ETV Bharat / bharat

୨୫ ଜୁଲାଇ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ - ରାଶିଫଳ

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ପ୍ରତିକାର ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ...

୨୫ ଜୁଲାଇ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

author img

By

Published : Jul 25, 2021, 12:15 AM IST

ମେଷ. ଆଜି ଦୃଢତାର ସହ ନିଜର ପାରିପାର୍ଶ୍ୱିକ ଉନ୍ନତି କରିବେ ଏବଂ ଆପଣଙ୍କ ସୁନ୍ଦର ସ୍ୱାସ୍ଥ୍ୟ ଦ୍ୱାରା ଅନ୍ୟମାନେ ପ୍ରଭାବିତ ହେବେ । ଯେତେବେଳ ପର୍ଯ୍ୟନ୍ତ ଜଣେ ମହିଳା ଆପଣଙ୍କ ଜୀବନ ମଧ୍ୟରେ ଆପଣଙ୍କୁ ବୁଝିଛି ଏବଂ ଉତ୍ସାହିତ କରୁଛି, ତା ପାଇଁ ସବୁ କିଛି ଆଜି ତ୍ୟାଗ କରିବା ସ୍ୱାଭାବିକ ଅଟେ । ସେ ଆପଣଙ୍କ ମାଆ ମଧ୍ୟ ହୋଇପାରନ୍ତି । ପାରିବାରିକ ତଥା ଘର ବିଷୟରେ ଆଲୋଚନା ମଙ୍ଗଳମୟ ହେବ । ଯେପର୍ଯ୍ୟନ୍ତ କିଛି ପାଇ ନାହାନ୍ତି ତେବେ ଆଶା ଛାଡନ୍ତୁ ନାହିଁ ।

ବୃଷ. ନିଜ ବନ୍ଧୁ ତଥା ଆତ୍ମୀୟମାନଙ୍କ ଠାରୁ ସୁସମ୍ବାଦ ପାଇବେ । ଏଥିରେ ଖୁସି ହୋଇ ବିଦେଶ ଯିବାପାଇଁ ମନ ବଳିବ । ଛାତ୍ରମାନେ ବିଦେଶରେ ପାଠ ପଢିବା ପାଇଁ ସମୟ ଅନୁକୂଳ ଅଟେ । ଛୁଟିର ଆନନ୍ଦ ନେଇପାରନ୍ତି । ଏହିସବୁ କାରଣରୁ ଆନନ୍ଦିତ ହୋଇରହିବେ । କାମ ଅଧିକ ଥିବା ସତ୍ତ୍ୱେ ମନ ଭଲ ରହିବ । ଆୟ ବହୁଳ ଦିନ ଓ ଅର୍ଥଲଗାଣ ପାଇଁ ମଧ୍ୟ ସୁଦିନ ଅଟେ ।

ମିଥୁନ. କିଛି ଆଶ୍ଚର୍ଯ୍ୟ ଏବଂ ବିଷାଦପୂର୍ଣ୍ଣ ଘଟିପାରେ, ମିଥୁନ ରାଶିର ବ୍ୟକ୍ତିମାନେ ସତର୍କ ରୁହନ୍ତୁ । ଘା' ରେ ଲୁଣ ଛିଟା ପଡିପାରେ, ଆପଣ ଶାରୀରିକ ଏବଂ ମାନସିକ ଭାବରେ ଅସୁସ୍ଥ ଅନୁଭବ କରିପାରନ୍ତି । ତେଣୁ, ଆପଣ ଭଲ ପାଉଥିବା ଅଭ୍ୟାସ ଏବଂ ଉପକରଣରେ ମନ ଲଗାନ୍ତୁ । ଏହା ଆପଣଙ୍କୁ ଚିନ୍ତା ବିହୀନ କରିବ ।

କର୍କଟ. ଆପଣ ଆଜି ଦିନଟିରେ ପରିବାର ଏବଂ ସାଙ୍ଗ ସାଥି ସହିତ ମଜା ମଜଲିସ୍‌ କରିପାରନ୍ତି । ଆର୍ଥିକ ଲାଭ ହୋଇପାରେ । ବ୍ୟବସାୟୀ ବ୍ୟକ୍ତିମାନଙ୍କ ପାଇଁ ଆଜି ଦିନଟି ପ୍ରତିଜ୍ଞାର ଦିବସ ହେବ, ଆପଣଙ୍କ ବ୍ୟବସାୟ ପାର୍ଟ୍‌ନର୍‌ ଠାରୁ ଆପଣ ଲାଭବାନ ହେବେ ।

