ETV Bharat / bharat

ଜୁଲାଇ ୩୦ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

author img

By

Published : Jul 30, 2022, 12:00 AM IST

ଆଜି କେମିତି ରହିବ ଆପଣଙ୍କ ଦିନ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ପ୍ରତିକାର ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ଜୁଲାଇ ୩୦ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
ଜୁଲାଇ ୩୦ ରାଶିଫଳ: ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ମେଷ: ଆପଣଙ୍କ ବନ୍ଧୁ ଏବଂ ପଡୋଶୀଙ୍କ ସହିତ ଆପଣ କେତେକ ବୌଦ୍ଧିକ ଆଲୋଚନା କରିପାରନ୍ତି । ଆଜି ବ୍ୟସ୍ତତା ଭିତରେ ରହିବେ । ଫଳରେ ମାନସିକ ଏବଂ ଶାରିରୀକ ସ୍ତରରେ ଆପଣ ଅସୁସ୍ଥ ହୋଇ ପଡିବେ । ଭ୍ରମଣ ଯୋଜନା ଯଦି ପ୍ରସ୍ତୁତ କରିଥାନ୍ତି ଅନ୍ୟ କୌଣସି ଦିନ ପାଇଁ ଧାର୍ଯ୍ୟ କରନ୍ତୁ ।

ବୃଷ: ଆଜିର ଦିନଟି ସର୍ବୋତ୍ତମ ଅଟେ । ବ୍ୟକ୍ତିତ୍ବ ପାଇଁ ଭାଇଭଉଣୀଙ୍କ ଅଧିକ ଭଲପାଇବା ମିଳିବ । ସେମାନଙ୍କ ସହ ମଧୁର ସମ୍ପର୍କ ଆହୁରି ବୃଦ୍ଧି ପାଇବ । ଆଜି ବନ୍ଧୁମିଳନ ଘଟିପାରେ । ଯେଉଁମାନଙ୍କୁ ଭଲ ପାଆନ୍ତି, ସେମାନଙ୍କ ସହ ଆତ୍ମୀୟତା ଆହୁରି ଗାଢ ହୋଇପାରେ । ଅଫିସରେ ନିଜ ଉପରେ ବ୍ୟସ୍ତ ଥିବା କାର୍ଯ୍ୟକୁ ସଫଳତାର ସହ ଶେଷ କରିବେ ।

ମିଥୁନ: ଏହି ରାଶି ପାଇଁ ଦିନଟି ମଧ୍ୟମ ଧରଣର ରହିବ । ସାଂସ୍କୃତିକ କାର୍ଯ୍ୟକ୍ରମରୁ ଦୂରରେ ରହିବା ପାଇଁ ଆପଣଙ୍କୁ ପରାମର୍ଶ ଦିଆହେଉଛି । ବୌଦ୍ଧିକ ଆଲୋଚନାରୁ ଦୂରରେ ରହନ୍ତୁ ଯେ ହେତୁ ଏହା ଯୁକ୍ତିତର୍କରେ ପରିଣତ ହୋଇପାରେ । କୌଣସି ନୂଆ କାର୍ଯ୍ୟ ଆଜି କରନ୍ତୁ ନାହିଁ ଏବଂ ଅନ୍ୟ ଦିନ ପାଇଁ ରଖନ୍ତୁ । ଯେହେତୁ ସମୟ ବର୍ତ୍ତମାନ ଅନୁକୂଳ ନୁହେଁ ।

କର୍କଟ: ଆଜିର ଦିନ ବ୍ୟସ୍ତତାରେ କଟିବ । କାର୍ଯ୍ୟସ୍ଥଳରେ କାର୍ଯ୍ୟାଳୟରେ ଉପରିସ୍ଥ କର୍ମଚାରୀଙ୍କ ସହ ଗୁରୁତ୍ତ୍ୱପୂର୍ଣ୍ଣ ଆଲୋଚନାରେ ବ୍ୟସ୍ତ ରହିବେ । ଅର୍ଥ ପ୍ରାପ୍ତର ସୁଯୋଗ ରହିଛି । ଭ୍ରମଣର ସୁଯୋଗ ରହିଛି । ଗୃହର ସାଜସଜ୍ଜା ଏବଂ ସୌନ୍ଦର୍ଯ୍ୟକରଣରେ ବ୍ୟସ୍ତ ରହିବେ ।

