ETV Bharat / bharat

ଅଗଷ୍ଟ ୩୧ ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ - ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ । ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି । କିପରି କଟିବ ଦାମ୍ପତ୍ୟ ଜୀବନ । ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କଣ ପ୍ରତିକାର । ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି । ଆପଣଙ୍କ ଜୀବନସାଥୀ ସହିତ ଦିନଟି କେମିତି ଅତିବାହିତ ହେବ । ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

horoscope of 31st august 2022
ଅଗଷ୍ଟ ୩୧ ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
author img

By

Published : Aug 31, 2022, 12:01 AM IST

ମେଷ: ଆଜିର ଦିନଟି ଆପଣଙ୍କ ପାଇଁ ଶୁଭଫଳଦାୟକ ଅଟେ । ଆପଣ ପ୍ରତି ପଦକ୍ଷେପରେ ଅତି ସହଜରେ ସଫଳତା ସ୍ୱାଦ ଚାଖିବେ । ସବୁ ସ୍ଥଳରେ ଆପଣଙ୍କ ମନ ପ୍ରଫୁଲ୍ଳ ରହିବ । ପାରିବାରିକ ଜୀବନରେ ଶାନ୍ତି ବିରାଜମାନ କରିବା ସଙ୍ଗେସଙ୍ଗେ ହସ ଖୁସିରେ ଦିନଟି କଟିବ । ତେଣୁ ଏହି ଅବସରରେ ଆପଣ ନିଜର ବନ୍ଧୁ ଓ ପରିବାରର ସଦସ୍ୟଙ୍କୁ ସଙ୍ଗରେ ନେଇ ଦୂର ଯାତ୍ରା କରିବାର ଯୋଜନା କରନ୍ତୁ । ସାମାଜିକ ସ୍ତରରେ ଆପଣଙ୍କର ସମ୍ମାନ ବୃଦ୍ଧି ପାଇବ । ବୃତ୍ତିଗତ କ୍ଷେତ୍ରରେ କାର୍ଯ୍ୟକରିବାରେ କୌଣସି ପ୍ରତିବନ୍ଧକ ନ ଆସି କାମ ସୁରୁଖୁରୁରେ ସମ୍ପନ୍ନ ହେବ ଏବଂ ଅର୍ଥଲାଭ ହୋଇପାରେ ।

ବୃଷ: ଆଜି ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିପାରେ । ଆପଣ ଆୟ ବ୍ୟୟର ହିସାବକୁ ତନ୍ନତନ୍ନ କରି ପରୀକ୍ଷା କରି ଖର୍ଚ୍ଚ କରନ୍ତୁ । ଆଜି ଦିନଟିରେ ବିଦ୍ୟାର୍ଥୀମାନେ ନିଜ ବିଦ୍ୟାଳୟରେ କିମ୍ଵା ପଢାପଢିରେ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଅପରାହ୍ନ ପରେ ଅବସ୍ଥାରେ ପରିବର୍ତ୍ତନ ଘଟି ସୁଖ ଓ ସମୃଦ୍ଧିର ବାତାବରଣ ଦେଖାଦେବ । ଦିବସର ପ୍ରଥମାର୍ଦ୍ଧରେ ଶାରୀରିକ ଅସୁସ୍ଥତା କ୍ରମେକ୍ରମେ ସୁସ୍ଥ ହେବ । ଏପରିକି ଅଫିସରେ ଆପଣଙ୍କର ସହକର୍ମୀମାନେ ଆପଣଙ୍କୁ ସହୟୋଗ ପ୍ରଦାନ କରିବେ । ଆପଣଙ୍କ ପ୍ରତିଦ୍ୱନ୍ଦୀ ମାନେ ପରାଜୟ ବରଣ କରିବେ ।

ମିଥୁନ: ଜୀବନରେ ସହଜରେ ପରିପୂର୍ଣତା ଆସେନାହିଁ । ପରିବାରର ସଦସ୍ୟଙ୍କ ଲଢୁଆ ମନୋଭାବ ଯୋଗୁଁ ଆପଣଙ୍କୁ ଧର୍ଯ୍ୟ ଧରି ଶାନ୍ତ ରହିବାକୁ ପଡିପାରେ । ମାତ୍ର ଦିନତମାମ ଏପରି ପରିସ୍ଥିତିର ମୁକାବିଲା କରିବା ଅତ୍ୟନ୍ତ କଷ୍ଟଦାୟକ ହୋଇପାରେ । ଗୃହର ଝଗଡା ଯୋଗୁଁ ବୃତ୍ତିରେ ଅଗ୍ରଗତି କରିବ ଅତ୍ୟନ୍ତ କଷ୍ଟକର ମଧ୍ୟ । ଆଜି ଦିନର କୁପ୍ରଭାବ ବିଦ୍ୟାର୍ଥୀ ମାନଙ୍କୁ ହଇରାଣରେ ପକାଇପାରେ । ଆପଣ ନିଜର ଅସ୍ଥିର ମନୋଭାବକୁ ପରିତ୍ୟାଗ କରନ୍ତୁ । ଅପ୍ରତ୍ୟାଶିତ ଭାବେ ଖର୍ଚ୍ଚାନ୍ତ ହୋଇପାରନ୍ତି, ତେଣୁ ନିଜର ଅର୍ଜିତ ଧନପ୍ରତି ସତର୍କ ରୁହନ୍ତୁ ।

କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅଶାନ୍ତ ରହିବ । ସବୁ କାର୍ଯ୍ୟରେ ବାଧା ସୃଷ୍ଟି ହେବ । ଶାରୀରିକ ଓ ମାନସିକ ଅଶାନ୍ତି ଦେଖାଦେବ । ପାରିବାରିକ କଳହ ଦେଖାଦେଇପାରେ । ସ୍ବାସ୍ଥ୍ୟଗତ ସମସ୍ୟା ଲାଗିରହିବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ ।

ସିଂହ: ଆପଣ ଧାର୍ମିକ ଏବଂ ଅନୁକୂଳ କାର୍ଯ୍ୟକଳାପରେ ମଜି ରହିପାରନ୍ତି, ତା ସହିତ ଧର୍ମସ୍ଥାନକୁ ଯାତ୍ରାରେ ଯାଇପାରନ୍ତି । ଆଜି ଦିନରେ ଆପଣ ବହୁତ ରାଗି ପାରନ୍ତି । ବିଦେଶରେ ଥିବା ଆପଣଙ୍କର ପ୍ରିୟଜନଙ୍କଠାରୁ କିଛି ଖବର ଆଶା କରିପାରନ୍ତି । ଆଜି ଆପଣ ନିର୍ଦ୍ଦିଷ୍ଟ କାମରେ ଲକ୍ଷ୍ୟ ରଖିବେ । ଆପଣ ମାନସିକ ଭାବରେ ହଇରାଣ ହୋଇପାରନ୍ତି, ଏବଂ ତାହାର ପ୍ରଥମ କାରଣ ଆପଣଙ୍କ ପିଲାମାନେ ହୋଇପାରନ୍ତି ।

କନ୍ୟା: ଯଦି ଆପଣ କୌଣସି ନୂଆ ଜିନିଷ ଯୋଜନା କରୁଛନ୍ତି, ସେଥିପାଇଁ ଆଜି ଦିନଟି ଉପଯୁକ୍ତ ନୁହେଁ । ଆପଣଙ୍କ ରାଗ ଏବଂ କଡା କଥା ଉପରେ ନିୟନ୍ତ୍ରନ ରଖନ୍ତୁ, ଯାହା ଫଳରେ ଅଶାନ୍ତି ପରିସ୍ଥିତିର ସାମନା କରିବାକୁ ପଡିବ ନାହିଁ । ଆପଣଙ୍କ ପରିବାର ସହ ଏକ ଭୟଙ୍କର ଯୁକ୍ତି ଆପଣଙ୍କୁ ଅଶାନ୍ତି ରଖି ଦେଇପାରେ । ଆଜି ଆପଣଙ୍କର ଅତ୍ୟଧିକ ଖର୍ଚ୍ଚ ହୋଇପାରେ ।

ତୁଳା: ଆଜି ଦିନଟିରେ ଆପଣଙ୍କୁ ଅନେକ କିଛି କରିବାର ଅଛି । ଆପଣ ନୂଆ ପୋଷାକ ସପିଙ୍ଗ୍‌ ପାଇଁ ଯାଇପାରନ୍ତି ଏବଂ ପରିବର୍ତ୍ତିତ ସମୟ ଅନୁସାରେ ଆପଣ ନିଜକୁ ବଦଳାଇବାକୁ ଚେଷ୍ଟା କରିପାରନ୍ତି । ଆପଣଙ୍କର ଶାରୀରିକ ଏବଂ ମାନସିକ ଶକ୍ତି ବଦଳିଯାଇପାରେ ଏବଂ ଯାହାକି ପରିବେଶକୁ ବଦଳାଇ ଦିଏ । ସୁସ୍ୱାଦୁ ଜିନିଷ ଖାଇପାରନ୍ତି ।

ବିଛା: ଆପଣ ସୁସ୍ଥ ଅନୁଭବ କରିବେ ଏବଂ ଶାରୀରିକ ଏବଂ ମାନସିକ ଭାବରେ ଚାର୍ଜ୍‌ଡ୍‌ ଅପ୍‌ ହୋଇପାରନ୍ତି । ଅସୁସ୍ଥ ଥିବା ବ୍ୟକ୍ତିମାନଙ୍କ ପାଇଁ ଏହା ହେଉଛି ଖୁସିର ସମୟ ଯେହେତୁ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ନିଶ୍ଚିତ ସମ୍ଭାବନା ରହିଛି ଆପଣ ଆପଣଙ୍କ ସହକର୍ମୀଙ୍କଠାରୁ ସହଯୋଗ ଏବଂ ସହାୟତା ପାଇପାରନ୍ତି , ଏବଂ ଆପଣଙ୍କ ପ୍ରତିଦ୍ୱନ୍ଦୀମାନଙ୍କୁ ସଫଳ ଭାବରେ ହରାଇବାରେ ସକ୍ଷମ ରହିବେ ।

