ETV Bharat / bharat

Horoscope: ଜୁଲାଇ 25 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

author img

By

Published : Jul 25, 2023, 12:00 AM IST

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

Horoscope
Horoscope

ମେଷ: ଆଜି ଘରୋଇ ଦୃଷ୍ଟିକୋଣରୁ ଶୁଭ ଅଟେ । ଆର୍ଥିକ ସଫଳତା ଏବଂ କୌତୁହଳପୂର୍ଣ୍ଣ ଭ୍ରମଣର ଯୋଗ ରହିଛି । ଆପଣଙ୍କର ଭାବପ୍ରବଣତା ନିୟନ୍ତ୍ରଣ କରିବା ପାଇଁ ଅଧିକ ଯତ୍ନ ନିଅନ୍ତୁ । ଆପଣଙ୍କ କାର୍ଯ୍ୟ ପାଇଁ ଆପଣ ପ୍ରଶଂସା ଏବଂ ପୁରସ୍କାର ପାଇ ପାରନ୍ତି । ପାରିବାରିକ ସ୍ଥିତି ଭଲ ରହିବ ।

ବୃଷ: ଆଜି ଆପଣଙ୍କ ଶାରିରୀକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକ ଏବଂ ବସ୍ତୁଗତ ସଫଳତା ଆପଣଙ୍କ ଅପେକ୍ଷାରେ ଅଛି । ଆପଣ ପ୍ରସ୍ତୁତ କରିଥିବା ଯୋଜନା କାର୍ଯ୍ୟରେ ପରିଣତ ହେବ । ଆପଣଙ୍କ ଉପରେ ନ୍ୟସ୍ତ କରାଯାଇଥିବା କାର୍ଯ୍ୟ ସହଜରେ ସମାପ୍ତ ହେବ । ମନ ହସଖୁସିରେ ଭରା ରହିବ । ଏହି ଖୁସି ଅନ୍ୟମାନଙ୍କ ସହିତ ମଧ୍ୟ ବାଣ୍ଟନ୍ତୁ ।

ମିଥୁନ: ଆପଣ ଅନ୍ୟମାନଙ୍କୁ ନିଜର ନମ୍ର-ବ୍ୟବହାର ଏବଂ ମିଠା କଥାରେ ପ୍ରଭାବିତ କରିପାରିବେ । ଏହା ଆପଣଙ୍କୁ ଅନେକ ପ୍ରକାରରେ ସାହାଯ୍ୟ କରିବ । ବୌଦ୍ଧିକ ଦୃଷ୍ଟିକୋଣରୁ ଆପଣଙ୍କର ବିକାଶ ହେବ । ଆପଣଙ୍କ ଦୃଷ୍ଟିକୋଣରେ ମଧ୍ୟ ହଠାତ୍‌ ପରିବର୍ତ୍ତନ ହୋଇପାରେ । ସ୍ୱାସ୍ଥ୍ୟ ଉଭୟ ଶାରିରୀକ ଏବଂ ମାନସିକ ଭଲ ରହିବ । କେତେକ ଭଲ ଖବର ଆପଣଙ୍କ ଅପେକ୍ଷାରେ ଅଛି ।

କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅଶାନ୍ତ ରହିବ । ସବୁ କାର୍ଯ୍ୟରେ ବାଧା ସୃଷ୍ଟି ହେବ । ଶାରୀରିକ ଓ ମାନସିକ ଅଶାନ୍ତି ଦେଖାଦେବ । ପାରିବାରିକ କଳହ ଦେଖା ଦେଇପାରେ । ସ୍ବାସ୍ଥ୍ୟଗତ ସମସ୍ୟା ଲାଗି ରହିବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ ।

ସିଂହ: ଆପଣ ଧାର୍ମିକ ଏବଂ ଅନୁକୂଳ କାର୍ଯ୍ୟକଳାପରେ ମଜ୍ଜି ରହିପାରନ୍ତି । ତା ସହିତ ଧାର୍ମିକ ସ୍ଥଳକୁ ଯାତ୍ରା କରିପାରନ୍ତି । ବିଦେଶରେ ଥିବା ପ୍ରିୟଜନଙ୍କ ଠାରୁ କିଛି ଖବର ଆଶା କରିପାରନ୍ତି । ଆଜି ଆପଣ ନିର୍ଦ୍ଦିଷ୍ଟ କାମରେ ଲକ୍ଷ୍ୟ ରଖିବେ । ଆପଣ ମାନସିକ ଭାବରେ ହଇରାଣ ହୋଇପାରନ୍ତି । ତାହାର ପ୍ରଥମ କାରଣ ଆପଣଙ୍କ ପିଲାମାନେ ହୋଇପାରନ୍ତି ।

