ETV Bharat / bharat

Horoscope: ଡିସେମ୍ବର 31 ରାଶିଫଳ, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

author img

By

Published : Dec 31, 2022, 12:50 AM IST

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

Horoscope
Horoscope

ମେଷ: ଅଳ୍ପ ସମୟ ଭିତରେ ଅଧିକ ଲାଭବାନ ନେଇ ଆପଣ ଲୋଭି ନ ହେବା ପାଇଁ ପରାମର୍ଶ ଦିଆଯାଇଛି । ନହେଲେ ଆପଣ ଅସୁବିଧାରେ ପଡିପାରନ୍ତି । ସମସ୍ତ ପ୍ରକାର ଆଇନ୍‌ଗତ କାର୍ଯ୍ୟକଳାପରୁ ଦୁରେଇ ରୁହନ୍ତୁ । ଆର୍ଥିକ କାରବାର କରିବାବେଳେ ସାବଧାନତା ଅବଲମ୍ବନ କରିବେ । ଆଜି ଆପଣଙ୍କର ଏକାଗ୍ରତାରେ ହାନି ହୋଇପାରେ । ଫଳରେ ଆପଣ ଆପଣଙ୍କର କାର୍ଯ୍ୟର ଅତି ଉତ୍ତମ ପ୍ରଦର୍ଶନ କରିପାରିବାରେ ସକ୍ଷମ ହୋଇ ନ ପାରନ୍ତି ।

ବୃଷ: ଆପଣଙ୍କ ପରିବାର ଏବଂ ପିଲା ବିଷୟରେ ଭଲ ଖବର ଆପଣଙ୍କୁ ଅତି ଉତ୍ସାହିତ କରିବ । ଆପଣ ଆପଣଙ୍କର ପିଲାଦିନର ସାଙ୍ଗମାନଙ୍କ ସହ ମିଶିବାରେ ଏବଂ ଆପଣଙ୍କର ସ୍କୁଲ୍‌ ଦିନର କଥା ମନେ ପକାଇ ଅତି ଖୁସି ଅନୁଭବ କରିବେ । ବ୍ୟବସାୟ କରୁଥିବା ଲୋକମାନଙ୍କ ପାଇଁ ଏହି ଦିନଟି ଏକ ଅତି କଷ୍ଟ ଦିନ ଅଟେ । ଏଣୁ ସଠିକ୍‌ ସ୍ଥାନରେ ନିବେଶ କରୁଛନ୍ତି କି ନାହିଁ ସୁନିଶ୍ଚିତ ହେବେ । ଆଇନ୍‌ ଏବଂ କୋର୍ଟ ଘଟଣାରେ ଅଧିକ ସତର୍କତା ଅବଲମ୍ବନ କରିବେ ।

ମିଥୁନ: ଆଜି ଦିନଟି ବ୍ୟବସାୟୀ ଓ ସେମାନଙ୍କ ବ୍ୟବସାୟ ପାଇଁ ସର୍ବୋତ୍କୃଷ୍ଟ ଅଟେ । ଆଜି ସେମାନଙ୍କର ପ୍ରଚୁର ଲାଭ ହେବ । କର୍ମଜୀବୀଙ୍କ ନିମନ୍ତେ ଆଜି ଦିନଟି ଅତ୍ୟନ୍ତ ଶୁଭଦାୟକ ଅଟେ। ଅଫିସ୍‍ ରେ ଆପଣଙ୍କର କର୍ମଦକ୍ଷତା ଓ କଠିନ ପରିଶ୍ରମର ଫଳ ସ୍ୱରୁପ ଆପଣ ନିଜର ହାକିମଙ୍କ ପ୍ରିୟପାତ୍ର ହୋଇପାରିବେ । ଏହି ଖୁସିରେ ସେ ଆପଣଙ୍କର ପଦୋନ୍ନତି କରିପାରନ୍ତି । ଦିବସଟିକୁ ମଧୁମୟ କରିବାକୁ ଅଜି ସନ୍ଧ୍ୟାରେ ଆପଣ ନିଜର ବନ୍ଧୁମାନଙ୍କ ସହ ବାହାରକୁ କିମ୍ଵା ବଣଭୋଜି କରିବାକୁ ଯାଇପାରନ୍ତି। ଅର୍ଥଲାଭ ହୋଇପାରେ । ଭବିଷ୍ୟତରେ ଆହୁରି ଅଧିକ ଅର୍ଥଲାଭ ହେବାର ସମ୍ଭାବନା ମଧ୍ୟ ରହିଛି ।

