ETV Bharat / bharat

ଜୁଲାଇ ୨୯ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

author img

By

Published : Jul 29, 2022, 12:00 AM IST

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ପ୍ରତିକାର ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ଜୁଲାଇ ୨୯ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
ଜୁଲାଇ ୨୯ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ମେଷ: ଆଜି ସାମାଜିକ ଏବଂ ସାର୍ବଜନୀନ କ୍ଷେତ୍ରରେ ଖ୍ୟାତି ଅର୍ଜନ କରିବ । ପାରିବାରିକ ଏବଂ ଦାମ୍ପତ୍ୟ ଜୀବନରେ ସୁଖ ଏବଂ ତୃପ୍ତି ରହିବ । ଦିନସାରା ରୋମାଣ୍ଟିକ୍ ରହିବ । ପ୍ରେମ ଜୀବନରେ ତୁମେ ସଫଳତା ପାଇବ । ଜୀବନସାଥୀ ସହିତ ସମନ୍ୱୟ ଭଲ ହେବ । ଆପଣ ମଜା ଏବଂ ମନୋରଞ୍ଜନରେ ବ୍ୟସ୍ତ ରହିପାରନ୍ତି ।

ବୃଷ: ଆପଣ ଦିନସାରା ହାଲୁକା ଏବଂ ଖୁସୀ ଅନୁଭବ କରିବେ । ଆପଣଙ୍କ ହୃଦୟ ଭାବନାରେ ଭରା ରହିବ । ଅନୁକୂଳ ଭାବନାରେ ଆପଣ ଭବିଷ୍ୟତର ସ୍ୱପ୍ନ ଦେଖିବେ । ଚାକିରିଆ ଲୋକମାନଙ୍କୁ ତାଙ୍କ ଅଧିକାରୀମାନେ ପ୍ରଶଂସା କରିବେ।

ମିଥୁନ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିପାରେ । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ନିଜର ପତ୍ନୀ ଓ ସନ୍ତାନମାନଙ୍କ ଚିନ୍ତା ଆପଣଙ୍କୁ ବିବ୍ରତ କରିବ । ଏହା ଆପଣଙ୍କୁ ମାନସିକ ଦ୍ୱନ୍ଦ ଆଡକୁ ଟାଣିନେଇପାରେ । ପେଟ ଯନ୍ତ୍ରଣା ଯୋଗୁଁ ଶାରିରୀକ ପୀଡା ପାଇବେ । ଖର୍ଚ୍ଚର ପରିମାଣ ବୃଦ୍ଧି ପାଇବ ।

କର୍କଟ: ଖରାପ ଚିନ୍ତା ତମର ଦୁଃଖର କାରଣ ହେବ । ନିଜକୁ ଶକ୍ତି ସାମର୍ଥ ଶୂନ୍ୟ ପରି ଭାବିବେ । ପାରିବାରିକ ଗଣ୍ଡଗୋଳ ଲାଗିରହିବ । ଖର୍ଚ୍ଚ ବଢିବ । ଏହାକୁ ରୋକିବାରେ ଅସଫଳ ହେବେ । ଚିନ୍ତା ମଗ୍ନ ରହିବା ସହିତ ଭଲରେ ଶୋଇପାରିବେ ନାହିଁ ।

ସିଂହ: ଅନ୍ୟଜଣକ ମନ୍ତବ୍ୟ ପ୍ରତି ଅଧିକ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ । ଆପଣଙ୍କ ରାଗ ନିୟନ୍ତ୍ରଣ କରନ୍ତୁ । ଅତ୍ୟଧିକ ଯୂକ୍ତିତର୍କରୁ ଦୁରେଇ ରହନ୍ତୁ ନହେଲେ ନିଃସନ୍ଦେହରେ ଆଇନଗତ ସମସ୍ୟା ସୃଷ୍ଟି କରିପାରେ ।

କନ୍ୟା: ଆଜି କ୍ରୋଧ ଏବଂ କଥାବାର୍ତ୍ତା ଉପରେ ସଂଯମତା ରଖ । ନକାରାତ୍ମକ ଚିନ୍ତାଧାରା ମନକୁ ଦୁଃଖ ଦେଇପାରେ । ତୁମର ଖାଦ୍ୟ ପେୟ ପ୍ରତି ଧ୍ୟାନ ଦିଅ । ତୁମର ସୃଜନଶୀଳତା ସହିତ, ଏକ ନୂତନ ଉପାୟରେ କାର୍ଯ୍ୟ କରିବାକୁ ସମର୍ଥ ହେବ । ଭାଇଭଉଣୀଙ୍କ ସହ ସମ୍ପର୍କ ଭଲ ରହିବ ।

