ETV Bharat / bharat

ଜୁଲାଇ 28 ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

author img

By

Published : Jul 28, 2022, 12:00 AM IST

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ପ୍ରତିକାର ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ଜୁଲାଇ 28 ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
ଜୁଲାଇ 28 ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଫଳ ଦାୟକ ନୁହେଁ । ତେଣୁ ନିଜକୁ ଶାନ୍ତ ରଖି ସମୟକୁ ଅପେକ୍ଷା କରନ୍ତୁ । ଆପଣଙ୍କ ମାନସିକ ଉତ୍ତେଜନା ବୃଦ୍ଧି ଯୋଗୁଁ ଆପଣ ଏହି ସମୟରେ ଆଘାତ ପାଇପାରନ୍ତି । ତେଣୁ ସତର୍କତା ଅବଲମ୍ୱନ କରନ୍ତୁ । ନିଜ ମାଆଙ୍କର ସ୍ୱାସ୍ଥ୍ୟ ତଥା ଅନ୍ୟାନ୍ୟ ନିର୍ଣ୍ଣାୟକ ସମାସ୍ୟା ଯୋଗୁଁ ବିଚଳିତ ହୋଇପାରନ୍ତି । ନିଜର ସମ୍ମାନ ହାନି ଘଟିଲା ପରି କୌଣସି କାର୍ଯ୍ୟ କରନ୍ତୁ ନାହିଁ ।

ବୃଷ: ପୁର୍ବର ଦୁଃଖ କଷ୍ଟକୁ ଚିନ୍ତା ନ କରି ଆଜି ନିଜକୁ କର୍ମ ଚଞ୍ଚଳ ରଖିଲେ ଦିନଟି ଖୁସିରେ କଟିପାରେ । ନିଜ ମାଆଙ୍କ ସଙ୍ଗେ ମଧୁର ଆଳାପ ଆଲୋଚନା ତାଙ୍କ ପ୍ରତି ସ୍ନେହାଶ୍ରଦ୍ଧା ବୃଦ୍ଧି କରିବାରେ ସାହାଯ୍ୟ କରିବ ।ଭୋଜିରେ ସୁଖାଦ୍ୟ ଭୋଜନ ମନକୁ ତୃପ୍ତି ପ୍ରଦାନ କରିବ । ଗୋଟିଏ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ପରିବାର ଓ ଆର୍ଥିକ ସମସ୍ୟା ପ୍ରତି ସଜାଗ ରୁହନ୍ତୁ ।

ମିଥୁନ: ବିଭିନ୍ନ ଚିନ୍ତାଧାରା ଆପଣଙ୍କୁ ଭାରାକ୍ରାନ୍ତ କରିପାରେ । ଆପଣ ଯେତେ କ୍ଳାନ୍ତ ଓ ଅବସାଦ ଅନୁଭବ କରୁଥିଲେ ମଧ୍ୟ ଆପଣଙ୍କର ପ୍ରିୟଜନଙ୍କୁ ଦେଖି ହର୍ଷତୋଫୁଲ ହେବେ । ଆପଣଙ୍କର ଦୃଢ ମନୋବଳ ଏବଂ ଦକ୍ଷତା ଆପଣ କରୁଥିବା କାର୍ଯ୍ୟରେ ପରିଲକ୍ଷିତ ହେବ ଏବଂ ସହକର୍ମୀ ବନ୍ଧୁମାନେ ଆପଣଙ୍କୁ ସହଯୋଗ କରିବା ସଙ୍ଗେ ସଙ୍ଗେ ଉତ୍ସାହିତ କରିବେ ।

କର୍କଟ: ବନ୍ଧୁମାନଙ୍କ ଗହଣରେ ଆଜିର ଦିନଟିକୁ ମୌଜ ମଜଲିସରେ କଟିବେ । ଆପଣ ଦିନ ତମାମ ଚଳଚଞ୍ଚଳ ରହି ଆମୋଦ ପ୍ରମୋଦରେ ସମୟ ବିତାଇବେ । ନିଜ ପରିବାରର ସଦସ୍ୟ ଓ ବନ୍ଧୁମାନଙ୍କ ଗହଣରେ ବାହାରକୁ ଭ୍ରମଣରେ ଯାଇ ନିଜକୁ ପ୍ରମୋଦିତ କରିବା ଯୋଜନା କରିପାରନ୍ତି । ନିଜର ଧର୍ମପତ୍ନୀଙ୍କ ସହ ମୌଜ ମଜଲିସ କରିପାରନ୍ତି ଏବଂ ତାଙ୍କ ଠାରୁ ଶୁଭ ଖବର ପାଇପାରନ୍ତି ।

