ETV Bharat / bharat

ଆଜିର ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ...

author img

By

Published : Jun 8, 2021, 6:01 AM IST

ତୁମର ଆଜି ଦିନଟି କେମିତି ରହିବ ? ଅଧ୍ୟୟନ, ପ୍ରେମ, ବିବାହ, ବ୍ୟବସାୟ କ୍ଷେତ୍ରରେ କିପରି ରହିବ ଗ୍ରହର ସ୍ଥିତି ? କିପରି କଟିବ ଦାମ୍ପତ୍ୟ ଜୀବନ ? ପିଲାମାନଙ୍କର ଯଦି ପଢାରେ ମନ ଲାଗୁନି, ତେବେ କ’ଣ ଉପାୟ କରିବେ ? ଆଗାମୀ ସମୟରେ ବିଦେଶ ଭ୍ରମଣ କରିବାର ସୁଯୋଗ ରହିଛି କି ? ଆପଣଙ୍କ ଜୀବନସାଥୀ ସହିତ ସମୟ କିପରି ଅତିବାହିତ ହେବ ? ଏହିପରି ସମସ୍ତ ପ୍ରଶ୍ନର ଉତ୍ତର ଜାଣିବା ପାଇଁ, ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ...

ଆଜିର ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ
ଆଜିର ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

ଆଜିର ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ...
ଆଜିର ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ...

ମେଷ: ଆପଣ କାର୍ଯ୍ୟସ୍ଥଳରେ ସାହସୀ ପଦକ୍ଷେପ ନେଇପାରନ୍ତି । ଏପରିକି ଆପଣଙ୍କ ମନରେ କିଛି ଅଭିନବ ଧାରଣା ଓ ମତ ମଧ୍ୟ ଆସିପାରେ । କିନ୍ତୁ ଅପରାହ୍ନ ବେଳକୁ ଆପଣ ପୁଣି କ୍ଷତିରେ ପଡିବେ । ଏହା ଦ୍ଵାରା ଆପଣ କାମରୁ କିଛି ସମୟ ବିରତି ନେଇ ନିଜକୁ ରିଲାକ୍ସ କରାଇବେ ।

ବୃଷ : ଆପଣ ନୂଆ ଫ୍ରିଜ୍‍ ଭଳି ଦୀର୍ଘସ୍ଥାୟୀ ଜିନିଷ କିଛି କିଣିପାରନ୍ତି । ଏହା ପରେ ଆପଣ ଏକ ପ୍ରଦର୍ଶନୀ ଯାଇ କିଛି କଳାତ୍ମକ ଓ ଆକର୍ଷକ ଜିନିଷ ଆଣିପାରନ୍ତି ।

ମିଥୁନ: ଆପଣ ପର୍ବ ଓ ସାମାଜିକ କାର୍ଯ୍ୟକ୍ରମର ଆୟୋଜନ କରିବା ପାଇଁ ବହୁତ ଭଲ ପାଆନ୍ତି । ଆଜି ଆପଣଙ୍କୁ ଆଉ ଏକ ସୁଯୋଗ ମିଳିପାରେ । ଅପରାହ୍ନରେ ଘରର ରୂପ ବଦଳାଇବାକୁ ଯୋଜନା କରିବେ । ସଂଧ୍ୟା ସୁଦ୍ଧା ଆପଣ ପୂର୍ବ ଅବସ୍ଥାକୁ ଆସି ଜଣେ ଛୋଟ ବେଳର ବନ୍ଧୁଙ୍କ ସହ ଏକ ଲୋକପ୍ରିୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି ।

କର୍କଟ : ଆପଣ ନିଜ ବ୍ୟକ୍ତିଗତ ଓ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ବିଷୟରେ ଆଲୋଚନା କରିପାରନ୍ତି, ଯାହା ଫଳରେ ଆଜି ଦିନଟି ଖୁସିରେ କଟିପାରେ । ଅତ୍ୟଧିକ କାର୍ଯ୍ୟଭାର ଆପଣଙ୍କୁ କ୍ଲାନ୍ତି ଆଣିପାରେ ମାତ୍ର ଅପରାହ୍ନରେ ଆପଣ ନିଜକୁ ହାଲକା ମନେକରିବେ । ଆଜି ବନ୍ଧୁମିଳନ ଘଟିପାରେ ଏବଂ ତାଙ୍କସହ ଯାତ୍ରାଯୋଗ ଅଛି । ସାମାଜିକ କାର୍ଯ୍ୟରେ ନିଜକୁ ବ୍ୟସ୍ତ ରଖିବେ ।