ସିଂହ. ନିର୍ଦ୍ଦୟ ନକ୍ଷତ୍ର ଆଜି ଆପଣଙ୍କ ପାଇଁ ଶୁଭଦିନ ଆଣି ଦେଉନାହିଁ । ଆପଣ ଅସଂଖ୍ୟ ଚିନ୍ତା, ବ୍ୟସ୍ତତା, ଏବଂ ଦାରିଦ୍ର୍ୟତା ଘାରି ପକାଇପାରେ । ଦୃଢ ମନା ହୁଅନ୍ତୁ । ଆଜିର ଦିନଟି ଅଫିସ୍‌ରେ ଆପଣଙ୍କ ପାଇଁ ଖୁସିରେ ଯିବ ନାହିଁ ସେଥିପାଇଁ ଆପଣ ଆପଣଙ୍କର ପ୍ରତିଦିନର ବ୍ୟସ୍ତ କାମକୁ ଲକ୍ଷ୍ୟସ୍ଥଳରେ ପହଞ୍ଚାଇପାରିବା କଠିନ ହେବ ।

କନ୍ୟା. ଆଜି ଦିନଟି ଛାତ୍ରମାନଙ୍କ ପାଇଁ କଠିନ ରହିବ । ଆପଣଙ୍କର ଲକ୍ଷ୍ୟ ଘୁଞ୍ଚିଯାଇପାରେ, ପିଲାମାନେ ଦିନସାରା ଆପଣଙ୍କୁ ବ୍ୟସ୍ତ କରି ପକାଇବ । ଆଜି, ନିବେଶକମାନେ ସାବଧାନତା ଅବଲମ୍ବନ କରିବେ । ଆପଣଙ୍କୁ କୌଣସି ପ୍ରକାର ଭୌତିକ ତର୍କ ଏବଂ ଆଲୋଚନା ଠାରୁ ବିରତି ରହିବାକୁ ପରାମର୍ଶ ଦିଆଯାଇଛି ।

ତୁଳା. ଆଜି ଦିନଟି ଆପଣଙ୍କ ପାଇଁ ମାନ୍ଦାଳିଆ ରହିବ । ଆପଣଙ୍କ ପାଇଁ ଶାନ୍ତ ଏବଂ ନିରବ ରହିବା କଷ୍ଟକର ହୋଇପଡିବ, ସବୁ ସମୟରେ ସତର୍କ ରହିବା ଭଳି ଘଟଣା, ବିଶେଷ କରି ସଂପତ୍ତି ବିଷୟରେ କଥାବାର୍ତ୍ତା କରିବା ପ୍ରତି ବିରତି ରୁହନ୍ତୁ । ଯାତ୍ରା କରନ୍ତୁ ନାହିଁ । ଆପଣଙ୍କର ପରିବାରର ପରିବେଶ ଅସ୍ଥିର ରହିବ, ତର୍କ ଏବଂ ଯୁକ୍ତି ନ କରିବା ପାଇଁ ଚେଷ୍ଟା କରନ୍ତୁ ।

ବିଛା. ଦୟାକରି ସମସ୍ୟା ଯୋଗୁଁ ଅଟକି ଯାଆନ୍ତୁ ନାହିଁ, ସେଗୁଡିକ ସମାଧାନ କରିବାକୁ ଚେଷ୍ଟା କରନ୍ତୁ । ଘରର ପରିବେଶ ଅନୁକୂଳ ସାବ୍ୟସ୍ତ ହେବ ନାହିଁ; ଶାନ୍ତ ରହିବା ପାଇଁ ଚେଷ୍ଟା କରନ୍ତୁ । ଆଉ ମଧ୍ୟ, ଆପଣଙ୍କର ରାଗପଣତା ଆପଣଙ୍କୁ ତିଳେ ମାତ୍ର ସାହାଯ୍ୟ କରିବ ନାହିଁ , ସାବଧାନ ରୁହନ୍ତୁ । ଶେଷ ହୋଇ ନ ଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବା ଆପଣଙ୍କ ପାଇଁ କଷ୍ଟକର ହୋଇପଡିବ, ତଥାପି ଆପଣ ଶାନ୍ତ ରୁହନ୍ତୁ ଏବଂ ସଠିକ୍‌ ରୁହନ୍ତୁ, ଏହା ନିଶ୍ଚିତ ଭାବରେ ଆପଣଙ୍କୁ ସାହାଯ୍ୟ କରିବ ।

