ETV Bharat / bharat

ଅକ୍ଟୋବର 25 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ, ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ଅକ୍ଟୋବର 25 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
ଅକ୍ଟୋବର 25 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
author img

By

Published : Oct 25, 2022, 12:00 AM IST

ମେଷ: ଏହି ରାଶିର ବ୍ୟେକ୍ତି ବିଶେଷଭାବେ ଆପଣ ଭାଗ୍ୟଶାଳୀ। ଆପଣଙ୍କ ପାଇଁ ସମସ୍ତ ପ୍ରକାର ପ୍ରଶଂସା ଏବଂ ପୁରସ୍କାର ଗଚ୍ଛିତ ରହିଛି। ଯାହାକି ଆପଣଙ୍କ ସାମାଜିକ ସଂପର୍କ ଏବଂ ବିଭିନ୍ନ କ୍ଷେତ୍ରର ବିଶେଷଜ୍ଞଙ୍କଠାରୁ ଆସିବ । ବୌଦ୍ଧିକ ଆଲୋଚନା ଆପଣଙ୍କୁ ଉତ୍ସାହିତ କରିବ ଏବଂ ଆପଣଙ୍କର ଅଂଶଗ୍ରହଣ ପ୍ରଶଂସିତ ହେବ । ଅବଶ୍ୟ ଆପଣଙ୍କର ସମାଲୋଚନା ମନୋଭାବ ନିୟନ୍ତ୍ରଣରେ ରଖନ୍ତୁ ।

ବୃଷ: ସୁନ୍ଦର ମନୋବୃତ୍ତିର ପୁରସ୍କାର ଆପଣ ପାଇ ଆସୁଛନ୍ତି । ମାନସିକ ସ୍ଥିରତା, ସ୍ପଷ୍ଟତା ଏବଂ ଶାନ୍ତତାର ଲାଭ ଅନେକ ରହିଛି ଯାହାକି ଆପଣ ପ୍ରାପ୍ତ କରିବେ। ପଛକଥା ଛାଡି ଆଗକୁ ଯିବାକୁ ଚେଷ୍ଟା କରନ୍ତୁ। ମନୋବୃତ୍ତି ଅନୁସରଣ କରିବେ ଏବଂ ହସ, କୌତୁହଳ କରିବେ। ଅନ୍ୟମାନଙ୍କ ବିଷୟରେ ବ୍ୟସ୍ତ ନହୋଇ ନିଜ କାମ ନିଜେ କରିଚାଲିବେ । ନୂଆ ଭାବରେ ପ୍ରାପ୍ତ ହୋଇଥିବା ଏକ ଖୁସୀ ଖବର ଆପଣଙ୍କ ପରିବାର ଏବଂ ଆପଣଙ୍କୁ ଅନେକ ଖୁସୀ ଏବଂ ଆନନ୍ଦ ଦେବ ।

ମିଥୁନ: ଆଜି ଆପଣଙ୍କୁ ଯାହା ପସନ୍ଦ ତାହା କରିବେ । ଅଭାବରେ ଥିବା ଲୋକଙ୍କୁ ସାହାଯ୍ୟ କରିବେ ଓ ଏହାଦ୍ୱାରା ଆପଣଙ୍କର ସାମାଜିକ ପ୍ରତିଷ୍ଠା ଵୃଦ୍ଧି ହେବ ।

କର୍କଟ: ଆଜି ଦିନଟି ଭଲ ନାହିଁ। ଅତି ଖରାପ ଚିନ୍ତାରେ ରହିବେ। ଏହା ଖରାପ ସମୟ ଅଟେ । ମୁଣ୍ଡରେ ଚିନ୍ତା ରହିବ ଓ ବିବ୍ରତ ହେବେ। କାହାକୁ କଣ କହୁଛନ୍ତି ତାହା ଜାଣିପାରିବେ ନାହିଁ। ପରିବାର ବର୍ଗ ଯଥା କୌଣସି ସ୍ତ୍ରୀ ଲୋକ ସହ କଳି କରିବେ। ଅର୍ଥ ହାନି ହେବ। କିଛି ଅସୁବିଧାର ସମ୍ମୁଖିନ ହେବେ।