ସିଂହ : ଆଜି ଆପଣଙ୍କ ଶାରୀରିକ ଓ ମାନସିକ ଅସୁସ୍ଥତା ଯୋଗୁଁ କ୍ଲାନ୍ତ ଓ ବିଚଳିତ ହୋଇପାରନ୍ତି । ନିଜର କ୍ରୋଧାନ୍ୱିତ ମନକୁ ନିଜ ନିୟନ୍ତ୍ରଣରେ ନ ରଖିଲେ କଳହ ହୋଇପାରେ । ଲୋକଙ୍କ ସହିତ ଏପରି ଅପ୍ରତ୍ୟାଶିତ ଘଟଣା ସୁସ୍ଥ ବାତାବରଣକୁ ବିଷାକ୍ତ କରିପାରେ । ତେଣୁ ସତର୍କ ରୁହନ୍ତୁ । ମାତ୍ର ଅପରାହ୍ନରେ ଆପଣ ନିଜକୁ ଦୁଶ୍ଚିନ୍ତାରୁ ମୁକ୍ତି ପାଇପାରନ୍ତି ଏବଂ ଏହା ଆପଣଙ୍କୁ ନିଜ ପରିବାରର ପରିବେଶକୁ ଶାନ୍ତ ଓ ସତେଜ ରଖିବାରେ ସାହାଯ୍ୟ କରିବ । ଅଫିସର ଉପରିସ୍ଥ କର୍ମଚାରୀମାନଙ୍କ ସହ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିପାରନ୍ତି ।

କନ୍ୟା : ଆଜି ଆପଣ ଅତ୍ୟଧିକ ଚିନ୍ତାମଗ୍ନ ରହିବେ । ଆଧ୍ୟାତ୍ମିକ ଭାବନା ଆଡକୁ ଆକର୍ଷିତ ହୋଇପାରନ୍ତି । କଳିତକରା ଠାରୁ ନିଜକୁ ସୁରକ୍ଷିତ ରଖିବା ନିମନ୍ତେ ନିଜର ବାର୍ତ୍ତାଳାପରେ ସଞ୍ଜତ ରଖନ୍ତୁ । ଆପଣଙ୍କ ସାମାନ୍ୟ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ । ଅପରାହ୍ନରେ ଯାତ୍ରା ଯୋଗ ଅଛି । ଏହି ଯାତ୍ରା କୌଣସି ନିର୍ଦ୍ଦିଷ୍ଟ ଉତ୍ସବ ପାଇଁ କିମ୍ଵା ତୀର୍ଥସ୍ଥାନକୁ ନ ହୋଇପାରେ ।

ତୁଳା : ଆଜି ଆପଣ ନିଜର ପେଷାରେ ଏବଂ ଅନ୍ୟ ଦିଗରୁ ଉଚ୍ଚ ପ୍ରଶଂସାର ପାତ୍ର ହେବେ । ପ୍ରିୟଜନଙ୍କ ଗହଣରେ ଆନନ୍ଦ ଉଲ୍ଳାସରେ ସମୟ କଟାଇବେ । ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ରୋମାଞ୍ଚକର ଓ ମଧୁରମୟ ହେବ । ମଧ୍ୟାହ୍ନ ଭୋଜନ ପରେ ଆପଣ ନିଜର କଥାବାର୍ତ୍ତା ଓ ବ୍ୟବହାରକୁ ସଞ୍ଜତ କରନ୍ତୁ । ଯଦି ପାରନ୍ତି, ଯାତ୍ରା କରନ୍ତୁ ନାହିଁ । ଆଧ୍ୟାତ୍ମିକ କାର୍ଯ୍ୟ ସମ୍ପାଦନ କରିପାରନ୍ତି ।