ତୁଳା: ଆପଣଙ୍କ ଜୀବନର ପ୍ରତ୍ୟେକ କ୍ଷେତ୍ର ପାଇଁ ଆଜିଦିନ ଭାଗ୍ୟଶାଳୀ ରହିବ । ବର୍ତ୍ତମାନ ସୁଦ୍ଧା ଆପଣ ହୁଏତ ସବୁଠାରୁ ଅଧିକ ସନ୍ତୁଳନ ପ୍ରାପ୍ତ କରିଥାଇ ପାରନ୍ତି । ଘରେ ପ୍ରୀୟଜନଙ୍କ ସହିତ ପ୍ରେମଭରା ଏବଂ ଖୁସୀଭରା ରହିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି ।

ବିଛା: ଆଜି ସକାଳେ ସମସ୍ତ ଘଣ୍ଟାକୁ ଆପଣ ଅତିକ୍ରମ କରିବା ପାଇଁ ଚାହିଁବେ ଏବଂ ଆପଣ ଛୁଟି ସହଜରେ ପାଇପାରିବେ ନାହିଁ । ଆଜି ସହଜରେ କାମ କରିପାରିବେ ନାହିଁ କିମ୍ୱା ସହଜରେ କାମରେ ଧ୍ୟାନ ଦେଇପାରିବେ ନାହିଁ । ଆଜି ସଂଘର୍ଷ କରିବାକୁ ପଡିବ । ଆପଣ ମାନ୍ଦା ଅନୁଭବ କରିବେ ଏବଂ ଦିନସାରା ବ୍ୟସ୍ତ ରହିବେ ।

ଧନୁ: ଭାବପ୍ରବଣତା ଏବଂ ଆବେଗତା ଆପଣଙ୍କୁ ସମସ୍ୟାରେ ପକାଇପାରେ। ଏହାକୁ ନିୟନ୍ତ୍ରଣ ରଖନ୍ତୁ। ପରିବାର ସହ କଳହ ଲାଗି ରହିବ । ତେଣୁ ଆଜି କିଛି କହିବା ପୂର୍ବରୁ ଭାବିଚିନ୍ତି କାମ କରନ୍ତୁ ।କୌଣସି କାମକୁ ନେଇ ପରିବାର ଲୋକେ ଆପଣଙ୍କୁ ଦୋଷାରୋପ କରିପାରନ୍ତି । ଦିନଟି ଏତେ ଭଲରେ ଯିବ ନାହିଁ ।

ମକର: ଆଜି ଦିନଟି ଆପଣଙ୍କ ପାଇଁ ସବୁଦିଗରୁ ଶୁଭଙ୍କର ହେବ । ଆପଣଙ୍କର ଆୟ ବୃଦ୍ଧି ଘଟିବା ସହିତ ଆପଣ ଯେମିତି ଚାହିଁବେ ସେମିତି ଖର୍ଚ୍ଚ କରିବେ । ବ୍ୟବସାୟରେ ଆପଣ ବିଭିନ୍ନ ସଂସ୍ଥାମାନଙ୍କର ବିଶ୍ୱାସଭାଜନ ହେବେ । ଏହା ଦ୍ୱାରା ବହୁ ସଫଳତା ଲାଭ କରି ସମାଗରେ ପ୍ରତିଷ୍ଠିତ ହେବେ । ଆପଣଙ୍କର ସୃଜନଶୀଳ ପ୍ରତିଭା ବଳରେ ଆପଣ ନିଜର ଦକ୍ଷତାକୁ ଆପଣଙ୍କ ପସନ୍ଦଯୋଗ୍ୟ କାର୍ଯ୍ୟରେ ବିନିଯୋଗ କରିପାରିବେ ।

କୁମ୍ଭ: ଆପଣ ଆନନ୍ଦ ଅନୁଭବ କରିବେ ଏବଂ ନିଜର ସଫଳତା ଏବଂ ଉତ୍ତମ ଜୀବନର ଝଲକ ପ୍ରତିଫଳିତ ହେବ । କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ଆପଣଙ୍କ ଖ୍ୟାତି ଏବଂ ସହକର୍ମୀମାନଙ୍କ ମଧ୍ୟରେ ସମ୍ମାନ ମଧ୍ୟ ବୃଦ୍ଧି ହେବ । ଆପଣଙ୍କ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ହେବେ । ପରିବାର ସହିତ ପ୍ରେମଭାବ ଏବଂ ହସଖୁସୀରେ ସମୟ ବିତିବ ।

ମୀନ: ଆପଣ ଭାବିଥିବା କାର୍ଯ୍ୟରେ ଆଜି ସଫଳତା ଅର୍ଜନ କରିବେ । ଆଜି କିଛି ପରୀକ୍ଷା ଫଳ ବାହାରିବ ଯେଉଁଥିରେ କି ଆପଣ ସଫଳତା ପାଇଥିବା ଦେଖି ଖିସିରେ ବିଭୋର ହୋଇପଡିବେ । ବୌଜ୍ଞାନିକ ମାନଙ୍କ ପାଇଁ ଆଜି ଅକ ଭଲ ଦିନ ଅଟେ । ଛାତ୍ର ଏବଂ ସେମାନଙ୍କର ଶିକ୍ଷା ପାଇଁ ଏକ ଉତ୍କୃଷ୍ଟ ସମୟ ଅଟେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.