କର୍କଟ: ଦିବସଟିର ପ୍ରଥମାର୍ଦ୍ଧ ଭଲରେ ନ କଟିଲେ ମଧ୍ୟ ପ୍ରତି ଘଣ୍ଟାରେ ଏହା କ୍ରମଶଃ ଶୁଭଫଳ ଦେବାରେ ସକ୍ଷମ ହେବ । ଆପଣ ଉତ୍କଣ୍ଠିତ ହୋଇ ରହିବେ । ପାକସ୍ଥଳୀ ଜନିତ ଯନ୍ତ୍ରଣା ଭୋଗିପାରନ୍ତି । ଶରୀର ପାଇଁ ହିତକାରୀ ଖାଦ୍ୟ ଖାଆନ୍ତୁ । ମାନସିକ ଶାନ୍ତି ପାଇବାକୁ ଧ୍ୟାନ ଓ ଯୋଗର ଆଶ୍ରୟ ନିଅନ୍ତୁ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ମଧ୍ୟ ସଫଳତା ପାଇବେ ନାହିଁ । ମଧ୍ୟାହ୍ନ ପରେ ଆପଣଙ୍କର ଅସୁସ୍ଥ ଶରୀର ଧିରେ ଧିରେ ସୁସ୍ଥ ହେବ। ଆପଣଙ୍କ ଭାଙ୍ଗି ପଡିଥିବା ମନ ଓ ସାହାସ ପୁନର୍ବାର ଯୋଡି ହୋଇଯିବ । ଆପଣଙ୍କର ଆତ୍ମବିଶ୍ୱାସ ମଧ୍ୟ ଦୃଢ ହେବ । ସାମାଜିକ କ୍ଷେତ୍ରରେ ଆପଣଙ୍କର ପ୍ରତିଷ୍ଠା ଓ ସମ୍ମାନ ମଧ୍ୟ ବୃଦ୍ଧି ପାଇବ। ବ୍ୟବସାୟୀ ମାନେ ସେମନଙ୍କର ବ୍ୟବସାୟରୁ ଯଥେଷ୍ଟ ଲାଭ ପାଇପାରନ୍ତି।

ସିଂହ: ଆଜି ଦିବସଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ଆଜି ଆପଣ ନିଜକୁ ବେଆଇନ ଓ ଅନୈତିକ କାର୍ଯ୍ୟକଳାପରୁ ଦୂରେଇ ରଖିବାକୁ ଚେଷ୍ଟା କରନ୍ତୁ ନଚେତ୍‍ ଅସୁବିଧାରେ ପଡିପାରନ୍ତି । ଆଜି ଆପଣ ନିଜ ଅଫିସ୍‍ ରେ ମନ ଲଗାଇ କାମ କରନ୍ତୁ ଏବଂ ପ୍ରତି ଘଣ୍ଟାରେ ଆପଣଙ୍କ ପାଖକୁ ଅଜସ୍ର କାମ ଆସିପାରେ । ତେଣୁ ଆପଣ ମଝିରେ ମଝିରେ ବିଶ୍ରାମ ନିଅନ୍ତୁ । ନଚେତ୍‍ ଏପରି ଅନବରତ କାର୍ଯ୍ୟରେ ମନନିବେଶ କଲେ ଆପଣଙ୍କ ସ୍ୱାସ୍ଥ୍ୟର ଅବନତି ଘଟିପାରେ । ଅପ୍ରତ୍ୟାସିତ ଭାବରେ ଅର୍ଥଲାଭ ହୋଇପାରେ। ନିଜର ପ୍ରତିଦ୍ୱନ୍ଦୀଙ୍କ ସଙ୍ଗେ ଯୁକ୍ତିତର୍କ କରନ୍ତୁ ନାହିଁ । ଅନ୍ୟଥା ସେମାନେ ଆପଣଙ୍କୁ ଉତ୍ତେଜିତ କରିପାରନ୍ତି । ଆପଣ ନିଜର କ୍ରୋଧ ସମ୍ଵରଣ ନକଲେ ଦିବସଟିର ମାଧୁର୍ଯ୍ୟ ନଷ୍ଟ ହୋଇଯିବ । ସବୁବେଳେ ନମ୍ର ଓ ଶାନ୍ତ ରୁହନ୍ତୁ।

