ETV Bharat / bharat

ଏହି ରାଶିର ବ୍ୟକ୍ତି ବାହାରେ ଖାଆନ୍ତୁନି ଖାଦ୍ୟ, ହୋଇପାରେ ସ୍ବାସ୍ଥ୍ୟ ସମସ୍ୟା

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

horoscope
horoscope
author img

By ETV Bharat Odisha Team

Published : Oct 27, 2023, 12:00 AM IST

ମେଷ: ଆପଣଙ୍କ ସମସ୍ତ କାମରେ ବାଧା ସୃଷ୍ଟି ହୋଇପାରେ। ଅନିଶ୍ଚତା ଘେରରେ ରହିବେ। ବର୍ତ୍ତମାନ ସମୟ ଆପଣଙ୍କର ସପକ୍ଷରେ ଯିବ ନାହିଁ। ତେଣୁ ଭାବିଚିନ୍ତି କାର୍ଯ୍ୟ କରନ୍ତୁ। କୌଣସି ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ବୃଷ: ଆଜି ଆପଣ ବିଷାଦପୂର୍ଣ୍ଣ ରହିବେ। ଅସୁସ୍ଥ ଶରୀର କିମ୍ବା ଆଖି ବ୍ୟଥା ଏହାର କାରଣ ହୋଇପାରେ। ଦିଆଯାଇଥିବା ଆଜିର କାମ ଶେଷ ନ କରି ଅଧା ଅବସ୍ଥାରେ ଛାଡି ଦେବେ। ଖର୍ଚ୍ଚ ଉପରେ ନଜର ରଖନ୍ତୁ। ପରିଶ୍ରମ କଲେ ସଫଳତା ମିଳିବ। ଦୁର୍ଘଟଣା ଆଶଙ୍କା ରହିଥିବାକୁ ସାବଧାନତା ଅବଲମ୍ବନ କରନ୍ତୁ।

ମିଥୁନ: କାର୍ଯ୍ୟକୁ ସଫଳତା ପୂର୍ବକ ସମାପ୍ତ କରିବା ପାଇଁ ଆପଣ ନିଜର ବୁଦ୍ଧି ଖର୍ଚ୍ଚ କରିବେ। ଅନ୍ୟପକ୍ଷରେ ଆପଣଙ୍କ ବିନୟ ସ୍ବଭାବରୁ କମ୍ ସୁଫଳ ପାଇବେ। ଆପଣଙ୍କୁ ନିଜର କ୍ଷମତା ଦର୍ଶାଇବାକୁ ହେବ। ଆପଣଙ୍କର ବୁଦ୍ଧିମତା ବଳରେ ଆପଣ ଅନେକ କାର୍ଯ୍ୟ କରିପାରିବେ।

କର୍କଟ: ବିଦେଶରୁ ଶୁଭ କିମ୍ୱା ଖୁସୀ ଖବର ଆସିବାର ସମ୍ଭାବନା ରହିଛି। ଉଲ୍ଲାସମୟ ଭ୍ରମଣ ହେବ। ସେଥିପାଇଁ ଆପଣ ଅତ୍ୟନ୍ତ ଆନନ୍ଦ ଏବଂ ସନୁଷ୍ଟ ଅନୁଭବ କରିବେ । ଏହି ପୁରସ୍କାର ଗୁଡିକ ନମ୍ରତାର ସହିତ ଗ୍ରହଣ କରନ୍ତୁ ଏବଂ ଭଗବାନଙ୍କୁ ଅନେକ ଅନେକ ଧନ୍ୟବାଦ ଦିଅନ୍ତୁ। ଆପଣ ନିଜେ ପ୍ରାପ୍ତ କରିଥିବା ଆଶିର୍ବାଦ ମନେ ରଖିବା ନିଜର ମହାନତାର ପରିଚୟ ହେବ।