ବିଛା: ଆଜି ଆପଣ ବିଭିନ୍ନ କାର୍ଯ୍ୟକଳାପରେ ନିଜକୁ ବ୍ୟସ୍ତ ରଖିବେ । ଦିନସାରା ଆପଣ ଉଲ୍ଲସିତ ରହିବେ । ନିଜର ଅଫିସ୍‍ କାର୍ଯ୍ୟରେ ନିଜକୁ ବ୍ୟସ୍ତ ରଖିବେ । କର୍ମକ୍ଷେତ୍ରରେ ଉପକୃତ ହେବେ । ବହୁ ଲୋକଙ୍କ ସଙ୍ଗେସଙ୍ଗେ ମିଶିବା ହେତୁ ଆପଣ କିଛି ଅଧିକ ଜ୍ଞାନ ଆହରଣ କରିପାରିବେ ଏବଂ ଭାବର ଆଦାନ ପ୍ରଦାନ ମଧ୍ୟ ହୋଇପାରିବ । ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ । ସାମାଜିକ କାର୍ଯ୍ୟରେ ପ୍ରଶଂସା ଭାଜନ ହେବେ । ନିଜ ପ୍ରିୟଜନଙ୍କ ସହ ପ୍ରୀତିର ଅନ୍ୱେଷ ହେବ ।

ଧନୁ : ଆଜି ସକାଳେ ଆପଣ ଶିଥିଳ ଅନୁଭବ କରିପାରନ୍ତି । କାମ କରିବା ବେଳେ ଆଜି ଆପଣ ଏପଟ ସେପଟ ହୋଇପାରନ୍ତି । ଆପଣ ଯେତେ ପରିମାଣରେ କଷ୍ଟକରି କାର୍ଯ୍ୟ କରିବେ, ତାହା ତୁଳନାରେ ସନ୍ତୋଷଜନକ ଫଳ ମିଳିବ ନାହିଁ । ମାତ୍ର ମଧ୍ୟାହ୍ନ ପରେ ଶାରୀରିକ ଓ ମାନସିକ ଶାନ୍ତି ପାଇପାରନ୍ତି । ନିଜ ପରିବାରର ସଦସ୍ୟ ତଥା ବନ୍ଧୁମାନଙ୍କ ଗହଣରେ ହସ ଖୁସିରେ ଦିନଟିକୁ କାଟିପାରନ୍ତି । ଆପଣ ନିଜକୁ ଆଧ୍ୟାତ୍ମିକ ଏବଂ ବଦାନ୍ୟତା ପୂର୍ଣ୍ଣ କାମରେ ନିୟୋଜିତ କରିପାରନ୍ତି । ଆର୍ଥିକ ଦୃଷ୍ଟିରୁ ଲାଭଭାନ ହେବାର ଯୋଗ ରହିଛି ।

ମକର: ଅତ୍ୟଧିକ ଭାବପ୍ରବଣ ହୁଅନ୍ତୁ ନାହିଁ । ଜମିବାଡି ଓ ସମ୍ପତ୍ତି ସମ୍ପର୍କୀୟ କୌଣସି କାର୍ଯ୍ୟ ଆଜି ଆଦୌ କରନ୍ତୁ ନାହିଁ । ମାନସିକ ଦୁଃଶ୍ଚିନ୍ତା କାରଣରୁ ନିଜର ସ୍ୱାସ୍ଥ୍ୟପ୍ରତି ଯତ୍ନବାନ ହୁଅନ୍ତୁ । ଦୃଢ ମନୋଭାବ ପରିହାର କରି ନିଜକୁ ଟିକିଏ କୋହଳ କରିବାକୁ ଚେଷ୍ଟା କରନ୍ତୁ । ସନ୍ତାନ ଜନିତ ଘଟଣା ଆପଣଙ୍କ ମନକୁ ବିଚଳିତ କରିପାରେ । ସରକାରୀ କାର୍ଯ୍ୟରେ ଏବଂ ଉପରିସ୍ଥ ଗୁରୁଜନ ମାନଙ୍କ ସହିତ ବାର୍ତ୍ତାଳପରେ ସନ୍ତୋଷଲାଭ କରିବେ । ଆଜି ଦିନରେ ଯାତ୍ରା ଶୁଭ ନୁହେଁ ।