କନ୍ୟା: ଯଦି ଆପଣ କୌଣସି ନୂଆ ଜିନିଷ ଯୋଜନା କରୁଛନ୍ତି, ସେଥିପାଇଁ ଆଜି ଦିନଟି ଉପଯୁକ୍ତ ନୁହେଁ । ଆପଣଙ୍କ ରାଗ ଏବଂ କଡା କଥା ଉପରେ ନିୟନ୍ତ୍ରଣ ରଖନ୍ତୁ । ଯାହା ଫଳରେ ଅଶାନ୍ତି ପରିସ୍ଥିତିର ସାମନା କରିବାକୁ ପଡିବ ନାହିଁ । ଆପଣଙ୍କ ପରିବାର ସହ ଏକ ଭୟଙ୍କର ଯୁକ୍ତି ଆପଣଙ୍କୁ ଅଶାନ୍ତିରେ ରଖି ଦେଇପାରେ । ଆଜି ଆପଣଙ୍କର ଅତ୍ୟଧିକ ଖର୍ଚ୍ଚ ହୋଇପାରେ ।

ତୁଳା: ଆଜି ଦିନଟିରେ ଆପଣଙ୍କୁ ଅନେକ କିଛି କରିବାର ଅଛି । ଆପଣ ନୂଆ ପୋଷାକ କିଣିବା ପାଇଁ ଯାଇପାରନ୍ତି । ପରିବର୍ତ୍ତିତ ସମୟ ଅନୁସାରେ ଆପଣ ନିଜକୁ ବଦଳାଇବାକୁ ଚେଷ୍ଟା କରିପାରନ୍ତି । ଆପଣଙ୍କର ଶାରୀରିକ ଏବଂ ମାନସିକ ଶକ୍ତି ବଦଳି ଯାଇପାରେ ଏବଂ ଯାହାକି ପରିବେଶକୁ ବଦଳାଇ ଦିଏ । ନେବାକୁ ପ୍ରସ୍ତୁତ ରୁହନ୍ତୁ । ଯେହେତୁ ଯଶ ଖ୍ୟାତି ଏବଂ ସୁସ୍ୱାଦୁ ଜିନିଷ ଆପଣଙ୍କ ଅପେକ୍ଷାରେ ଅଛି ।

ବିଛା: ଆପଣ ସୁସ୍ଥ ଅନୁଭବ କରିବେ । ଅସୁସ୍ଥ ଥିବା ବ୍ୟକ୍ତିମାନଙ୍କ ପାଇଁ ଏହା ହେଉଛି ଖୁସିର ସମୟ । ଯେହେତୁ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ନିଶ୍ଚିତ ସମ୍ଭାବନା ରହିଛି । ଆପଣ ଆପଣଙ୍କ ସହକର୍ମୀଙ୍କ ଠାରୁ ସହଯୋଗ ଏବଂ ସହାୟତା ପାଇପାରନ୍ତି । ଆପଣଙ୍କ ପ୍ରତିଦ୍ୱନ୍ଦୀମାନଙ୍କୁ ସଫଳ ଭାବରେ ହରାଇବାରେ ସକ୍ଷମ ରହିବେ ।

ଧନୁ: ହଜମ ଜନିତ ସମସ୍ୟା ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ । ଆପଣଙ୍କ ପିଲାର ପାଠପଢା ଏବଂ ସ୍ୱାସ୍ଥ୍ୟ ବିଷୟ ସଂପର୍କିତ ବିଷୟ ସାରା ଦିନ ଆପଣଙ୍କ ମନରେ ରହିବ । ଆପଣ ଆପଣଙ୍କ ରାଗକୁ ନିୟନ୍ତ୍ରଣରେ ରଖିବାକୁ ପରାମର୍ଶ ଦିଆଯାଉଛି । ଜ୍ଞାନଭିତ୍ତିକ ଆଲୋଚନାରୁ ଦୂରରେ ରୁହନ୍ତୁ । ଅବଶ୍ୟ ଆପଣ ଆଜି କଳା ଏବଂ ସାହିତ୍ୟ ଆଡକୁ ଦୁର୍ବଳତା ପ୍ରକାଶ କରିପାରନ୍ତି ।