କନ୍ୟା: ଆପଣଙ୍କ ବନ୍ଧୁଙ୍କ ସହ ସକାଳଟି ଆନନ୍ଦମୟ ଏବଂ ଖୁସିବାସିରେ ଯିବ, ମଉଜ ମଜଲିସ୍‌ କରିପାରନ୍ତି । ଆପଣଙ୍କ ବିଜିନେସ୍‌ ପାର୍ଟନରଙ୍କ ସହ ଅତି ଉତ୍ତମ ଭାବରେ ମଜା ନେଇପାରନ୍ତି । ଏଣୁ ଦିନର ଆର ଅଧକରେ ଆପଣଙ୍କ କାର୍ଯ୍ୟକ୍ରମର ଅନ୍ୟ ଗତି ନେବ । ହଠାତ୍‌ ଆପଣଙ୍କ ଶରୀର କ୍ଷୀଣ ହୋଇଯିବ ଏବଂ ଏହାକୁ ଠିକ୍‌ କରିବାରେ ବହୁତ ପଇସା ଖର୍ଚ୍ଚ ହୋଇପାରେ ।

ତୁଳା: ଆଜି ଆପଣ ଲକ୍ଷ୍ୟ, ଏକାଗ୍ରତା, ଏବଂ ଆତ୍ମବିଶ୍ୱାସ ସାହାଯ୍ୟରେ, ଆପଣ ଦିଆଯାଇଥିବା କାର୍ଯ୍ୟକୁ ପୁରା କରିବେ । ପରିବାର ଜୀବନ ସୁଖି ଏବଂ ଶାନ୍ତିମୟ ରହିବ । ଆଜି ଆପଣଙ୍କର ସ୍ୱାସ୍ଥ୍ୟ ଠିକ୍‌ ରହିବ । ଆପଣଙ୍କ ମନର ହଠାତ୍‌ ପରିବର୍ତ୍ତନ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ । ଦିନର ଶେଷରେ ବନ୍ଧୁମାନଙ୍କ ସହ ବାହାରକୁ ଯିବା କିମ୍ବା ସିନେମା ଦେଖିଯିବା ହେଉଛି ଏକ ଉତ୍ତମ ଭାବନା । ଅତି ବଢିଆ ଦିନ। ପ୍ରକୃତରେ !

ବିଛା: ଆପଣ ଆଜି ଅତ୍ୟନ୍ତ ଭାବବିହ୍ୱଳ ହୋଇପାରନ୍ତ। ମାନସିକ ସନ୍ତୁଳନକୁ ବଜାୟ ରଖିବା ପାଇଁ ଚେଷ୍ଟା କରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅଧିକା ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ । ଛାତ୍ରମାନେ ସେମାନଙ୍କ ପାଠପଢାରେ ଅତି ଉତ୍ତମ ଫଳାଫଳ ନେଇ ବାହାରିବେ ଏବଂ ସେମାନଙ୍କ କ୍ୟାରିଅର୍‌ରେ ଅତି ଉତ୍ତମ ପରିବର୍ତ୍ତନ ଆଣିବାରେ ସକ୍ଷମ ହେବେ । ଆପଣଙ୍କର ସୃଜନାତ୍ମକ କାର୍ଯ୍ୟକଳାପ ପ୍ରବାହିତ ହେବ ଏବଂ ଏହାକୁ ଆହୁରି ଭଲ କରନ୍ତୁ ।