କୁମ୍ଭ : ଆଜି ଆପଣ ନୂଆ ସମ୍ପତ୍ତି ହସ୍ତାନ୍ତରକରଣ ପ୍ରକ୍ରିୟା ପାଇଁ ପ୍ରବର୍ତ୍ତିତ ହୋଇପାରନ୍ତି । ମାତ୍ର ଆପଣଙ୍କ ଚିନ୍ତାଧାରା ଯେହେତୁ ସାଙ୍ଗେସାଙ୍ଗେ ବଦଳିଯାଏ, ତେଣୁ ଗୁରୁତ୍ୱପୂର୍ଣ୍ଣ ଘଟଣା ବା ସମସ୍ୟାର ସିଦ୍ଧାନ୍ତ ନେବାବେଳେ ତରବର ହୁଅନ୍ତୁ ନାହିଁ । ଆଜି ଦିନଟି ଲେଖକମାନଙ୍କ ନିମନ୍ତେ ଅନୁକୁଳ ଅଟେ । ମାତ୍ର ଅପରାହ୍ନରେ କିମ୍ଵା ସନ୍ଧ୍ୟାରେ ଘଟଣାର ପକ୍ଷ ପରିବର୍ତ୍ତନ ହେବାର ଆଶା ରହିଛି । ଆର୍ଥିକ ସମସ୍ୟାରେ ପ୍ରତିବନ୍ଧକ ଆସିପାରେ । କେହି ଜଣେ ବ୍ୟକ୍ତି କଥାରେ ବା ବ୍ୟବାହାରରେ ଆପଣଙ୍କ ମନରେ ଦୁଃଖ ଦେଇପାରେ । ସମ୍ପତ୍ତି ସଂପର୍କୀୟ କୌଣସି କାର୍ଯ୍ୟରୁ ନିବୃତ୍ତ ରୁହନ୍ତୁ । ଆଧ୍ୟାମିକ ଭାବରେ ଉଦ୍‍ବୁଦ୍ଧ ହେଲେ ମନର ଯାବତୀୟ ଉତ୍କଣ୍ଠା ଦୂର ହୋଇପାରେ ।

ମୀନ : କିଛି ଅସ୍ପଷ୍ଟ ରହିଛି; ଆପଣଙ୍କ ନକ୍ଷତ୍ରଗୁଡ଼ିକ ଯେତିକି ସକ୍ରିୟ ରହିବା ଉଚିତ ସେତିକି ନାହାଁନ୍ତି । ଅତ୍ୟଧିକ ଅର୍ଥବ୍ୟୟ ଆପଣଙ୍କୁ ବିରକ୍ତ କରିପାରେ, ତେଣୁ ଆପଣଙ୍କ ସଞ୍ଚୟ ଉପରେ ସତର୍କ ଦୃଷ୍ଟି ରଖନ୍ତୁ । ପରିସ୍ଥିତି ଦେଖି କଥାବାର୍ତ୍ତା କରନ୍ତୁ ଅନ୍ୟଥା ଅସ୍ୱାଭାବିକ ପରିସ୍ଥିତି ସୃଷ୍ଟି ହୋଇପାରେ । କର୍ମସ୍ଥଳରେ ସହକର୍ମୀଙ୍କ ସହ ତୀବ୍ର ପ୍ରତିଯୋଗିତାର ସମ୍ମୁଖୀନ ହୋଇପାରନ୍ତି । ଆପଣଙ୍କ ସନ୍ଦେହୀ ମନ ଆପଣଙ୍କୁ ଦ୍ୱନ୍ଦ୍ୱରେ ପକାଇପାରେ; ଆଜି ଆପଣଙ୍କ ନିଷ୍ପତ୍ତି ନେବାର କ୍ଷମତା ଭଲ ହୋଇ ନ ପାରେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.