ଧନୁ. ଏହି ଦିନଟି ଆପଣଙ୍କ ପାଇଁ ଫଳପ୍ରଦ ହେବ । ଆପଣ ଆର୍ଥିକ ଲାଭରେ ରହିପାରନ୍ତି । ମହିଳାମାନଙ୍କ ଭାଗ୍ୟ ସେମାନଙ୍କ ସପକ୍ଷରେ ଯିବ । ଆପଣଙ୍କ ପ୍ରିୟଜନ ଆପଣଙ୍କୁ ଖୁସି ପାଇଁ ଆନନ୍ଦିତ ହେବେ । ନୂଆ କାମ ହାତକୁ ନେବାର ଏହା ହେଉଛି ସଠିକ ସମୟ । ଛୋଟିଆ ଯାତ୍ରା କରିପାରନ୍ତି । ଆପଣ ମାନସିକ ଭାବରେ ଆରାମ ଅନୁଭବ କରିବେ । ଆପଣଙ୍କ ଶତ୍ରୁମାନେ ଆପଣଙ୍କଠାରୁ ପରାସ୍ତ ହେବେ ।

ମକର. କେଡେ ଆଶ୍ଚର୍ଯ୍ୟର ଦିନ ! ଏହାକୁ ଆହୁରି ଆଶ୍ଚର୍ଯ୍ୟମୟ କରିବାକୁ ହେଲେ, ଗୋଟିଏ ପ୍ରାର୍ଥନା ସହ ଆରମ୍ଭ କରନ୍ତୁ ଏବଂ ପୂର୍ଣ୍ଣ ଆନନ୍ଦର ମଜା ନିଅନ୍ତୁ । ଆଜି, ପ୍ରତ୍ୟେକ ଜିନିଷ ସଠିକ୍‌ ସ୍ଥାନ ଏବଂ ସଠିକ୍‌ କ୍ରମରେ ରହିବ । ଏହାକୁ ପ୍ରିୟଜନ କିମ୍ବା ବ୍ୟବସାୟ ସହ ଯୋଡନ୍ତୁ । ସଠିକ୍‌ ହୁଅନ୍ତୁ ! ବ୍ୟବସାୟ ଦୃଷ୍ଟିରୁ ଆପଣ ଜଣେ ଯଥୋଚିତ କର୍ମଚାରୀ ହେବେ ।

କୁମ୍ଭ. ଆଜି ଆପଣ ଶାରୀରିକ ଓ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରିବାରର ସଦସ୍ୟଙ୍କ ସହ ମନୋମାଳିନ୍ୟ ଘଟିପାରେ । ଅର୍ଥଲଗାଣ କ୍ଷେତ୍ରରେ ସର୍ତକତା ଅବଲମ୍ୱନ କରନ୍ତୁ । ଖର୍ଚ୍ଚ ବୃଦ୍ଧି ଘଟିପାରେ । ବ୍ୟକ୍ତିଗତ କ୍ଷତିକୁ ଭରଣ କରିବାକୁ ଚେଷ୍ଟା କରିପାରନ୍ତି । ନିଜର ଉତ୍ତେଜିତ ମନକୁ ଆୟତରେ ରଖନ୍ତୁ । ଆଜି ଆପଣ ଦୁର୍ଘଟଣାର ସମ୍ମୁଖିନ ହୋଇପାରନ୍ତି ।

ମୀନ. ଆଜି, ହଠାତ୍‌ ଆର୍ଥିକ ଲାଭର ସମ୍ଭାବନା ନିଶ୍ଚିତ ଭାବରେ ରହିଛି । ଏପରିକି ଆପଣ ପଇସା ହିସାବରେ ପ୍ରାଇଜ୍‌ କିମ୍ବା ଲଟେରୀ ଜିତିପାରନ୍ତି । ମୋଟାମୋଟି ଭାବରେ ଖୁସି, ଭାଗ୍ୟଶାଳୀ ସମୟର ଆଶାକରାଯାଏ । ପିଲାମାନଙ୍କଠାରୁ ଭଲ ଖବର ଆସିପାରେ, ଏବଂ ଆପଣ ଆପଣଙ୍କ ପୁରୁଣା, ଦୀର୍ଘ ଦିନରୁ ଭେଟ ହୋଇ ନଥିବା ବନ୍ଧୁମାନଙ୍କୁ ଭେଟି ଭାଗ୍ୟବାନ ଅନୁଭବ କରିବେ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.