ସିଂହ: ଆଜି ଦିନଟି ସେତେ ଶୁଭଫଳ ପ୍ରଦାନ କରିବ ନହିଁ । ଦିନସାରା ଆପଣ ଚିନ୍ତାଗ୍ରସ୍ତ ରହିବେ । ଏହା ଆପଣଙ୍କ ଶାରୀରିକ ଓ ମାନସିକ ଅସ୍ଥିରତାର କାରଣ ହୋଇପାରେ । କାହା ସଙ୍ଗେ ଯୁକ୍ତିତର୍କ କରନ୍ତୁ ନାହିଁ କିମ୍ୱା ଅସତ ବ୍ୟବହାର କରନ୍ତୁ ନାହିଁ । ନ୍ୟାୟାଳୟ ଏବଂ ବୈଧାନିକ କାର୍ଯ୍ୟ କରିବାକୁ ଥିଲେ ତାହା ଅନ୍ୟ କେଉଁ ଦିନକୁ ଘୁଞ୍ଚାଇ ଦିଅନ୍ତୁ । ବିଦେଶରୁ ଆସିଥିବା ଶୁଭ ଖବର ଆଜିର ଦିନଟିକୁ ଆମୋଦ ପ୍ରମୋଦରେ କଟାଇବାକୁ ପ୍ରେରଣା ଯୋଗାଇପାରେ ।

କନ୍ୟା: ଆପଣ ନିଜର ବନ୍ଧୁ ଓ ପରିବାର ସଦସ୍ୟଙ୍କ ଗହଣରେ ମୌଜ ମଜଲିସ କରି ସମୟ କଟାଇବେ । ସାମାଜିକ ଜୀବନରେ ନିଜର ପ୍ରତିଷ୍ଠା ଓ ପ୍ରଗତିର ବୃଦ୍ଧି ଘଟିପାରେ ତେଣୁ ଆପଣ ଉଲ୍ଳସିତ ହେବେ । ଅର୍ଥ ଲଗାଣ ଏବଂ ଅର୍ଥଲାଭ ଯୋଗ ଅଛି । ବ୍ୟବସାୟୀ ମାନେ ନିଜର ବ୍ୟବସାୟରେ ଉନ୍ନତି କରିବେ ଏବଂ ଅର୍ଥଲାଭ କରିବେ ।

ତୁଳା: ଆଜି ଦିନଟି ସୌଭାଗ୍ୟବାନ ଦିନ ଅଟେ । ଗୃହର ପରିବେଶ ସୁଖପ୍ରଦ ହୋଇପାରେ । କାର୍ଯ୍ୟରେ ଆପଣଙ୍କ ଉତ୍ସାହ ବଢିପାରେ । ଆପଣଙ୍କର ବରିଷ୍ଠ କର୍ମଚାରୀମାନେ ଆପଣଙ୍କର କର୍ମରେ ସନ୍ତୋଷ ପ୍ରକାଶ କରିପାରନ୍ତି । ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ଅଛି । ସରକାରୀ ଏବଂ ବୈଧାନିକ କାମ କରିବା ପାଇଁ ଆଜି ଶୁଭଦିନ ଅଟେ ।

ବିଛା: ଆଜି ଆପଣ ଶାରୀରିକ ଓ ମାନସିକ ସ୍ତରରେ ନିଜକୁ ଦୁର୍ବଳ ଓ ଅଳସୁଆ ବୋଲି ଅନୁଭବ କରିବେ । ବ୍ୟବହାରରେ ଆପଣ ସ୍ୱଳ୍ପସମୟ ପାଇଁ କିଛି ତୃଟି ଲକ୍ଷ୍ୟ କରିପାରନ୍ତି । ତେଣୁ ଆପଣଙ୍କ ସହକର୍ମୀ କିମ୍ୱା ବରିଷ୍ଠ ଅଧିକାରୀଙ୍କ ସହ ଯୁକ୍ତିତର୍କ କରନ୍ତୁ ନାହିଁ । ନିଜର ସନ୍ତାନମାନଙ୍କ ସ୍ୱାସ୍ଥ୍ୟ ପ୍ରତି ନଜର ଦିଅନ୍ତୁ ଏବଂ ସେମାନଙ୍କର ଅସୁବିଧା କଥା ବୁଝନ୍ତୁ । ନିଜର ଆର୍ଥିକ ସମାସ୍ୟାକୁ ଆଖି ଆଗରେ ରଖି ଖର୍ଚ୍ଚକୁ ସୀମିତ କରନ୍ତୁ ।