ସିଂହ: ଆଜି ଦିନଟି ଭଲରେ କଟିବ ନାହିଁ । ଦୁଃଖରେ ଦିନ ଅତିବାହିତ ହେବ । ବାପା ମାଆ କୌଣସି କାରଣ ପାଇଁ ଆପଣଙ୍କୁ ଦୋଷ ଦେଇପାରନ୍ତି ।ପର୍ଯ୍ୟଟନ ଏବଂ ଅଜଣା ବ୍ୟକ୍ତିଙ୍କଠାରୁ ଦୁରେଇ ରୁହନ୍ତୁ । ଡାକ୍ତରୀ ପରୀକ୍ଷା ପାଇଁ ଦିନଟି ଶୁଭ ନୁହେଁ । କୌଣସି ଯୁକ୍ତିତର୍କ କିମ୍ୱା ଝଗଡା କରନ୍ତୁ ନାହିଁ ।

କନ୍ୟା: ଆଜି ଆପଣ ନିଜ ଜୀବନର ସକାରାତ୍ମକ ଦୃଷ୍ଟି କୋଣଗୁଡିକ ବଢାଇବାରେ ଧ୍ୟାନ କେନ୍ଦ୍ରିତ କରିବେ । ସବୁ ଜିନିଷ ଠିକ କରିବା ଚେଷ୍ଟା ଆପଣ ମାନସିକ ଭାବେ ଶକ୍ତିହୀନ ହୋଇଯାଇପାରନ୍ତି । ଏପରି ଅବସ୍ଥାରେ ଆପଣ କେହି ଜଣେ ନିଜ ଲୋକଙ୍କ ସହ ଏ ବିଷୟରେ ଆଲୋଚନା କରିବା କିମ୍ବା ଭିନ୍ନ ମତ ଥିବା ବ୍ୟକ୍ତିମାନଙ୍କ ନିକଟକୁ ଯିବା ଭଲ ହେବ ।

ତୁଳା: ଦେହ ଖରାପ ହେଲେ ଜଣେ ରାଜା ମଧ୍ୟ ଦୂର୍ବଳ ଓ ଖରାପ ଦେଖାଯାଆନ୍ତି । ଆଜି ଏହାକୁ ଆଖି ଆଗରେ ରଖି ଆପଣ ନିଜ ସ୍ଵାସ୍ଥ୍ୟକୁ ସବୁଠାରୁ ଅଧିକ ପ୍ରାଥମିକତା ଦେବେ । ଆପଣ ନିଜ ବ୍ୟାୟାମ ଅଭ୍ୟାସ ପାଇଁ ଏକ ଚାର୍ଟ ପ୍ରସ୍ତୁତ କରିବେ ଓ ଏହାକୁ ସଠିକ ଭାବେ ଅନୁସରଣ କରିବାକୁ ଚେଷ୍ଟା କରିବେ ।

ବିଛା: ଭଗବାନଙ୍କ ପ୍ରଭାବରୁ ଦିନଟି ଭଲରେ କଟିବ । ପ୍ରତିକ୍ଷେତ୍ରରେ ଆପଣ କୃତକାର୍ଯ୍ୟ ହେବେ । ଚାକିରୀରେ ପଦୋନ୍ନତି, ଦରମା ବୃଦ୍ଧି, ବିଦେଶ ୟାତ୍ରା ହୋଇପାରେ । ଶାରୀରିକ ସୁସ୍ଥତା ବଜାୟ ରହିବ । ମୌଜ ମଜଲିସରେ ସମୟ କାଟିବେ । ବନ୍ଧୁମାନଙ୍କ ସହ ପରିଭ୍ରମଣରେ ୟାଆନ୍ତୁ ।