ଧନୁ: ଆପଣ ଘରେ ସୁଖ ଏବଂ ଶାନ୍ତି ବଜାୟ ରଖିବେ । ଘରର ପରିବେଶ ପରିସ୍ଥିତି ପ୍ରତିକୂଳ କୌଣସି କାମ ଆପଣ କରିବେ ନାହିଁ । ଆପଣଙ୍କ ମାଆଙ୍କ ଦେହ ଅସୁସ୍ଥ ହୋଇପାରେ । ଆପଣ ତାଙ୍କର ଯତ୍ନ ନେବା ପାଇଁ ପରାମର୍ଶ ଅଛି । ଆପଣଙ୍କର ଆର୍ଥିକ ଏବଂ ସାମାଜିକ ପରିସ୍ଥିତି ପ୍ରତିକୂଳ ଭାବରେ ପ୍ରଭାବ ପକାଇବ । ତେଣୁ ସତର୍କ ରୁହନ୍ତୁ ।

ମକର: ଆଜି ଆପଣ କୌଣସି ଜିନିଷରେ ଲକ୍ଷ୍ୟ ଏବଂ ଏକାଗ୍ରତା ରଖିବେ। ଗୋଟିଏ ସ୍ଥିର ମସ୍ତିଷ୍କକୁ ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ନେବା ଆବଶ୍ୟକ ପଡିଥାଏ । ଏହା ହେଉଛି ସମୟ ଯେଉଁଠି ଆପଣ ବନ୍ଧୁ, ଭାଇ ଭଉଣୀମାନଙ୍କ ସହ ଏକାଠି ହୋଇପାରିବେ । ଆପଣ ସହରର ସୀମାରେ ଏକ ବହୁତ ବଡ ଦୃଶ୍ୟମୟ ସ୍ଥାନ ଭ୍ରମଣରେ ଯାଇପାରନ୍ତି । ଏହା ଆପଣଙ୍କ ସାନ ଭାଇ ଭଉଣୀମାନଙ୍କୁ ନିକଟତର କରିବ ।

କୁମ୍ଭ: ଆଜି ସାବଧାନତାର ସହ ଏକ୍ସସରସାଇଜ୍‌ କରିବେ । ଆପଣଙ୍କର ରାଗ ମନୋଭାବ ଏବଂ ପ୍ରତିକୂଳ ଭାବନା ଦିନଟିକୁ କଠିନ କରିପାରେ । ସୁନିଶ୍ଚିତ ହୁଅନ୍ତୁ ଯେ ସେମାନେ ଆପଣଙ୍କର କିଛି କ୍ଷତି କରିବେ ନାହିଁ । ଆଜି ଯାହା ଖାଉଛନ୍ତି ସେଥିପ୍ରତି ସଜାଗ ରହିବେ । ଅସୁସ୍ଥକର ଖାଦ୍ୟ ଆପଣଙ୍କ ଶରୀରକୁ ଖରାପ କରିପାରେ । ଆପଣଙ୍କର ସୃଜନଶୀଳ କାର୍ଯ୍ୟକଳାପ ଆଡକୁ ଗତି ଆପଣଙ୍କ ନାମ ଏବଂ ଯଶ ବଢାଇବ । ଦିନଟିକୁ ଅଧିକରୁ ଅଧିକ ଖୁସିବାସିରେ ପରିପୂର୍ଣ୍ଣ କରନ୍ତୁ ।

ମୀନ: ଆଜି ଆପଣଙ୍କର ଅନୁକୂଳ ବାତାବରଣ ଦେଖାଦେବ। ତେଣୁ ଆପଣ ଅତ୍ୟନ୍ତ ଆନନ୍ଦ ଏବଂ ଆଗ୍ରହୀ ଅନୁଭବ କରିବେ । ଏହା ହେଉଛି ନୂତନ କାର୍ଯ୍ୟ ଆରମ୍ଭ କରିବାର ଉପଯୁକ୍ତ ମନୋଭାବ ଏବଂ ସମୟ । ଘରେ ଆପଣ ଆପଣଙ୍କ ନିଜ ଲୋକମାନଙ୍କ ସହ ଭଲ ଭାବରେ ସମୟ ବିତାଇବେ । ଆଉ ମଧ୍ୟ ଆପଣ ମନର ଶାନ୍ତି ପାଇଁ କିଛି ଧର୍ମାର୍ଥ କାର୍ଯ୍ୟ କରିପାରନ୍ତି କିନ୍ତୁ ଧ୍ୟାନ ରଖନ୍ତୁ ଆପଣଙ୍କ ଖର୍ଚ୍ଚ ଯେପରି ଅତ୍ୟଧିକ ହୋଇ ନଯାଏ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.