ETV Bharat / bharat

ଡିସେମ୍ବର 28 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

author img

By ETV Bharat Odisha Team

Published : Dec 28, 2023, 12:01 AM IST

28th December Horoscope: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ।

28th December Horoscope
28th December Horoscope

ମେଷ: ଏହି ଦିନ ଆପଣଙ୍କ ପାଇଁ ମଧ୍ୟମ ଧରଣର ହେବ। ଆପଣଙ୍କ ଯୋଜନା କାର୍ଯ୍ୟକାରୀ କରିବା ପାଇଁ କିମ୍ୱା ଏକ ନୂଆ ପ୍ରକଳ୍ପ ହାତକୁ ନେବା ପାଇଁ ଏହା ଏକ ଭଲ ଦିନ । ତଥାପି ନ ଭାବି ନଚିନ୍ତି କୌଣସି ସିଦ୍ଧାନ୍ତ ନେଇ ଆପଣଙ୍କ ଚିନ୍ତାଧାରାକୁ ଜଟିଳ କରନ୍ତୁ ନାହିଁ। ମୌଳିକକୁ ହିଁ ଅନୁସରଣ କରନ୍ତୁ ଏବଂ ସହଜ ରଖନ୍ତୁ । ଭ୍ରମଣ ଏବଂ ଯାତ୍ରାର ସମ୍ଭାବନା ରହିଛି ।

ବୃଷ: ଆଜି ଦିନ ଆପଣଙ୍କ ସପକ୍ଷରେ ଯିବ ନାହିଁ। ଆପଣ ସିଦ୍ଧାନ୍ତ ହୁଏତ ଭଲ ନହୋଇପାରେ । ଫଳରେ ଉପଯୋଗୀ ସୁଯୋଗରୁ ଆପଣ ଦୂରେଇ ଯିବାର ସମ୍ଭାବନା ରହିଛି । ଆଜି ସୁଯୋଗ ହରାଇବେ ନାହିଁ, ଆପଣ ନିଜର ପ୍ରକ୍ରିୟାରେ ଅପରିବର୍ତ୍ତିତ ଭାବରେ ଧ୍ୟାନ କେନ୍ଦ୍ରିଭୂତ କରନ୍ତୁ । ଆଜି କୌଣସି ନୂଆ କିମ୍ୱା ଗୁରୁତ୍ୱପୁର୍ଣ୍ନ କାର୍ଯ୍ୟ କିମ୍ବା ପ୍ରକଳ୍ପ ହାତକୁ ନିଅନ୍ତୁ ନାହିଁ ।

ମିଥୁନ: ପ୍ରୀୟଜନ ଏବଂ ବନ୍ଧୁମାନଙ୍କ ସହିତ ମିଶିବା ଏବଂ ମଜା କୌତୁକ କରିବା ପାଇଁ ଏହା ହେଉଛି ଏକ ଭଲ ଦିନ । ତେଣୁ ବନ୍ଧୁମାନଙ୍କୁ ରାତ୍ରି ଭୋଜନ ପାଇଁ ନିମନ୍ତ୍ରଣ କରନ୍ତୁ କିମ୍ବା ତାଙ୍କ ସହିତ ବାହାରକୁ ଯାଆନ୍ତୁ । ଆର୍ଥିକ ଦୃଷ୍ଟିକୋଣରୁ, ଆପଣ ବହୁତ ଲାଭ ପାଇବେ । ଅବଶ୍ୟ, ସେଥିପାଇଁ ଆପଣ ଅତ୍ୟଧିକ ଖର୍ଚ୍ଚ କରନ୍ତୁ ନାହିଁ; ଆପଣଙ୍କ ଖର୍ଚ୍ଚକୁ ସୀମା ଭିତରେ ରଖନ୍ତୁ ଏବଂ ଭାବିଚିନ୍ତି ଖର୍ଚ୍ଚ କରନ୍ତୁ ।

କର୍କଟ: ନକ୍ଷତ୍ର ପ୍ରଭାବରୁ ଆପଣଙ୍କ ମନ ବ୍ୟାକୁଳ ଏବଂ ଅସ୍ଥୀର ହୋଇପାରେ । ଆପଣ ଶାନ୍ତ ରହିବା ଆବଶ୍ୟକ। ନ ହେଲେ, ଆପଣଙ୍କ ମାନସିକ ଅସ୍ଥିରତା ଯୋଗୁଁ ନିଷ୍ପତ୍ତି ନେବା କଷ୍ଟକର ହୋଇପଡିବ ।ଆଜି ନିରାଶ ଅନୁଭବ କରିପାରନ୍ତି । ଛୋଟ କଥାକୁ ବଡ କରି କୌଣସି ଲାଭ ହେବ ନାହିଁ ।

