାର୍ଯ୍ୟରେ ଉପରିସ୍ଥ ହାକିମ ଆପଣଙ୍କୁ ଭଲ ପାଇବେ । ବ୍ୟବସାୟ ସଂକ୍ରାନ୍ତୀୟ ସାକ୍ଷାତକାର ଜଣେ ସଫଳ ପ୍ରତିପତ୍ତିଶାଳୀ ଧନାଧ୍ୟ ବ୍ୟବସାୟୀଙ୍କ ସଙ୍ଗେ ହୋଇପାରେ । ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରିବାର ଯୋଜନା କରି ଅର୍ଥ ବିନିଯୋଗ କରିପାରନ୍ତି । ଅନ୍ୟମାନଙ୍କୁ ସାହାଯ୍ୟ କରି ଆପଣ ଅନ୍ୟମାନଙ୍କ ଦ୍ୱାରା ଆଦୃତ ହେବେ । ଆପଣ ନିଜର କାମକୁ ସଫଳତାର ସହ ସାରିବା ପରେ ଆମୋଦ ପ୍ରମୋଦରେ ସମୟ କାଟିବାକୁ ଯଥେଷ୍ଟ ସମୟ ପାଇବେ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଆପଣଙ୍କର ମନୋବଳ ଦୃଢ ହେବ ।

ମକର: ଗ୍ରହଙ୍କ ପ୍ରଭାବରୁ ଲେଖିକା, ସୃଜନକ୍ଷମ ଏବଂ ସାହିତ୍ୟ ଅନ୍ୱେଷଣ କରିବେ । ଆପଣ ଏପରି କାର୍ଯ୍ୟର ଆୟୋଜନ ଯଦି କରୁଥାନ୍ତି ତେବେ ଗୋଟିଏ ସୃଜନକ୍ଷମ ଲେଖିକା କର୍ମଶାଳା କିମ୍ୱା ଗୋଷ୍ଠୀ ଉତ୍ସବର ଆୟୋଜନ କଲେ ବହୁ ସଫଳତା ମିଳିପାରେ । ମାନସିକ ଅଶାନ୍ତି ଭୋଗୁଥିଲେ ଆପଣ ନିଜେ କ୍ଳାନ୍ତ ଓ ଦୁର୍ବଳ ହୋଇ ପଡିବେ । ତେଣୁ ସଂପୂର୍ଣ୍ଣ ଭାବରେ କିଛି ସମୟ ପାଇଁ ବିଶ୍ରାମ ନିଅନ୍ତୁ । ଆଶ୍ୱସ୍ଥ ହେବେ । ବ୍ୟସ୍ତ ହେବାର କିଛି ନାହିଁ ।

କୁମ୍ଭ: ଆଜି ଆପଣ ଅତ୍ୟଧିକ ଚିନ୍ତା ମୁଣ୍ଡରେ ଭର୍ତ୍ତି କରିବାରୁ ନିଜକୁ ଦୁର୍ବଳ ଓ ଅସହାୟ ମନେ କରିବେ । ତେଣୁ ମନକୁ ଶାନ୍ତ ରଖନ୍ତୁ । ଚିନ୍ତା ମୁକ୍ତ ରୁହନ୍ତୁ ନଚେତ୍‍ ଏହା ଆପଣଙ୍କୁ ଉତ୍ତେଜିତ କରିବ ଏବଂ ମନରେ ହତାଶ ଭାବ ସୃଷ୍ଟି କରିବ । ଏପରି ହେବ ଯେ ଆପଣ ଟିକିଏ ଟିକିଏ କଥାରେ ବା ତୃଟିରେ ରାଗିପାଚି ଲାଲ ହୋଇଯିବେ । ଏପରି କିଛି କାର୍ଯ୍ୟ କରିବେ ଯାହା ପାଇଁ ଆପଣ ଅନୁସୋଚନା କରିବେ । ଅନୈତିକ ବିଦ୍ରୋହାତ୍ମକ କାର୍ଯ୍ୟକଳାପ କିମ୍ୱା ଚିନ୍ତା ଠାରୁ ଦୂରେଇ ରୁହନ୍ତୁ । ଗୃହରେ ଏକ ବିବାହ ଉତ୍ସବ ଅନୁଷ୍ଠିତ ହୋଇପାରେ । ମାତ୍ର ଆପଣଙ୍କର ମନ ଭଲ ନ ଥିବାରୁ ମୌଜ କରିପାରିବେ ନାହିଁ । ଧ୍ୟାନ ଓ ପ୍ରାର୍ଥନା ଆପଣଙ୍କୁ ଶାନ୍ତି ପ୍ରଦାନ କରିପାରେ ।

ମୀନ: ଆପଣଙ୍କ ନିକଟରେ କେହି ପହଞ୍ଚିପାରିବେ ନାହିଁ । କିନ୍ତୁ ଆପଣ ଯେହେତୁ ଆପଣଙ୍କ ତଳେ ଥିବା କର୍ମଚାରୀମାନଙ୍କୁ ସେମାନଙ୍କ କାମରେ ସଠିକତା ଆଣିବାରେ ସାହାଯ୍ୟ କରୁଛନ୍ତି । ସେଥିପାଇଁ ସେମାନଙ୍କର କୌଣସି ଅଭିଯୋଗ ରହିବ ନାହିଁ । ଆପଣ ପ୍ରେରିତା କରିବେ ଓ ସେମାନେ ପ୍ରେରିତ ହେବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.