ମକର: ଆଗ୍ରହ ଏବଂ ଶକ୍ତି ଅଭାବରୁ ଆଜି ଆପଣ ଆପଣଙ୍କର ଶାରୀରିକ ଏବଂ ମାନସିକ ଭାବରେ କିଛି ଉତ୍ତମ କରିପାରିବେ ନାହିଁ । ଏହା ପଛରେ ପରିବାରର କଳହ ଥାଇପାରେ । କିମ୍ବା ଆଉ ମଧ୍ୟ, କୌଣସି ଦୁର୍ଘଟଣାର ସମ୍ମୁଖିନ ହୋଇପାରନ୍ତି, ଯାହାକି ଆପଣଙ୍କର ମର୍ଯ୍ୟାଦା ହାନି କିମ୍ବା ସମାଜରେ ଆପଣଙ୍କ ସ୍ଥାନ କମ୍‌ ହୋଇପାରେ । ଖୁସି ଏବଂ ଆଗ୍ରହ ଅଭାବରୁ ଆପଣଙ୍କ ଦିନ ଫିକା ଏବଂ ମାନ୍ଦାଳିଆ ରହିପାରେ ।

କୁମ୍ଭ: ଆପଣ ଖୁସି ଏବଂ ଆନନ୍ଦମୟ ଅନୁଭବ କରିବେ । ଯେପରିକି ଚିନ୍ତାର ବାଦଲ ସବୁ ଆପଣଙ୍କ ପାଖରୁ ପଳାଇ ଯାଇଛି । ଆପଣ ଆପଣଙ୍କ ପରିବାର ସହିତ ଖୁସି ବାଣ୍ଟି ପାରିବେ ଏବଂ ସାନ ଭାଇ ଭଉଣୀ ମାନଙ୍କ ସହ ଭଲ ସମୟ ବିତାଇ ପାରିବେ । ଯାହାକି ଆପଣଙ୍କ ଦିନକୁ ଆହୁରି ଆନନ୍ଦମୟ କରିବ । ଆଉ ମଧ୍ୟ ଆପଣ ଗୋଟିଏ ଛୋଟ ଯାତ୍ରାର ଆୟୋଜନ କରିପାରନ୍ତି । ତାହା ଆହୁରି ଆନନ୍ଦମୟ ରହିବ । ଆପଣଙ୍କ ପ୍ରତିଦ୍ୱନ୍ଦୀକୁ ପଛରେ ପକାଇ ଆପଣ ସଫଳତା ହାସଲ କରିବା ହେତୁ ଆପଣଙ୍କ ଭାଗ୍ୟ ଉଜ୍ୱଳ ହୋଇ ଉଠିବ ।

ମୀନ: ଆପଣ ହିସାବ ଉପରେ ନଜର ରଖନ୍ତୁ । ଧୈର୍ଯ୍ୟ ହେଉଛି ସମ୍ପଦ । ଆପଣଙ୍କୁ ନିୟମିତ ଭାବରେ ବ୍ୟାୟାମ କରିବାର ଆବଶ୍ୟକତା ପଡିବ । ଆପଣଙ୍କ ରାଗକୁ କାବୁ କରିବାକୁ ହେଲେ ଜିଭକୁ କାମୁଡି ଚୁପ୍‌ ରହିବାକୁ ପଡିପାରେ । ଯାହା ଫଳରେ ଆପଣମାନଙ୍କ ମଧ୍ୟରେ ଭଲ ସମ୍ପର୍କ ରହିବ । ପଇସା ସମ୍ପର୍କିତ ବିଷୟରେ ସାବଧାନତା ବଜାୟ ରଖିବେ । ଅର୍ଥହୀନ ଯୁକ୍ତି ଠାରୁ ଦୁରେଇ ରୁହନ୍ତୁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.