ETV Bharat / bharat

ଦୈନିକ ସଂକ୍ରମଣରେ ସାମାନ୍ୟ ହ୍ରାସ; ମୃତ୍ୟୁରେ ଲାଗୁନି ବ୍ରେକ୍, ଦିନକରେ 4,077 ମୃତ୍ୟୁ

ଦେଶରେ ଦୈନିକ ସଂକ୍ରମଣ ପ୍ରତିଦିନ ରେକର୍ଡ ଭାଙ୍ଗୁଥିବା ବେଳେ ଏବେ ଏହା ସାମାନ୍ୟ ହ୍ରାସ ହୋଇଛି । 24 ଘଣ୍ଟା ମଧ୍ୟରେ ଦେଶରେ 3 ଲକ୍ଷ 11 ହଜାର 170 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା 2 କୋଟି 46 ଲକ୍ଷ 84 ହଜାର 77ରେ ପହଞ୍ଚିଛି । ଅଧିକ ପଢନ୍ତୁ...

ଦୈନିକ ସଂକ୍ରମଣରେ ସାମାନ୍ୟ ହ୍ରାସ; କିନ୍ତୁ ମୃତ୍ୟୁରେ ଲାଗୁନି ବ୍ରେକ୍

author img

By

Published : May 16, 2021, 10:30 AM IST

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ହେବାରେ ଲାଗିଛି କୋରୋନାର ଦ୍ବିତୀୟ ଲହର । ଦେଶରେ ଦୈନିକ ସଂକ୍ରମଣ ପ୍ରତିଦିନ ରେକର୍ଡ ଭାଙ୍ଗୁଥିବା ବେଳେ ଏବେ ଏହା ସାମାନ୍ୟ ହ୍ରାସ ହୋଇଛି । 24 ଘଣ୍ଟା ମଧ୍ୟରେ ଦେଶରେ 3 ଲକ୍ଷ 11 ହଜାର 170 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା 2 କୋଟି 46 ଲକ୍ଷ 84 ହଜାର 77ରେ ପହଞ୍ଚିଛି ।

ତେବେ ସଂକ୍ରମିତଙ୍କ ସଂଖ୍ୟାରେ ସାମାମ୍ୟ ହ୍ରାସ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍ । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 4077 କୋରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା 2 ଲକ୍ଷ 70 ହଜାର 284ରେ ପହଞ୍ଚିଛି । ସେହିପରି 3 ଲକ୍ଷ 62 ହଜାର 437 ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 36 ଲକ୍ଷ 18 ହଜାର 458 ଟି ଏବେ ଆକ୍ଟିଭ କେସ୍ ରହିଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

@ ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.