ETV Bharat / bharat

INDIA CORONA: ଦିନକରେ ୩୬,୫୭୧ ଆକ୍ରାନ୍ତ ଚିହ୍ନଟ, ୫୪୦ ମୃତ

author img

By

Published : Aug 20, 2021, 10:13 AM IST

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୩୬ ହଜାର ୫୭୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

INDIA CORONA: ଦିନକରେ ୩୬, ୫୭୧ ଆକ୍ରାନ୍ତ ଚିହ୍ନଟ, ୫୪୦ ମୃତ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପରେ ଏବେ ପୁଣି ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୩୬ ହଜାର ୫୭୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୩ ଲକ୍ଷ ୫୮ ହଜାର ୮୨୯ରେ ପହଞ୍ଚିଛି ।

  • " class="align-text-top noRightClick twitterSection" data="">

ସେହିପରି ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୪୦ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୩ ହଜାର ୫୮୯ରେ ପହଞ୍ଚିଛି । ଦେଶରେ ଏବେ ୩ ଲକ୍ଷ ୬୩ ହଜାର ୬୦୫ଟି ଆକ୍ଚିଭ କେସ ରହିଛି । ଯାହା ଦୀର୍ଘ ୧୫୦ ଦିନ ପରେ ସର୍ବନିମ୍ନ ରହିଛି ।

ସେହିପରି ଦେଶରେ କୋରୋନା ସୁସ୍ଥ ହାର ୯୭.୫୪ ପ୍ରିତଶତ ରହିଛି । ଦେଶରେ ଏପର୍ଯ୍ୟନ୍ତ ୫୦ କୋଟି ୨୬ ଲକ୍ଷ ୯୯ ହଜାର ୭୦୨ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ଗତକାଲି ୧୮ ଲକ୍ଷ ୮୬ ହଜାର ୨୭୧ ପରୀକ୍ଷା କରାଯାଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.