ସିଂହ: ଆପଣଙ୍କ ପାଇଁ ପରିସ୍ଥିତି ଆଜି ଅତ୍ୟନ୍ତ ଅନୁକୂଳ ଅଟେ। କିନ୍ତୁ ଆପଣ ଏହାର ଉତ୍ତମ ବ୍ୟବହାର କରିବାରେ ଆପଣ ବିଫଳ ହୋଇପାରନ୍ତି। ନୂଆ ପ୍ରକଳ୍ପ କିମ୍ୱା ନୂଆ କାର୍ଯ୍ୟ ହାତକୁ ନିଅନ୍ତୁ ନାହିଁ। ଆଜି ଦିନ ସେଥିପାଇଁ ଅନୁକୂଳ ନୁହେଁ । ତେଣୁ ଭାବିଚିନ୍ତି କାର୍ଯ୍ୟ କରନ୍ତୁ।

କନ୍ୟା: ଯଦି ଆପଣ ନୂଆ ପ୍ରକଳ୍ପ ହାତକୁ ନେବାପାଇଁ ଯୋଜନା କରୁଛନ୍ତି, ତେବେ ତାହା ଆପଣ ବିଳମ୍ବ ନକରି ହାତକୁ ନେବା ଉଚିତ । କାରଣ ଏହିଦିନ ଆପଣଙ୍କ ପେଶାଦାର ଜୀବନ ପାଇଁ ଶୁଭ ଅଟେ ଏବଂ ଆଉ ଅଧିକ ଉନ୍ନତି କରିବା ପାଇଁ ଲକ୍ଷ୍ୟ ରଖନ୍ତୁ । ଆପଣ ନିଶ୍ଚିତ ଭାବରେ ପଦନ୍ନୋତି ପାଇବା ଆଶା କରିବେ ଏବଂ ଅଫିସ୍‌ରେ ପ୍ରଶଂସାର ପାତ୍ର ହେବେ ।

ତୁଳା: ବୁଦ୍ଧିମତ୍ତା କାର୍ଯ୍ୟକଳାପରେ ନିଜକୁ ସଂପୃକ୍ତ କରିବାର ପ୍ରବଳ ଇଚ୍ଛା ଆପଣଙ୍କୁ ଲେଖା ଏବଂ ଡ୍ରଇଙ୍ଗ୍‌ ଭଳି ସୁକ୍ଷ୍ମ କଳା ଆଡକୁ ଟାଣିନେବ । ନୂଆ କାର୍ଯ୍ୟ ହାତକୁ ନେବା ଏବଂ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଆଜି ହେଉଛି ସବୁଠାରୁ ଉତ୍ତମ ଦିନ । ପେଶାଦାର ଦୃଷ୍ଟିକୋଣରୁ ଆପଣ ନିପୁଣ ହେବେ ଏବଂ ସହକର୍ମୀ, ବରିଷ୍ଠମାନଙ୍କଠାରୁ ପ୍ରୋତ୍ସାହନ ଏବଂ ସାହାଯ୍ୟ ପ୍ରାପ୍ତ କରି ଆପଣଙ୍କ କାର୍ଯ୍ୟ ଦକ୍ଷତା ଆହୁରି ବୃଦ୍ଧି ପାଇବ ।

ବିଛା: ଏହି ଦିନ ଭଲ ହେବା ପାଇଁ ଆଶା କରନ୍ତୁ ନାହିଁ । ଅନୈତିକ କିମ୍ବା ଆଇନ୍‌ ବିରୁଦ୍ଧ କାର୍ଯ୍ୟକଳାପରୁ ନିବୃତ ରହନ୍ତୁ । ଆଜି ପାଇଁ ଅଜଣା ବ୍ୟକ୍ତିଙ୍କ ସହିତ ମିଳାମିଶା କରିବା କିମ୍ୱା ନୂଆ ସଂପର୍କ ବଢାଇବା ଏକ ଭଲ ଚିନ୍ତାଧାରା ପ୍ରମାଣିତ ହୋଇ ନପାରେ । ଆଜିପାଇଁ ସବୁଠାରୁ ଉତ୍ତମ କାର୍ଯ୍ୟ ହେଉଛି ଯୋଗ କିମ୍ୱା ଧ୍ୟାନ କରିବା ।