ସିଂହ: ପୁରୁଣା ସହଯୋଗୀଙ୍କ ସହ ମିଶି ଆଜିର ଦିନକୁ ଉପଭୋଗ କରନ୍ତୁ ଓ ନୂଆ ସମ୍ପର୍କ ଯୋଡ଼ନ୍ତୁ । ବନ୍ଧୁବାନ୍ଧବ ଆସିବାର ସମ୍ଭାବନା ଅଛି । ଆପଣଙ୍କର ପ୍ରଫୁଲ୍ଲ ମନ ଆପଣଙ୍କ ଘରକୁ ଆନନ୍ଦରେ ଭରି ଦେବା ସହ ଅତିଥିଙ୍କ ଆଗମନ ଏହାକୁ ଦ୍ୱିଗୁଣିତ କରିବ ।

କନ୍ୟା: ବ୍ୟବସାୟ ଓ ଅଵସର ମଧ୍ୟରେ ସମନ୍ୱୟ ରହିବ । ଆଜି ଅନ୍ତହିନ ପାର୍ଟିରେ ଯୋଗଦାନ କରି ଆନନ୍ଦିତ ହେବେ ଓ ଆପଣଙ୍କ ଖର୍ଚ୍ଚରେ ମଧ୍ୟ ଵୃଦ୍ଧି ଘଚିପାରେ । ଧ୍ୟାନର ସହ ଖର୍ଚ୍ଚ କରନ୍ତୁ ଆଦୌ ଚିନ୍ତିତ ହୁଅନ୍ତୁ ନାହିଁ ।

ତୁଳା: ଆଜି ଦିନଟି ଚମତ୍କାର ଅଟେ। ରଚନାତ୍ମକ ଓ କଳାତ୍ମକ କାର୍ଯ୍ୟରେ ମନୋନିବେଶ କରିବେ। ଶାରୀରିକ ଓ ମାନସିକ ସ୍ତରରେ ସୁଦୃଢ ରହିବେ। ଆପଣଙ୍କ ଦୃଢ ଇଚ୍ଛା ଶକ୍ତି ଲକ୍ଷ୍ୟ ସ୍ଥଳରେ ପହଞ୍ଚାଇବ ଏବଂ ଅର୍ଥ ପରିଚାଳନାରେ ସମର୍ଥ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ବିଛା: ଆଜି ସାବଧାନର ଦିନଟିଏ । ଦୁର୍ଘଟଣା ପାଇଁ ସତର୍କ ହୁଅନ୍ତୁ । କୌଣସି ଅସ୍ତ୍ରୋପଚାର ହୋଇପାରେ । ନିଜ ବାକ୍ୟ ଉପରେ ନିୟନ୍ତ୍ରଣ ରଖନ୍ତୁ । ନହେଲେ ଅଯଥା କଳି ଉପୁଜିପାରେ । ଦେହ ଓ ମନ ଭଲ ରହିବନି । ବ୍ୟସ୍ତ ଲାଗିବ । ବିଳାସବ୍ୟସନରେ ଅର୍ଥହାନି ହେବ । ନିଜ ଲୋକଙ୍କ ସହ ମନୋମାଳିନ୍ୟ ହୋଇପାରେ ।

ଧନୁ: ଆଜି ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ଅଟେ। ଆପଣଙ୍କର ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ତଥା ବ୍ୟକ୍ତିଗତ ଜୀବନରେ ସୁଫଳ ପ୍ରାପ୍ତି ଯୋଗ ଅଛି। ପ୍ରିୟଜନଙ୍କ ସହ ଆପଣ ପରିଭ୍ରମଣ କରି ମୌଜମଜଲିସରେ ସମୟ ଅତିବାହିତ କରିପାରନ୍ତି। ଆପଣଙ୍କ ପାରିବାରିକ ଜୀବନରେ ଶାନ୍ତି ପାଇବେ। ଯେଉଁ ଯୁବକ ଯୁବତୀ ବିବାହ ପାଇଁ ଲାଳାୟିତ ସେମାନେ ନିଜର ପସନ୍ଦ ମୁତାବକ ଜୀବନସାଥୀ ପାଇବେ।