ସିଂହ: ଖର୍ଚ୍ଚ ବଢିଯାଇପାରେ। ବହୁ ଦିନରୁ ଲାଗି ରହିଥିବା ସ୍ୱାସ୍ଥ୍ୟ ସମସ୍ୟା କିମ୍ୱା ପୁର୍ବରୁ ଧାର୍ଯ୍ୟ କରାଯାଇଥିବା ଡାକ୍ତରୀ ଚିକିତ୍ସା ପ୍ରଣାଳୀ ଯୋଗୁଁ ଏହି ଖର୍ଚ୍ଚ ହୋଇପାରେ । କାର୍ଯ୍ୟରୁ ଅବକାଶ ନିଅନ୍ତୁ। ଯଦି ଆବଶ୍ୟକ ହୁଏ, ଘରେ ହିଁ ଖାଇବା ପାଇଁ ଯୋଜନା କରନ୍ତୁ । ମାନସିକ ସ୍ତରରେ, ପ୍ରତିକୂଳ ଭାବନା ଆପଣଙ୍କୁ ଗ୍ରାସ କରିପାରେ ।

କନ୍ୟା: ଯଦି ଆପଣ କୌଣସି ନୂଆ ଜିନିଷ ଯୋଜନା କରୁଛନ୍ତି, ସେଥିପାଇଁ ଆଜି ଦିନଟି ଉପଯୁକ୍ତ ନୁହେଁ । ଆପଣଙ୍କ ରାଗ ଏବଂ କଡା କଥା ଉପରେ ନିୟନ୍ତ୍ରନ ରଖନ୍ତୁ, ଯାହା ଫଳରେ ଅଶାନ୍ତି ପରିସ୍ଥିତିର ସାମନା କରିବାକୁ ପଡିବ ନାହିଁ। ଆପଣଙ୍କ ପରିବାର ସହ ଏକ ଭୟଙ୍କର ଯୁକ୍ତି ଆପଣଙ୍କୁ ଅଶ୍ଆନ୍ତିରେ ରଖି ଦେଇପାରେ। ଆଜି ଆପଣଙ୍କର ଅତ୍ୟଧିକ ଖର୍ଚ୍ଚ ହୋଇପାରେ ।

ତୁଳା: ଏକ ଉଜ୍ଜ୍ବଳ ଭବିଷ୍ୟତ ପାଇଁ ଆପଣ ଅତୀତର ଅଭିଜ୍ଞତାରୁ ଜ୍ଞାନ ଆହରଣ କରିବେ। ଆପଣଙ୍କ ନିକଟରେ ରହିଥିବା କିଛି ମୂଲ୍ୟବାନ ସାମଗ୍ରୀ ପାଇଁ ଆପଣ ଅଧିକ ଆସକ୍ତ ରହିବେ। ବିଭିନ୍ନ ବିଷୟ କୁ ନେଇ ଚିନ୍ତିତ ରହିପାରନ୍ତି। ଯଦ୍ବାରା ଆପଣଙ୍କ ଠାରେ ମାନସିକ ଚାପ ଦେଖାଦେଇପାରେ।

ବିଛା: ଆପଣ ସୁସ୍ଥ ଅନୁଭବ କରିବେ ଏବଂ ଶାରୀରିକ ଏବଂ ମାନସିକ ଭାବରେ ଆକ୍ଟିଭ ରହିବେ। ଅସୁସ୍ଥ ଥିବା ବ୍ୟକ୍ତିମାନଙ୍କ ପାଇଁ ଏହା ହେଉଛି ଖୁସିର ସମୟ। ଯେହେତୁ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ନିଶ୍ଚିତ ସମ୍ଭାବନା ରହିଛି ଆପଣ ଆପଣଙ୍କ ସହକର୍ମୀଙ୍କଠାରୁ ସହଯୋଗ ଏବଂ ସହାୟତା ପାଇପାରନ୍ତି। ଏହାସହ ଆପଣଙ୍କ ପ୍ରତିଦ୍ୱନ୍ଦୀମାନଙ୍କୁ ସଫଳ ଭାବରେ ହରାଇବାରେ ସକ୍ଷମ ହେବେ।