ଧନୁ: ଆଜି ବହୁ ସତର୍କତା ଅବଲମ୍ୱନ କରିବାକୁ ପଡିପାରେ । ଆପଣଙ୍କ ମାନସିକ ଉତ୍ତେଜନା କୌଣସି ସିଦ୍ଧାନ୍ତରେ ପହଞ୍ଚିବାରେ ବାଧା ସୃଷ୍ଟି କରିବ । ତେଣୁ କୌଣସି ନୂତନ ଯୋଜନା ହାତକୁ ନିଅନ୍ତୁ ନାହିଁ । ଆପଣଙ୍କର ତିକ୍ତ ଭାବ ପ୍ରଦର୍ଶନ ଏବଂ ବାକ୍ୟାଳାପରେ ଅସଞ୍ଜମତା ଆପଣଙ୍କୁ ଅସୁବିଧାରେ ପକାଇବ । ଅନୈତିକ ଓ ଅବୈଧାନିକ କାର୍ଯ୍ୟକଳାପରୁ ନିଜକୁ ଦୂରେଇ ରଖନ୍ତୁ ନଚେତ୍‍ ସମାଜରେ ଆପଣଙ୍କର ସମ୍ମାନହାନି ଘଟିବ ।

ମକର: ଆପଣଙ୍କ ପାଇଁ ଏହି ଦିନଟି ଭାଗ୍ୟଶାଳୀ । ସମସ୍ତ ଜିନିଷ ଟଙ୍କା, ପାଣ୍ଠି ଏବଂ ଅର୍ଥ ପାଇଁ ଏହା ହେଉଛି ଉତ୍ତମ ସମୟ । ଆପଣଙ୍କର ଆୟ ବୃଦ୍ଧି ହେବାର ସମ୍ଭାବନା ରହିଛି । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ ।

କୁମ୍ଭ: ଆପଣ ଆଜି ନିଜ କାର୍ଯ୍ୟରେ ସଫଳତା ପାଇବା ସଙ୍ଗେ ସଙ୍ଗେ ନିଜର ପ୍ରତିଷ୍ଠା ଲାଭ କରିବେ । ଆପଣ ନିଜର କାର୍ଯ୍ୟର ଚରମ ସଫଳତା ଲାଭ କରିବା ପାଇଁ ସହକର୍ମୀ ବନ୍ଧୁଙ୍କ ସହାଚର୍ଯ୍ୟ ଲୋଡିପାରନ୍ତି । ଏଥିପାଇଁ ଆପଣଙ୍କ ମନ ଉତଫୁଲିତ ହୋଇପାରେ । ଆପଣଙ୍କ ସମ୍ମାନ ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ପ୍ରଶଂସିତ ହେବେ । ବନ୍ଧୁ ଓ ପରିବାର ସହିତ ମୌଜ ମଜଲିସ କରିବେ ।

ମୀନ: ଆପଣଙ୍କର ସୃଜନଶୀଳ ପ୍ରତିଭା ଯୋଗୁଁ ଆପଣ ଆଜି ସାହିତ୍ୟ ସମ୍ୱନ୍ଧୀୟ କୌଣସି ନୂତନ ତଥ୍ୟ ଲୋକାଲୋଚନାକୁ ଆଣିପାରନ୍ତି । ଏହା ଆପଣଙ୍କ ଦକ୍ଷତାର ପ୍ରମାଣ ଦେଇପାରେ । ଲେଖା ଲେଖିରେ ମଧ୍ୟ ଆପଣ ସମୟ ବିନିଯୋଗ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ପ୍ରେମାଳାପ ତଥା ମୌଜ ମଜଲିସରେ ସମୟ ଅତିବାହିତ ହେବ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.