ମକର: ଆଜି ବ୍ୟବସାୟରୁ ଅଧିକ ଲାଭ ପାଇବେ। ଆଜି ଉଧାର ଯାଇଥିବା ଅର୍ଥ ହସ୍ତଗତ ହେବା ସହ ଭ୍ରମଣରୁ ଓ ଅନ୍ୟାନ୍ୟ ଦିଗରୁ ମଧ୍ୟ ଅର୍ଥ ପାଇବେ । ସରକାରୀ ତଥା ବନ୍ଧୁବନ୍ଧବଙ୍କ ଠାରୁ ସହାୟତା ମିଳିବ । ପ୍ରିୟଜନ ଉପହାର ଦେଇ ଚକିତ କରିବେ । ନିଁଆ, ପାଣି ଏବଂ ଦୁର୍ଘଟଣା ପାଇଁ ସତର୍କ ରୁହନ୍ତୁ । ବ୍ୟବସାୟିକ କାମରେ ବହୁତ ଏପଟ ସେପଟ ହୋଇପାରନ୍ତି । ପିଲାଙ୍କ ପାଠପଢାର ଅଭିବୃଦ୍ଧିକୁ ପରିଲକ୍ଷିତ କରିବେ ।

କୁମ୍ଭ: ଆଜି ମିଶ୍ରିତ ଦିନଟିଏ । ଶାରୀରିକ ଅସୁସ୍ଥତା ବ୍ୟସ୍ତ କରିବ। ତଥାପି କଠିନ ପରିଶ୍ରମ କରିବେ। କାର୍ଯ୍ୟ ବ୍ୟସ୍ତତାରେ ଅସୁସ୍ଥତା ଭୁଲିଯିବେ। ଭଗ୍ନ ସ୍ୱାସ୍ଥ୍ୟ କାର୍ଯ୍ୟ ଦକ୍ଷତାରେ ପ୍ରଭାବ ପକାଇବ। ଖର୍ଚ୍ଚକୁ ମାର୍ଜିତ କର। ବ୍ୟବସାୟ ମାଧ୍ୟମରେ ଆନନ୍ଦ ପାଇଁ ସୁଯୋଗ ଅଛି। ଆପଣଙ୍କ ଉପରେ ନିର୍ଭର ଥିବା ବ୍ୟକ୍ତିଙ୍କୁ ସହାୟ ହେବ। ଯୁକ୍ତି ତର୍କରେ ସମୟ ଓ ଶକ୍ତି ନଷ୍ଟ କରନ୍ତୁ ନାହିଁ।

ମୀନ: ଆଜି ଭାଗ୍ୟ ଓ ସ୍ୱାସ୍ଥ୍ୟ ପାଇଁ ମଧ୍ୟମ ଦିନ ଅଟେ। ପରିଶ୍ରମ ବହୁଳ କାର୍ଯ୍ୟ କରନ୍ତୁ ନାହିଁ। ରକ୍ଷା ପାଇବା ପାଇଁ କିଛି ବାଟ ନାହିଁ। ମାତ୍ର ପରିଶ୍ରମର ଫଳ ମିଠା ଅଟେ। ସ୍ୱାସ୍ଥ୍ୟ ଓ ଖର୍ଚ୍ଚରେ ଯତ୍ନଶୀଳ ହୁଅନ୍ତୁ। ସାମାନ୍ୟ ବିଶ୍ୱାସ ଭଗବାନଙ୍କ ଉପରେ ରଖନ୍ତୁ । ଆପଣଙ୍କ ଦିନଟିକୁ ଭଲରେ ପରିଣତ କରିବ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.