ETV Bharat / bharat

ନୀରଜଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଜଣାଇଲେ ଶୁଭେଚ୍ଛା

author img

By

Published : Aug 7, 2021, 9:09 PM IST

ସ୍ବର୍ଣ୍ଣ ବିଜେତା ନୀରଜଙ୍କ ସହ କଥା ହେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜଣାଇଲେ ଶୁଭେଚ୍ଛା । ଅଧିକ ପଢନ୍ତୁ ...

ନିରଜଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ ମୋଦି , ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ: ଟୋକିଓ ଅଲମ୍ପିକରେ ଜାଭଲିନ ଥ୍ରୋରେ ସ୍ବର୍ଣ୍ଣ ବିଜେତା ନୀରଜଙ୍କ ସହ କଥା ହେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୀରଜଙ୍କ ସଫଳତାରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ସହିତ ପୂର୍ବରୁ ଦେଶର ବିଭିନ୍ନ କୋଣରୁ ନୀରଜଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି ।

ଆଜି (ଶନିବାର) ଜାଭଲିନ ଥ୍ରୋରେ ନୀରଜ ଚୋପ୍ରା ଅଲିମ୍ପିକରେ ବ୍ୟକ୍ତିଗତ ବର୍ଗରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଏହି ସଫଳତା ପାଇବାରେ ନୀରଜ ଦ୍ବିତୀୟ ଭାରତୀୟ ଭାବେ ସ୍ଥାନ ପାଇଛନ୍ତି । ଏହା ପୂର୍ବରୁ ୨୦୦୮ ରେ ବେଜିଂ ଅଲମ୍ପିକରେ ତୀରନ୍ଦାଜରେ ଅଭିନବ ବିନ୍ଦ୍ରା ବ୍ୟକ୍ତିଗତ ବର୍ଗରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ । ନୀରଜଙ୍କର ଏହି ସଫଳତାରେ ସାରା ଦେଶରେ ଉତ୍ସବ ପାଳନ ଆରମ୍ଭ ହୋଇଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.