ଧନୁ: ଦିନଟି ଅତ୍ୟନ୍ତ ଶୁଭଫଳଦାୟକ ଅଟେ । ଦୃଢ ବିଶ୍ୱାସ ଓ ଠିକ ସିଦ୍ଧାନ୍ତ ଆପଣଙ୍କୁ ସବୁ କାର୍ଯ୍ୟ୍ୟ ସୁଚାରୁରୂପେ ସମ୍ପାଦନ କରିବାକୁ ପ୍ରେରଣା ଯୋଗାଇବ । ଆମ ଠିକ ସମୟରେ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାର ପ୍ରୟାସ ଜାରିରଖିବେ । ଘରପାଇଁ କିଛି ଦରକାରୀ ଆବଶ୍ୟକୀୟ ଜିନିଷ କିଣିପାରନ୍ତି | ଆପଣ ଚାହିଁଲେ ଗୋଟିଏ ନୂଆ ଗାଡି କିଣିପାରିବେ । ବନ୍ଧୁମାନଙ୍କ ଗହଣରେ ସହର ବାହାରକୁ ପରିଭ୍ରମଣରେ ଯିବେ । ଏପରି ଆମୋଦ ଦାୟକ ଭ୍ରମଣ ଅନୁଭୂତି ଆପଣଙ୍କ ସ୍ମୃତିରେ ଅଭୁଲା ହୋଇ ରହିପାରେ

ମକର: ଆଜି ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ଦିବସର ପ୍ରଥମାର୍ଦ୍ଧରେ କର୍ମଜୀବିମାନେ ଲାଭବାନ ହେବେ ଏବଂ ସୁଫଳ ପ୍ରାପ୍ତି ହୋଇପାରେ । ଆଜି ଆପଣ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । ନିଜର ବନ୍ଧୁ ଓ ପରିବାରର ସଦସ୍ୟମାନଙ୍କସହ ପରିଭ୍ରମଣରେ ଯିବାକୁ ମନସ୍ଥ କରିବେ । ମାତ୍ର ମଧ୍ୟାହ୍ନ ପରେ ଅବସ୍ଥାରେ କିଛି ଅବନତି ଦେଖାଦେଇପାରେ । ଆପଣଙ୍କ ସ୍ୱାସ୍ଥ୍ୟର ଅବନତି ଘଟିପାରେ ।

କୁମ୍ଭ: ଆଜି ମନରେ ଅନେକ ଅସମାହିତ ପ୍ରଶ୍ନ ଲୁଚୁକାଳି ଖେଳିବ । ତେଣୁ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତ ନିଅନ୍ତୁ ନାହିଁ । ଏହାକୁ ଅନ୍ୟ ଦିନକୁ ଘୁଞ୍ଚାଇ ଦିଅନ୍ତୁ । ଜିହ୍ୱାକୁ ସଞ୍ଜତ କରନ୍ତୁ, ନଚେତ୍‍ ପରିବାରରେ ବିବାଦ ହୋଇପାରେ । ଏଥିପାଇଁ ନିରାଶ ମଧ୍ୟ ଲାଗିପାରେ ।

ମୀନ: ଦିନଟି ମିଶ୍ରିତ ଫଳ ଦେବ । ଦିନର ଗୋଟିଏ ଅଂଶରେ ବିଷାଦଗ୍ରସ୍ତ ଓ ଭାବନାତ୍ମକ ହେବେ, ଅନ୍ୟ ସମୟଟିଭାବନାରେ ବହି ଯାଇ ନିଜ କାମକୁ ଉପେକ୍ଷା କରିବାରେ ନଷ୍ଟ କରିଥିବା ସମୟ ଠିକ କରିବାରେ ଯିବ ।ପିଲାମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ବଢିବ । ଜୀବନସାଥୀ ସହ ଭଲ ସମୟ କାଟିବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.