ଧନୁ: ହଜମ ଜନିତ ସମସ୍ୟା ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ । ଆପଣଙ୍କ ପିଲାର ପାଠପଢା ଏବଂ ସ୍ୱାସ୍ଥ୍ୟ ବିଷୟ ସଂପର୍କିତ ବିଷୟ ସାରା ଦିନ ଆପଣଙ୍କ ମନରେ ରହିବ । ଆପଣ ଆପଣଙ୍କ ରାକୁ ନିୟନ୍ତ୍ରଣରେ ରଖିବାକୁ ପରାମର୍ଶ ଦିଆଯାଇଥାଏ ଏବଂ ଜ୍ଞାନଭିତ୍ତିକ ଆଲୋଚନାରୁ ଦୂରରେ ରହିବେ । ଅବଶ୍ୟ, ଆପଣ ଆଜି କଳା ଏବଂ ସାହିତ୍ୟ ଆଡକୁ ଦୁର୍ବଳତା ପ୍ରକାଶ କରିପାରନ୍ତି ।

ମକର: ଆଗ୍ରହ ଏବଂ ଶକ୍ତି ଅଭାବରୁ, ଆଜି ଆପଣ ଆପଣଙ୍କର ଶାରୀରିକ ଏବଂ ମାନସିକ ଭାବରେ କିଛି ଉତ୍ତମ କରିପାରିବେ ନାହିଁ । ଏହା ପଛରେ ପରିବାରର କଳହ ଥାଇପାରେ । କିମ୍ବା ଆଉ ମଧ୍ୟ, କୌଣସି ଦୁର୍ଘଟଣାର ସମ୍ମୁଖିନ ହୋଇପାରନ୍ତି, ଯାହାକି ଆପଣଙ୍କର ମର୍ଯ୍ୟଦା ହାନି କିମ୍ବା ସମାଜରେ ଆପଣଙ୍କ ସ୍ଥାନ କମ୍‌ ହୋଇପାରେ । ଖୁସି ଏବଂ ଆଗ୍ରହ ଅଭାବରୁ ଆପଣଙ୍କ ଦିନ ଫିକା ଏବଂ ମାନ୍ଦାଳିଆ ରହିପାରେ ।

କୁମ୍ଭ: ଆପଣ ଖୁସି ଏବଂ ଆନନ୍ଦମୟ ଅନୁଭବ କରିବେ ଯେପରିକି ଚିନ୍ତାର ବାଦଲ ସବୁ ଆପଣଙ୍କ ପାଖରୁ ପଳାଇଯାଇଛି । ଆପଣ ଆପଣଙ୍କ ପରିବାର ସହିତ ଖୁସି ବାଣ୍ଟି ପାରିବେ ଏବଂ ସାନ ଭାଇ ଭଉଣୀ ମାନଙ୍କ ସହ ଭଲ ସମୟ ବିତାଇ ପାରିବେ ଯାହାକି ଆପଣଙ୍କ ଦିନକୁ ଆହୁରି ଆନନ୍ଦମୟ କରିବ ଆଉ ମଧ୍ୟ ଆପଣ ଗୋଟିଏ ଛୋଟ ଯାତ୍ରାର ଆୟୋଜନ କରିପାରନ୍ତି ତାହା ଆହୁରି ଆନନ୍ଦମୟ ରହିବ । ଆପଣଙ୍କ ପ୍ରତିଦ୍ୱନ୍ଦୀକୁ ପଛରେ ପକାଇ ଆପଣ ସଫଳତା ହାସଲ କରିବା ହେତୁ ଆପଣଙ୍କ ଭାଗ୍ୟ ଉଜ୍ୱଳ ହୋଇ ଉଠିବ ।

ମୀନ: ଆପଣ ହିସାବ ଉପରେ ନଜର ରଖନ୍ତୁ । ଧୈର୍ଯ୍ୟ ହେଉଛି ସମ୍ପଦ, ଏବଂ ଆପଣଙ୍କୁ ନିୟମିତ ଭାବରେ ବ୍ୟାୟାମ କରିବାର ଆବଶ୍ୟକତା ପଡିବ । ଆପଣଙ୍କ ରାଗକୁ କାବୁ କରିବାକୁ ହେଲେ ଜିଭକୁ କାମୁଡି ଚୁପ୍‌ ରହିବାକୁ ପଡିପାରେ ଯାହା ଫଳରେ ଆପଣମାଙ୍କ ମଧ୍ୟରେ ଭଲ ସମ୍ପର୍କ ରହିବ । ପଇସା ସମ୍ପର୍କିତ ବିଷୟରେ ସାବଧାନତା ବଜାୟ ରଖିବେ । ଅର୍ଥହୀନ ଯୁକ୍ତିଠାରୁ ଦୁରେଇ ରହିବେ । ସେମାନେ କେବଳ ଆପଣଙ୍କ ଉପରକୁ କଳହ ପାଇଁ ମସଲା ଆପଣଙ୍କୁ ଦେବେ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.