ଧନୁ: ଆଜିର ଦିନ ଆପଣଙ୍କ ପାଇଁ ଖୁସିରେ କଟିବ । ଅନେକ ଆମୋଦ ପ୍ରମୋଦ ଏବଂ ହସମଜା ହେବାର ଅଛି । ସାମାଜିକ ଏକତ୍ରିକରଣ ଏବଂ ଘଟଣାରେ ଆପଣ ବିଭିନ୍ନ ସାଂସ୍କୃତିତ ଲୋକଙ୍କ ସହିତ ମିଶିବା ସୁଯୋଗ ପାଇବେ । ବନ୍ଧୁ ଏବଂ ପ୍ରୀୟଜନଙ୍କ ସହିତ ଆମୋଦ ଭ୍ରମଣରେ ଯିବା ପାଇଁ ଯୋଜନା କରିବା ଏକ ଭଲ ଚିନ୍ତାଧାରା ହେବ ।

ମକର: ବ୍ୟବସାୟରେ ବିସ୍ତାରଣ ଆଜି ପାଇଁ ଅତ୍ୟନ୍ତ ଲାଭଜନକ ପ୍ରମାଣିତ ହେବ । ପ୍ରତ୍ୟେକ ଜିନିଷ ଯୋଜନା ମୁତାବକ ହେବାର ଆଶା କରାଯାଏ। ଆର୍ଥିକ କାରବାର ଆପଣଙ୍କ ସପକ୍ଷରେ ଯିବ । ବ୍ୟବସାୟରେ ବିନା ଦ୍ୱିଧାରେ ଆଗକୁ ବଢିବ । ପାର୍ଟ୍‌ନର୍‌ ଏବଂ ସହକର୍ମୀମାନେ ବନ୍ଧୁତ୍ୱପୂର୍ଣ୍ଣ ରହିବେ । ଉତ୍ତମ ଶରୀର ସୁନିଶ୍ଚିତ । ଶାନ୍ତି ଏବଂ ମୈତ୍ରୀ ଆପଣଙ୍କ ଦ୍ୱାରସ୍ଥ ହେବେ ।

କୁମ୍ଭ: ଆଜି ଦିନରେ ଆପଣଙ୍କର ଭାବିବା ଏବଂ କହିବା ଭିତରେ ଫରକ୍‌ ଆସିବ । ଆପଣ ଏକ ଜ୍ଞାନଭିତ୍ତିକ ଆଲୋଚନା ଏବଂ ଭାଷଣରେ ଭାଗ ନେଇପାରନ୍ତି । କଳ୍ପନାମୂଳକ ଏବଂ ସୃଜନଶୀଳତାର ବୀଜ ଦୃଢ ଭାବରେ ଅଙ୍କୁରିତ ହେବ । ଅଚାନକ ଖର୍ଚ୍ଚ ବଢିଯିବାର ମଧ୍ୟ ସମ୍ଭାବନା ଅଛି । ଆପଣ ବଦହଜମୀ ଉପରେ ପୀଡିତ ହୋଇପାରନ୍ତି ଏବଂ ସମ୍ପୂର୍ଣ୍ଣ ଦୁର୍ବଳ ହୋଇଯିବେ ।

ମୀନ: ଆଜି ଆପଣଙ୍କଠାରେ ଆଗ୍ରହ ଏବଂ ଶକ୍ତିର ଅଭାବ ଦେଖାଦେବ । ଆପଣଙ୍କ ପରିବାର ସଦସ୍ୟ ସହ ଦ୍ୱନ୍ଦ ବିବାଦର ଆଶା କରାଯାଇପାରିବ, ଆପଣ କଳହ ଏବଂ ଯୁକ୍ତିତର୍କ ନ କରିବା ପାଇଁ ପରାମର୍ଶ ଦିଆଯାଇଅଛି । ଉଭୟ ଶାରୀରିକ ଏବଂ ମାନସିକ ସ୍ତରରେ ଦୁର୍ବଳ ଏବଂ ଶକ୍ତିହୀନ ଅନୁଭବ କରିବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.