ଧନୁ: ହଜମ ଜନିତ ସମସ୍ୟା ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ। ଆପଣଙ୍କ ପିଲାର ପାଠପଢା ଏବଂ ସ୍ୱାସ୍ଥ୍ୟ ବିଷୟ ସଂପର୍କିତ ବିଷୟ ସାରା ଦିନ ଆପଣଙ୍କ ମନରେ ରହିବ। ଆପଣ ଆପଣଙ୍କ ରାଗକୁ ନିୟନ୍ତ୍ରଣରେ ରଖିବାକୁ ପରାମର୍ଶ ଦିଆଯାଇଥାଏ ଏବଂ ଜ୍ଞାନଭିତ୍ତିକ ଆଲୋଚନାରୁ ଦୂରରେ ରହିବେ। ଆପଣ ଆଜି କଳା ଏବଂ ସାହିତ୍ୟ ଆଡକୁ ଦୁର୍ବଳତା ପ୍ରକାଶ କରିପାରନ୍ତି ।

ମକର: ଆଗ୍ରହ ଏବଂ ଶକ୍ତି ଅଭାବରୁ, ଆଜି ଆପଣ ଆପଣଙ୍କର ଶାରୀରିକ ଏବଂ ମାନସିକ ଭାବରେ କିଛି ଉତ୍ତମ କରିପାରିବେ ନାହିଁ । ଏହା ପଛରେ ପରିବାରର କଳହ ଥାଇପାରେ। ଆଜି କୌଣସି ଦୁର୍ଘଟଣାର ସମ୍ମୁଖିନ ହୋଇପାରନ୍ତି। ଯାହାକି ଆପଣଙ୍କର ମର୍ଯ୍ୟଦା ହାନି କିମ୍ବା ସମାଜରେ ଆପଣଙ୍କ ସ୍ଥାନ କମ୍‌ ହୋଇପାରେ। ଖୁସି ଏବଂ ଆଗ୍ରହ ଅଭାବରୁ ଆପଣଙ୍କ ଦିନ ଫିକା ଏବଂ ମାନ୍ଦାଳିଆ ରହିପାରେ।

କୁମ୍ଭ: ଆପଣ ଖୁସି ଏବଂ ଆନନ୍ଦମୟ ଅନୁଭବ କରିବେ। ଆପଣ ପରିବାର ସହିତ ଖୁସି ବାଣ୍ଟି ପାରିବେ ଏବଂ ସାନ ଭାଇ ଭଉଣୀମାନଙ୍କ ସହ ଭଲ ସମୟ ବିତାଇ ପାରିବେ। ଯାହାକି ଆପଣଙ୍କ ଦିନକୁ ଆହୁରି ଆନନ୍ଦମୟ କରିବ ଆଉ ମଧ୍ୟ ଆପଣ ଗୋଟିଏ ଛୋଟ ଯାତ୍ରାର ଆୟୋଜନ କରିପାରନ୍ତି। ଆପଣଙ୍କ ପ୍ରତିଦ୍ୱନ୍ଦୀକୁ ପଛରେ ପକାଇ ଆପଣ ସଫଳତା ହାସଲ କରିବା ହେତୁ ଆପଣଙ୍କ ଭାଗ୍ୟ ଉଜ୍ୱଳ ହେବ।

ମୀନ: ଆପଣ ହିସାବ ଉପରେ ନଜର ରଖନ୍ତୁ। ଅଧିକ ବ୍ୟାାୟାମ କରନ୍ତୁ ନାହିଁ। ଭଲ ସମ୍ପର୍କ ବଜାୟୀ ରଖିବାକୁ ହେଲେ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ।ପଇସା ସମ୍ପର୍କିତ ବିଷୟରେ ସାବଧାନତା ବଜାୟ ରଖନ୍ତୁ। ଅର୍ଥହୀନ ଯୁକ୍ତିଠାରୁ ଦୁରେଇ ରହିବା ପାଇଁ ପରାମର୍ଶ ଦିଆଯାଉଛି।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.